Isaiah 35

1 ଶୁଷ୍କ ମରୁଭୂମି ଆନନ୍ଦିତ ହବେ। ପୁଣି ମରୁଭୂମି ଉଲ୍ଲାସିତ ହାଇେ ପୁଷ୍ପତୁଲ୍ଯ ପ୍ରଫୁଲିତ ହବେ।

2 ତା'ର ଅପାର ଆନନ୍ଦ ଉଲ୍ଲସ ନୃତ୍ଯ ଓ ଗାନ ମାଧ୍ଯମ ରେ ପ୍ରଦର୍ଶନ କରିବ। ଲିବାନୋନର ପରାକ୍ରମ, କର୍ମିଲ ଓ ଶାରୋଣର ଶାେଭା ସେ ପ୍ରାପ୍ତ ହବେ। ଏସବୁ ଘଟିବ, କାରଣ ସମାନେେ ସଦାପ୍ରଭୁଙ୍କର ମହିମା ଏବଂ ସମାନେେ ପରମେଶ୍ବରଙ୍କ ଶୋଭା ଦେଖିବେ।

3 ତୁମ୍ଭମାନେେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।

4 ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, ସାହସୀ ହୁଅ, ଭୟ କର ନାହିଁ। ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।

5 ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।

6 ଖଞ୍ଜଲୋକ ହରିଣ ତୁଲ୍ଯ ନିଆଁ ମାରିବ ଓ ମୂକ ଆନନ୍ଦ ରେ ଗାନ କରିବ। କାରଣ ପ୍ରାନ୍ତର ରେ ଜଳ ଓ ମରୁଭୂମିରେ ଝରଣାର ଷୋର୍ତ ବାହାରିବ।

7 ମରିଚିକା ଜଳାଶଯ ହବେ। ଶୁଷ୍କ ମରୁଭୂମି ନିର୍ଝରମଯ ହବେ। ଶୃଗାଳମାନଙ୍କ ବାସ ସ୍ଥାନ ରେ ନଳ ଓ ତଣ୍ଡିବଣ ଜନ୍ମିବ।

8 ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି ପବିତ୍ରତାର ପଥ ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।

9 ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦବୋକୁ ସଠାେ ରେ ନ ଥିବେ। ସମାନେେ ସଠାେ ରେ ଦଖାେଯିବେ ନାହିଁ। କବଳେ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପ ରେ ବିଚରଣ କରିବେ।

10 ପୁଣି ପରମେଶ୍ବରଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ। ସମାନେେ ଆନନ୍ଦ ରେ ଗାନ କରି କରି ସିୟୋନ ରେ ଉପସ୍ଥିତ ହବେେ। ଚିରନ୍ତନ ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ବର ଦୂରକୁ ପଳାଇୟିବ।

1 The wilderness and the solitary place shall be glad for them; and the desert shall rejoice, and blossom as the rose.

2 It shall blossom abundantly, and rejoice even with joy and singing: the glory of Lebanon shall be given unto it, the excellency of Carmel and Sharon, they shall see the glory of the Lord, and the excellency of our God.

3 Strengthen ye the weak hands, and confirm the feeble knees.

4 Say to them that are of a fearful heart, Be strong, fear not: behold, your God will come with vengeance, even God with a recompence; he will come and save you.

5 Then the eyes of the blind shall be opened, and the ears of the deaf shall be unstopped.

6 Then shall the lame man leap as an hart, and the tongue of the dumb sing: for in the wilderness shall waters break out, and streams in the desert.

7 And the parched ground shall become a pool, and the thirsty land springs of water: in the habitation of dragons, where each lay, shall be grass with reeds and rushes.

8 And an highway shall be there, and a way, and it shall be called The way of holiness; the unclean shall not pass over it; but it shall be for those: the wayfaring men, though fools, shall not err therein.

9 No lion shall be there, nor any ravenous beast shall go up thereon, it shall not be found there; but the redeemed shall walk there:

10 And the ransomed of the Lord shall return, and come to Zion with songs and everlasting joy upon their heads: they shall obtain joy and gladness, and sorrow and sighing shall flee away.

