Revelation 2:3
ମୁଁ ଜାଣେ ତୁମ୍ଭର ବହୁତ ର୍ଧୈୟ୍ଯ ଅଛି କାରଣ ତୁମ୍ଭେ ମାେ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବା ରେ ତୁମ୍ଭେ କ୍ଲାନ୍ତ ହାଇେ ପଡ଼ିନାହଁ।
Revelation 2:3 in Other Translations
King James Version (KJV)
And hast borne, and hast patience, and for my name's sake hast laboured, and hast not fainted.
American Standard Version (ASV)
and thou hast patience and didst bear for my name's sake, and hast not grown weary.
Bible in Basic English (BBE)
And you have the power of waiting, and have undergone trouble because of my name, without weariness.
Darby English Bible (DBY)
and endurest, and hast borne for my name's sake, and hast not wearied:
World English Bible (WEB)
You have perseverance and have endured for my name's sake, and have{TR adds "have labored and"} not grown weary.
Young's Literal Translation (YLT)
and thou didst bear, and hast endurance, and because of my name hast toiled, and hast not been weary.
| And | καὶ | kai | kay |
| hast borne, | ἐβάστασας | ebastasas | ay-VA-sta-sahs |
| and | καὶ | kai | kay |
| hast | ὑπομονὴν | hypomonēn | yoo-poh-moh-NANE |
| patience, | ἔχεις | echeis | A-hees |
| and | καὶ | kai | kay |
| for sake | διὰ | dia | thee-AH |
| my | τὸ | to | toh |
| ὄνομά | onoma | OH-noh-MA | |
| name's | μου | mou | moo |
| hast laboured, | κεκοπίακας | kekopiakas | kay-koh-PEE-ah-kahs |
| and | καὶ | kai | kay |
| hast not | οὐ | ou | oo |
| fainted. | κέκμηκας | kekmēkas | KAKE-may-kahs |
Cross Reference
Hebrews 10:36
ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।
2 Corinthians 5:9
ଆମର ଏକମାତ୍ର ଉଦ୍ଦେଶ୍ଯ ପରମେଶ୍ବରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠା ରେ ବାହ୍ଯିକ ଶରୀର ଧାରଣ କରି ରହୁ ବା ସଠାେରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଚାହୁଁ।
2 Corinthians 4:16
ସେଥିପାଇଁ ଆମ୍ଭେ କବେେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ଯିକ ଶରୀର କ୍ଷୀଣ ହାଇେ ଯାଉଛି, କିନ୍ତୁ ଆମ୍ଭର ଅନ୍ତଃରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହାଇେ ଯାଉଅଛି।
