2 Kings 9
11 ଅନନ୍ତର ଯହେୂ ଯେତବେେଳେ ତାଙ୍କର ପ୍ରଭୁର ରାଜା ଅଧିକାରୀମାନଙ୍କ ନିକଟକୁ ଫରେିଲେ। ସମାନଙ୍କେ ମଧ୍ଯରୁ ଜଣେ ଯହେୂଙ୍କୁ ପଚାରିଲେ, ସବୁ ମଙ୍ଗଳ ତ? ସହେି ପାଗଳ ଲୋକ କାହିଁକି ତୁମ୍ଭକୁ ମିଶିବାକୁ ଆସିଲା? ଯହେୂ ସବେକକୁ କହିଲେ, ସେ ଲୋକକୁ ଓ ତା'ର ବାତୁଳ ସବୁ ତୁମ୍ଭେ ଜାଣ, ସେ କହନ୍ତି।
12 ମାତ୍ର ଉଚ୍ଚ ଅଧିକାରୀମାନେ ଉତ୍ତର କଲେ, ନା! ଆମ୍ଭମାନଙ୍କୁ ସତ୍ଯକଥା କୁହ, ସେ ଲୋକ ତୁମ୍ଭଙ୍କୁ କ'ଣ କହିଲା? ଯହେୂ ସହେି ଦାସମାନଙ୍କୁ ୟୁବା ଭବିଷ୍ଯଦ୍ବକ୍ତା ଯାହା ଯାହା କହିଥିଲେ ତାହା ସବୁ କହିଲା। ଯହେୁ କହିଲା, ସଦାପ୍ରଭୁ କୁହନ୍ତି, 'ଆମ୍ଭେ ତୁମ୍ଭକୁ ଇଶ୍ରାୟେଲ ଉପରେ ନୂଆ ରାଜା ଭାବେ ଅଭିଷିକ୍ତ କଲୁ।'
13 ତା'ପରେ ସମସ୍ତ ଉଚ୍ଚ ଅଧିକାରୀମାନେ ଶିଘ୍ର ଆପଣା ଆପଣା କୋଟ ନଇେ ସୋପାନ ଉପରେ ଯହେୂଙ୍କ ସମ୍ମୁଖ ରେ ରଖିଲେ। ତା'ପରେ ସମାନେେ ତୂରୀ ବଜାଇ ଘାଷେଣା କଲେ, ଯହେୂ ରାଜା ହେଲେ।
11 Then Jehu came forth to the servants of his lord: and one said unto him, Is all well? wherefore came this mad fellow to thee? And he said unto them, Ye know the man, and his communication.
12 And they said, It is false; tell us now. And he said, Thus and thus spake he to me, saying, Thus saith the Lord, I have anointed thee king over Israel.
13 Then they hasted, and took every man his garment, and put it under him on the top of the stairs, and blew with trumpets, saying, Jehu is king.
2 Kings 9 in Tamil and English
11 ଅନନ୍ତର ଯହେୂ ଯେତବେେଳେ ତାଙ୍କର ପ୍ରଭୁର ରାଜା ଅଧିକାରୀମାନଙ୍କ ନିକଟକୁ ଫରେିଲେ। ସମାନଙ୍କେ ମଧ୍ଯରୁ ଜଣେ ଯହେୂଙ୍କୁ ପଚାରିଲେ, ସବୁ ମଙ୍ଗଳ ତ? ସହେି ପାଗଳ ଲୋକ କାହିଁକି ତୁମ୍ଭକୁ ମିଶିବାକୁ ଆସିଲା? ଯହେୂ ସବେକକୁ କହିଲେ, ସେ ଲୋକକୁ ଓ ତା'ର ବାତୁଳ ସବୁ ତୁମ୍ଭେ ଜାଣ, ସେ କହନ୍ତି।
Then Jehu came forth to the servants of his lord: and one said unto him, Is all well? wherefore came this mad fellow to thee? And he said unto them, Ye know the man, and his communication.
12 ମାତ୍ର ଉଚ୍ଚ ଅଧିକାରୀମାନେ ଉତ୍ତର କଲେ, ନା! ଆମ୍ଭମାନଙ୍କୁ ସତ୍ଯକଥା କୁହ, ସେ ଲୋକ ତୁମ୍ଭଙ୍କୁ କ'ଣ କହିଲା? ଯହେୂ ସହେି ଦାସମାନଙ୍କୁ ୟୁବା ଭବିଷ୍ଯଦ୍ବକ୍ତା ଯାହା ଯାହା କହିଥିଲେ ତାହା ସବୁ କହିଲା। ଯହେୁ କହିଲା, ସଦାପ୍ରଭୁ କୁହନ୍ତି, 'ଆମ୍ଭେ ତୁମ୍ଭକୁ ଇଶ୍ରାୟେଲ ଉପରେ ନୂଆ ରାଜା ଭାବେ ଅଭିଷିକ୍ତ କଲୁ।'
And they said, It is false; tell us now. And he said, Thus and thus spake he to me, saying, Thus saith the Lord, I have anointed thee king over Israel.
13 ତା'ପରେ ସମସ୍ତ ଉଚ୍ଚ ଅଧିକାରୀମାନେ ଶିଘ୍ର ଆପଣା ଆପଣା କୋଟ ନଇେ ସୋପାନ ଉପରେ ଯହେୂଙ୍କ ସମ୍ମୁଖ ରେ ରଖିଲେ। ତା'ପରେ ସମାନେେ ତୂରୀ ବଜାଇ ଘାଷେଣା କଲେ, ଯହେୂ ରାଜା ହେଲେ।
Then they hasted, and took every man his garment, and put it under him on the top of the stairs, and blew with trumpets, saying, Jehu is king.