Job 1:1
ଊଷ୍ ଦେଶ ରେ ଆୟୁବ ନାମ ରେ ଜଣେ ବ୍ଯକ୍ତି ବାସ କରୁଥିଲା। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଥିଲା। ଆୟୁବ ପରମେଶ୍ବରଙ୍କ ଉପାସନା କରିବା ବ୍ଯତୀତ ଅନ୍ୟ ସମସ୍ତ ପ୍ରକାର ମନ୍ଦ କାର୍ୟ୍ଯରୁ ବିରତ ରହୁଥିଲା।
Job 1:1 in Other Translations
King James Version (KJV)
There was a man in the land of Uz, whose name was Job; and that man was perfect and upright, and one that feared God, and eschewed evil.
American Standard Version (ASV)
There was a man in the land of Uz, whose name was Job; and that man was perfect and upright, and one that feared God, and turned away from evil.
Bible in Basic English (BBE)
There was a man in the land of Uz whose name was Job. He was without sin and upright, fearing God and keeping himself far from evil.
Darby English Bible (DBY)
There was a man in the land of Uz whose name was Job; and this man was perfect and upright, and one that feared God and abstained from evil.
Webster's Bible (WBT)
There was a man in the land of Uz, whose name was Job; and that man was perfect and upright, and one that feared God, and shunned evil.
World English Bible (WEB)
There was a man in the land of Uz, whose name was Job. That man was blameless and upright, and one who feared God, and turned away from evil.
Young's Literal Translation (YLT)
A man there hath been in the land of Uz -- Job his name -- and that man hath been perfect and upright -- both fearing God, and turning aside from evil.
| There was | אִ֛ישׁ | ʾîš | eesh |
| a man | הָיָ֥ה | hāyâ | ha-YA |
| in the land | בְאֶֽרֶץ | bĕʾereṣ | veh-EH-rets |
| Uz, of | ע֖וּץ | ʿûṣ | oots |
| whose name | אִיּ֣וֹב | ʾiyyôb | EE-yove |
| was Job; | שְׁמ֑וֹ | šĕmô | sheh-MOH |
| that and | וְהָיָ֣ה׀ | wĕhāyâ | veh-ha-YA |
| man | הָאִ֣ישׁ | hāʾîš | ha-EESH |
| was | הַה֗וּא | hahûʾ | ha-HOO |
| perfect | תָּ֧ם | tām | tahm |
| and upright, | וְיָשָׁ֛ר | wĕyāšār | veh-ya-SHAHR |
| feared that one and | וִירֵ֥א | wîrēʾ | vee-RAY |
