2 Kings 18

fullscreen13 ଅନନ୍ତର ହିଜକିଯଙ୍କର ରାଜତ୍ବର ଚତୁଃର୍ଦ୍ଦଶ ବର୍ଷ ରେ ଅଶୂରର ରାଜା ସନ୍ ହରେୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ।

fullscreen14 ଏହାପରେ ଯିହୁଦାର ରାଜା ହିଜକିଯ ଲାଖୀଶକୁ ଅଶୂରର ରାଜା ନିକଟକୁ ଲୋକ ପଠାଇଲେ ଏବଂ କହିଲେ, ମୁଁ ପାପ କରିଅଛି, ଦୟାକରି ମାେ ଦେଶ ଉପରେ ଆକ୍ରମଣ ବନ୍ଦ କର। ଆପଣା ମାେ ଠାରୁ ଯାହା ଗ୍ଭହିଁବେ ମୁଁ ଦବୋକୁ ପ୍ରସ୍ତୁତ ଅଛି।

fullscreen15 ତେଣୁ ହିଜକିଯ ସଦାପ୍ରଭୁଙ୍କ ମନ୍ଦିର ରେ ଓ ରାଜଗୃହର ଭଣ୍ତାରମାନ ରେ ଥିବା ସମସ୍ତ ରୂପା ତାଙ୍କୁ ଦଇେ ଦେଲେ।

fullscreen16 ସେ ସମୟରେ ହିଜକିଯ ସଦାପ୍ରଭୁଙ୍କ ମନ୍ଦିର ଦ୍ବାର ଦେଶ ରେ ଓ ସ୍ତମ୍ଭମାନଙ୍କ ରେ ଯେଉଁ ସୁବର୍ଣ୍ଣ ମଣ୍ତନ କରିଥିଲେ ସେ ସବୁ କାଟି ଅଶୂରର ରାଜାଙ୍କୁ ଅର୍ପଣ କଲେ।

13 Now in the fourteenth year of king Hezekiah did Sennacherib king of Assyria come up against all the fenced cities of Judah, and took them.

14 And Hezekiah king of Judah sent to the king of Assyria to Lachish, saying, I have offended; return from me: that which thou puttest on me will I bear. And the king of Assyria appointed unto Hezekiah king of Judah three hundred talents of silver and thirty talents of gold.

15 And Hezekiah gave him all the silver that was found in the house of the Lord, and in the treasures of the king’s house.

16 At that time did Hezekiah cut off the gold from the doors of the temple of the Lord, and from the pillars which Hezekiah king of Judah had overlaid, and gave it to the king of Assyria.

2 Kings 18 in Tamil and English

13 ଅନନ୍ତର ହିଜକିଯଙ୍କର ରାଜତ୍ବର ଚତୁଃର୍ଦ୍ଦଶ ବର୍ଷ ରେ ଅଶୂରର ରାଜା ସନ୍ ହରେୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ।
Now in the fourteenth year of king Hezekiah did Sennacherib king of Assyria come up against all the fenced cities of Judah, and took them.

14 ଏହାପରେ ଯିହୁଦାର ରାଜା ହିଜକିଯ ଲାଖୀଶକୁ ଅଶୂରର ରାଜା ନିକଟକୁ ଲୋକ ପଠାଇଲେ ଏବଂ କହିଲେ, ମୁଁ ପାପ କରିଅଛି, ଦୟାକରି ମାେ ଦେଶ ଉପରେ ଆକ୍ରମଣ ବନ୍ଦ କର। ଆପଣା ମାେ ଠାରୁ ଯାହା ଗ୍ଭହିଁବେ ମୁଁ ଦବୋକୁ ପ୍ରସ୍ତୁତ ଅଛି।
And Hezekiah king of Judah sent to the king of Assyria to Lachish, saying, I have offended; return from me: that which thou puttest on me will I bear. And the king of Assyria appointed unto Hezekiah king of Judah three hundred talents of silver and thirty talents of gold.

15 ତେଣୁ ହିଜକିଯ ସଦାପ୍ରଭୁଙ୍କ ମନ୍ଦିର ରେ ଓ ରାଜଗୃହର ଭଣ୍ତାରମାନ ରେ ଥିବା ସମସ୍ତ ରୂପା ତାଙ୍କୁ ଦଇେ ଦେଲେ।
And Hezekiah gave him all the silver that was found in the house of the Lord, and in the treasures of the king’s house.

16 ସେ ସମୟରେ ହିଜକିଯ ସଦାପ୍ରଭୁଙ୍କ ମନ୍ଦିର ଦ୍ବାର ଦେଶ ରେ ଓ ସ୍ତମ୍ଭମାନଙ୍କ ରେ ଯେଉଁ ସୁବର୍ଣ୍ଣ ମଣ୍ତନ କରିଥିଲେ ସେ ସବୁ କାଟି ଅଶୂରର ରାଜାଙ୍କୁ ଅର୍ପଣ କଲେ।
At that time did Hezekiah cut off the gold from the doors of the temple of the Lord, and from the pillars which Hezekiah king of Judah had overlaid, and gave it to the king of Assyria.