3 John 1:11 ମାରେ ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କୁ କବେେ ଦେଖି ନାହିଁ।
3 John 1:11 in Other Translations
King James Version (KJV) Beloved, follow not that which is evil, but that which is good. He that doeth good is of God: but he that doeth evil hath not seen God.
American Standard Version (ASV) Beloved, imitate not that which is evil, but that which is good. He that doeth good is of God: he that doeth evil hath not seen God.
Bible in Basic English (BBE) My loved one, do not be copying what is evil, but what is good. He who does good is of God: he who does evil has not seen God.
Darby English Bible (DBY) Beloved, do not imitate what is evil, but what is good. He that does good is of God. He that does evil has not seen God.
World English Bible (WEB) Beloved, don't imitate that which is evil, but that which is good. He who does good is of God. He who does evil hasn't seen God.
Young's Literal Translation (YLT) Beloved, be not thou following that which is evil, but that which is good; he who is doing good, of God he is, and he who is doing evil hath not seen God;
Beloved,
Ἀγαπητέ,
agapētos
ah-ga-pay-TOSE
not
μὴ
mē
may
follow
μιμοῦ
mimeomai
mee-MAY-oh-may
that which is
τὸ
ho
oh
evil,
κακὸν
kakos
ka-KOSE
but
ἀλλὰ
alla
al-LA
that which is
τὸ
ho
oh
good.
ἀγαθόν
agathos
ah-ga-THOSE
He
ὁ
ho
oh
that doeth good
ἀγαθοποιῶν
agathopoieō
ah-ga-thoh-poo-A-oh
of
ἐκ
ek
ake
τοῦ
ho
oh
God:
Θεοῦ
theos
thay-OSE
is
ἐστιν·
esti
ay-STEE
he
ὁ
ho
oh
but
δὲ
de
thay
that doeth evil
κακοποιῶν
kakopoieō
ka-koh-poo-A-oh
not
οὐχ
ou
oo
hath seen
ἑώρακεν
horaō
oh-RA-oh
τὸν
ho
oh
God.
Θεόν
theos
thay-OSE
Read Full Chapter :
3 John 1
Cross Reference
ଯିଶାଇୟ 1:16
ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।
ଗୀତସଂହିତା 37:27
ତୁମ୍ଭେ ୟଦି ମନ୍ଦକାର୍ୟ୍ଯ କରିବାକୁ ମନା କର ଓ ୟଦି ତୁମ୍ଭେ ଭଲକାର୍ୟ୍ଯ କର, ତା' ହେଲେ ତୁମ୍ଭେ ନିଶ୍ଚଯ ଚିରଦିନ ପାଇଁ ବଞ୍ଚି ରହିବ।
ଯୋହନଙ୍କ ପ୍ରଥମ ପତ୍ର 2:29
ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ଯ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ଯକ୍ତି ପରମେଶ୍ବରଙ୍କର ସନ୍ତାନ ଅଟନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:10
କିନ୍ତୁ ତୁମ୍ଭେ ସମସ୍ତେ ମାେତେ ଜାଣିଛ। ଏହା ମଧ୍ଯ ଜାଣିଛ ଯେ ମୁଁ କ'ଣ ଶିକ୍ଷା (ଉପଦେଶ) ଦିଏ ଓ କିପରି ରୁ ହେ। ମାେ ଜୀବନର ଉଦ୍ଦେଶ୍ଯ ବିଷୟ ରେ ମଧ୍ଯ ତୁମ୍ଭେ ଜାଣିଛ। ତୁମ୍ଭେ ମାରେ ବିଶ୍ବାସ, ର୍ଧୈୟ୍ଯ, ପ୍ ରମେ ବିଷୟ ରେ ଜାଣିଛ ଓ ଏହା ମଧ୍ଯ ଜାଣିଛ ଯେ ମୁଁ କବେେ ହେଲେ ଚେଷ୍ଟା କରିବାରୁ ବିରତ ହୁଏ ନାହିଁ।
ଗୀତସଂହିତା 34:14
ମନ୍ଦ କାର୍ୟ୍ଯ କରିବା ବନ୍ଦ କର। କବଳେ ଉତ୍ତମ କାର୍ୟ୍ଯ କର। ଶାନ୍ତି ପାଇଁ କାର୍ୟ୍ଯ କର। ଶାନ୍ତି ପାଇଲା ପର୍ୟ୍ଯନ୍ତ ଶାନ୍ତି ପଛରେ ଦୌଡ଼।
ପିତରଙ୍କ ପ୍ରଥମ ପତ୍ 3:13
ଯଦି ତୁମ୍ଭେ ସବୁବେଳେ ଭଲ କରିବା ପାଇଁ ଚେଷ୍ଟା କରୁଥାଅ, ତା ହେଲେ କୌଣସି ଲୋକ ତୁମ୍ଭକୁ ଆଘାତ କରି ପାରିବ ନାହିଁ।
