Philippians 3:9 in Oriya

Oriya Oriya Bible Philippians Philippians 3 Philippians 3:9

Philippians 3:9
ଏହା ମାେତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠା ରେ ରହିବାକୁ ସାହାୟ୍ଯ କରେ। ଖ୍ରୀଷ୍ଟଙ୍କ ସହଭାଗିତା ରେ ମୁଁ ପରମେଶ୍ବରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ଯବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ପରମେଶ୍ବରଙ୍କଠାରୁ ଆ ସେ। ପରମେଶ୍ବର ତାହାଙ୍କ ପ୍ରତି ମାେତେ ସିଦ୍ଧ କରିବାରୁ ଖ୍ରୀଷ୍ଟଙ୍କଠା ରେ ମାରେ ବିଶ୍ବାସକୁ ବ୍ଯବହାର କରନ୍ତି।

Philippians 3:8Philippians 3Philippians 3:10

Philippians 3:9 in Other Translations

King James Version (KJV)
And be found in him, not having mine own righteousness, which is of the law, but that which is through the faith of Christ, the righteousness which is of God by faith:

American Standard Version (ASV)
and be found in him, not having a righteousness of mine own, `even' that which is of the law, but that which is through faith in Christ, the righteousness which is from God by faith:

Bible in Basic English (BBE)
And be seen in him, not having my righteousness which is of the law, but that which is through faith in Christ, the righteousness which is of God by faith:

Darby English Bible (DBY)
and that I may be found in him, not having my righteousness, which [would be] on the principle of law, but that which is by faith of Christ, the righteousness which [is] of God through faith,

World English Bible (WEB)
and be found in him, not having a righteousness of my own, that which is of the law, but that which is through faith in Christ, the righteousness which is from God by faith;

Young's Literal Translation (YLT)
not having my righteousness, which `is' of law, but that which `is' through faith of Christ -- the righteousness that is of God by the faith,

And
καὶkaikay
be
found
εὑρεθῶheurethōave-ray-THOH
in
ἐνenane
him,
αὐτῷautōaf-TOH
not
μὴmay
having
ἔχωνechōnA-hone
own
mine
ἐμὴνemēnay-MANE
righteousness,
δικαιοσύνηνdikaiosynēnthee-kay-oh-SYOO-nane
which
is
τὴνtēntane
of
ἐκekake
the
law,
νόμουnomouNOH-moo
but
ἀλλὰallaal-LA
is
which
that
τὴνtēntane
through
διὰdiathee-AH
the
faith
πίστεωςpisteōsPEE-stay-ose
of
Christ,
Χριστοῦchristouhree-STOO
the
τὴνtēntane
righteousness
ἐκekake
which
is
θεοῦtheouthay-OO
of
δικαιοσύνηνdikaiosynēnthee-kay-oh-SYOO-nane
God
ἐπὶepiay-PEE
by
τῇtay
faith:
πίστειpisteiPEE-stee

Cross Reference

1 Corinthians 1:30
କବଳେ ପରମେଶ୍ବର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତା ରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ପରମଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହାଇେଛୁ।

2 Corinthians 5:21
ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।

Romans 8:1
ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛନ୍ତି, ସମାନେେ ଦଷେୀ ବୋଲି ବିଚାରିତ ହୁଅନ୍ତି ନାହିଁ।

Philippians 3:6
ୟିହୁଦୀଧର୍ମ ପାଇଁ ମାରେଏତେ ଅଧିକ ଉଦ୍ ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ବାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମାଶାଙ୍କେ ନିୟମ ପାଳନ କରୁଥିଲି, କହେି ହେଲେ ମାଠାେ ରେ କୌଣସି ଦୋଷ ପାଇ ନ ଥିଲେ।

Romans 1:17
ପରମେଶ୍ବର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ବାସ ରେ ଶଷେ ହୁଏ। ଯେପରି ଧର୍ମଶାସ୍ତ୍ର ରେ କୁହା ଯାଇଛି, ବିଶ୍ବାସ ଦ୍ବାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।

Isaiah 53:11
ଭୟଙ୍କର ୟାତନା ପ ରେ ମଧ୍ଯ ସେ ତୃପ୍ତ ହବେେ। ସେ ନିଜର ଜ୍ଞାନ ବଳ ରେ ପରିତୃପ୍ତ ହବେେ। ନିଜର ଧାର୍ମିକ ଦାସ ଅନକଙ୍କେୁ ଧାର୍ମିକ କରିବେ ଓ ସେ ସମାନଙ୍କେର ଅପରାଧ ବହନ କରିବେ।

