2 Peter 1:7
ପରମେଶ୍ବରଙ୍କ ସବୋ ରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟା ରେ ପ୍ ରମେକୁ ୟୋଗ କର।
2 Peter 1:7 in Other Translations
King James Version (KJV)
And to godliness brotherly kindness; and to brotherly kindness charity.
American Standard Version (ASV)
and in `your' godliness brotherly kindness; and in `your' brotherly kindness love.
Bible in Basic English (BBE)
And love of the brothers to fear of God, and to love of the brothers, love itself.
Darby English Bible (DBY)
in godliness brotherly love, in brotherly love love:
World English Bible (WEB)
and in godliness brotherly affection; and in brotherly affection, love.
Young's Literal Translation (YLT)
and in the piety the brotherly kindness, and in the brotherly kindness the love;
| And | ἐν | en | ane |
| to | δὲ | de | thay |
| τῇ | tē | tay | |
| godliness | εὐσεβείᾳ | eusebeia | afe-say-VEE-ah |
| brotherly | τὴν | tēn | tane |
| kindness; | φιλαδελφίαν | philadelphian | feel-ah-thale-FEE-an |
| and | ἐν | en | ane |
| to | δὲ | de | thay |
| brotherly | τῇ | tē | tay |
| kindness | φιλαδελφίᾳ | philadelphia | feel-ah-thale-FEE-ah |
| τὴν | tēn | tane | |
| charity. | ἀγάπην | agapēn | ah-GA-pane |
Cross Reference
Hebrews 13:1
ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ରଖିଥାଅ।
Romans 12:10
ଭଲ କାର୍ୟ୍ଯ ରେ ଜଡିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ ରମେ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଚ୍ଭାହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।
1 Thessalonians 3:12
ତୁମ୍ଭମାନଙ୍କର ପ୍ ରମେ ବୃଦ୍ଧି ହେଉ ବୋଲି, ଆମ୍ଭେ ପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ। ପରସ୍ପର ନିମନ୍ତେ ଓ ଅନ୍ୟ ସମସ୍ତଙ୍କ ପାଇଁ ସେ ତୁମ୍ଭମାନଙ୍କୁ ଅଧିକରୁ ଅଧିକ ପ୍ ରମେ ପ୍ରଦାନ କରନ୍ତୁ, ଆମ୍ଭେ ଏହି ପ୍ରାର୍ଥନା କରୁଛୁ। ଆମ୍ଭେ ଯଭେଳି ତୁମ୍ଭମାନଙ୍କୁ ଭଲ ପାଉ, ସହେିଭଳି ତୁମ୍ଭମାନେେ ସମସ୍ତଙ୍କୁ ଭଲ ପାଅ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
1 Corinthians 13:1
ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷା ରେ ବା ସ୍ବର୍ଗଦୂତଙ୍କ ଭାଷା ରେ କହିପା ରେ, ମାତ୍ର ମାଠାେ ରେ ପ୍ ରମେ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।
John 13:34
ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା
1 John 4:21
ଏହି ଆଜ୍ଞା ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଛୁ ଯେ ଯେକହେି ପରମେଶ୍ବରଙ୍କୁ ପ୍ ରମେ କରେ, ସେ ନିଜ ଭାଇକୁ ମଧ୍ଯ ପ୍ ରମେ କରେ।
1 Peter 2:17
ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।
1 Peter 1:22
ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।
1 Thessalonians 5:15
ଦେଖ, ଯେପରି କହେି ଅପକାର ବଦଳ ରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।
1 Thessalonians 4:9
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ବିଷୟ ରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ଯକତା ନାହିଁ। ପରସ୍ପରକୁ ପ୍ ରମେ କରିବା ପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି।
Galatians 6:10
ତେଣୁ ଯେତବେେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁ ଯୋଗ ପାଉ, ଆମ୍ଭେ ଅବଶ୍ଯ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ବାସୀ ଅଟନ୍ତି, ସମାନଙ୍କେ ପ୍ରତି ଆମ୍ଭକୁ ବିଶଷେ ଧ୍ଯାନ ଦବୋକୁ ପଡ଼ିବ।
1 John 3:16
ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦଇେଛନ୍ତି। ଏଥିରୁ ପ୍ରକୃତ ପ୍ ରମେ କ'ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ଯ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ।
1 John 3:14
ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ଯୁର ସୀମା ପାରି ହାଇେ ଜୀବନ ରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ ରମେ କରୁ। ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ମୃତ୍ଯୁ ସୀମା ମଧିଅରେ ଥାଏ।
1 Peter 3:8
ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।
Colossians 3:14
ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ଯ ବିଷୟ ହେଲା, ପରସ୍ପରକୁ ପ୍ ରମେ କରିବା। ପ୍ ରମେ ତୁମ୍ଭମାନଙ୍କୁ ଏକତା ରେ ଏକାଠି ବାନ୍ଧି ରେଖ।