ପିତରଙ୍କ ପ୍ରଥମ ପତ୍ 3:11
ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।
ଯୋହନଲିଖିତ ସୁସମାଚାର 3:20
ମନ୍ଦକାର୍ୟ୍ଯ କରୁଥିବା ପ୍ରେତ୍ୟକକ ଲୋକ ଆଲୋକକୁ ଘୃଣା କରେ। ସେ କବେେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା'ର କୃତ ସମସ୍ତ ମନ୍ଦକାର୍ୟ୍ଯ ଗୁଡିକୁ ଦଖାଇେ ଦବେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:1
ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ବରଙ୍କ ଭଳି ହବୋକୁ ଚେଷ୍ଟା କର।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:12
ତୁମ୍ଭମାନେେ ଆଳସ୍ଯପରାୟଣ ନ ହାଇେ ଯେପରି ପରମେଶ୍ବରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହାଇେଥିବା ଲୋକମାନଙ୍କ ପରି ହୁଅ, ଏକଥା ଆମ୍ଭେ ଚାହୁଁ। ସମାନେେ ତାହାଙ୍କର ବିଶ୍ବାସ ଓ ର୍ଧୈୟ୍ଯ ହତେୁରୁ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।
ଯାତ୍ରା ପୁସ୍ତକ 23:2
ତୁମ୍ଭେ ଲୋକ ଗହଳି ସହିତ ୟୋଗ ଦବୋ ଉଚିତ୍ ନୁହଁ ଏବଂ ନ୍ଯାଯକୁ ଭ୍ରଷ୍ଟ କରିବା ଉଚିତ୍ ନୁହଁ, ଯେତବେେଳେ ତୁମ୍ଭେ ନ୍ଯାଯାଳଯ ରେ ସାକ୍ଷ୍ଯ ଦିଅ।
ଯୋହନଙ୍କ ପ୍ରଥମ ପତ୍ର 3:6
ତାହାଙ୍କଠା ରେ ରହୁଥିବା ଲୋକ ପାପ କରେ ନାହିଁ। ପାପ କରୁଥିବା ଲୋକ ଖ୍ରୀଷ୍ଟଙ୍କୁ କଦାପି ଜାଣି ନାହିଁ କି ବୁଝି ପାରି ନାହିଁ।
ହିତୋପଦେଶ 12:11
ଯେଉଁ ଲୋକ ଆପଣା ଭୂମି ଚଷେ, ସେ ୟଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନ ରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
ଯୋହନଲିଖିତ ସୁସମାଚାର 10:27
ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।
ଯୋହନଲିଖିତ ସୁସମାଚାର 12:26
ମାରେ ସବୋ କୁରଥିବା ଲୋକେ ନିଶ୍ଚୟ ମାରେ ଅନୁସରଣ କରନ୍ତୁ। ତବେେ ମାରେ ସବେକମାନେ ମୁଁ ଯେଉଁଠା ରେ ଥିବି, ସଠାେରେ ମାେ ସହିତ ରହିବେ। ଯେଉଁ ଲୋକମାନେ ମାରେ ସବୋ କରିଥିବେ, ମାରେ ପରମପିତା ସମାନଙ୍କେୁ ସମ୍ମାନ ଦବେେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:16
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ ଯେ, ତୁମ୍ଭମାନେେ ମାେପରି ହୁଅ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:1
ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭମାନେେ ସପରେି ଅନୁସରଣ କର।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:17
ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମାେ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦଖାଇେଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସହେି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସମାନଙ୍କେୁ ଅନୁସରଣ କର।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:6
ଏବେ ତୁମ୍ଭମାନେେ ମଧ୍ଯ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହାଇଯୋଇଛ। ଅତ୍ଯଧିକ କଷ୍ଟ ପାଇଲା ପରେ ମଧ୍ଯ ତୁମ୍ଭମାନେେ ସହେି ଶିକ୍ଷାକୁ ଆନନ୍ଦ ରେ ଗ୍ରହଣ କରିଛ। ପବିତ୍ର ଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:14
ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ୟିହୂଦା ରେ290 ଥିବା ଖ୍ରୀଷ୍ଟ ଯୀଶୁଙ୍କଠା ରେ ପରମେଶ୍ବରଙ୍କ ମଣ୍ଡଳୀଗୁଡ଼ିକର ଲୋକମାନଙ୍କ ଭଳି ହାଇେଛ। ୟିହୂଦା ରେ ପରମେଶ୍ବରଙ୍କ ଲୋକମାନେ ଅନ୍ୟ ଯିହୂଦୀମାନଙ୍କଠାରୁ ଯାତନା ଭୋଗ କରିଥିଲେ। ତୁମ୍ଭମାନେେ ନିଜ ଦେଶର ଲୋକମାନଙ୍କଠାରୁ ମଧ୍ଯ ସହେିଭଳି ଯାତନା ପାଇଛ।