2 Kings 9

fullscreen30 ତା'ପରେ ଯହେୂ ୟିଷ୍ରିଯଲରେ ପଥରେ ଗଲେ। ଇଷବେଲେ ଏବିଷଯ ରେ ୟାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ଯାସ କରି ଝରକା ନିକଟରେ ଛିଡା ହାଇେ ବାହାରକୁ ଚାହିଁଲେ।

fullscreen31 ଯେତବେେଳେ ଯହେୂ ନଗର ଫାଟକରେ ପ୍ରବେଶ କଲେ, ଇଷବଲେ କହିଲେ, ହେ ଆପଣା ମହାଶୟର ହତ୍ଯାକାରୀ ସିମ୍ରି , ତୁମ୍ଭେ ଶାନ୍ତି ରେ ଅଛ କି?

fullscreen32 ଯହେୂ ଝରକା ଆଡେ ମୁଖ ଉଠାଇ କହିଲେ, କିଏ ମାେ ପକ୍ଷ ରେ ଅଛି?

fullscreen33 ଯହେୂ ସମାନଙ୍କେୁ କହିଲେ, ଇଷବଲକେୁ ତଳକୁ ପକାଇ ଦିଅ।

fullscreen34 ଯହେୂ ଭିତରକୁ ୟାଇ ଭୋଜନ ପାନ କଲେ। ତା'ପରେ ସେ କହିଲେ, ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ଯା।

fullscreen35 ଲୋକମାନେ ଇଷବଲକେୁ କବର ଦବୋକୁ ଗଲେ। ମାତ୍ର ସମାନେେ ତା'ର ମୁଣ୍ତର ଖପୁରି, ପାଦ ଓ ହାତର ପାପୁଲି ଛଡା କିଛି ପାଇଲେ ନାହିଁ।

fullscreen36 ତେଣୁ ସମାନେେ ଯହେୂ ନିକଟକୁ ଫରେିଆସି ସବୁକଥା କହିଲେ। ଯହେୂ କହିଲେ, ସଦାପ୍ରଭୁ ଆପଣା ଦାସ ତିଶ୍ବୀଯକୁ ଏଲିଯ ଏହି ବାର୍ତ୍ତା ଦଇେଥିଲେ। ଏଲିଯ କହିଥିଲେ, 'କୁକୁରମାନେ ୟିଷ୍ରିଯଲେୀଯ ଭୂମିରେ ଇଷବଲରେ ଶରୀରକୁ ଗ୍ଭଟି ଖାଇବେ।

30 And when Jehu was come to Jezreel, Jezebel heard of it; and she painted her face, and tired her head, and looked out at a window.

31 And as Jehu entered in at the gate, she said, Had Zimri peace, who slew his master?

32 And he lifted up his face to the window, and said, Who is on my side? who? And there looked out to him two or three eunuchs.

33 And he said, Throw her down. So they threw her down: and some of her blood was sprinkled on the wall, and on the horses: and he trode her under foot.

34 And when he was come in, he did eat and drink, and said, Go, see now this cursed woman, and bury her: for she is a king’s daughter.

35 And they went to bury her: but they found no more of her than the skull, and the feet, and the palms of her hands.

36 Wherefore they came again, and told him. And he said, This is the word of the Lord, which he spake by his servant Elijah the Tishbite, saying, In the portion of Jezreel shall dogs eat the flesh of Jezebel:

2 Kings 9 in Tamil and English

30 ତା'ପରେ ଯହେୂ ୟିଷ୍ରିଯଲରେ ପଥରେ ଗଲେ। ଇଷବେଲେ ଏବିଷଯ ରେ ୟାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ଯାସ କରି ଝରକା ନିକଟରେ ଛିଡା ହାଇେ ବାହାରକୁ ଚାହିଁଲେ।
And when Jehu was come to Jezreel, Jezebel heard of it; and she painted her face, and tired her head, and looked out at a window.

31 ଯେତବେେଳେ ଯହେୂ ନଗର ଫାଟକରେ ପ୍ରବେଶ କଲେ, ଇଷବଲେ କହିଲେ, ହେ ଆପଣା ମହାଶୟର ହତ୍ଯାକାରୀ ସିମ୍ରି , ତୁମ୍ଭେ ଶାନ୍ତି ରେ ଅଛ କି?
And as Jehu entered in at the gate, she said, Had Zimri peace, who slew his master?

32 ଯହେୂ ଝରକା ଆଡେ ମୁଖ ଉଠାଇ କହିଲେ, କିଏ ମାେ ପକ୍ଷ ରେ ଅଛି?
And he lifted up his face to the window, and said, Who is on my side? who? And there looked out to him two or three eunuchs.

33 ଯହେୂ ସମାନଙ୍କେୁ କହିଲେ, ଇଷବଲକେୁ ତଳକୁ ପକାଇ ଦିଅ।
And he said, Throw her down. So they threw her down: and some of her blood was sprinkled on the wall, and on the horses: and he trode her under foot.

34 ଯହେୂ ଭିତରକୁ ୟାଇ ଭୋଜନ ପାନ କଲେ। ତା'ପରେ ସେ କହିଲେ, ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ଯା।
And when he was come in, he did eat and drink, and said, Go, see now this cursed woman, and bury her: for she is a king’s daughter.

35 ଲୋକମାନେ ଇଷବଲକେୁ କବର ଦବୋକୁ ଗଲେ। ମାତ୍ର ସମାନେେ ତା'ର ମୁଣ୍ତର ଖପୁରି, ପାଦ ଓ ହାତର ପାପୁଲି ଛଡା କିଛି ପାଇଲେ ନାହିଁ।
And they went to bury her: but they found no more of her than the skull, and the feet, and the palms of her hands.

36 ତେଣୁ ସମାନେେ ଯହେୂ ନିକଟକୁ ଫରେିଆସି ସବୁକଥା କହିଲେ। ଯହେୂ କହିଲେ, ସଦାପ୍ରଭୁ ଆପଣା ଦାସ ତିଶ୍ବୀଯକୁ ଏଲିଯ ଏହି ବାର୍ତ୍ତା ଦଇେଥିଲେ। ଏଲିଯ କହିଥିଲେ, 'କୁକୁରମାନେ ୟିଷ୍ରିଯଲେୀଯ ଭୂମିରେ ଇଷବଲରେ ଶରୀରକୁ ଗ୍ଭଟି ଖାଇବେ।
Wherefore they came again, and told him. And he said, This is the word of the Lord, which he spake by his servant Elijah the Tishbite, saying, In the portion of Jezreel shall dogs eat the flesh of Jezebel: