Galatians 1:10
ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।
Galatians 1:10 in Other Translations
King James Version (KJV)
For do I now persuade men, or God? or do I seek to please men? for if I yet pleased men, I should not be the servant of Christ.
American Standard Version (ASV)
For am I now seeking the favor of men, or of God? or am I striving to please men? if I were still pleasing men, I should not be a servant of Christ.
Bible in Basic English (BBE)
Am I now using arguments to men, or God? or is it my desire to give men pleasure? if I was still pleasing men, I would not be a servant of Christ.
Darby English Bible (DBY)
For do I now seek to satisfy men or God? or do I seek to please men? If I were yet pleasing men, I were not Christ's bondman.
World English Bible (WEB)
For am I now seeking the favor of men, or of God? Or am I striving to please men? For if I were still pleasing men, I wouldn't be a servant of Christ.
Young's Literal Translation (YLT)
for now men do I persuade, or God? or do I seek to please men? for if yet men I did please -- Christ's servant I should not be.
| For | Ἄρτι | arti | AR-tee |
| do I now | γὰρ | gar | gahr |
| persuade | ἀνθρώπους | anthrōpous | an-THROH-poos |
| men, | πείθω | peithō | PEE-thoh |
| or | ἢ | ē | ay |
| τὸν | ton | tone | |
| God? | θεόν | theon | thay-ONE |
| or | ἢ | ē | ay |
| do I seek | ζητῶ | zētō | zay-TOH |
| to please | ἀνθρώποις | anthrōpois | an-THROH-poos |
| men? | ἀρέσκειν | areskein | ah-RAY-skeen |
| for | εἰ | ei | ee |
| if | γὰρ | gar | gahr |
| I yet | ἔτι | eti | A-tee |
| pleased | ἀνθρώποις | anthrōpois | an-THROH-poos |
| men, | ἤρεσκον | ēreskon | A-ray-skone |
| not should I | Χριστοῦ | christou | hree-STOO |
| be | δοῦλος | doulos | THOO-lose |
| οὐκ | ouk | ook | |
| the servant | ἂν | an | an |
| of Christ. | ἤμην | ēmēn | A-mane |
Cross Reference
1 Thessalonians 2:4
ପରମେଶ୍ବର ଆମ୍ଭକୁ ପରୀକ୍ଷା କରି ଓ ବିଶ୍ବାସ କରି ସୁସମାଚାର କହିବା ଦାଯିତ୍ବ ଦଇେଥିବାରୁ ଆମ୍ଭେ ସୁସମାଚାର ପ୍ରଚାର କରୁଛୁ। ଅତଏବ ଯେତବେେଳେ ଆମ୍ଭେ କିଛି କହୁ ମନୁଷ୍ଯକୁ ସନ୍ତୁଷ୍ଟ କଲାପରି ନୁହେଁ, ପରମେଶ୍ବରଙ୍କୁ ଖୁସି କରିବା ଆମ୍ଭର ଉଦ୍ଦେଶ୍ଯ ଅଟେ। ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପରୀକ୍ଷା କରନ୍ତି।
Acts 5:29
ପିତର ଓ ଅନ୍ୟ ପ୍ ରରେିତମାନେ ଉତ୍ତର ଦେଲେ, ଆମ୍ଭମାନେେ ମନୁଷ୍ଯମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ବରଙ୍କ ଆଜ୍ଞା ନିଶ୍ଚୟ ମାନିବୁ।
James 4:4
ଏହାଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ନିକଟରେ ବିଶ୍ବସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ବରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କହେି ଏହି ସଂସାରର ଅଂଶୀ ହବୋ ପାଇଁ ଇଚ୍ଛା କରେ, ତବେେ ସେ ନିଜକୁ ପରମେଶ୍ବରଙ୍କୁ ଶତ୍ରୁ କରି ପକାଏ।
Ephesians 6:6
ମାଲିକ ଉପସ୍ଥିତ ଥିଲା ବେଳେ ତୁମ୍ଭେ ସମାନଙ୍କେୁ ଖୁସି କରିବା ପାଇଁ କବଳେ ଆଜ୍ଞା ପାଳନ କଲେ ହବେ ନାହିଁ, ମାତ୍ର ତାହାଠାରୁ ଆହୁରି ଅଧିକ କାର୍ୟ୍ଯ ବିଶ୍ବସ୍ତ ଭାବରେ ସବୁ ସମୟରେ କରିବାକୁ ହବେ। ତୁମ୍ଭେ ଯେପରି ଖ୍ରୀଷ୍ଟଙ୍କର ବାଧ୍ଯ ହାଇେଛ, ଠିକ୍ ସହେିପରି ନିଜ ମାଲିକମାନଙ୍କର ମଧ୍ଯ ବାଧ୍ଯ ହବେ। ସମ୍ପୂର୍ଣ୍ଣ ହୃଦୟର ସହିତ ଯାହା ପରମେଶ୍ବର ଚାହାଁନ୍ତି, ତୁମ୍ଭେ ତାହା କରିବ।
Romans 2:29
ଜଣେ ଲୋକ ଯଦି ପ୍ରକୃତ ରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟ ରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ବାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟ ରେ ଆତ୍ମା ଦ୍ବାରା ସୁନ୍ନତ ହାଇେଥାଏ ସେ ପରମେଶ୍ବରଙ୍କ ଠାରୁ ପ୍ରଶଂସା ପାଏ, ମଣିଷମାନଙ୍କ ଠାରୁ ନୁହେଁ।
2 Corinthians 5:9
ଆମର ଏକମାତ୍ର ଉଦ୍ଦେଶ୍ଯ ପରମେଶ୍ବରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠା ରେ ବାହ୍ଯିକ ଶରୀର ଧାରଣ କରି ରହୁ ବା ସଠାେରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଚାହୁଁ।
Acts 4:19
କିନ୍ତୁ ଯୋହନ ଓ ପିତର ସମାନଙ୍କେୁ ଉତ୍ତର ଦେଲେ, ପରମେଶ୍ବରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ କି ନାହିଁ, ତାହା ତୁମ୍ଭମାନେେ ବିଚାର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନକହି ରହିପାରିବୁ ନାହିଁ।
Matthew 22:16
ସମାନେେ କେତକେ ହରୋଦୀୟ ମାନଙ୍କ ସହିତ ନିଜର କେତକେ ଶିଷ୍ଯଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯାଇ କହିଲେ, ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଅନ୍ୟମାନେ କଣ ଭାବୁଛନ୍ତି, ସେ ବିଷୟ ରେ ତୁମ୍ଭେ ଆଦୌ ଭୟ କରନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ।
Colossians 3:22
ସବେକଗଣ ! ଏହି ପୃଥିବୀ ରେ ପ୍ରେତ୍ୟକକ କଥା ରେ ନିଜର ମାଲିକମାନଙ୍କ ଆଜ୍ଞା ପାଳନ କର। ଯେତବେେଳେ ମାଲିକ ଦେଖୁ ନାହାଁନ୍ତି, ସେତବେେଳେ ମଧ୍ଯ ଓ ସର୍ବଦା ତାହାଙ୍କ ଆଜ୍ଞା ପାଳନ କର। ଏପରି କରିବା ଦ୍ବାରା ତୁମ୍ଭମାନେେ ପ୍ରକୃତ ରେ ମନୁଷ୍ଯକୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁ ନାହଁ, ବରଂ ପ୍ରଭୁଙ୍କୁ ସମ୍ମାନ ଦେଉଥିବାରୁ, ତୁମ୍ଭମାନେେ ନିଷ୍ଠାପର ସହିତ ଆଜ୍ଞା ପାଳନ କର।
1 John 3:9
ପରମେଶ୍ବରଙ୍କର ସନ୍ତାନ ହବୋ ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ବର ସହେି ଲୋକକୁ ଦିଅନ୍ତି, ତାହା ତା'ଠା ରେ ଥାଏ। ତେଣୁ ସେ ଆଉ ପାପ କରିପା ରେ ନାହିଁ ଯେ ହତେୁ ସେ ପରମେଶ୍ବରଙ୍କର ସନ୍ତାନ ହାଇେସାରିଥାଏ।
1 Corinthians 10:33
ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରେତ୍ୟକକଙ୍କୁ ସମସ୍ତ କାର୍ୟ୍ଯ ରେ ସନ୍ତୁଷ୍ଟ କରିବାକୁ ଚା ହେଁ। ମୁଁ ଅନକଙ୍କେର ମଙ୍ଗଳ ଚିନ୍ତାକରେ ୟଦ୍ବାରା ସମାନେେ ପରିତ୍ରାଣ ପାଇ ପାରିବେ।
Matthew 28:14
ରାଜ୍ଯପାଳ ଯଦି ଏକଥା ଶୁଣନ୍ତି, ତବେେ ଆମ୍ଭେ ତାହାଙ୍କୁ ଠିକ୍ ଭାବରେ ସବୁ ବୁଝାଇ କହିବୁ ଓ ତୁମ୍ଭମାନଙ୍କୁ ଅସୁବିଧାରୁ ରକ୍ଷା କରିବୁ।
Romans 2:8
କିନ୍ତୁ ଯେଉଁମାନେ ସ୍ବାର୍ଥପର ଓ ସତ୍ଯକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ବର ସମାନଙ୍କେୁ ଦଣ୍ଡ ଦବେେ।