2 Samuel 20:26
ୟାଯୀରୀଯ ଈରା ମଧ୍ଯ ଦାଉଦଙ୍କର ବ୍ଯକ୍ତିଗତ ଯାଜକ ଥିଲା।
2 Samuel 20:26 in Other Translations
King James Version (KJV)
And Ira also the Jairite was a chief ruler about David.
American Standard Version (ASV)
and also Ira the Jairite was chief minister unto David.
Bible in Basic English (BBE)
And in addition, Ira the Jairite was a priest to David.
Darby English Bible (DBY)
and Ira also, the Jairite, was David's chief ruler.
Webster's Bible (WBT)
And Ira also the Jairite was a chief ruler about David.
World English Bible (WEB)
and also Ira the Jairite was chief minister to David.
Young's Literal Translation (YLT)
and also, Ira the Jairite hath been minister to David.
| And Ira | וְגַ֗ם | wĕgam | veh-ɡAHM |
| also | עִירָא֙ | ʿîrāʾ | ee-RA |
| the Jairite | הַיָּ֣אִרִ֔י | hayyāʾirî | ha-YA-ee-REE |
| was | הָיָ֥ה | hāyâ | ha-YA |
| a chief ruler | כֹהֵ֖ן | kōhēn | hoh-HANE |
| about David. | לְדָוִֽד׃ | lĕdāwid | leh-da-VEED |
Cross Reference
2 Samuel 23:38
ଇଥ୍ରୀଯ ଈରା, ଇଥ୍ରୀଯ, ଗା ରେବ୍,
Exodus 2:14
ସହେି ଲୋକ ଜଣକ ଉତ୍ତର ଦଲୋ, କିଏ ତୁମ୍ଭକୁ ଆମ୍ଭମାନଙ୍କର ଶାସକ ଓ ବିଚାରକର୍ତ୍ତା କରି ନିୟୁକ୍ତ କରିଅଛି? ତୁମ୍ଭେ ସହେି ମିଶରୀଯ ଲୋକଟିକୁ ବଧ କଲା ପରି ମାେତେ ବଧ କରିବା ପାଇଁ ଯୋଜନା କରୁଛ କି?
2 Chronicles 35:15
ଆସଫ୍ଙ୍କ ପରିବାରର ଗାଯକମାନେ ସହେି ସ୍ଥାନ ରେ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଏବଂ ରାଜାଙ୍କର ଯାଜକ ୟିଦୁଥୁନ୍ ସମାନଙ୍କେୁ ନିୟୁକ୍ତ କରିଥିଲେ। ଦ୍ବାରପାଳଗଣ ଯେଉଁମାନେ ପ୍ରେତ୍ୟକକ ଫାଟକରେ ଥିଲେ, ସମାନଙ୍କେୁ ସମାନଙ୍କେର ସ୍ଥାନ ଛାଡ଼ିବାକୁ ପଡ଼ିଲା ନାହିଁ, କାରଣ ସମାନଙ୍କେର ଭ୍ରାତା ଲବେୀୟଗଣ ସମାନଙ୍କେ ପାଇଁ ନିସ୍ତାରପର୍ବର ସାମର୍ଗୀ ପ୍ରସ୍ତୁତ କରିଥିଲେ।
1 Chronicles 11:40
ୟିତ୍ରୀଯ ଗା ରେବ୍ ;
2 Samuel 8:18
ଯିହାୟୋଦାରଦାର ପକ୍ସ୍ଟତ୍ର ବନାଯ କରେଥୀଯ ଓ ପଲେଥୀଯମାନଙ୍କ ଦାଯିତ୍ବ ରେ ଥିଲେ। ଏବଂ ଦାଉଦଙ୍କର ପକ୍ସ୍ଟତ୍ରମାନେ ମହତ୍ବପୂର୍ଣ୍ଣ ନତେୃବର୍ଗ ଥିଲେ।
Judges 10:4
ୟାଯୀରଙ୍କର ତିରିଶଟି ପକ୍ସ୍ଟତ୍ର ଥିଲେ। ଯେଉଁମାନେ କି ତିରିଶଟି ଗଦ୍ଦର୍ଭ ଚଢି଼ଲେ ଓ ସମାନଙ୍କେର ତିରିଶଟି ସହର ଥିଲା। ସହେି ସହରଗୁଡିକୁ ୟାଯୀର ସହର ନାମ ରେ ଆଜି ପର୍ୟ୍ଯନ୍ତ ନାମିତ କରାୟାଇଛି। ସହେିସବୁ ସହରଗକ୍ସ୍ଟଡିକ ଗିଲିଯଦ ଦେଶ ରେ ଅଛି।
Exodus 24:11
ପରମେଶ୍ବର ଇଶ୍ରାୟେଲର ନେତାଗଣଙ୍କ ବିରୁଦ୍ଧ ରେ ହସ୍ତ ବିସ୍ତାର କଲେ ନାହିଁ। ସମାନେେ ସମସ୍ତେ ପରମେଶ୍ବରଙ୍କୁ ଦର୍ଶନ କଲେ। ଏବଂ ସମାନେେ ଭୋଜନ ଓ ପାନ କଲେ।
Exodus 2:16
ସଠାେରେ ଜଣେ ମିଦିଯନୀଯ ଯାଜକ ଥିଲେ, ଯାହାଙ୍କର ସାତାଟେି କନ୍ଯା ଥିଲେ। ସହେି କନ୍ଯାମାନେ ସହେି କୂପ ନିକଟକୁ ତାଙ୍କର ପିତାଙ୍କର ମଷେପଲ ପାଇଁ ପାଣି ନବୋକୁ ଆସିଥିଲେ। ସମାନେେ ପାଣି କାଢ଼ି ସହେି କୁଣ୍ଡଟିକୁ ପୁର୍ଣ୍ଣ କରିବାକୁ ଲାଗିଲେ।
Genesis 41:45
ଫାରୋ ଯୋଷଫଙ୍କେୁ ଏକ ଅନ୍ୟ ନାମ ରେ ନାମିତ କଲେ, ସାଫନତ୍-ପାନହେ ଫାରୋ ଯୋଷଫଙ୍କେୁ ଓନ ନଗର ନିବାସୀ ପୋଟୀଫର ନାମକ ଯାଜକର ଆସନ୍ନତ୍ ନାମ୍ନୀ କନ୍ଯା ସହିତ ବିବାହ ଦେଲେ। ଯୋଷଫେ ସମସ୍ତ ମିଶ ରେ ଦେଶ ମଧ୍ଯଦଇେ ଗଲେ।
Genesis 41:43
ଫାରୋ ଯୋଷଫଙ୍କେୁ ଆପଣା ଦ୍ବିତୀୟ ରଥରେ ଆରୋହଣ କରାଇଲେ। ଆଉ ଲୋକମାନେ ତାଙ୍କର ଆଗେ ଆଗେ, ଯୋଷଫଙ୍କେୁ ପ୍ରଣାମ କର ବୋଲି ଫାରୋ ଲୋକମାନଙ୍କୁ କହିଲେ।