Exodus 22:22 in Oriya

Oriya Oriya Bible Exodus Exodus 22 Exodus 22:22

Exodus 22:22
କୌଣସି ବିଧବା କିମ୍ବା ପିତାମାତାହୀନ ସନ୍ତାନଙ୍କର କୌଣସି କ୍ଷତି କରିବ ନାହିଁ।

Exodus 22:21Exodus 22Exodus 22:23

Exodus 22:22 in Other Translations

King James Version (KJV)
Ye shall not afflict any widow, or fatherless child.

American Standard Version (ASV)
Ye shall not afflict any widow, or fatherless child.

Bible in Basic English (BBE)
Do no wrong to a widow, or to a child whose father is dead.

Darby English Bible (DBY)
Ye shall not afflict any widow or fatherless child.

Webster's Bible (WBT)
Ye shall not afflict any widow, or fatherless child.

World English Bible (WEB)
"You shall not take advantage of any widow or fatherless child.

Young's Literal Translation (YLT)
`Any widow or orphan ye do not afflict;

Ye
shall
not
כָּלkālkahl
afflict
אַלְמָנָ֥הʾalmānâal-ma-NA
any
וְיָת֖וֹםwĕyātômveh-ya-TOME
widow,
לֹ֥אlōʾloh
or
fatherless
child.
תְעַנּֽוּן׃tĕʿannûnteh-ah-noon

Cross Reference

Deuteronomy 24:17
ତୁମ୍ଭେ ବିଦେଶୀର କି ପିତୃମାତୃହୀନ ବିଗ୍ଭର ରେ ଅନ୍ଯାଯ କରିବ ନାହିଁ। କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।

James 1:27
ପରମେଶ୍ବର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା : ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନବୋ ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ବର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।

Zechariah 7:10
ବିଧବା, ଅନାଥ, ବିଦେଶୀ ଓ ଦରିଦ୍ରମାନଙ୍କୁ ପ୍ରତାରିତ କରନାହିଁ। ତୁମ୍ଭ ଭାଇ ବିରୁଦ୍ଧ ରେ ନିଜ ହୃଦଯ ରେ ଷଡୟନ୍ତ୍ର କରନାହିଁ।

Ezekiel 22:7
ତୁମ୍ଭ ମଧିଅରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି। ସମାନେେ, ତୁମ୍ଭମାନଙ୍କ ମଧିଅରେ ବାସ କରୁଥିବାରୁ ବିଦେଶୀମାନଙ୍କୁ ଅତ୍ଯାଚାର କଲେ, ଅନାଥ ଓ ବିଧବା ପ୍ରତି ଅନ୍ଯାଯ କରିଅଛନ୍ତି।

Isaiah 10:2
ସହେି ବ୍ଯବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ଯାଯ ବିଚାର କରନ୍ତି ନାହିଁ। ସମାନେେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସମାନେେ ମଧ୍ଯ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।

Isaiah 1:23
ତୁମ୍ଭର ଶାସକଗଣ ବିଦ୍ରୋହୀ ହାଇେଛନ୍ତି ଓ ଚୋରମାନଙ୍କର ବନ୍ଧୁ ହାଇେଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ଯାଯ କାର୍ୟ୍ଯ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସହେି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସହେି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସମାନଙ୍କେର ଦରକାର ବେଳେ ସାହାୟ୍ଯ କରନ୍ତି ନାହିଁ।'

Isaiah 1:17
ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'

Deuteronomy 27:19
ଲବେୀୟମାନେ କହିବେ, ' ଯେଉଁ ଲୋକ ବିଧବା, ବିଦେଶୀ, ଅନାଥଙ୍କର ନ୍ଯାଯ କରିବା ରେ ବାଧା ଦିଏ ସେ ଅଭିଶଲ୍ଗ ହେଉ।'

Deuteronomy 10:18
ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।

Psalm 94:6
ସହେି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ଯ କରନ୍ତି। ସମାନେେ ଅନାଥ ପିଲାମାନଙ୍କୁ ମଧ୍ଯ ହତ୍ଯା କରନ୍ତି।