Habakkuk 1:13 in Oriya

Oriya Oriya Bible Habakkuk Habakkuk 1 Habakkuk 1:13

Habakkuk 1:13
ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?

Habakkuk 1:12Habakkuk 1Habakkuk 1:14

Habakkuk 1:13 in Other Translations

King James Version (KJV)
Thou art of purer eyes than to behold evil, and canst not look on iniquity: wherefore lookest thou upon them that deal treacherously, and holdest thy tongue when the wicked devoureth the man that is more righteous than he?

American Standard Version (ASV)
Thou that art of purer eyes than to behold evil, and that canst not look on perverseness, wherefore lookest thou upon them that deal treacherously, and holdest thy peace when the wicked swalloweth up the man that is more righteous than he;

Bible in Basic English (BBE)
Before your holy eyes sin may not be seen, and you are unable to put up with wrong; why, then, are your eyes on the false? why do you say nothing when the evil-doer puts an end to one who is more upright than himself?

Darby English Bible (DBY)
[Thou art] of purer eyes than to behold evil, and canst not look on mischief: wherefore lookest thou upon them that deal treacherously, [and] keepest silence when the wicked swalloweth up a [man] more righteous than he?

World English Bible (WEB)
You who have purer eyes than to see evil, and who cannot look on perversity, why do you tolerate those who deal treacherously, and keep silent when the wicked swallows up the man who is more righteous than he,

Young's Literal Translation (YLT)
Purer of eyes than to behold evil, To look on perverseness Thou art not able, Why dost Thou behold the treacherous? Thou keepest silent when the wicked Doth swallow the more righteous than he,

Thou
art
of
purer
טְה֤וֹרṭĕhôrteh-HORE
eyes
עֵינַ֙יִם֙ʿênayimay-NA-YEEM
behold
to
than
מֵרְא֣וֹתmērĕʾôtmay-reh-OTE
evil,
רָ֔עrāʿra
canst
and
וְהַבִּ֥יטwĕhabbîṭveh-ha-BEET
not
אֶלʾelel
look
עָמָ֖לʿāmālah-MAHL
on
לֹ֣אlōʾloh
iniquity:
תוּכָ֑לtûkāltoo-HAHL
wherefore
לָ֤מָּהlāmmâLA-ma
lookest
תַבִּיט֙tabbîṭta-BEET
treacherously,
deal
that
them
upon
thou
בּֽוֹגְדִ֔יםbôgĕdîmboh-ɡeh-DEEM
and
holdest
thy
tongue
תַּחֲרִ֕ישׁtaḥărîšta-huh-REESH
wicked
the
when
בְּבַלַּ֥עbĕballaʿbeh-va-LA
devoureth
רָשָׁ֖עrāšāʿra-SHA
righteous
more
is
that
man
the
צַדִּ֥יקṣaddîqtsa-DEEK
than
מִמֶּֽנּוּ׃mimmennûmee-MEH-noo

Cross Reference

Psalm 34:15
ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।

Acts 3:13
ନା! ଇଶ୍ବର ଏହା କରିଛନ୍ତି। ସେ ଅବ୍ରାହାମ, ୟିସ୍ହାକ ଓଯାକୁବଙ୍କ ଇଶ୍ବର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଇଶ୍ବର ଅଟନ୍ତି। ସେ ତାହାଙ୍କ ମହାନ ସବେକ ଯୀଶୁଙ୍କୁ ଗୌରବାନ୍ବିତ କରିଅଛନ୍ତି। ମାତ୍ର ତୁମ୍ଭମାନେେ ଯୀଶୁଙ୍କୁ ମୃତ୍ଯୁ ଭୋଗ କରିବା ନିମନ୍ତେ ସମର୍ପଣ କରି ଦେଲେ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭମାନେେ ଯୀଶୁଙ୍କୁ ଚ଼ାହଁନାହିଁ ବୋଲି ପୀଲାତଙ୍କୁ କହିଲ।

Jeremiah 12:1
ହେ ସଦାପ୍ରଭୁ, ମୁଁ ଯେତବେେଳେ ତୁମ୍ଭ ବିପକ୍ଷ ରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧ ରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ୟ୍ଯ ହୁଅନ୍ତି ? ଅତି ବିଶ୍ବାସଘାତକ କାହିଁକି ନିରାପଦ ରେ ରହନ୍ତି ?