2 Corinthians 4:1
ପରମେଶ୍ବର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସବୋ କାର୍ୟ୍ଯ ଦଇେଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।
Romans 15:4
ଶାସ୍ତ୍ର ରେ ଯେଉଁ କଥା ମାନ ଲଖାେ ଅଛି, ସଗେୁଡିକ ଦ୍ବାରା ଆମ୍ଭର ର୍ଧୈୟ୍ଯ ଓ ଶକ୍ତି ବଢେ ଓ ଆମ୍ଭେ ଭରସା ଲାଭ କରୁ।
Romans 12:12
ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ଭୁଖୀନ ହବୋ ବେଳେ ତୁମ୍ଭେ ର୍ଧୈୟ୍ଯ ଧର। ନିରନ୍ତର ପ୍ରାର୍ଥନା କର।
Romans 8:25
କିନ୍ତୁ ଯାହା ଆମ୍ଭ ପାଖ ରେ ଏବେ ସୁଦ୍ଧା ନାହିଁ ତା ପାଇଁ ଆମ୍ଭେ ଭରସା ରେ ଅଛୁ। ଆମ୍ଭେ ଏହା ପାଇଁ ଧେ ୗର୍ୟପୁର୍ବକ ଅପେକ୍ଷା କରି ରହିଛୁ।
Romans 5:3
ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।
Romans 2:7
କେତକେ ଲୋକ ପରମେଶ୍ବରଙ୍କର ମହିମା, ସମ୍ମାନ ଓ ପରମେଶ୍ବର ଦବୋକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚିନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ର୍ଧୈୟ୍ଯପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସହେି ଲୋକମାନଙ୍କୁ ପରମେଶ୍ବର ଅନନ୍ତ ଜୀବନ ପ୍ରଦାନ କରିବେ।
John 15:21
ଲୋକମାନେ ମାେ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ଯବହାର କରିବେ। କାରଣ ସମାନେେ ମାରେ ପ୍ ରରଣୋକର୍ତ୍ତାଙ୍କୁ ଜାଣନ୍ତି ନାହିଁ।
Galatians 6:9
ଆମ୍ଭେ ଉତ୍ତମ କାର୍ୟ୍ଯ କରିବା ରେ ଥକିୟିବା ନାହିଁ। କାରଣ ଉପୟୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ।
Colossians 1:11
ଯେପରି ପରମେଶ୍ବର ତାହାଙ୍କ ମହାନ୍ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ ; ଯେ ତୁମ୍ଭମାନେେ ର୍ଧୈୟ୍ଯବାନ ହବେ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।
1 Thessalonians 1:3
ଆମ୍ଭମାନଙ୍କର ପରମପିତା ପରମେଶ୍ବରଙ୍କୁ ଆମ୍ଭ ପ୍ରାର୍ଥନା ରେ ନିବଦନେ କଲା ବେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ବିଶ୍ବାସ ହତେୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ଯବାଦ ଦେଉ। ତୁମ୍ଭମାନେେ ତୁମ୍ଭମାନଙ୍କର ପ୍ ରମେ ହତେୁ ଯେଉଁ କାର୍ୟ୍ଯ କରିଛ, ସେଥିପାଇଁ ତାହାଙ୍କୁ ଧନ୍ଯବାଦ ଦେଉ। ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭରସା ହତେୁ ତୁମ୍ଭମାନେେ ଦୃଢ଼ ହାଇେ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ଯବାଦ ଅର୍ପଣ କରୁଛୁ।
Revelation 3:10
ତୁମ୍ଭେ ର୍ଧୈୟ୍ଯର ସହିତ ମାରେଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।
Revelation 1:9
