2 Timothy 1:6 ମୁଁ ଜାଣେ ଯେ ତୁମ୍ଭଠା ରେ ସହେି ସମାନ ବିଶ୍ବାସ ଅଛି। ସେଥିପାଇଁ ମୁଁ କୁ ହେ ଯେ ପରମେଶ୍ବର ତୁମ୍ଭକୁ ଦଇେଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତବେେଳେ ମୁଁ ମାରେ ହାତଦ୍ବୟ ତୁମ୍ଭ ଉପରେ ରଖିଲି, ସେତବେେଳେ ପରମେଶ୍ବର ସହେି ଅନୁଗ୍ରହଦାନ ତୁମ୍ଭକୁ ଦଇେଥିଲେ। ମୁଁ ଚା ହେଁ ଯେ ତୁମ୍ଭେ ସହେି ଅନୁଗ୍ରହ ଦାନକୁ ବ୍ଯବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନି ଶିଖା ଏକ ଜ୍ବାଳା ରେ ପରିବର୍ତ୍ତିତ ହୁଏ।
2 Timothy 1:6 in Other Translations
King James Version (KJV) Wherefore I put thee in remembrance that thou stir up the gift of God, which is in thee by the putting on of my hands.
American Standard Version (ASV) For which cause I put thee in remembrance that thou stir up the gift of God, which is in thee through the laying on of my hands.
Bible in Basic English (BBE) For this reason I say to you, Let that grace of God which is in you, given to you by my hands, have living power.
Darby English Bible (DBY) For which cause I put thee in mind to rekindle the gift of God which is in thee by the putting on of my hands.
World English Bible (WEB) For this cause, I remind you that you should stir up the gift of God which is in you through the laying on of my hands.
Young's Literal Translation (YLT) For which cause I remind thee to stir up the gift of God that is in thee through the putting on of my hands,
Wherefore
δι'
dia
thee-AH
I in remembrance
ἣν
hos
ose
αἰτίαν
aitia
ay-TEE-ah
put
ἀναμιμνῄσκω
anamimnēskō
ah-na-meem-NAY-skoh
thee
σε
se
say
that thou stir up
ἀναζωπυρεῖν
anazōpyreō
ah-na-zoh-pyoo-RAY-oh
the
τὸ
ho
oh
gift
χάρισμα
charisma
HA-ree-sma
τοῦ
ho
oh
of God,
θεοῦ
theos
thay-OSE
which
ὅ
hos
ose
is
ἐστιν
esti
ay-STEE
in
ἐν
en
ane
thee
σοὶ
soi
soo
by
διὰ
dia
thee-AH
the
τῆς
ho
oh
putting on
ἐπιθέσεως
epithesis
ay-PEE-thay-sees
τῶν
ho
oh
of hands.
χειρῶν
cheir
heer
my
μου
mou
moo
Read Full Chapter :
2 Timothy 1
Cross Reference
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:14
ତୁମ୍ଭ ଭିତ ରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ଯବହାର କରିବା ରେ ଅବ ହଳୋ କର ନାହିଁ। ଭବିଷ୍ଯଦ୍ ବାଣୀ ମାଧ୍ଯମ ରେ ଯେତବେେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତବେେଳେ ସହେି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।
ପିତରଙ୍କ ପ୍ରଥମ ପତ୍ 4:10
ତୁମ୍ଭ ମଧ୍ଯରୁ ପ୍ରେତ୍ୟକକେ ଗୋଟିଏ ଗୋଟିଏ ଆଧ୍ଯାତ୍ମିକ ଦାନ ପରମେଶ୍ବରଙ୍କଠାରୁ ପାଇଛ। ପରମେଶ୍ବର ଅନକେ ପ୍ରକା ରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦଖାଇେଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାଯିତ୍ବପୂର୍ଣ୍ଣ ସହିତ ପରମେଶ୍ବରଙ୍କ ସବେକ ଭଳି ବ୍ଯବହାର କର। ଅତଏବ ଭଲ ସବେକ ହାଇେ ପରସ୍ପରର ସବୋ ରେ ସଗେୁଡ଼ିକୁ ଲଗାଅ।
ପିତରଙ୍କ ଦିତୀୟ ପତ୍ର 3:1
ମାେ ମିତ୍ରଗଣ, ଏହି ଦ୍ବିତୀୟ ପତ୍ର ମୁଁ ତୁମ୍ଭକୁ ଲେଖୁଅଛି। ତୁମ୍ଭକୁ କେତଗେୁଡ଼ିଏ ବିଷୟ ମନେ ପକାଇ ଦବୋ ଲାଗି ମୁଁ ଦୁଇଟି ପତ୍ର ଲେଖିଛି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:19
କଦାପି ପବିତ୍ର ଆତ୍ମାର କାର୍ୟ୍ଯ ବନ୍ଦ କର ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:6