Psalm 50:21
ଅତୀତରେ, ତୁମ୍ଭେ ମନ୍ଦକାର୍ୟ୍ଯ କଲ। ମୁଁ ଚୁପ୍ ରହିଲି। ତୁମ୍ଭେ ଭାବି ନଇେଛ ମୁଁ ମଧ୍ଯ ତୁମ୍ଭମାନଙ୍କ ପରି। ମୁଁ ଆଉ ନୀରବରେ ରହିପାରିବି ନାହିଁ। ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।

Psalm 35:22
ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ତାହା ଦେଖୁଅଛ, ୟାହାସବୁ ଘଟି ଯାଉଛି। ତଣେୁ ତୁମ୍ଭେ ନୀରବ ରୁହ ନାହିଁ। ମାେତେ ପରିତ୍ଯାଗ କର ନାହିଁ।

Psalm 10:15
ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ବଂସ କର। ସମାନଙ୍କେର କୁକାର୍ୟ୍ଯ ପାଇଁ ସମାନଙ୍କେୁ ଦଣ୍ଡିତ କର, ସମାନେେ ଧ୍ବଂସ ହାଇେ ନ ୟିବା ପର୍ୟ୍ଯନ୍ତ।

Isaiah 21:2
ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ବାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ସେ ଏଲମ୍! ୟାଅ ୟୁଦ୍ଧ କର। ହେ ମାଦିଯେ, ତୁମ୍ଭ ସୈନ୍ଯବାହିନୀ ଦ୍ବାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସହେି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।

Isaiah 33:1
ଦେଖ, ତୁମ୍ଭମାନେେ ଲୁଟିତ ନ ହାଇେ ମଧ୍ଯ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା ନ କଲେ ମଧ୍ଯ ତୁମ୍ଭମାନେେ ଅନ୍ୟମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛ। ତେଣୁ ତୁମ୍ଭମାନେେ ସନ୍ତାପର ପାତ୍ର। କାରଣ ତୁମ୍ଭମାନେେ ଲୁଟିବା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭମାନେେ ବିଶ୍ବାସଘାତକତା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭପ୍ରତି ବିଶ୍ବାସଘାତକତା କରିବେ।

Isaiah 64:12
ହେ ସଦାପ୍ରଭୁ, ଏସବୁ ହେଲାପ ରେ ମଧ୍ଯ ତୁମ୍ଭେ କ'ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କ'ଣ ନୀରବ ରହି ଆମ୍ଭମାନଙ୍କୁ କ୍ଲେଶ ଦଇେ ଚାଲିବ ?

Habakkuk 1:3
ଲୋକମାନେ ଜିନିଷ ଧ୍ବଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସମାନେେ ୟୁକ୍ତି କରୁଛନ୍ତି ଓ ଲଢୁଛନ୍ତି। ଏହି ଅନ୍ଯାଯ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ଯ ମୁଁ କାହିଁକି ଦେଖିବି?

Acts 2:23
ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।

1 Peter 1:15
ନିଜେ କରୁଥିବା ସମସ୍ତ କାମ ରେ, ପରମେଶ୍ବର ଯେପରି ପବିତ୍ର, ସହେିପରି ପବିତ୍ର ହୁଅ। ପରମେଶ୍ବର ହିଁ ତୁମ୍ଭକୁ ଆହ୍ବାନ କରିଥିଲେ।

Proverbs 31:8
ତୁମ୍ଭର ପାଟି ଫିଟାଅ ଓ ସମାନଙ୍କେ ପାଇଁ କୁହ, ଯେଉଁମାନେ ସମାନଙ୍କେ ପାଇଁ କହିପାରିବେ ନାହିଁ, କଷ୍ଟ ରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।

Psalm 83:1
ହେ ପରମେଶ୍ବର, ତୁମ୍ଭେ ନୀରବ ରୁହ ନାହିଁ! ତୁମ୍ଭର କାନ ବନ୍ଦ କର ନାହିଁ ! ହେ ପରମେଶ୍ବର, ଦୟାକରି କିଛି କୁହ !

