2 Timothy 3:6 ଏମାନଙ୍କ ଭିତରୁ କେତଜେଣ ଘରକୁ ଘର ଯାଇ ଦୁର୍ବଳମନା ସ୍ତ୍ରୀମାନଙ୍କୁ ବଶୀଭୂତ କରିବେ। ସହେି ସ୍ତ୍ରୀ ଲୋକମାନେ ପାପରେ ପୂର୍ଣ୍ଣ। ସମସ୍ତ ପ୍ରକାର ମନ୍ଦ ଇଚ୍ଛା ଦ୍ବାରା ପରିଚାଳିତ ହେଉଥିବା ୟୋଗୁ ଏହି ସ୍ତ୍ରୀ ଲୋକମାନେ ପାପରେ ପଡ଼ନ୍ତି।
2 Timothy 3:6 in Other Translations
King James Version (KJV) For of this sort are they which creep into houses, and lead captive silly women laden with sins, led away with divers lusts,
American Standard Version (ASV) For of these are they that creep into houses, and take captive silly women laden with sins, led away by divers lusts,
Bible in Basic English (BBE) For these are they who go secretly into houses, making prisoners of foolish women, weighted down with sin, turned from the way by their evil desires,
Darby English Bible (DBY) For of these are they who are getting into houses, and leading captive silly women, laden with sins, led by various lusts,
World English Bible (WEB) For of these are those who creep into houses, and take captive gullible women loaded down with sins, led away by various lusts,
Young's Literal Translation (YLT) for of these there are those coming into the houses and leading captive the silly women, laden with sins, led away with desires manifold,
Read Full Chapter :
2 Timothy 3
Cross Reference
ଯିହୂଦାଙ୍କ ପତ୍ର 1:4
କେତକେ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳ ରେ ପ୍ରବେଶ କରିଛନ୍ତି। ସମାନେେ ସମାନଙ୍କେର କାର୍ୟ୍ଯ ପାଇଁ ଦୋଷୀ ବିବଚେିତ ହାଇେ ସାରିଲଣେି। ଭବିଷ୍ଯଦ୍ ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟ ରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ବରଙ୍କର ବିରୋଧୀ। ସମାନେେ ପାପପୂର୍ଣ୍ଣ କାର୍ୟ୍ଯ କରିବା ପାଇଁ ଆମ୍ଭ ପରମେଶ୍ବରଙ୍କର ଅନୁଗ୍ରହକୁ ଅପବ୍ଯବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:11
ଜଣେ ପ୍ରାଚୀନ ସମାନଙ୍କେର ଭୁଲ ବିଷୟ ରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସମାନଙ୍କେୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସହେି ଲୋକମାନେ କୁଶିକ୍ଷାର ଉପଦେଶ ଦଇେ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସମାନେେ କବଳେ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସମାନେେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।
ଯିହୂଦାଙ୍କ ପତ୍ର 1:18
ପ୍ ରରେିତମାନେ ତୁମ୍ଭକୁ କହିଥିଲେ, ଶଷେ କାଳ ରେ ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ। ଏହି ଲୋକମାନେ କବଳେ ନିଜ ଇଚ୍ଛା ଅନୁସାରେ ପରମେଶ୍ବରଙ୍କ ବିରୁଦ୍ଧ ରେ କାର୍ୟ୍ଯ କରନ୍ତି।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ମାର୍କଲିଖିତ ସୁସମାଚାର 4:19
କିନ୍ତୁ ତାହାଙ୍କ ମନ ରେ ଜୀବନର ଚିନ୍ତା, ଧନ-ସମ୍ପତ୍ତିର ମାହେ ଓ ଅନ୍ୟ ବସ୍ତୁ ଲାଭ କରିବାର ଲାଳସା ଆ ସେ ଓ ସଗେୁଡିକ ବାକ୍ଯକୁ ଚାପି ପକାଏ। ଫଳ ରେ ତାହା ସମାନଙ୍କେ ଜୀବନ ରେ ଫଳହୀନ ହୁଏ।
ମାଥିଉଲିଖିତ ସୁସମାଚାର 23:13
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:2
ତୁମ୍ଭମାନେେ ମନେପକାଅ ଯେ ବିଶ୍ବାସୀ ହବୋ ପୂର୍ବରୁ ତୁମ୍ଭମାନେେ କିପରି ବିପଥଗାମୀ ହାଇେ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।
ପିତରଙ୍କ ଦିତୀୟ ପତ୍ର 3:17
ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟ ରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସହେି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ୟ୍ଯ ଦ୍ବାରା ତୁମ୍ଭେ ନିଜକୁ ପ୍ରଭାବିତ ହବୋକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ବାସରୁ ବିଚଳିତ ନ ହବୋ ପାଇଁ ସାବଧାନ ରୁହ।
ମାଥିଉଲିଖିତ ସୁସମାଚାର 11:28
ହେ କ୍ଲାନ୍ତ ଶ୍ରାନ୍ତ ଓ ଚିନ୍ତା ରେ ଭାରଗ୍ରସ୍ତ ଥିବା ଲୋକମାନେ! ମାେ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦବେି।
ଯିଶାଇୟ 1:4
ଇଶ୍ରାୟେଲ ଗୋଷ୍ଠୀ ପାପ ରେ ପରିପୂର୍ଣ୍ଣ। ସମାନେେ ଅଧର୍ମ ଓ ପାପ ରେ ଭାରାକ୍ରାନ୍ତ। ସମାନେେ ଏକ ଭ୍ରଷ୍ଟାଚାରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଛନ୍ତି। ସମାନେେ ଇଶ୍ରାୟେଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସମାନେେ ତାଙ୍କୁ ଜଣେ ଅଜଣାବ୍ଯକ୍ତି ପରି ବ୍ଯବହାର କରିଛନ୍ତି ଓ ଛାଡ଼ି ଚାଲିୟାଇଛନ୍ତି।
ପିତରଙ୍କ ଦିତୀୟ ପତ୍ର 2:18
ସହେି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସମାନେେ ଲୋକମାନଙ୍କୁ ପାପ ରାସ୍ତା ରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗ ରେ ୟିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମା ରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।
ଯିହୂଦାଙ୍କ ପତ୍ର 1:16
ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧ ରେ ଅଭିଯୋଗ କରନ୍ତି ଓ ସମାନଙ୍କେର ଦୋଷ ବାହାର କରନ୍ତି। ସମାନେେ ସବୁବେଳେ ନଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରିଥାଆନ୍ତି। ସମାନେେ ନିଜ ବିଷୟ ରେ ଅହଙ୍କାର କରି କଥା କୁହନ୍ତି। ସମାନେେ ନିଜ ସ୍ବାର୍ଥ ହାସଲ କରିବା ପାଇଁ କବଳେ ଅନ୍ୟ ଲୋକମାନଙ୍କ ସପକ୍ଷ ରେ ଭଲକଥା କୁହନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:9
ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।
ଗୀତସଂହିତା 38:4
ମୁଁ ପାପ କରିଛି, ମନ୍ଦ କାର୍ୟ୍ଯ କରି ସହେି ପାପ ମାେତେ ଓଜନ ଲାଗୁଛି। ମୁଁ ଅତ୍ଯନ୍ତ ଲଜ୍ଜିତ। ମୁଁ ମୁଣ୍ଡ ଉପରକୁ ଟକେିପାରୁ ନାହିଁ।