Job 4:11
ହଁ, ସହେି ଦୁଷ୍ଟଲୋକ ଗୁଡ଼ାକ ସିଂହ ଭଳି, ଯେଉଁମାନେ ପ୍ରାଣୀମାନଙ୍କୁ ମାରିବାକୁ ପାଆନ୍ତି ନାହିଁ। ସମାନେେ ଶଷେ ରେ ମୃତ୍ଯୁବରଣ କରନ୍ତି ଓ ସମାନଙ୍କେର ପିଲାମାନେ ଚାରିଆଡ଼େ ଘୂରି ବୁଲନ୍ତି।
Job 4:11 in Other Translations
King James Version (KJV)
The old lion perisheth for lack of prey, and the stout lion's whelps are scattered abroad.
American Standard Version (ASV)
The old lion perisheth for lack of prey, And the whelps of the lioness are scattered abroad.
Bible in Basic English (BBE)
The old lion comes to his end for need of food, and the young of the she-lion go wandering in all directions.
Darby English Bible (DBY)
The old lion perisheth for lack of prey, and the whelps of the lioness are scattered.
Webster's Bible (WBT)
The old lion perisheth for lack of prey, and the stout lion's whelps are scattered abroad.
World English Bible (WEB)
The old lion perishes for lack of prey, The cubs of the lioness are scattered abroad.
Young's Literal Translation (YLT)
An old lion is perishing without prey, And the whelps of the lioness do separate.
| The old lion | לַ֭יִשׁ | layiš | LA-yeesh |
| perisheth | אֹבֵ֣ד | ʾōbēd | oh-VADE |
| lack for | מִבְּלִי | mibbĕlî | mee-beh-LEE |
| of prey, | טָ֑רֶף | ṭārep | TA-ref |
| lion's stout the and | וּבְנֵ֥י | ûbĕnê | oo-veh-NAY |
| whelps | לָ֝בִ֗יא | lābîʾ | LA-VEE |
| are scattered abroad. | יִתְפָּרָֽדוּ׃ | yitpārādû | yeet-pa-ra-DOO |
Cross Reference
Psalm 34:10
ଶକ୍ତିଶାଳୀ ଲୋକମାନେ ମଧ୍ଯ ଦୁର୍ବଳ ଓ ଭୋକିଲା ହବେେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ବରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସମାନଙ୍କେର ସବୁକିଛି ମଙ୍ଗଳ ଘଟିବ।
2 Timothy 4:17
ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
Hosea 11:10
ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜ୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟ ରେ ଥରିଥରି ପଶ୍ଚିମରୁ ଆସିବେ।
Jeremiah 4:7
ଏକ ସିଂହ ନିଜ ଗହ୍ବରରୁ ବାହାରିଅଛି। ନାନା ଦେଶୀଯମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ବଂସ ହବେ, ଆଉ ସଗେୁଡ଼ିକ ଜନଶୂନ୍ଯ ହବେ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି।
Psalm 7:2
ତୁମ୍ଭେ ୟଦି ମାେତେ ସାହାୟ୍ଯ ନ କର ଶଷେରେ ସିଂହ ଦ୍ବାରା ଧରା ପଡ଼ିଥିବା ପଶୁଟି ପରି ମାରେ ଅବସ୍ଥା ହବେ। ମାେତେ ସମାନେେ ବୋହି ନଇେଯିବେ। ସେତବେେଳେ କହେି ମାେତେ ରକ୍ଷା କରିବାକୁ ନ ଥିବେ।
Job 38:39
ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି ? ତୁମ୍ଭେ ସମାନଙ୍କେ ଭୋକିଲା ଶାବକକୁ ଖାଦ୍ୟ ଦିଅ କି ?
Job 27:14
ଜଣେ ଦୁଷ୍ଟ ଲୋକର ବହୁତ ସନ୍ତାନ ଥାଇ ପାରନ୍ତି। ତା'ର ସମସ୍ତ ସନ୍ତାନ ୟୁଦ୍ଧ ରେ ମୃତ୍ଯୁବରଣ କରିବେ। ଦୁଷ୍ଟ ଲୋକର ପିଲାମାନେ ଖାଇବାକୁ ୟଥେଷ୍ଟ ପାଇବେ ନାହିଁ।
Job 8:3
ପରମେଶ୍ବର କ'ଣ ବିଚାରର ବିପରୀତ କରନ୍ତି କି ? ଅଥବା ସର୍ବଶକ୍ତିମାନ ନ୍ଯାଯର ବିପରୀତ କରନ୍ତି କି ?
Job 1:19
ସହେି ସମୟରେ ଏକ ଝଡ଼ ମରୁଭୂମି ଆଡ଼ୁ ଆସିଲା ଏବଂ ତାଙ୍କର ଘରକୁ ଭାଙ୍ଗି ଦଲୋ। ଏବଂ ଆପଣଙ୍କ ପୁଅ ଝିଅମାନଙ୍କ ଉପରେ ପଡ଼ି ସମସ୍ତଙ୍କୁ ମାରି ଦଲୋ। ମୁଁ କବଳେ ଏକମାତ୍ର ୟିଏ ଆପଣଙ୍କୁ ଏହା କହିବାକୁ ରକ୍ଷା ପାଇଛି।
Numbers 24:9
ଇଶ୍ରାୟେଲ ବସିପଡୁଛି ଓ ସିଂହତୁଲ୍ଯ ଶଯନ କରୁଛି। କିଏ ତାକୁ ଉଠାଇବାକୁ ଯାଉଛି, ଯେକହେି ବ୍ଯକ୍ତି ୟିଏ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେ ଆଶୀର୍ବାଦ ପ୍ରାପ୍ତ ହବେ। ଯେକହେି ବ୍ଯକ୍ତି ତୁମ୍ଭକୁ ଶାପ ଦିଅନ୍ତି, ସେ ଶାପଗ୍ରସ୍ତ ହବେ।
Numbers 23:24
ଦେଖ ସହେି ଲୋକମାନେ ସିଂହ ବିକ୍ରମ ରେ ଲଢୁଛନ୍ତି। ସମାନେେ ସିଂହ ପରି ଉଠୁଛନ୍ତି। ଯେ ପର୍ୟ୍ଯନ୍ତ ସେ ସିଂହ ଶିକାର ଭୋଜନ ନ କରିଛି ଓ ହତ ଲୋକମାନଙ୍କର ରକ୍ତ ପାନ ନ କରିଛ, ସେ ପର୍ୟ୍ଯନ୍ତ ଶଯନ କରିବ ନାହିଁ।
Genesis 49:9
ଯିହୁଦା ଏକ ସିଂହ ପରି ଅଟେ। ହେ ମାହେର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ। ସେ ବିଶ୍ରାମ ନବୋ ପାଇଁ ଗଡ଼ିପଡେ। ସେ ସିଂହ ଓ ସିଂହୀର ନ୍ଯାଯ ଶଯନ କଲା। କହେି ତାହାକୁ ଉଠାଇ ପାରବ ନାହିଁ।