1 Kings 2:32
ଯୋୟାବ ଆପଣାଠାରୁ ଅଧିକ ଉତ୍ତମ ଦୁଇଟି ଲୋକଙ୍କୁ ହତ୍ଯା କରିଥିଲେ। ସମାନେେ ହେଲ ଇଶ୍ରାୟେଲର ସନୋପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସନୋପତି ଯେଥରର ପୁତ୍ର ଅମାସା। ସେ ମାେ ପିତା ଦାଉଦଙ୍କ ଅଜ୍ଞାତସାର ରେ ଏହି ଉତ୍ତମ ଦୁଇଜଣଙ୍କୁ ହତ୍ଯା କରିଥିଲା। ତେଣୁ ସହେି ରକ୍ତପାତର ଅପରାଧ ପାଇଁ ସଦାପ୍ରଭୁ ତାକୁ ଦଣ୍ତ ଦବେେ।

Esther 4:14
ଯଦି ତୁମ୍ଭେ ଏହି ସମୟରେ ନୀରବ ହାଇେ ରୁହ, ତବେେ ଅନ୍ୟ ଏକ ସ୍ଥାନରୁ ୟିହୁଦୀଯମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହବେ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀଯ ସ୍ଥାନ ପାଇପାର?

Job 15:15
ପରମେଶ୍ବର ଏମିତିକି ନିଜର ଦୂତମାନଙ୍କୁ ବିଶ୍ବାସ କରନ୍ତି ନାହିଁ। ପରମେଶ୍ବରଙ୍କ ଅନୁସାରେ ଆକାଶମଣ୍ଡଳ ମଧ୍ଯ ପବିତ୍ର ନୁହେଁ।

Psalm 5:4
ହେ ପରମେଶ୍ବର, ତୁମ୍ଭେ କବେେ ମନ୍ଦ କାର୍ୟ୍ଯ ପସନ୍ଦ କର ନାହିଁ। କାରଣ ମନ୍ଦ କାର୍ୟ୍ଯ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।

Psalm 10:1
ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ। ଯେଉଁମାନେ ବିପଦରେ ପଡ଼ନ୍ତି ସମାନେେ ତୁମ୍ଭକୁ ଦେଖିପାରନ୍ତି ନାହିଁ।

Psalm 11:4
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।

Psalm 37:12
ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସହେି ଅଧର୍ମୀ ଲୋକମାନେ ଧାର୍ମୀକମାନଙ୍କୁ ଦେଖି ସମାନଙ୍କେ କୋର୍ଧ ଦଖାେନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରି ଥାଆନ୍ତି।

Psalm 37:32
ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥାଆନ୍ତି।

Psalm 50:3
ଆମ୍ଭର ପରମେଶ୍ବର ଆସୁଛନ୍ତି ଓ ସେ କବେେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସଠାେରେ ଏକ ବିରାଟ ଝଡ଼ ତାଙ୍କ ଚାରିପାଖରେ ଘୂରି ବୁଲୁଛି।

Psalm 56:1
ହେ ପରମେଶ୍ବର, ମାେତେ ଦୟା କର। ଲୋକମାନେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ କଲେ। ସମାନେେ ନିରନ୍ତର ଭାବରେ ମାେତେ ଅନୁଧାବନ କରୁଛନ୍ତି ଓ ୟୁଦ୍ଧ କରି ଆସୁଛନ୍ତି।

Psalm 73:3
ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଇର୍ଷାପରାଯଣ ହାଇଗଲିେ, ଯେତବେେଳେ ସମାନେେ କୃତକାର୍ୟ୍ଯ ହେଉଥିବାର ଦେଖିଲି।

2 Samuel 4:11
ତେଣୁ ମୁ ତୁମ୍ଭକୁ ହତ୍ଯା କରିବି ଓ ତୁମ୍ଭମାନଙ୍କୁ ଏହି ଭୂମିରକ୍ସ୍ଟ ଉଚ୍ଛନ୍ନ କରିବି। କାରଣ ତୁମ୍ଭେ ଦକ୍ସ୍ଟଷ୍ଟ ପ୍ରକୃତିର ଲୋକ, ଏକ ଧର୍ମପରାଯଣ ଲୋକକୁ ହତ୍ଯା କରିଛ, ଯେତବେେଳେ ସେ ତା'ର ନିଜ ଗୃହ ରେ ତା'ର ଶୟ୍ଯା ରେ ବିଶ୍ରାମ ନେଉଥିଲା।