Psalm 143:2
ମାେତେ ବିଚାର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କହେି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଚାରରେ ଆସିପାରିବ ନାହିଁ।

Ecclesiastes 7:20
ୟିଏ ପାପ ନ କରି କବଳେ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀ ରେ ନିଶ୍ଚଯ ନାହିଁ।

Romans 3:19
ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।

Romans 4:13
ଅବ୍ରାହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସମାନେେ ସଂସାରର ଉତ୍ତରାଧିକାରୀ ହବେେ। କିନ୍ତୁ ଅବ୍ରାହାମ ଏହି ପ୍ରତିଶ୍ରୁତି ବ୍ଯବସ୍ଥା ପାଳନ କରିଥିବାରୁ ମିଳି ନଥିଲା। ବିଶ୍ବାସ ଦ୍ବାରା ସେ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।

Romans 4:5
କିନ୍ତୁ ଜଣେ ଲୋକ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହବୋ ଭଳି କାମ କରି ପରନୋହିଁ। ତାହାହ ପରମେଶ୍ବରଙ୍କ ପ୍ରତି ବିଶ୍ବାସ ରହିବା ଉଚ଼ିତ। ତା' ହେଲେ ପରମେଶ୍ବର ସେ ଲୋକର ବିଶ୍ବାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ବର ମନ୍ଦ ଲୋକକୁ ମଧ୍ଯ ଧାର୍ମିକ କରି ପାରନ୍ତି।

Romans 9:30
ତା' ହେଲେ ଏସବୁର ଅର୍ଥ କ'ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ବରଙ୍କ ପାଇଁ ଧାର୍ମିକ ହବୋ ପାଇଁ ଯତ୍ନ ଶୀଳ ନୁହଁନ୍ତି। କିନ୍ତୁ ସମାନେେ ପରମେଶ୍ବରଙ୍କ ଦ୍ବାରା ନିଜ ବିଶ୍ବାସ ହତେୁ ଧାର୍ମିକ ହେଲେ।

1 John 1:8
ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତବେେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠା ରେ ସତ୍ଯ ନାହିଁ।

Galatians 2:16
ଆମ୍ଲଭ ଜାଣୁସଯ ନିୟମପାଳନ ଦ୍ବାରାସକହି ପରଲମଶ୍ବରଙ୍କ ନିକଟଲର ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁଖ୍ରୀଷ୍ଟଙ୍କଠାସର ବିଶ୍ବାସ କରିବା ଦ୍ବାରା ଜଲଣ ପରଲମଶ୍ବରଙ୍କ ନିକଟଲର ଧାର୍ମିକ ହୁଏ।ସସଥିପାଇଁ ଆମ୍ଲଭ ପରଲମଶ୍ବରଙ୍କ ନିକଟଲର ଧାର୍ମିକସହବା ପାଇଁ ଯୀଶୁଖ୍ରୀଷ୍ଟଙ୍କଠାସର ବିଶ୍ବାସ କରିଅଛୁ। ଆମ୍ଲଭ ନିୟମ ପାଳନ ପାଇଁ ନୁଲହଁ ବରଂ ଯୀଶୁଖ୍ରୀଷ୍ଟଙ୍କଠାସର ବିଶ୍ବାସ ରଖିଥିବାରୁ ପରଲମଶ୍ବରଙ୍କ ପ୍ରତି ଧାର୍ମିକସହାଇଛୁ। କଲବଳ ବ୍ଯବସ୍ଥା ପାଳନ ଦ୍ବାରାସକୗଣସିସଲାକ ଧାର୍ମିକସହାଇପାସର ନାହିଁ।

2 Corinthians 5:17
ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।

Galatians 3:10
କିନ୍ତୁ ଯେଉଁମାନେ ବ୍ଯବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସମାନେେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ଯବସ୍ଥାମାନଙ୍କ ରେ ଲଖାେଅଛି : ଯାହା ବ୍ଯବସ୍ଥା272 ରେ ଲଖାେଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହବେ।273

Romans 16:7
ଆନ୍ଦ୍ରନିକ ଓ ୟୂନିଯାଙ୍କୁ ନମସ୍କାର। ସମାନେେ ମାରେ ଜ୍ଞାତି, ଓ ସମାନେେ ମାେ ସହିତ ବନ୍ଦୀ ହାଇେ କାରଗା ରେ ଥିଲେ। ସମାନେେ ପରମେଶ୍ବରଙ୍କ ଅତି ପ୍ରସିଦ୍ଧ କାର୍ୟ୍ଯକର୍ତ୍ତା ଓ ମାଠାରୁେ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସୀ ଥିଲେ।