ଯୀଶୁଙ୍କ ଦୁଃଖ ଭୋଗ ରାଜ୍ଯ ଓ ର୍ଧୈୟ୍ଯ ରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ବରଙ୍କ ବାକ୍ଯ ପ୍ରଚାର ଓ ଯୀଶୁଙ୍କର ସାକ୍ଷୀ ହବୋ ହତେୁ ନିର୍ବାସିତ ହାଇେ ପାତ୍ମ ଦ୍ବୀପରେ ଥିଲି କାରଣ ମୁଁ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କଲି। ମୁଁ ଯୀଶୁଙ୍କ ବିଷୟ ରେ ସାକ୍ଷ୍ଯ ଦଲେି।
2 Peter 1:6
ଜ୍ଞାନ ରେ ଆତ୍ମସଂୟମତା, ଆତ୍ମସଂୟମତା ରେ ର୍ଧୈୟ୍ଯ ଓ ର୍ଧୈୟ୍ଯ ରେ ପରମେଶ୍ବରଙ୍କ ସବୋ,
James 5:7
ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।
James 1:3
କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ବାସକୁ ପରୀକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ର୍ଧୈୟ୍ଯ ଜନ୍ମାଏ।
Hebrews 6:15
ଅବ୍ରହାମ ର୍ଧୈୟ୍ଯପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ବରଙ୍କ ପ୍ରତିଜ୍ଞାନୁସା ରେ ଫଳପ୍ରାପ୍ତ ହେଲେ।
Hebrews 6:12
ତୁମ୍ଭମାନେେ ଆଳସ୍ଯପରାୟଣ ନ ହାଇେ ଯେପରି ପରମେଶ୍ବରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହାଇେଥିବା ଲୋକମାନଙ୍କ ପରି ହୁଅ, ଏକଥା ଆମ୍ଭେ ଚାହୁଁ। ସମାନେେ ତାହାଙ୍କର ବିଶ୍ବାସ ଓ ର୍ଧୈୟ୍ଯ ହତେୁରୁ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।
1 Timothy 4:10
ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ ; ଆମ୍ଭେ ଜୀବିତ ପରମେଶ୍ବରଙ୍କଠା ରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶଷେ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କରନ୍ତି ସମାନଙ୍କେର ତ୍ରାଣକର୍ତ୍ତା।
2 Thessalonians 3:13
ଭାଇ ଓ ଭଉଣୀମାନେ ! ଭଲ କାମ କରିବା ପାଇଁ କବେେ ହେଲେ କ୍ଲାନ୍ତ ହୁଅ ନାହିଁ।
Luke 21:19
ଏହି ସବୁ ଘଟଣା ଭିତ ରେ ତୁମ୍ଭମାନେେ ତୁମ୍ଭ ବିଶ୍ବାସ ରେ ଦୃଢ ରହିଲେ ନିଜକୁ ରକ୍ଷା କରିପାରିବ।
Luke 18:1
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ଉପଦେଶ ଦେଉଥିଲେ ଯେ, ସମାନେେ ସଦାବାଳେ ପ୍ରାର୍ଥନା କରିବା ଉଚିତ। ଏବଂ କବେେ ହେଲେ ଭରସା ହ ରଇବୋ ଉଚିତ ନୁହେଁ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ,
Luke 14:27
ଜଣେ ଲୋକ ମାେତେ ଅନୁସରଣ କଲା ବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧଇେ ଚାଲିବ ନାହିଁ, ତବେେ ସେ ଲୋକ ମାରେ ଶିଷ୍ଯ ହାଇେ ପାରିବନାହିଁ।
Luke 8:15
ଏବଂ ଯେଉଁ ବୀଜ ଭଲ ମାଟି ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ସ୍ବଚ୍ଛ ଓ ପବିତ୍ର ହୃଦୟ ରେ ଶୁଣନ୍ତି, ତାହା ହୃଦୟ ରେ ଗ୍ରହଣ କରନ୍ତି, କାର୍ୟ୍ଯ ରେ ପାଳନ କରନ୍ତି ଓ ର୍ଧୈୟ୍ଯ ପୂର୍ବକ ଉତ୍ତମ ଫଳ ଫଳନ୍ତି।
1 Corinthians 13:7