| God, | אֱלֹהִ֖ים | ʾĕlōhîm | ay-loh-HEEM |
| and eschewed | וְסָ֥ר | wĕsār | veh-SAHR |
| evil. | מֵרָֽע׃ | mērāʿ | may-RA |
Cross Reference
Ezekiel 14:14
ଏବଂ ଏପରି ନୋହ, ଦାନିୟେଲ ଓ ଆୟୁବ ଯଦି ଏହି ତିନି ପୁରୁଷ ଆମ୍ଭେ, ତବେେ ସମାନେେ ସମାନଙ୍କେର ଧାର୍ମିକତା ଦ୍ବାରା ନିଜର ପ୍ରାଣ ରକ୍ଷା କରିଥାନ୍ତେ, କିନ୍ତୁ ସମାନେେ ଦେଶକୁ ରକ୍ଷା କରିପାରି ନ ଥାନ୍ତେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଛନ୍ତି।
Ezekiel 14:20
ଯଦି ନୋହ, ଦାନିୟେଲ, ଓ ଆୟୁବ ଥାନ୍ତେ ତବେେ ସମାନେେ କବଳେ ସମାନଙ୍କେର ଧାର୍ମିକତା ଦ୍ବାରା ରକ୍ଷା ପାଇଥାନ୍ତେ, ଏପରିକି ସମାନେେ ନିଜ ସନ୍ତାନମାନଙ୍କୁ ରକ୍ଷା କରିପାରି ନ ଥାନ୍ତେ। ଏହା ସଦାପ୍ରଭୁ, ମାରେ ପ୍ରଭୁ ଶପଥ କରନ୍ତି।
James 5:11
ଆମ୍ଭେ କହୁଛୁ ଯେ, ଯେଉଁମାନେ ସମାନଙ୍କେର ଅସୁବିଧାଗୁଡ଼ିକୁ ର୍ଧୈୟ୍ଯର ସହିତ ଗ୍ରହଣ କଲେ, ସମାନେେ ବର୍ତ୍ତମାନ ଖୁସି ରେ ଅଛନ୍ତି। ତୁମ୍ଭମାନେେ ଆୟୁବଙ୍କର ର୍ଧୈୟ୍ଯ336 କଥା ଶୁଣିଛ। ତୁମ୍ଭେ ଜାଣିଛ ଯେ, ଆୟୁବ ସବୁ କଷ୍ଟରୁ ଉତ୍ତୀର୍ଣ୍ଣ ହାଇେ ସାରିଲା ପରେ ପରମେଶ୍ବର ତାହାଙ୍କୁ ସାହାୟ୍ଯ କରିଥିଲେ। ଏହା ଦର୍ଶାଏ ଯେ, ପ୍ରଭୁ କରୁଣା ରେ ପୂର୍ଣ୍ଣ ଓ ଦୟାଳୁ ଅଟନ୍ତି।
Genesis 17:1
ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।
Job 1:8
ତା'ପରେ ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ ମାରେ ସବେକ ଆୟୁବକୁ ଦେଖିଛ କି ? ଆୟୁବ ଭଳି ଜଣେ ବ୍ଯକ୍ତି ଏ ପୃଥିବୀ ରେ କହେି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଅଟେ। ସେ ପରମେଶ୍ବରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ୟ୍ଯ କରିବାକୁ ପ୍ରତ୍ଯାଖାନ କରେ।
Genesis 6:9
ଏହା ନୋହର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ବରଙ୍କୁ ଅନୁସରଣ କରୁଥିଲେ।
Job 2:3
ତା'ପରେ ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ ଆମ୍ଭ ସବେକ ଆୟୁବକୁ ଦେଖିଛ କି ? ଆୟୁବ ଭଳି ଜଣେ ବ୍ଯକ୍ତି ଏ ପୃଥିବୀ ରେ କହେି ନାହାଁନ୍ତି। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି। ସେ ପରମେଶ୍ବରଙ୍କୁ କବଳେ ଉପାସନା କରେ ଓ ମନ୍ଦକାର୍ୟ୍ଯ କରିବାକୁ ବାରଣ କରେ। ସେ ଏବେ ମଧ୍ଯ ନିର୍ଦ୍ ଦୋଷ ଯଦିଓ ତୁମ୍ଭେ ତା'ର ବିନା କାରଣ ରେ ସମସ୍ତ ବସ୍ତୁକୁ ନଷ୍ଟ କରିବା ପାଇଁ ମାେତେ ପ୍ରବର୍ତ୍ତାଇଥିଲ।
Jeremiah 25:20
ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ
Luke 1:6
ସମାନେେ ଦୁ ହେଁ ପରମେଶ୍ବରଙ୍କ ଆଗ ରେ ଉତ୍ତମ ବ୍ଯକ୍ତି ଥିଲେ। ସମାନେେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସମାନେେ ଦୁ ହେଁ ପାଳୁଥିଲେ। ସମାନଙ୍କେର କୌଣସି ଭୁଲ ନଥିଲା।