2 Peter 1:1
ଯୀଶୁଖ୍ରୀଷ୍ଟଙ୍କ ସବେକ ଓ ପ୍ ରରେିତ,ଶିମିଯୋନ ପିତର ତୁମ୍ଭମାନଙ୍କୁ, ଯେଉଁମାନଙ୍କର ବିଶ୍ବାସ ଅତି ବହୁମୂଲ୍ଯ, ଏହି ପତ୍ରଟି ଲେଖୁଅଛି।

Romans 10:10
ହୃଦୟ ରେ ବିଶ୍ବାସ ଦ୍ବାରା ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହୋଉ ମୁଖ ଦ୍ବାରା କହି ବିଶ୍ବାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।

Galatians 3:21
ଏହାର ଅର୍ଥ କ'ଣ ଏହା ଯେ ବ୍ଯବସ୍ଥା ପରମେଶ୍ବରଙ୍କ ପ୍ରତିଜ୍ଞାଗୁଡ଼ିକର ବିରୋଧୀ ଅଟେ? ଲୋକଙ୍କ ଭିତ ରେ ଜୀବନ ଭଳି ବ୍ଯବସ୍ଥା ଯଦି ଦିଆଯାଇ ପାରିଥାଆନ୍ତା, ତବେେ ସହେି ବ୍ଯବସ୍ଥା ଦ୍ବାରା ପରମେଶ୍ବରଙ୍କ ସହିତ ଆମ୍ଭେ ପ୍ରକୃତ ରେ ଧାର୍ମିକ ହାଇେ ପାରିଥାଆନ୍ତୁ।

2 Timothy 1:9
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

Titus 3:5
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।

Hebrews 6:18
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।

James 3:2
ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।

1 Peter 3:19
ଏବଂ ଆତ୍ମା ରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ।

1 John 3:4
ଯେଉଁ ଲୋକ ପାପ କରେ, ସେ ପରମେଶ୍ବରଙ୍କର ନିୟମ ଭାଙ୍ଗେ। କାରଣ ନିୟମର ଲଙ୍ଘନ ହେଉଛି ପାପ।

2 Chronicles 32:31
ଥରେ ବାବିଲୀଯ ନେତାମାନେ ହିଜକିଯଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ ରରଣେ କଲେ। ସହେି ବାର୍ତ୍ତାବାହକମାନେ ଦେଶ ମଧିଅରେ ଘଟିଥିବା ଏକ ଅଦ୍ଭୁତ ଚିହ୍ନ ସମ୍ବନ୍ଧ ରେ ପଚାରିଲେ। ଯେତବେେଳେ ସମାନେେ ଆସିଲେ ସେତବେେଳେ ହିଜକିଯଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିଯଙ୍କ ହୃଦଯ ରେ ଯାହା କିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ବର ହିଜକିଯଙ୍କୁ ଏକାକୀ ଛାଡ଼ିଗଲେ।

Romans 10:1
ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛା ଯେ ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।

Romans 8:3
ଆମ୍ଭର ପାପପୂର୍ଣ ସ୍ବଭାବ ଦ୍ବରା ବ୍ଯବସ୍ଥା ଶକ୍ତି ହୀନ ହାଇପୋ ରେ। କିନ୍ତୁ ବ୍ଯବସ୍ଥା ଯାହା କରି ପାରି ନଥିଲା, ତାହା ପରମେଶ୍ବର କଲେ। ପରମେଶ୍ବର ନିଜ ପୁତ୍ରକୁ ସଇେ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମ ରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ବର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ଯବହାର କଲେ।

Romans 7:5
ଅତୀତ ରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ବାରା ବ୍ଯବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ଯାତ୍ମିକ ମୃତ୍ଯୁ ଘଟାଉ ଥିଲା।

Psalm 19:12
କହେି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତଣେୁ ମାେତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।

Psalm 14:3
କିନ୍ତୁ ପ୍ରେତ୍ୟକକ ମଣିଷ ଆଜି ପରମେଶ୍ବରଙ୍କଠାରୁ ଦୂରଇେ ୟାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହାଇେଛନ୍ତି। ଜଣେ ବି କହେି ଆଜି ଭଲ କାର୍ୟ୍ଯ କରୁଥିବା ଲୋକ ନାହାଁନ୍ତି।

