2 Samuel 20:13 in Oriya

Oriya Oriya Bible 2 Samuel 2 Samuel 20 2 Samuel 20:13

2 Samuel 20:13
ଅମାସାକକ୍ସ୍ଟ ରାଜ ପଥରକ୍ସ୍ଟ ନଇେ ଗଲାପରେ ସମସ୍ତ ଲୋକ ବିଖ୍ରିର ପକ୍ସ୍ଟତ୍ର ଶବେଃର ପେଛ ଗୋଡ଼ାଇବା ପାଇଁ ଯୋୟାବର ଅନକ୍ସ୍ଟଗାମୀ ହେଲେ।

2 Samuel 20:122 Samuel 202 Samuel 20:14

2 Samuel 20:13 in Other Translations

King James Version (KJV)
When he was removed out of the highway, all the people went on after Joab, to pursue after Sheba the son of Bichri.

American Standard Version (ASV)
When he was removed out of the highway, all the people went on after Joab, to pursue after Sheba the son of Bichri.

Bible in Basic English (BBE)
When he had been taken off the road, all the people went on after Joab in search of Sheba, the son of Bichri.

Darby English Bible (DBY)
When he was removed out of the highway, all the people went on after Joab, to pursue after Sheba the son of Bichri,

Webster's Bible (WBT)
When he was removed out of the highway, all the people went on after Joab, to pursue after Sheba the son of Bichri.

World English Bible (WEB)
When he was removed out of the highway, all the people went on after Joab, to pursue after Sheba the son of Bichri.

Young's Literal Translation (YLT)
When he hath been removed out of the highway, every man hath passed on after Joab, to pursue after Sheba son of Bichri.

When
כַּֽאֲשֶׁ֥רkaʾăšerka-uh-SHER
he
was
removed
הֹגָ֖הhōgâhoh-ɡA
out
of
מִןminmeen
highway,
the
הַֽמְסִלָּ֑הhamsillâhahm-see-LA
all
עָבַ֤רʿābarah-VAHR
the
people
כָּלkālkahl
on
went
אִישׁ֙ʾîšeesh
after
אַֽחֲרֵ֣יʾaḥărêah-huh-RAY
Joab,
יוֹאָ֔בyôʾābyoh-AV
to
pursue
לִרְדֹּ֕ףlirdōpleer-DOFE
after
אַֽחֲרֵ֖יʾaḥărêah-huh-RAY
Sheba
שֶׁ֥בַעšebaʿSHEH-va
the
son
בֶּןbenben
of
Bichri.
בִּכְרִֽי׃bikrîbeek-REE

Cross Reference

Numbers 20:19
ଇଶ୍ରାୟେଲର ଲୋକମାନେ କହିଲେ, ଆମ୍ଭମାନେେ କବଳେ ତୁମ୍ଭ ସଡକ ଦଇେ ୟିବୁ। ଯଦି ଆମ୍ଭମାନେେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତବେେ ଆମ୍ଭେ ତହିଁର ମୂଲ୍ଯ ଦବେୁ, ଆମ୍ଭମାନେେ କବଳେ ତୁମ୍ଭ ଦେଶ ଦଇେ ପାଦ ରେ ୟିବୁ। ଆମ୍ଭମାନେେ ଆଉକିଛି କରିବୁ ନାହିଁ।

Jeremiah 31:21
ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସହେି ପଥରେ ମନୋନିବେଶ କର। ହେ ଇଶ୍ରାୟେଲ କୁମାରୀ, ଫରେିଆସ, ତୁମ୍ଭର ନଗରଗୁଡ଼ିକୁ ଫରେିଆସ।

Isaiah 62:10
ତୁମ୍ଭମାନେେ ଅଗ୍ରସର ହୁଅ, ନଗରଦ୍ବାର ମଧ୍ଯ ଦଇେ ଆଗଇେ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ବଜା ଉଡ଼ାଅ।

Isaiah 36:2
ଅଶୂରର ରାଜା ସନ୍ ହରେୀବ ତାଙ୍କର ସନୋଧ୍ଯକ୍ଷଙ୍କୁ ଏକ ବିଶାଳ ସୈନ୍ଯବାହିନୀ ଦଇେ ଲାଖୀଶଠାରୁ ୟିରୁଶାଲମକୁ ହିଜକିଯ ରାଜା ନିକଟକୁ ପଠାଇଲା। ଆଉ ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାକ ନିକଟରେ ଠିଆ ହେଲା।

Isaiah 7:3
ତା'ପସର ସଦାପ୍ରଭୁ ଯିଶାଇୟଙ୍କୁ କହିଲଲ, ତୁମ୍ଲଭ ଓ ତୁମ୍ଭର ପୁତ୍ର ଶାର-ୟାଶୂବ ୟିବ ଓ ଆହସଙ୍କ ସହିତ ଆଲୋଚନା କରିବ। ରଜକ କ୍ଷଲତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀସର ନାଳ ମୁଣ୍ଡସର ଆହସଙ୍କୁ ଭଲଟିବ।

Proverbs 16:17
ଧାର୍ମିକ ଲୋକମାନଙ୍କର ଚଳଣି ଅଧର୍ମର ବହୁତ ଦୂର ରେ। ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।

2 Kings 18:17
ଅନନ୍ତର ଅଶୂରର ରାଜା ତାଙ୍କ ତିନିଜଣ ମୁଖ୍ଯ ସନୋଧକ୍ଷ୍ଯ ତର୍ତ୍ତନ, ରବସାରୀସ୍, ଓ ରବ୍ଶାକିଙ୍କୁ ମହାସୈନ୍ଯ ସହିତ ୟିରୁଶାଲମ ରେ ହିଜକିଯ ରାଜା ନିକଟକୁ ପଠାଇଲେ। ତହୁଁ ସମାନେେ ଲଖୀସରୁ ୟାତ୍ରା କରି ୟିରୁଶାଲମକୁ ଆସିଲେ। ସମାନେେ ସଠାେରେ ପହଞ୍ଚି ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।

2 Samuel 20:12
ସେ ସମୟରେ ଅମାସା ରାଜପଥ ମଧିଅରେ ନିଜ ରକ୍ତ ରେ ଲଟପଟ ହାଇେ ପଡିଥିଲା। ପକ୍ସ୍ଟଣି ସହେି ୟକ୍ସ୍ଟବକ ସମସ୍ତ ଲୋକଙ୍କକ୍ସ୍ଟ ଠିଆ ହବୋର ଦେଖି ଅମାସାକକ୍ସ୍ଟ ରାଜପଥରକ୍ସ୍ଟ କ୍ଷେତ୍ରକକ୍ସ୍ଟ ନଇଗେଲା। ତା'ପରେ ସେ ତାହା ଉପରେ ଏକ ବସ୍ତ୍ର ଘୋଡାଇ ଦଲୋ। ଯେତେ ଲୋକ ତା'ର ନିକଟ ଦଇେ ଆସିଲେ, ପ୍ରେତ୍ୟକକକକ୍ସ୍ଟ ଠିଆ ହବୋର ଦେଖନ୍ତେ ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇ ଦଲୋ।

1 Samuel 6:12
ସେତବେେଳେ ସହେି ଗାଭୀମାନେ ସଳଖ ପଥଧରି ବୈଥ-ଶମେଶକକ୍ସ୍ଟ ଗଲେ; ସମାନେେ ସମାନଙ୍କେର ବାମ କିମ୍ବା ଡାହାଣକକ୍ସ୍ଟ ବକ୍ସ୍ଟଲିଲେ ନାହିଁ। ସମାନେେ ରାସ୍ତାସାରା ହମ୍ବା ରବ କରୁଥିଲେ, ଆଉ ସମାନଙ୍କେ ପେଛ ପେଛ ପଲେଷ୍ଟୀୟ ଅଧିପତିମାନେ ବୈଥ୍ଶମେଶ ସୀମା ପର୍ୟ୍ଯନ୍ତ ଗଲେ।

Judges 21:19
ସମାନେେ କହିଲେ, ଶୀଲୋ ରେ ସଦାପ୍ରଭୁଙ୍କର ଉତ୍ସବ ଗ୍ଭଲିଛି। ଏହି ଉତ୍ସବ ପ୍ରତି ବର୍ଷ ସଠାେରେ ହକ୍ସ୍ଟଏ। ଶୀଲୋ ବୈେଥଲର ଉତ୍ତର ରେ ଥିଲା, ବୈଥଲଠାେରକ୍ସ୍ଟ ଶିଖିମ ରାସ୍ତାର ପୂର୍ବପଟେ ଥିଲା ଏବଂ ଲବୋନାର ଦକ୍ଷିଣକକ୍ସ୍ଟ ଥିଲା।

Mark 10:46
ତା'ପରେ ସମାନେେ ଯିରୀହାକେୁ ଆସିଲେ। ଯୀଶୁ ତାହାଙ୍କ ଶିଷ୍ଯ ଓ ଅନ୍ୟ ଅନକେ ଲୋକଙ୍କ ସହିତ ସହେି ସହର ଛାଡି ୟିବା ସମୟରେ ଟୀମାୟର ପୁଅ ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକାରୀ ରାସ୍ତା କଡ ରେ ବସିଥିଲା। ସେ ସଦାବାଳେ ଲୋକଙ୍କୁ ଭିକ ମାଗୁଥିଲା।