Proverbs 8:12
ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି। ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ।
Proverbs 8:12 in Other Translations
King James Version (KJV)
I wisdom dwell with prudence, and find out knowledge of witty inventions.
American Standard Version (ASV)
I wisdom have made prudence my dwelling, And find out knowledge `and' discretion.
Bible in Basic English (BBE)
I, wisdom, have made wise behaviour my near relation; I am seen to be the special friend of wise purposes.
Darby English Bible (DBY)
I wisdom dwell [with] prudence, and find the knowledge [which cometh] of reflection.
World English Bible (WEB)
"I, wisdom, have made prudence my dwelling. Find out knowledge and discretion.
Young's Literal Translation (YLT)
I, wisdom, have dwelt with prudence, And a knowledge of devices I find out.
| I | אֲֽנִי | ʾănî | UH-nee |
| wisdom | חָ֭כְמָה | ḥākĕmâ | HA-heh-ma |
| dwell | שָׁכַ֣נְתִּי | šākantî | sha-HAHN-tee |
| with prudence, | עָרְמָ֑ה | ʿormâ | ore-MA |
| out find and | וְדַ֖עַת | wĕdaʿat | veh-DA-at |
| knowledge | מְזִמּ֣וֹת | mĕzimmôt | meh-ZEE-mote |
| of witty inventions. | אֶמְצָֽא׃ | ʾemṣāʾ | em-TSA |
Cross Reference
Proverbs 1:4
ଏହି ଉପଦେଶଗୁଡ଼ିକ ସହେି ଲୋକମାନଙ୍କୁ ଶିକ୍ଷା ଦଇପୋରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଚାହାନ୍ତି। ଏହି ଉପଦେଶଗୁଡ଼ିକ ୟୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ଯବହାର କରିବାକୁ ହୁଏ ସମାନଙ୍କେୁ ଶିକ୍ଷା ଦିଏ।
Colossians 2:3
ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।
Ephesians 3:10
ମଣ୍ଡଳୀ ଦ୍ବାରା ପରମେଶ୍ବରଙ୍କ ବହୁବିଧ ଜ୍ଞାନ, ସ୍ବର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ଯକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ବରଙ୍କର ଉଦ୍ଦେଶ୍ଯ ଥିଲା। ସମାନେେ ମଣ୍ଡଳୀ ୟୋଗୁ ଏହା ଜାଣି ପାରିବେ।
Ephesians 1:11
ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।
Ephesians 1:8
ପରମେଶ୍ବର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦଇେଛନ୍ତି।
Romans 11:33
ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।
Isaiah 55:8
ସଦାପ୍ରଭୁ କୁହନ୍ତି, ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।
Isaiah 28:26
ଆମର ପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କୁ ଶିକ୍ଷା ଦବୋକୁ ଏପରି କରୁଛନ୍ତି। ସେ ଆମ୍ଭମାନଙ୍କୁ ଏହି ଦୃଷ୍ଟାନ୍ତ ଦଖାଇେ ଯଥାର୍ଥ ଭାବରେ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି।
Psalm 104:24
ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
2 Chronicles 13:14
ଅବିଯଙ୍କ ସୈନ୍ଯଦଳ ରେ ଥିବା ଯିହୁଦାର ସୈନ୍ଯଗଣ ଯେତବେେଳେ ଚତୁର୍ଦ୍ଦିଗକୁ ଚାହିଁଲେ, ସମାନେେ ଦେଖିଲେ ଯେ, ୟାରବିଯାମ୍ଙ୍କ ସୈନ୍ଯଦଳ ସମ୍ମୁଖରୁ ଓ ପଶ୍ଚାତ୍ରୁ ଉଭୟ ପାଶର୍ବରୁ ଆକ୍ରମଣ କରୁଛନ୍ତି। ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ନିକଟରେ ପାଟି କରି ଡାକ ପକାଇଲେ ଓ ଯାଜକମାନେ ତୂରୀ ବଜାଇଲେ।
1 Chronicles 28:19
ଦାଉଦ କହିଲେ, ସଦାପ୍ରଭୁ ମାେତେ ପରିଚାଳନା ଦବୋ ସହିତ ଏହି ସମସ୍ତ ଯୋଜନା ଲିଖିତ ହାଇେଅଛି। ସଦାପ୍ରଭୁ ମାେତେ ଏହି ଯୋଜନା ରେ ଲିଖିତ ସମସ୍ତ ବିଷଯ ବୁଝିବା ରେ ସାହାୟ୍ଯ କରିଅଛନ୍ତି।
1 Chronicles 28:12
ଦାଉଦ ମନ୍ଦିରର ସମସ୍ତ ବିଭାଗ ନିମନ୍ତେ ଯୋଜନା ପ୍ରସ୍ତୁତ କରିଥିଲେ। ଦାଉଦ ଶଲୋମନଙ୍କୁ ସହେି ଯୋଜନାଗୁଡ଼ିକୁ ଦେଲେ। ଦାଉଦ ତାହାଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ଚତୁର୍ଦ୍ଦିଗସ୍ଥ ଅଗଣା ଓ ତାହାର ଚତୁର୍ଦ୍ଦିଗସ୍ଥ କଠାେରୀ ସମସ୍ତର ଯୋଜନା ପ୍ରଦାନ କଲେ। ଦାଉଦ ତାହାଙ୍କୁ ମନ୍ଦିରର ଭଣ୍ଡାର ଘର ଓ ମନ୍ଦିର ମଧିଅରେ ବ୍ଯବହୃତ ହେଉଥିବା ପବିତ୍ର ସାମଗ୍ରୀ ଗୁଡ଼ିକର ଭଣ୍ଡାରଘର ଗୁଡ଼ିକର ଯୋଜନା ପ୍ରଦାନ କଲେ।
1 Kings 7:14
ହୀରମ ଇଶ୍ରାଲୟଲର ନପ୍ତାଲି ବଂଶୀଯ ଏକ ବିଧବା ସ୍ତ୍ରୀର ପୁତ୍ର, ତା'ର ପିତା ସୋର ନଗରର ଏକ କଂସାରି ଥିଲା। ହୀରମ ଜଲଣ ନିପୁଣ ପିତ୍ତଳ କାରୀଗର ଥିଲଲ। ରାଜା ଶଲଲାମନସସହି ଅଭିଜ୍ଞ କାରୀଗରକୁ ପିତ୍ତଳ ତିଆରି କାର୍ୟ୍ଯସର ନିୟୁକ୍ତି କଲଲ।
Exodus 35:30
ଏହାପରେ ମାଶାେ ଇଶ୍ରାୟେଲର ଲୋକମାନଙ୍କୁ କହିଲେ, ଦେଖ, ସଦାପ୍ରଭୁ ବତ୍ସଲଲକେୁ ମନୋନୀତ କଲେ। ୟିଏ ୟିହୂଦା ପରିବାରବର୍ଗର ଅନ୍ତଭୁର୍କ୍ତ ଅଟେ। ବତ୍ସଲଲେ ଊରିର ପୁତ୍ର ଏବଂ ଊରି ଦୂରର ପୁତ୍ର ଅଟେ।
Exodus 31:3
ମୁଁ ପରମେଶ୍ବରଙ୍କ ଆତ୍ମା ରେ ବତ୍ସଲଲକେୁ ପୂର୍ଣ୍ଣ କଲି। ସମସ୍ତ କରିଗରି କାର୍ୟ୍ଯ କରିବାକୁ ମୁଁ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦଇେଛି।