2 Peter 1 - MALAYALAM (Oriya)
1 യേശുക്രിസ്തുവിന്റെ ദാസനും അപ്പൊസ്തലനുമായ ശിമോൻ പത്രൊസ്, നമ്മുടെ ദൈവത്തിന്റെയും രക്ഷിതാവായ യേശുക്രിസ്തുവിന്റെയും നീതിയാൽ ഞങ്ങൾക്കു ലഭിച്ചതുപോലെ അതേ വിലയേറിയ വിശ്വാസം ലഭിച്ചവർക്കു എഴുതുന്നതു:ଯୀଶୁଖ୍ରୀଷ୍ଟଙ୍କ ସବେକ ଓ ପ୍ ରରେିତ,ଶିମିଯୋନ ପିତର ତୁମ୍ଭମାନଙ୍କୁ, ଯେଉଁମାନଙ୍କର ବିଶ୍ବାସ ଅତି ବହୁମୂଲ୍ଯ, ଏହି ପତ୍ରଟି ଲେଖୁଅଛି।
2 ദൈവത്തിന്റെയും നമ്മുടെ കർത്താവായ യേശുവിന്റെയും പരിജ്ഞാനത്തിൽ നിങ്ങൾക്കു കൃപയും സമാധാനവും വർദ്ധിക്കുമാറാകട്ടെ.ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।
3 തന്റെ മഹത്വത്താലും വീര്യത്താലും നമ്മെ വിളിച്ചവന്റെ പരിജ്ഞാനത്താൽ അവന്റെ ദിവ്യശക്തി ജീവന്നും ഭക്തിക്കും വേണ്ടിയതു ഒക്കെയും നമുക്കു ദാനം ചെയ്തിരിക്കുന്നുവല്ലോ.ଯୀଶୁଙ୍କଠା ରେ ପରମେଶ୍ବରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ବରଙ୍କୁ ସବୋ କରିବା ପାଇଁ ଯାହା କିଛି ଦରକାର ସେ ସବୁ ଆପଣା ଶକ୍ତି ରେ ଆମ୍ଭକୁ ଦଇେଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତା ରେ ଆମ୍ଭମାନଙ୍କୁ ଡ଼ାକିଛନ୍ତି।
4 അവയാൽ അവൻ നമുക്കു വിലയേറിയതും അതിമഹത്തുമായ വാഗ്ദത്തങ്ങളും നല്കിയിരിക്കുന്നു. ഇവയാൽ നിങ്ങൾ ലോകത്തിൽ മോഹത്താലുള്ള നാശം വിട്ടൊഴിഞ്ഞിട്ടു ദിവ്യസ്വഭാവത്തിന്നു കൂട്ടാളികളായിത്തീരുവാൻ ഇടവരുന്നു.ଯୀଶୁ ନିଜ ମହିମା ଓ ଉତ୍ତମତା ହତେୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ଯବାନ୍ ଓ ମହତ ବିଷୟଗୁଡ଼ିକ ଆମ୍ଭକୁ ଦଇେଛନ୍ତି। ସହେି ଦାନଗୁଡ଼ିକ ସାହାୟ୍ଯ ରେ ତୁମ୍ଭେ ପରମେଶ୍ବରଙ୍କ ଆଚରଣର ଅଂଶ ହାଇପୋରିବ। ଏହାଦ୍ବାରା ଜଗତ ରେ ଥିବା ମନ୍ଦ ବିଷୟଗୁଡ଼ିକ ତୁମ୍ଭକୁ ନଷ୍ଟ କରିପାରିବ ନାହିଁ।
5 അതുനിമിത്തം തന്നേ നിങ്ങൾ സകലഉത്സാഹവും കഴിച്ചു, നിങ്ങളുടെ വിശ്വാസത്തോടു വീര്യവും വീര്യത്തോടു പരിജ്ഞാനവുംଯେ ହତେୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠା ରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନ ରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ୟ୍ଯନ୍ତ ପରିଶ୍ରମ କରିବା ଉଚିତ। ନିଜ ବିଶ୍ବାସ ରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣ ରେ ଜ୍ଞାନ,