Lamentations 4:21
ହେ ଇଦୋମର କନ୍ଯ ଓ ଉଷ ଦେଶ ନିବାସିନୀ, ତୁମ୍ଭମାନେେ ଆନନ୍ଦ କର ଓ ପୁଲକିତା ହୁଅ। ସଦାପ୍ରଭୁଙ୍କର ସହେି କୋରଧରୂପକ ପାନପାତ୍ର ତୁମ୍ଭମାନଙ୍କ ନିକଟକୁ ୟିବ। ତୁମ୍ଭମାନେେ ତାହା ପାନ କରି ମତ୍ତ ହବେ ଓ ଉଲଗ୍ନା ହବେ।
Proverbs 16:6
ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।
Proverbs 8:13
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
Genesis 22:12
ସଦାପ୍ରଭୁଙ୍କର ଦୂତ ଅବ୍ରହାମକୁ କହିଲେ, ତୁମ୍ଭର ପୁତ୍ରକୁ ହତ୍ଯା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ବରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମାେ ସକାେଶ ଉତ୍ସର୍ଗ କରିବାକୁ କୁଣ୍ଠା ବୋଧ କରିନାହଁ।
1 Peter 3:11
ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।
Job 28:28
ପରମେଶ୍ବର ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ତାହାହିଁ ଜ୍ଞାନ ଅଟେ। ମନ୍ଦ କାର୍ୟ୍ଯ କର ନାହିଁ। ତାହାହିଁ ବୁଝିବା ଶକ୍ତି ଅଟେ। ଆୟୁବ ତା'ର କାହାଣୀ କହି ଚାଲିଥିଲା।
Job 23:11
ମୁଁ ସର୍ବଦା ପରମେଶ୍ବରଙ୍କ ପଥରେ ଚାଲିଛି। ମୁଁ କବେେ ତାଙ୍କୁ ଅନୁସରଣ କରିବା ବନ୍ଦ କରି ନାହିଁ।
2 Kings 20:3
ହେ ସଦାପ୍ରଭୁ ମୁଁ ବିନଯ କରି କହୁଛି, ମୁଁ ସତ୍ଯତା ଓ ସର୍ବାନ୍ତଃକରଣ ରେ ତୁମ୍ଭ ସବୋ କରି ଆସିଛି ଓ ତୁମ୍ଭ ଦୃଷ୍ଟି ରେ ଉତ୍ତମ କର୍ମମାନ କରିଅଛି। ଏହା ଏବେ ସ୍ମରଣ କର। ତା'ପରେ ହିଜକିଯ ଅତିଶଯ ରୋଦନ କଲେ।
Genesis 36:28
ଦୀଶନଙ୍କର ଦୁଇଟି ପୁତ୍ର ଥିଲେ, ସମାନେେ ହେଲେ, ଊଷ୍ ଓ ଅରାନ୍।
Exodus 18:21
ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ଯରୁ କର୍ମକ୍ଷମ, ଅର୍ଥାତ୍
1 Chronicles 1:17
ଶମଙ୍କେର ସନ୍ତାନଗଣ ଥିଲେ : ଏଲମ୍, ଅଶୂର, ଅର୍ଫକ୍କ୍ଷଦ, ଲୂଦ୍, ଅରାମ। ଅରାମଙ୍କର ପୁତ୍ରମାନେ ଥିଲେ : ଊସ୍, ହୂଲ, ଗେଥର ଓ ମେଶକ୍।
1 Chronicles 1:42
ଏତସରଙ୍କର ପୁତ୍ରମାନେ ଥିଲେ : ବିଲ୍ହନ୍, ସାବନ୍ ଓ ୟାକନ୍। ଦୀଶନର ପୁତ୍ରମାନେ ଥିଲେ : ଊସ୍ ଓ ଅରାଣ।
2 Chronicles 31:20
ଅତଏବ ରାଜା ହିଜକିଯ ଯିହୁଦା ରେ ଏହି ସମସ୍ତ ଉତ୍ତମ କାର୍ୟ୍ଯ କଲେ। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ କର୍ମ କଲେ ଓ ବିଶ୍ବସ୍ତ ଥିଲେ।
Job 31:1
ମୁଁ ମାରଚେକ୍ଷୁ ସଙ୍ଗେ ଏପରି ଏକ ଚୁକ୍ତି କରିଛି ଯେ ମୁଁ କୌଣସି ଝିଅକୁ ଏପରି ଭାବରେ ଦେଖିବି ନାହିଁ, ୟଦ୍ଦ୍ବାରା କି ମୁଁ ତାକୁ ଚାହିଁବି।
Genesis 22:20
ଏହିସବୁ ଘଟଣା ଘଟିୟିବା ପରେ , ଅବ୍ରହାମକୁ ଏକ ବାର୍ତ୍ତା ପଠାଗଲା। ବର୍ତ୍ତାଟି ଏହିପରି ଥିଲା, ତୁମ୍ଭର ଭାଇ ନା ହରେ ଏବଂ ତାଙ୍କର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି।