John 8:15
ପୃଥିବୀର ଲୋକମାନଙ୍କୁ ବିଚାର କଲା ଭଳି ତୁମ୍ଭେ ମାରେ ବିଚାର କରୁଛ। ମୁଁ କାହାର ବିଚାର କରୁ ନାହିଁ।
John 8:15 in Other Translations
King James Version (KJV)
Ye judge after the flesh; I judge no man.
American Standard Version (ASV)
Ye judge after the flesh; I judge no man.
Bible in Basic English (BBE)
You are judging from what you see; I am judging no man.
Darby English Bible (DBY)
Ye judge according to the flesh, I judge no one.
World English Bible (WEB)
You judge according to the flesh. I judge no one.
Young's Literal Translation (YLT)
`Ye according to the flesh do judge; I do not judge any one,
| Ye | ὑμεῖς | hymeis | yoo-MEES |
| judge | κατὰ | kata | ka-TA |
| after | τὴν | tēn | tane |
| the | σάρκα | sarka | SAHR-ka |
| flesh; | κρίνετε | krinete | KREE-nay-tay |
| I | ἐγὼ | egō | ay-GOH |
| judge | οὐ | ou | oo |
| no | κρίνω | krinō | KREE-noh |
| man. | οὐδένα | oudena | oo-THAY-na |
Cross Reference
John 7:24
କୌଣସି ବିଷୟର ବାହ୍ଯରୂପ ଦେଖି ବିଚାର କର ନାହିଁ। ପ୍ରକୃତ ରେ ଯାହା ଠିକ୍, ତଦନୁଯାଯୀ ବିଚାର କର।
1 Samuel 16:7
କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।
John 12:47
ମୁଁ ଲୋକମାନଙ୍କର ବିଚାର କରିବା ପାଇଁ ଆସି ନାହିଁ। ମାତ୍ର ମୁଁ ଏ ଜଗତର ଲୋକଙ୍କୁ ଉଦ୍ଧାର କରିବା ଉଦ୍ଦେଶ୍ଯ ରେ ଆସିଛି। ଯେଉଁମାନେ ମାେ ଶିକ୍ଷା ଶୁଣନ୍ତି କିନ୍ତୁ ତାହା ଅମାନ୍ଯ କରନ୍ତି ମୁଁ ସହେି ଲୋକମାନଙ୍କର ବିଚାର କରିବା ପାଇଁ ଆସି ନାହିଁ।
John 3:17
ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଚାର କରିବା ପାଇଁ ପଠାଇ ନଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ବାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।
John 8:11
ସେ ସ୍ତ୍ରୀଲୋକଟି ଉତ୍ତର ଦଲୋ, ନା, ପ୍ରଭୁ ସମାନଙ୍କେ ମଧ୍ଯରୁ କହେି ମାେତେ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ।
James 2:4
ତୁମ୍ଭେ ଏ କ'ଣ କରୁଛ ? ଏହାଦ୍ବାରା ତୁମ୍ଭେ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବ ପ୍ରଦାନ କରୁଛ ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।
1 Corinthians 4:3
ତୁମ୍ଭମାନେେ ଯଦି ମାରେବିଚାର କର କିଅବା କୌଣସି ଅଦାଲତ, ଯଦି ମାରେ ବିଚାର କରେ, ତବେେ ମୁଁ ତାହାକୁ ଆଦୌ ଖାତିର କରେ ନାହିଁ। ଏପରି କି ମାେ ନିଜର ବିଚାର ମଧ୍ଯ ମୁଁ କରେ ନାହିଁ।
1 Corinthians 2:15
କିନ୍ତୁ ଜଣେ ଆଧ୍ଯାତ୍ମିକ ଲୋକ ପ୍ରେତ୍ୟକକ ବିଷୟର ଉଚିତ୍ ମୂଲ୍ଯାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ବାରା ବିଚାରିତ ହାଇେ ପାରିବ ନାହିଁ। ଶାସ୍ତ୍ର କୁ ହେ :
Romans 2:1
ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭମାନେେ ଅନ୍ୟ ଲୋକଙ୍କର ନ୍ଯାୟବିଚ଼ାର କରି ପାରିବ ତା ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭମାନେେ ନିଜେ ମଧ୍ଯ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ଯାୟ ବିଚ଼ାର କରୁଛ, ହେଲେ ତୁମ୍ଭେ ମଧ୍ଯ ସମାନଙ୍କେ ପରି ମନ୍ଦ କାମ କରୁଛ। ଅତଏବ ଯେତବେେଳେ ତୁମ୍ଭେ ସମାନଙ୍କେର ନ୍ଯାୟବିଚ଼ାର କରୁଛ, ସେତବେେଳେ ପ୍ରକୃତ ରେ ନିଜକୁ ଅପରାଧୀ ବୋଲି ନ୍ଯାୟ ବିଗ୍ଭର କରୁଛ।
John 18:36
ଯୀଶୁ କହିଲେ, ମାରେ ରାଜ୍ଯ ଏ ଜଗତର ନୁହେଁ। ଯଦି ଏହା ଜଗତର ହାଇେଥା'ନ୍ତା, ତବେେ ମାରେ ଦାସମାନେ ୟୁଦ୍ଧ କରିଥାଆନ୍ତେ ଓ ମାେତେ ଯିହୂଦୀମାନେ ଧରିପାରି ନଥାନ୍ତେ। କିନ୍ତୁ ମାେ ରାଜ୍ଯ ଅନ୍ୟ ଏକ ସ୍ଥାନ ରେ।
Luke 12:14
ଏହା ଶୁଣି ଯୀଶୁ କହିଲେ, ମାେତେ ତୁମ୍ଭମାନଙ୍କର ବିଚାର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତ ରେ ବାଣ୍ଟି ଦବୋକୁ କିଏ କହିଛି?
Habakkuk 1:4
ଏଠା ରେ ବ୍ଯବସ୍ଥା ଅତି କୋହଳ ଏବଂ ନ୍ଯାଯ ବିଗ୍ଭର କରାୟାଏ ନାହିଁ। ମନ୍ ଦଲୋକମାନେ ଭଲ ଲୋକଙ୍କ ଉପ ରେ ଜଯଲାଭ କରୁଛନ୍ତି। ତେଣୁ ନ୍ଯାଯ ହେଉ ନାହିଁ।
Amos 6:12
ଅଶ୍ବମାନେ ଢଲୋ ପଥରଗୁଡିକ ଉପ ରେ ଦୌଡିବେ କି? ଆଉ ମଧ୍ଯ କୌଣସି ଲୋକ ବଳଦମାନଙ୍କୁ ସମୁଦ୍ର ରେ ହଳ କରିବା ରେ ବ୍ଯବହାର କରନ୍ତି?କିନ୍ତୁ ତୁମ୍ଭେ ସବୁ ଜିନିଷ ତଳ ଉପର ପରିବର୍ତ୍ତନ କରିଛ। ତୁମ୍ଭେ ଧାର୍ମିକକୁ ନାଗ ବିଷ ରେ ପରିଣତ କରିଛ ଏବଂ ଆଉ ଅତି ଉତ୍ତମ ନ୍ଯାଯକୁ ତୀବ୍ର ହଳାହଳ ରେ ପରିଣତ କରିଛ।
Amos 5:7
ପରମେଶ୍ବର କୃତ୍ତିକାକାର ଓ ମୃଗଶୀର୍ଷ ସୃଷ୍ଟି କଲେ। ସେ ଅନ୍ଧକାରକୁ ପ୍ରଭାତ ଆଲୋକରେ ପରିଣତ କଲେ।
Psalm 94:20
ହେ ପରମେଶ୍ବର, ତୁମ୍ଭେ ନିଷ୍ଠୁର ବିଚାରକମାନଙ୍କୁ ସାହାୟ୍ଯ କର ନାହିଁ। ସହେି ଅଧର୍ମୀ ବିଚାରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିଯମକୁ ବ୍ଯବହାର କରନ୍ତି।
Psalm 58:1
ବିଚାରକଗଣ !ତୁମ୍ଭେ ନ୍ଯାଯ ଭାବରେ କୁହ କି ? ତୁମ୍ଭେ ଲୋକମାନଙ୍କର ଧର୍ମ ବିଚାର କର କି ?