6 പരിജ്ഞാനത്തോടു ഇന്ദ്രീയജയവും ഇന്ദ്രീയജയത്തോടു സ്ഥിരതയും സ്ഥിരതയോടു ഭക്തിയുംଜ୍ଞାନ ରେ ଆତ୍ମସଂୟମତା, ଆତ୍ମସଂୟମତା ରେ ର୍ଧୈୟ୍ଯ ଓ ର୍ଧୈୟ୍ଯ ରେ ପରମେଶ୍ବରଙ୍କ ସବୋ,
7 ഭക്തിയോടു സഹോദരപ്രീതിയും സഹോദരപ്രീതിയോടു സ്നേഹവും കൂട്ടിക്കൊൾവിൻ.ପରମେଶ୍ବରଙ୍କ ସବୋ ରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟା ରେ ପ୍ ରମେକୁ ୟୋଗ କର।
8 ഇവ നിങ്ങൾക്കുണ്ടായി വർദ്ധിക്കുന്നു എങ്കിൽ നിങ്ങൾ നമ്മുടെ കർത്താവായ യേശുക്രിസ്തുവിന്റെ പരിജ്ഞാനം സംബന്ധിച്ചു ഉത്സാഹമില്ലാത്തവരും നിഷ്ഫലന്മാരും ആയിരിക്കയില്ല.ଯଦି ଏସମସ୍ତ ବିଷୟ ତୁମ୍ଭ ଭିତ ରେ ଅଛି ଓ ବୃଦ୍ଧି ପାଇ ଚାଲିଛି, ତା' ହେଲେ ତୁମ୍ଭେ କବେେ ହେଲେ ଶିଥିଳ ହବେ ନାହିଁ। ସଗେୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ରେ ପୂର୍ଣ୍ଣତା ପାଇବା ପାଇଁ କବେେ ହେଲେ ତୁମ୍ଭକୁ ମୂଲ୍ଯହୀନ ହବୋକୁ ଦବେ ନାହିଁ।
9 അവയില്ലാത്തവനോ കുരുടൻ അത്രേ; അവൻ ഹ്രസ്വദൃഷ്ടിയുള്ളവനും തന്റെ മുമ്പിലത്തെ പാപങ്ങളുടെ ശുദ്ധീകരണം മറന്നവനും തന്നേ.ଯଦି କୌଣସି ଲୋକଠା ରେ ଏଗୁଡ଼ିକ ନାହିଁ, ତା ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।
10 അതുകൊണ്ടു സഹോദരന്മാരേ, നിങ്ങളുടെ വിളിയും തിരഞ്ഞെടുപ്പും ഉറപ്പാക്കുവാൻ അധികം ശ്രമിപ്പിൻ.ମାେ ଭାଇ ଭଉଣୀମାନେ, ପରମେଶ୍ବର ତୁମ୍ଭକୁ ଡ଼ାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ୟ୍ଯ ଦ୍ବାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ବରଙ୍କ ଦ୍ବାରା ଡ଼କା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ୟ୍ଯ କଲେ ତୁମ୍ଭେ କବେେ ହେଲେ ଝୁଣ୍ଟିବ ନାହିଁ।
11 ഇങ്ങനെ ചെയ്താൽ നിങ്ങൾ ഒരുനാളും ഇടറിപ്പോകാതെ നമ്മുടെ കർത്താവും രക്ഷിതാവുമായ യേശുക്രിസ്തുവിന്റെ നിത്യരാജ്യത്തിലേക്കുള്ള പ്രവേശനം ധാരാളമായി പ്രാപിക്കും.ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ରାଜ୍ଯ ରେ ତୁମ୍ଭକୁ ସ୍ବାଗତ କରାୟିବ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ଅଟେ।
12 അതുകൊണ്ടു നിങ്ങൾ അറിഞ്ഞവരും ലഭിച്ച സത്യത്തിൽ ഉറെച്ചു നില്ക്കുന്നവരും എന്നു വരികിലും ഇതു നിങ്ങളെ എപ്പോഴും ഓർപ്പിപ്പാൻ ഞാൻ ഒരുങ്ങിയിരിക്കും.ତୁମ୍ଭେ ଏହି କଥା ଜାଣ। ତୁମ୍ଭଠା ରେ ବର୍ତ୍ତମାନ ଥିବା ସତ୍ଯ ରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେ ପକାଇବା ପାଇଁ ସାହାୟ୍ଯ କରୁଥିବି।
13 നമ്മുടെ കർത്താവായ യേശുക്രിസ്തു എനിക്കു അറിവു തന്നതുപോലെ എന്റെ കൂടാരം പൊളിഞ്ഞുപോകുവാൻ അടുത്തിരിക്കുന്നു എന്നു അറിഞ്ഞിരിക്കയാൽମୁଁ ଶରୀର ରେ ବଞ୍ଚିଥିବା ପର୍ୟ୍ଯନ୍ତ, ଏକଥା ତୁମ୍ଭକୁ ମନେ ପକାଉଥିବା ରେ ସାହାୟ୍ଯ କରିବି, ଏହା ଉଚିତ ବୋଲି ମୁଁ ମନେ କରେ।
14 ഞാൻ ഈ കൂടാരത്തിൽ ഇരിക്കുന്നേടത്തോളം നിങ്ങളെ ഓർപ്പിച്ചുണർത്തുക യുക്തം എന്നു വിചാരിക്കുന്നു.ମୁଁ ଜାଣେ ଯେ, ମୁଁ ଶୀଘ୍ର ମାରେ ଶରୀର ତ୍ଯାଗ କରିବି। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ମାେତେ ତାହା ଦଖାଇେଛନ୍ତି।
15 നിങ്ങൾ അതു എന്റെ നിര്യാണത്തിന്റെശേഷം എപ്പോഴും ഓർത്തു കൊൾവാന്തക്കവണ്ണം ഞാൻ ഉത്സാഹിക്കും.ତୁମ୍ଭମାନେେ ଏହିକଥା ସର୍ବଦା ମନରେଖିବା ପାଇଁ ମୁଁ ପାରୁ ପର୍ୟ୍ଯନ୍ତ ଚେଷ୍ଟା କରିବି। ମୁଁ ଚାଲିଗଲା ପରେ ମଧ୍ଯ ତୁମ୍ଭେ ଯେପରି ଏକଥା ମନେ ରଖିବ, ଏହା ମୁଁ ଚା ହେଁ।
16 ഞങ്ങൾ നമ്മുടെ കർത്താവായ യേശുക്രിസ്തുവിന്റെ ശക്തിയും പ്രത്യക്ഷതയും നിങ്ങളോടു അറിയിച്ചതു നിർമ്മിതകഥകളെ പ്രമാണിച്ചിട്ടല്ല, അവന്റെ മഹിമ കണ്ട സാക്ഷികളായിത്തീർന്നിട്ടത്രേ.ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ବିଷୟ ରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସଗେୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖି ରେ ଯୀଶୁଙ୍କର ମହାନତା ଦେଖିଛୁ।