ପ୍ ରମେ ସମସ୍ତ ବିଷୟ ସହ୍ଯ କରେ। ପ୍ ରମେ ସମସ୍ତ ବିଶ୍ବାସ କରେ ; ସମସ୍ତ ଭରସା କରେ, ସବୁ ବିଷୟ ରେ ର୍ଧୈୟ୍ଯ ଧରି ରହେ।
Hebrews 12:1
ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।
2 Corinthians 10:15
ଆମ୍ଭେ ଅନ୍ୟମାନଙ୍କ ଦ୍ବାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କବଳେ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ବାସ ବଢ଼ିବା ସହିତ ଆମ୍ଭ କାମ ବ୍ଯାପକ ଭାବରେ ବଢ଼ିବା ରେ ତୁମ୍ଭମାନେେ ସାହାୟ୍ଯ କରିବ।
2 Corinthians 6:5
ଆମ୍ଭକୁ ମାଡ଼ ଦିଆଯାଏ, କାରାଗାର ରେ ରଖାଯାଏ। ଲୋକେ ଆମ୍ଭ ବିରୁଦ୍ଧ ରେ ଉଠନ୍ତି। ଆମ୍ଭେ କଠାେର ପରିଶ୍ରମ କରୁ, େ ବେଳବେଳେ ଆମ୍ଭେ ଅନିଦ୍ରା ରହୁ, ଓ ଭୋକଉପାସ ରେ ରହୁ।
Romans 16:12
ପ୍ରଭୁଙ୍କର ପରିଶ୍ରମୀ କୀର୍ୟ୍ଯ କର୍ତ୍ତା କୁଫଣୋ ଓ କୁଫୋସାଙ୍କୁ ନମସ୍କାର। ମାରେପ୍ରିୟ ପ୍ରଭୁଙ୍କ ସବୋ ରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।
Mark 15:21
ସେତବେେଳେ ଜଣେ କୂରୀଣୀୟ ବାସିନ୍ଦା ଶିମାନେ ପଲ୍ଲୀଗ୍ରାମରୁ ଆସି ସେ ବାଟେ ଯାଉଥିଲା। ସେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଥିଲା। ସୈନ୍ଯମାନେ ଯୀଶୁଙ୍କ ପାଇଁ କୃଶ ବୋହି ନବୋକୁ ତାକୁ ବାଧ୍ଯ କଲେ।
Micah 7:9
ମୁଁ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପ କରିଥିଲି, ତେଣୁ ସଦାପ୍ରଭୁ ମାେ ଉପ ରେ କୋରଧାନ୍ବିତ ହାଇେଥିଲେ। ମାତ୍ର ସେ ମାେ ପାଇଁ ୟୁକ୍ତି ବାଢିବେ ଏବଂ ମାେ ପାଇଁ ନ୍ଯାଯ ବିଗ୍ଭର କରିବେ। ସେ ମାେତେ ଆଲୋକକୁ ଆଣିବେ ଓ ମୁଁ ତାଙ୍କର ଧାର୍ମିକତା ଦେଖିବି।
Psalm 69:7
ମାରେ ମୁହଁ ଲଜ୍ଜ୍ଯାରେ ନଇଁ ପଡ଼ୁଛି। ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ଯ କରିଛି।
Psalm 37:7
ସଦାପ୍ରଭୁଙ୍କୁ ବିଶ୍ବାସ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ। ଯେତବେେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦ କାର୍ୟ୍ଯ ସଫଳ ହୁଏ। ହତାଶ ହୁଅ ନାହିଁ ଯେତବେେଳେ ଦୁଷ୍ଟ ଲୋକମାନେ ମନ୍ଦ କାର୍ୟ୍ଯ କରିବାକୁ ମନ୍ତ୍ରଣା କରି ସମାନଙ୍କେର ଯୋଜନାରେ ସଫଳ ହୁଅନ୍ତି।
2 Corinthians 11:23
ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।
Galatians 6:2
ନିଜର କର୍ତ୍ତବ୍ଯ କରିବା ସହ ପର'ରକୁ ସାହାୟ୍ଯ କର। ଏଭଳି କରିବା ଦ୍ବାରା ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତ ରେ ପାଳନ କରି ପାରିବ।
Philippians 2:16
ତୁମ୍ଭେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଶିକ୍ଷା ଦିଅ। ତେଣୁ ଖ୍ରୀଷ୍ଟଙ୍କ ଆଗମନ ରେ ମୁଁ ଖୁସି ହବେି, କାରଣ ମୁଁ ଜାଣିବି ଯେ ମାରେ କାମ ବିଫଳ ହାଇେ ନାହିଁ। ମୁଁ ଜାଣିବି ଯେ ଦୌଡ଼ ପ୍ରତି ଯୋଗିତା ରେ ଦୌଡ଼ି ଜିତିଛି।