Job 42:5
ହେ ସଦାପ୍ରଭୁ, ଅତୀତ ରେ ମୁଁ ତୁମ୍ଭ ବିଷଯ ରେ ଶୁଣିଥିଲି। କିନ୍ତୁ ଆଜି ମୁଁ ସ୍ବଚକ୍ଷୁ ରେ ତୁମ୍ଭକୁ ଦେଖିଲି।

Job 15:14
ମନୁଷ୍ଯ କ'ଣ ସତ ରେ ଶୁଦ୍ଧ ହାଇପୋରିବ ? ଜଣେ ସ୍ତ୍ରୀ ଲୋକଠାରୁ ଜନ୍ମ ହାଇେଥିବା କହେି ଧାର୍ମିକ ହାଇପୋରିବ କି ?

Job 10:14
ଯଦି ମୁଁ ପାପ କରିଛି, ତୁମ୍ଭେ ମାେତେ ଦେଖିବ, ଯେ ହତେୁ ତୁମ୍ଭେ ମାେତେ ଅଧର୍ମ କରିଥିବାରୁ ଶାସ୍ତି ଦବେ।

Job 9:28
ଏହା ପ୍ରକୃତ ରେ କିଛି ପରିବର୍ତ୍ତନ ଘଟାଏ ନାହିଁ, ସହେି ୟନ୍ତ୍ରଣା ଏବେ ବି ମାେତେ ଭୟଭୀତ କରେ।

2 Chronicles 32:25
କିନ୍ତୁ ହିଜକିଯଙ୍କ ହୃଦଯ ଗର୍ବୀ ଥିଲା, ତେଣୁ ସେ ପରମେଶ୍ବରଙ୍କ ମହାଦୟା ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ନାହିଁ। ଏଥି ନିମନ୍ତେ ପରମେଶ୍ବର ହିଜକିଯ ଓ ଯିହୁଦା ଏବଂ ୟିରୁଶାଲମର ଲୋକଙ୍କ ପ୍ରତି କୋର୍ଧ କଲେ।

1 Kings 8:46
ତୁମ୍ଭର ଲୋକମାନେ ସମୟ ସମୟରେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ। ମୁଁ ଏହା ଜାଣେ କାରଣ ପ୍ରେତ୍ୟକକ ଲୋକ ପାପ କରନ୍ତି। ତୁମ୍ଭେ ସମାନଙ୍କେ ଉପରେ କୋରଧାନ୍ବିତ ହବେ ଓ ସମାନଙ୍କେୁ ଶତୃମାନଙ୍କ ଦ୍ବାରା ପରାଜିତ କରାଇବ। ସମାନଙ୍କେର ଶତୃ ସମାନଙ୍କେୁ ବନ୍ଦୀକରି ଦୂର ଦେଶକୁ ନଇେଯିବେ।

Deuteronomy 27:26
ଲବେୀୟମାନେ କହିବେ, ' ଯେଉଁ ଲୋକ ଏହି ବ୍ଯବସ୍ଥାର ପାଳନ କରେ ନାହିଁ କିମ୍ବା ଅନକ୍ସ୍ଟସରଣ କରେ ନାହିଁ, ସେ ଅଭିଶଲ୍ଗ ହେଉ।'

Deuteronomy 19:3
ଏହାପରେ ସଠାେରେ ଯେ କହେି ଦକ୍ସ୍ଟର୍ଘଟଣା ବଶତଃ ଅନ୍ୟକକ୍ସ୍ଟ ହତ୍ଯା କରେ, ସେ ସହେି ନିରାପଦ ନଗରକକ୍ସ୍ଟ ୟାଇ ନରାପଦ ରେ ରହିପା ରେ।

Genesis 7:23
ଏହି ପ୍ରକା ରେ ପରମେଶ୍ବର ପୃଥିବୀ ରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିନ୍ନ କଲେ। ସମସ୍ତ ସନୁଷ୍ଯ, ପଶୁ, ସରୀସୃପ ପ୍ରାଣୀ, ଖେଚ଼ର ପକ୍ଷୀ, ପୃଥିବୀ ରେ ମୃତ୍ଯୁବରଣ କଲେ। କବଳେ ନୋହ ଓ ଜାହାଜ ରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇ ଗଲେ।

Psalm 130:3
ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।

Isaiah 6:5
ସେତବେେଳେ ମୁଁ ଭୟଭୀତ ହାଇେ କହିଲି, ହାୟ ! ହାୟ ! ମୁଁ ନଷ୍ଟ ହାଇଗଲିେ। କାରଣ ମୁଁ ଏତେ ଅପବିତ୍ର ଯେ ପରମେଶ୍ବରଙ୍କ ନିକଟରେ କହିବାକୁ ଅ ଯୋଗ୍ଯ। ପୁରି ଏପରି ଅଶୁଚି ଲୋକମାନଙ୍କ ମଧିଅରେ ବାସ କରୁଛି ଯେ ମୁଁ ସଦାପ୍ରଭୁଙ୍କ ନିକଟରେ କହିବାକୁ ଅୟୋଗ୍ଯ। ତଥାପି ମୁଁ ସର୍ବଶକ୍ତିମାନ ସଦାପ୍ରଭୁ ରାଜାଙ୍କୁ ଦେଖୁଛି।'

Romans 5:21
ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ଯୁକୁ ବ୍ଯବହାର କଲା। କିନ୍ତୁ ପରମେଶ୍ବର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହା ଦ୍ବାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ରହିଲେ। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଏହା ଅନନ୍ତ ଜୀବନ ଆଣିଲା।

John 16:8
ସେ ଯେତବେେଳେ ଆସିବେ, ସେତବେେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡିକର ସତ୍ଯତା, ପାପ, ଈଶ୍ବରଙ୍କଠା ରେ ଧାର୍ମିକତା ବିଚାର ଇତ୍ଯାଦି ବିଷୟ ରେ ପ୍ରମାଣ ଦବେେ।

Luke 10:25
ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଚାରିଲେ, ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ'ଣ କରିବି?

Matthew 9:13
ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ଯର ଅର୍ଥ କ'ଣ: 'ମୁଁ ପଶୁବଧ ଚା ହେଁ ନାହିଁ। ମୁଁ ଲୋକମାନଙ୍କ ଭିତ ରେ ଦୟାଭାବ ଗ୍ଭ ହେଁ।' ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।

Daniel 9:24
ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

Jeremiah 33:16
ସହେି ସମୟରେ ସେ ଯିହୁଦା ପରିତ୍ରାଣ ପାଇବ ଓ ୟିରୁଶାଲମ ନିରାପଦ ରେ ବାସ କରିବ। ଆଉ 'ସଦାପ୍ରଭୁ ଆମ୍ଭମାନଙ୍କର ପରିଚାଳକ ହବେେ, ସଦାପ୍ରଭୁ ଆମ୍ଭର ନ୍ଯାଯବାନ।'

Jeremiah 23:6
ସହେି ଉତ୍ତମ ରାଜତ୍ବ କାଳ ରେ ଶାଖା 'ଉତ୍ପନ୍ନ' ହାଇେ ଯିହୁଦା ପରିତ୍ରାଣ ପାଇବ ଓ ଇଶ୍ରାୟେଲ ନିରାପଦ ରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମ ରେ ସେ ବିଖ୍ଯାତ ହବେେ।

Isaiah 64:5
ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସହେିମାନଙ୍କୁ ଆଘାତ କରିଛ। ମାତ୍ର ଅତୀତ କାଳ ରେ ଆମ୍ଭେ ପାପ କଲୁ ଏବଂ ତୁମ୍ଭେ ରାଗିଲ। ଅତୀତ କାଳ ରେ ଆମ୍ଭମାନେେ ଦୋଷ କଲୁ।

Isaiah 53:6
ମାତ୍ର ଆମ୍ଭମାନେେ ସମସ୍ତେ ମଷେପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭମାନେେ ପ୍ରେତ୍ୟକକ ନିଜ ନିଜ ପଥରେ ୟାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡ ରେ ନଇେ ୟାଇଛନ୍ତି।

Isaiah 46:13
ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ ; ଆମ୍ଭର ଗୌରବ ସ୍ବରୂପ ଇଶ୍ରାୟେଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।

Isaiah 45:24
ତାହା ହେଲେ ଲୋକେ କହିବେ, କବଳେ ସଦାପ୍ରଭୁଙ୍କଠା ରେ ଧାର୍ମିକତା ଓ ଶକ୍ତି ଅଛି।'

James 2:9
କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନା ରେ ଅଧିକ ମହତ୍ବ ଦେଉଛ, ତା' ହେଲେ ତୁମ୍ଭେ ପାପ କରୁଛ। ସହେି ରାଜକୀୟ ବ୍ଯବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ବରଙ୍କ ନିୟମ ଭଙ୍ଗ କରିବା ରେ ଦୋଷୀ ଅଟ।

Psalm 71:15
ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।