Acts 1:15 in Oriya

Oriya Oriya Bible Acts Acts 1 Acts 1:15

Acts 1:15
ସହେି ସମୟରେ ସଠାେରେ ପ୍ରାୟ ଶ ହକେୋଡ଼ିଏ ଜଣ ବିଶ୍ବାସୀ ଏକତ୍ର ହାଇେଥିଲେ। ପିତର ସମାନଙ୍କେ ମଧିଅରେ ଠିଆ ହାଇେ କହିଲେ,

Acts 1:14Acts 1Acts 1:16

Acts 1:15 in Other Translations

King James Version (KJV)
And in those days Peter stood up in the midst of the disciples, and said, (the number of names together were about an hundred and twenty,)

American Standard Version (ASV)
And in these days Peter stood up in the midst of the brethren, and said (and there was a multitude of persons `gathered' together, about a hundred and twenty),

Bible in Basic English (BBE)
And in those days Peter got up among the brothers (there were about one hundred and twenty of them), and said,

Darby English Bible (DBY)
And in those days Peter, standing up in the midst of the brethren, said, (the crowd of names [who were] together [was] about a hundred and twenty,)

World English Bible (WEB)
In these days, Peter stood up in the midst of the disciples (and the number of names was about one hundred twenty), and said,

Young's Literal Translation (YLT)
And in these days, Peter having risen up in the midst of the disciples, said, (the multitude also of the names at the same place was, as it were, an hundred and twenty,)

And
Καὶkaikay
in
ἐνenane
those
ταῖςtaistase

ἡμέραιςhēmeraisay-MAY-rase
days
ταύταιςtautaisTAF-tase
Peter
ἀναστὰςanastasah-na-STAHS
up
stood
ΠέτροςpetrosPAY-trose
in
ἐνenane
the
midst
μέσῳmesōMAY-soh
of
the
τῶνtōntone
disciples,
μαθητῶνmathētōnma-thay-TONE
and
εἶπενeipenEE-pane
said,
ἦνēnane
(the
number
τεtetay
of
names
ὄχλοςochlosOH-hlose
together
ὀνομάτωνonomatōnoh-noh-MA-tone

ἐπὶepiay-PEE
were
τὸtotoh
about
αὐτὸautoaf-TOH
an
hundred
ὡςhōsose
and
twenty,)
ἑκατὸνhekatonake-ah-TONE
εἴκοσιν,eikosinEE-koh-seen

Cross Reference

1 Corinthians 15:6
ତା'ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦଖାଦେଇେଥିଲେ। ତାହାଙ୍କ ମଧ୍ଯରୁ ଅଧିକାଂଶ ଲୋକ ଆଜି ମଧ୍ଯ ଜୀବିତ। କିନ୍ତୁ କେତକେ ମରି ଯାଇଛନ୍ତି।

Revelation 11:13
ଠିକ୍ ସହେି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହାଇଗେଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସମାନେେ ସ୍ବର୍ଗର ପରମେଶ୍ବରଙ୍କୁ ଗୌରବ ଦେଲେ।

Revelation 3:4
ତଥାପି ସାର୍ଦ୍ଦା ରେ କେତକେ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାଁନ୍ତି। ସହେି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମାେ ସହିତ ଗମନାଗମନ କରିବେ, କାରଣ ସମାନେେ ସେଥିପାଇଁ ଯୋଗ୍ଯ ଅଟନ୍ତି।

Acts 21:20
ସମାନେେ ଏହା ଶୁଣି ପରମେଶ୍ବରଙ୍କର ପ୍ରଶଂସା କଲେ। ସମାନେେ ପାଉଲଙ୍କୁ କହିଲେ, ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ବାସୀ ହାଇେ ଅଛନ୍ତି। କିନ୍ତୁ ସମାନେେ ମନେ କରନ୍ତି ଯେ, ବ୍ଯବସ୍ଥା ପାଳନ କରିବା ଅଧିକ ମହତ୍ବପୂର୍ଣ୍ଣ ଅଟେ।

John 21:23
ତେଣୁ ଭାଇମାନଙ୍କ ମଧିଅରେ ଗୋଟିଏ କଥେ ପ୍ରଚାରିତ ହେଲା। ସମାନେେ କହୁଥିଲେ ଯେ, ଯୀଶୁ ଯେଉଁ ଶିଷ୍ଯଙ୍କୁ ପ୍ ରମେ କରୁଛନ୍ତି, ସହେି ଶିଷ୍ଯ ମରିବେ ନାହିଁ। କିନ୍ତୁ ଯୀଶୁ ଏକଥା କହି ନଥିଲେ ଯେ, ସେ ମରିବ ନାହିଁ। ସେ କବଳେ କହିଲେ, ମାରେପୁନରାଗମନ ସମୟ ପର୍ୟ୍ଯନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛାକରେ, ତବେେ ସେଥିଲେ ତୁମ୍ଭର କ'ଣ ଅଛି?

John 21:15
ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?

John 14:12
ମୁଁ ତୁମ୍ଭକୁ ସତ୍ଯ କହୁଛି। ମାଠାେ ରେ ବିଶ୍ବାସ କରୁଥିବା ବ୍ଯକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ଯ ଅଧିକ ବଡ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।

Luke 22:32
ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।

Matthew 13:31
ତା'ପରେ ଯୀଶୁ ସହେି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: ସ୍ବର୍ଗରାଜ୍ଯ ଗୋଟିଏ ଶାରେିଷ ଦାନା ଭଳି। ଜଣେ ତାକୁ ନଇେ ତା' କ୍ଷତେ ରେ ଲଗାଏ.

Psalm 51:9
ମାରେ ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମାରେ ପାପ ସବୁ ପୋଛିଦିଅ।

Psalm 32:5
କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନଲେି ମାରେ ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମାରେ ସମସ୍ତ ପାପ ବିଷଯରେ କହିଲି। ମାରେ କୌଣସି ପାପ ଲୁଚାଇ ରଖିଲି ନାହିଁ ଓ ତୁମ୍ଭେ ମାେତେ ମାରେ ସମସ୍ତ ପାପରୁ କ୍ଷମା କରିଦଲେ।