Hebrews 13:13
ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ୟିବା ଉଚିତ। ଆମ୍ଭେ ମଧ୍ଯ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।
Hebrews 6:10
ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।
1 Timothy 5:17
ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।
Hebrews 12:3
ଯୀଶୁଙ୍କ ବିଷୟ ରେ ଭାବି ଦେଖ। ଯେତବେେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧ ରେ କିଛି କରୁଥିଲେ, ସେ ଅତି ର୍ଧୈୟ୍ଯର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭମାନେେ ମଧ୍ଯ ସହେି ଭଳି ର୍ଧୈୟ୍ଯବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।
2 Thessalonians 3:8
ମୂଲ୍ଯ ନ ଦଇେ ଆମ୍ଭେ କାହାରି ଘ ରେ ଭୋଜନ ଗ୍ରହଣ କରି ନାହୁଁ। ଆମ୍ଭମାନେେ କାହାରି ଉପରେ ଭାର ସ୍ବରୂପ ନ ହବେୁ ବୋଲି ସର୍ବଦା କର୍ମରତ ରହୁଥିଲୁ।
2 Thessalonians 3:5
ଖ୍ରୀଷ୍ଟଙ୍କର ର୍ଧୈୟ୍ଯ ଓ ପରମେଶ୍ବରଙ୍କ ପ୍ ରମେ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହବୋ ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଚାଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
1 Thessalonians 2:9
ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ମନେ ପକାଅ ଯେ, ଆମ୍ଭେ କେତେ କଠିନ ପରିଶ୍ରମ କରିଛୁ। ଆମ୍ଭେ ଦିନରାତି କାମ କରିଛୁ। ଆମ୍ଭମାନେେ ପରମେଶ୍ବରଙ୍କ ସୁସମାଚାର ପ୍ରଚାର କଲା ବେଳେ, ତୁମ୍ଭମାନେେ ଆମ୍ଭକୁ କିଛି ଦଇେ ଭାରାକ୍ରାନ୍ତ ହୁଅ, ସେ କଥା ଆମ୍ଭେ ଚାହିଁଲୁ ନାହିଁ।
Philippians 4:3
ହେ ବନ୍ଧୁ, ତୁମ୍ଭେ ଯେ ହତେୁ ମାେ ସହିତ ବିଶ୍ବସ୍ତ ଭାବରେ ସବୋ କରୁଛ, ଯେଉଁ ସ୍ତ୍ରୀ ଲୋକମାନେ ମୁଁ ସୁସମାଚାର ପ୍ରଚାର କଲା ବେଳେ ମାେ ସହିତ ପରିଶ୍ରମ କରିଅଛନ୍ତି, ସମାନଙ୍କେୁ ସାହାୟ୍ଯ କର ବୋଲି ତୁମ୍ଭକୁ ମୁଁ ନିବଦନେ କରେ। ସମାନେେ କ୍ଲମେନ୍େସ ଏବଂ ମାରେ ଅନ୍ୟ ସହକାରୀମାନଙ୍କ ସହିତ ସବୋକାର୍ୟ୍ଯ କରିଛନ୍ତି। ସମାନଙ୍କେ ନାମ ଜୀବନ-ପୁସ୍ତକ288 ରେ ଲଖାେଅଛି।
1 Corinthians 16:16
ଭାଇ ଓ ଭଉଣୀମାନେ ! ମୁଁ ତୁମ୍ଭମାନଙ୍କୁ ଅନୁ ରୋଧ କରୁଛି ଯେ ତୁମ୍ଭମାନେେ, ଏହିପ୍ରକାର ଲୋକ ଓ ସମାନଙ୍କେ ସହିତ ପରମେଶ୍ବରଙ୍କ ପାଇଁ ପରିଶ୍ରମ କରି ସବୋ କରୁଥିବା ଲୋକମାନଙ୍କର ବଶୀଭୂତ ହୁଅ।
1 Thessalonians 5:12
ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠାେର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠା ରେ ତୁମ୍ଭକୁ ନତେୃତ୍ବ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସମାନଙ୍କେୁ ସମ୍ମାନ ଦବୋ ପାଇଁ ଆମ୍ଭେ ନିବଦନେ କରୁଛୁ।