2 Kings 15

fullscreen23 ଯିହୁଦାର ଅସରିଯଙ୍କ ରାଜତ୍ବର ପଗ୍ଭଶ ବର୍ଷ ରେ ମନ ହେମ୍ଙ୍କ ପୁତ୍ର ପକହିଯ ଇଶ୍ରାୟେଲ ରେ ରାଜା ହେଲେ ଓ ସେ ଦୁଇବର୍ଷ ଶମରିଯା ଶାସନ କଲେ।

fullscreen24 ପକହିଯ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ କାର୍ୟ୍ଯ କଲେ। ସେ ପାପଗୁଡିକ କାର୍ୟ୍ଯରୁ ବିମୁଖ ହେଲେ ନାହିଁ, ଯାହା ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ ପାପ କରାଇଥିଲେ।

fullscreen25 ରମଲିଯର ପୁତ୍ର ପକହେ, ପକହଙ୍କେର ସୈନ୍ଯବାହୀନିର ଜଣେ ସନୋପତି ରାଜ ପ୍ରାସାଦ ରେ ପକହେକୁ ହତ୍ଯା କଲେ। ଯେତବେେଳେ ରାଜାଙ୍କୁ ସେ ହତ୍ଯା କଲେ, ତାଙ୍କ ସହିତ ପଗ୍ଭଶ ଗିଲିଯଦୀଯ ଲୋକ ଥିଲେ। ସେ ତାଙ୍କ ପରେ ନୂତନ ରାଜା ହେଲେ।

fullscreen26 ଏହି ପକହେିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।

23 In the fiftieth year of Azariah king of Judah Pekahiah the son of Menahem began to reign over Israel in Samaria, and reigned two years.

24 And he did that which was evil in the sight of the Lord: he departed not from the sins of Jeroboam the son of Nebat, who made Israel to sin.

25 But Pekah the son of Remaliah, a captain of his, conspired against him, and smote him in Samaria, in the palace of the king’s house, with Argob and Arieh, and with him fifty men of the Gileadites: and he killed him, and reigned in his room.

26 And the rest of the acts of Pekahiah, and all that he did, behold, they are written in the book of the chronicles of the kings of Israel.

2 Kings 15 in Tamil and English

23 ଯିହୁଦାର ଅସରିଯଙ୍କ ରାଜତ୍ବର ପଗ୍ଭଶ ବର୍ଷ ରେ ମନ ହେମ୍ଙ୍କ ପୁତ୍ର ପକହିଯ ଇଶ୍ରାୟେଲ ରେ ରାଜା ହେଲେ ଓ ସେ ଦୁଇବର୍ଷ ଶମରିଯା ଶାସନ କଲେ।
In the fiftieth year of Azariah king of Judah Pekahiah the son of Menahem began to reign over Israel in Samaria, and reigned two years.

24 ପକହିଯ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ମନ୍ଦ କାର୍ୟ୍ଯ କଲେ। ସେ ପାପଗୁଡିକ କାର୍ୟ୍ଯରୁ ବିମୁଖ ହେଲେ ନାହିଁ, ଯାହା ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ ପାପ କରାଇଥିଲେ।
And he did that which was evil in the sight of the Lord: he departed not from the sins of Jeroboam the son of Nebat, who made Israel to sin.

25 ରମଲିଯର ପୁତ୍ର ପକହେ, ପକହଙ୍କେର ସୈନ୍ଯବାହୀନିର ଜଣେ ସନୋପତି ରାଜ ପ୍ରାସାଦ ରେ ପକହେକୁ ହତ୍ଯା କଲେ। ଯେତବେେଳେ ରାଜାଙ୍କୁ ସେ ହତ୍ଯା କଲେ, ତାଙ୍କ ସହିତ ପଗ୍ଭଶ ଗିଲିଯଦୀଯ ଲୋକ ଥିଲେ। ସେ ତାଙ୍କ ପରେ ନୂତନ ରାଜା ହେଲେ।
But Pekah the son of Remaliah, a captain of his, conspired against him, and smote him in Samaria, in the palace of the king’s house, with Argob and Arieh, and with him fifty men of the Gileadites: and he killed him, and reigned in his room.

26 ଏହି ପକହେିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
And the rest of the acts of Pekahiah, and all that he did, behold, they are written in the book of the chronicles of the kings of Israel.