ଏହି ଭଳି ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠା ରେ ଥିବା ବିଶ୍ବାସ ଅନୁସାରେ ତାହାକୁ ବ୍ଯବହାର କରୁ। ଯଦି କାହାକୁ ଭବିଷ୍ଯଦ୍ ବାଣୀର ଦାନ ମିଳିଛି, ତା' ହେଲେ ସେ ନିଜର ବିଶ୍ବାସ ଅନୁସାରେ ଭବିଷ୍ଯଦ୍ ବାଣୀ କରୁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:2
ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।
ଯାତ୍ରା ପୁସ୍ତକ 35:26
ନିପୂଣା ସ୍ତ୍ରୀଲୋକମାନେ ସ୍ବଇଚ୍ଛା ରେ ଛାଗ ଲୋମ ରେ ସୂତା କାଟିଲେ।
ଯାତ୍ରା ପୁସ୍ତକ 36:2
ତା'ପରେ ମାଶାେ ବତ୍ସଲଲେ ଏବଂ ଅହଲୀଯାବ ପ୍ରେତ୍ୟକକ ନିପୂଣ ଲୋକମାନଙ୍କୁ ଡାକିଲେ। ଯେଉଁମାନଙ୍କୁ ସଦାପ୍ରଭୁ କାର୍ୟ୍ଯ କରିବାକୁ କୌଶଳ ଓ ଅତିଶଯ ଦକ୍ଷତା ଦଇେଛନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:6
ସଠାେରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ବାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସବେକ ବୋଲି ପ୍ରମାଣିତ ହବେ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ବାସର ଶିକ୍ଷାଗୁଡ଼ିକ ଦ୍ବାରା ଶକ୍ତିଶାଳୀ ହାଇେଛ।
ଯିହୂଦାଙ୍କ ପତ୍ର 1:5
ତୁମ୍ଭେ ଆଗରୁ ଜାଣିଥିବା କେତକେ କଥା ସ୍ମରଣ କରାଇବା ପାଇଁ ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିବାକୁ ଚା ହେଁ। ମନରେଖ, ପ୍ରଭୁ ତାହାଙ୍କର ଲୋକଙ୍କୁ ମିସର ଦେଶରୁ ଉଦ୍ଧାର କଲେ। କିନ୍ତୁ ପରେ ପ୍ରଭୁ ସମସ୍ତ ଅବିଶ୍ବାସୀ ଲୋକମାନଙ୍କୁ ଧ୍ବଂସ କରି ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:17
ତା'ପରେ ପ୍ ରରେିତମାନେ ଲୋକମାନଙ୍କ ଉପରେ ନିଜ ହୀତ ରଖିବାରୁ ସମାନେେ ପବିତ୍ର ଆତ୍ମାଙ୍କୁ ଗ୍ରହଣ କଲେ।
ମାଥିଉଲିଖିତ ସୁସମାଚାର 25:15
କେଉଁ ଚ଼ାକର କେତେ ଦାଯିତ୍ବ ନଇେ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣଙ୍କୁ ପାଞ୍ଚ ତୋଡ଼ା ରୂପା ଟଙ୍କା ଦେଲେ। ଆଉ ଜଣଙ୍କୁ ଦୁଇ ତୋଡ଼ା, ଓ ତୃତୀୟ ଙ୍କୁ ଗୋଟିଏ ତୋଡ଼ା ରୂପା ଟଙ୍କା ଦେଲେ। ଚ଼ାକରମାନଙ୍କର ସାମର୍ଥ୍ଯ ଅନୁସାରେ ସମାନଙ୍କେୁ କାମ ବାଣ୍ଟିଦଇେ ସେ ବୁଲିବାକୁ ଚାଲିଗଲେ।
ପିତରଙ୍କ ଦିତୀୟ ପତ୍ର 1:12
ତୁମ୍ଭେ ଏହି କଥା ଜାଣ। ତୁମ୍ଭଠା ରେ ବର୍ତ୍ତମାନ ଥିବା ସତ୍ଯ ରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେ ପକାଇବା ପାଇଁ ସାହାୟ୍ଯ କରୁଥିବି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:14
ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ବରଙ୍କ ଆଗ ରେ ସତର୍କ କରିଦିଅ ଯେ, ସମାନେେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ୟୁକ୍ତିତର୍କ କରିବା ଦ୍ବାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସମାନଙ୍କେୁ ତାହା ନଷ୍ଟ କରିଦିଏ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:6
ପାଉଲ ଯେତବେେଳେ ସମାନଙ୍କେ ଉପରେ ହାତ ରଖିଲେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ। ସମାନେେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ଯଦ୍ବାଣୀ କହିବାକୁ ଲାଗିଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:2
ସେତବେେଳେ ଆମ୍ଭେ ବାପ୍ତିସ୍ମ ବିଷୟ ରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟ ରେ, ମୃତ୍ଯୁରୁ ପୁନରୁତ୍ଥିତ ହବୋ ବିଷୟ ରେ ଓ ଶଷେ ବିଚାର ବିଷୟ ରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହବୋ ଉଚିତ୍।
ଲୂକଲିଖିତ ସୁସମାଚାର 19:13
ସେ ନିଜର ଦଶ ଜଣ ଚାକରଙ୍କୁ ଡାକିଲେ। ସେ ପ୍ରେତ୍ୟକକ ଚାକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, 'ମୁଁ ଫରେିବା ପର୍ୟ୍ଯନ୍ତ ଏହି ଟଙ୍କା ରେ ବ୍ଯବସାୟ କର।'
ଯିଶାଇୟ 43:26
ମାେ ବିରୁଦ୍ଧ ରେ ତୁମ୍ଭର ମକଦ୍ଦମା କର। ଆସ ଏକାଠି ତୁମ୍ଭକୁ ଯଥାର୍ଥ ପ୍ରଣାମ କରିବା ପାଇଁ ଯାହା ଜାଣ କୁହ।