Isaiah 35 in Tamil and English

1 ଶୁଷ୍କ ମରୁଭୂମି ଆନନ୍ଦିତ ହବେ। ପୁଣି ମରୁଭୂମି ଉଲ୍ଲାସିତ ହାଇେ ପୁଷ୍ପତୁଲ୍ଯ ପ୍ରଫୁଲିତ ହବେ।
The wilderness and the solitary place shall be glad for them; and the desert shall rejoice, and blossom as the rose.

2 ତା'ର ଅପାର ଆନନ୍ଦ ଉଲ୍ଲସ ନୃତ୍ଯ ଓ ଗାନ ମାଧ୍ଯମ ରେ ପ୍ରଦର୍ଶନ କରିବ। ଲିବାନୋନର ପରାକ୍ରମ, କର୍ମିଲ ଓ ଶାରୋଣର ଶାେଭା ସେ ପ୍ରାପ୍ତ ହବେ। ଏସବୁ ଘଟିବ, କାରଣ ସମାନେେ ସଦାପ୍ରଭୁଙ୍କର ମହିମା ଏବଂ ସମାନେେ ପରମେଶ୍ବରଙ୍କ ଶୋଭା ଦେଖିବେ।
It shall blossom abundantly, and rejoice even with joy and singing: the glory of Lebanon shall be given unto it, the excellency of Carmel and Sharon, they shall see the glory of the Lord, and the excellency of our God.

3 ତୁମ୍ଭମାନେେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।
Strengthen ye the weak hands, and confirm the feeble knees.

4 ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, ସାହସୀ ହୁଅ, ଭୟ କର ନାହିଁ। ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।
Say to them that are of a fearful heart, Be strong, fear not: behold, your God will come with vengeance, even God with a recompence; he will come and save you.

5 ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।
Then the eyes of the blind shall be opened, and the ears of the deaf shall be unstopped.

6 ଖଞ୍ଜଲୋକ ହରିଣ ତୁଲ୍ଯ ନିଆଁ ମାରିବ ଓ ମୂକ ଆନନ୍ଦ ରେ ଗାନ କରିବ। କାରଣ ପ୍ରାନ୍ତର ରେ ଜଳ ଓ ମରୁଭୂମିରେ ଝରଣାର ଷୋର୍ତ ବାହାରିବ।
Then shall the lame man leap as an hart, and the tongue of the dumb sing: for in the wilderness shall waters break out, and streams in the desert.

7 ମରିଚିକା ଜଳାଶଯ ହବେ। ଶୁଷ୍କ ମରୁଭୂମି ନିର୍ଝରମଯ ହବେ। ଶୃଗାଳମାନଙ୍କ ବାସ ସ୍ଥାନ ରେ ନଳ ଓ ତଣ୍ଡିବଣ ଜନ୍ମିବ।
And the parched ground shall become a pool, and the thirsty land springs of water: in the habitation of dragons, where each lay, shall be grass with reeds and rushes.

8 ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି ପବିତ୍ରତାର ପଥ ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।
And an highway shall be there, and a way, and it shall be called The way of holiness; the unclean shall not pass over it; but it shall be for those: the wayfaring men, though fools, shall not err therein.

9 ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦବୋକୁ ସଠାେ ରେ ନ ଥିବେ। ସମାନେେ ସଠାେ ରେ ଦଖାେଯିବେ ନାହିଁ। କବଳେ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପ ରେ ବିଚରଣ କରିବେ।
No lion shall be there, nor any ravenous beast shall go up thereon, it shall not be found there; but the redeemed shall walk there:

10 ପୁଣି ପରମେଶ୍ବରଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ। ସମାନେେ ଆନନ୍ଦ ରେ ଗାନ କରି କରି ସିୟୋନ ରେ ଉପସ୍ଥିତ ହବେେ। ଚିରନ୍ତନ ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ବର ଦୂରକୁ ପଳାଇୟିବ।
And the ransomed of the Lord shall return, and come to Zion with songs and everlasting joy upon their heads: they shall obtain joy and gladness, and sorrow and sighing shall flee away.