17 “ഇവൻ എന്റെ പ്രിയപുത്രൻ; ഇവങ്കൽ ഞാൻ പ്രസാദിച്ചിരിക്കുന്നു” എന്നുള്ള ശബ്ദം അതി ശ്രേഷ്ഠതേജസ്സിങ്കൽ നിന്നു വന്നപ്പോൾ പിതാവായ ദൈവത്താൽ അവന്നു മാനവും തേജസ്സും ലഭിച്ചു.ଯେତବେେଳେ ପରମପିତା ପରମେଶ୍ବରଙ୍କ ଠାରୁ ଯୀଶୁ ସମ୍ମାନ ଓ ମହିମା ପାଇଥିଲେ, ସେତବେେଳେ ଯୀଶୁ ପିତା ପରମେଶ୍ବରଙ୍କ ମହାଗୌରବୟୁକ୍ତ ବାଣୀ ଶୁଣିଥିଲେ। ସହେି ସ୍ବର କହିଥିଲା : ଏ ମାରେପୁତ୍ର, ମୁଁ ତାହାକୁ ପ୍ ରମେ କରେ। ମୁଁ ତା' ଉପରେ ଅତି ପ୍ରସନ୍ନ।
18 ഞങ്ങൾ അവനോടുകൂടെ വിശുദ്ധപർവ്വതത്തിൽ ഇരിക്കുമ്പോൾ സ്വർഗ്ഗത്തിൽ നിന്നും ഈ ശബ്ദം ഉണ്ടായതു കേട്ടു.ଆମ୍ଭେ ସହେି ବାଣୀ ଶୁଣିଛୁ। ଆମ୍ଭମାନେେ ଯୀଶୁଙ୍କ ସହିତ ପବିତ୍ର ପର୍ବତ ରେ ଥିଲା ବେଳେ ଏହି ବାଣୀ ଆକାଶରୁ ଆସିଥିଲା।
19 പ്രവാചകവാക്യവും അധികം സ്ഥിരമായിട്ടു നമുക്കുണ്ടു. നേരം വെളുക്കുകയും നിങ്ങളുടെ ഹൃദയങ്ങളിൽ ഉദയനക്ഷത്രം ഉദിക്കയും ചെയ്വോളം ഇരുണ്ടു സ്ഥലത്തു പ്രകാശിക്കുന്ന വിളക്കുപോലെ അതിനെ കരുതിക്കൊണ്ടാൽ നന്നു.ଭବିଷ୍ଯଦ୍ ବକ୍ତା କହିଥିବା କଥାଗୁଡ଼ିକ ବିଷୟ ରେ ସୁନିଶ୍ଚିତ ହବୋ ପାଇଁ ଏହା ଅଧିକ ସାହାୟ୍ଯ କରେ। ଭବିଷ୍ଯଦ୍ ବକ୍ତାମାନେ ଯାହା ଯାହା କହିଛନ୍ତି, ସଗେୁଡ଼ିକୁ ଯଥାସମ୍ଭବ କାର୍ୟ୍ଯକାରୀ କରିବା ତୁମ୍ଭ ପାଇଁ ଭଲ। ସମାନେେ ଯାହା କହିଛନ୍ତି ତାହା ଅନ୍ଧକାର ରେ ଜ୍ଯୋତିଃ ତୁଲ୍ଯ ପ୍ରକାଶିତ ହେଲା। ସକାଳ ହବୋ ପର୍ୟ୍ଯନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନ ରେ ନୂତନ ଜ୍ଯୋତିଃ ନ ଆଣିବା ପର୍ୟ୍ଯନ୍ତ, ତୁମ୍ଭ ପାଖ ରେ ସହେି ଜ୍ଯୋତିଃ ଅଛି।
20 തിരുവെഴുത്തിലെ പ്രവചനം ഒന്നും സ്വയമായ വ്യാഖ്യാനത്താൽ ഉളവാകുന്നതല്ല എന്നു ആദ്യം തന്നേ അറിഞ്ഞു കൊള്ളേണം.ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ଯର ନିଜର ବ୍ଯାଖ୍ଯା ନୁହେଁ।
21 പ്രവചനം ഒരിക്കലും മനുഷ്യന്റെ ഇഷ്ടത്താൽ വന്നതല്ല, ദൈവകല്പനയാൽ മനുഷ്യർ പരിശുദ്ധാത്മനിയോഗം പ്രാപിച്ചിട്ടു സംസാരിച്ചതത്രേ.କୌଣସି ଭବିଷ୍ଯତ୍ ବାଣୀ, ମନୁଷ୍ଯର ନିଜର ଇଚ୍ଛାରୁ ଜାତ ହାଇେ ନାହିଁ। କିନ୍ତୁ ଲୋକମାନେ ପବିତ୍ର ଆତ୍ମା ଦ୍ବାରା ଚାଳିତ ହାଇେ, ପରମେଶ୍ବରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।
Oriya Bible