Acts 10:38
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।
Acts 10:38 in Other Translations
King James Version (KJV)
How God anointed Jesus of Nazareth with the Holy Ghost and with power: who went about doing good, and healing all that were oppressed of the devil; for God was with him.
American Standard Version (ASV)
`even' Jesus of Nazareth, how God anointed him with the Holy Spirit and with power: who went about doing good, and healing all that were oppressed of the devil; for God was with him.
Bible in Basic English (BBE)
About Jesus of Nazareth, how God gave the Holy Spirit to him, with power: and how he went about doing good and making well all who were troubled by evil spirits, for God was with him.
Darby English Bible (DBY)
Jesus who [was] of Nazareth: how God anointed him with [the] Holy Spirit and with power; who went through [all quarters] doing good, and healing all that were under the power of the devil, because God was with him.
World English Bible (WEB)
even Jesus of Nazareth, how God anointed him with the Holy Spirit and with power, who went about doing good and healing all who were oppressed by the devil, for God was with him.
Young's Literal Translation (YLT)
Jesus who `is' from Nazareth -- how God did anoint him with the Holy Spirit and power; who went through, doing good, and healing all those oppressed by the devil, because God was with him;
| How | Ἰησοῦν | iēsoun | ee-ay-SOON |
| τὸν | ton | tone | |
| ἀπὸ | apo | ah-POH | |
| God | Ναζαρέτ | nazaret | na-za-RATE |
| anointed | ὡς | hōs | ose |
| Jesus | ἔχρισεν | echrisen | A-hree-sane |
| αὐτὸν | auton | af-TONE | |
| of | ὁ | ho | oh |
| Nazareth | θεὸς | theos | thay-OSE |
| Holy the with | πνεύματι | pneumati | PNAVE-ma-tee |
| Ghost | ἁγίῳ | hagiō | a-GEE-oh |
| and | καὶ | kai | kay |
| with power: | δυνάμει | dynamei | thyoo-NA-mee |
| who | ὃς | hos | ose |
| about went | διῆλθεν | diēlthen | thee-ALE-thane |
| doing good, | εὐεργετῶν | euergetōn | ave-are-gay-TONE |
| and | καὶ | kai | kay |
| healing | ἰώμενος | iōmenos | ee-OH-may-nose |
| all | πάντας | pantas | PAHN-tahs |
| that | τοὺς | tous | toos |
| were oppressed | καταδυναστευομένους | katadynasteuomenous | ka-ta-thyoo-na-stave-oh-MAY-noos |
| of | ὑπὸ | hypo | yoo-POH |
| the | τοῦ | tou | too |
| devil; | διαβόλου | diabolou | thee-ah-VOH-loo |
| for | ὅτι | hoti | OH-tee |
| ὁ | ho | oh | |
| God | θεὸς | theos | thay-OSE |
| was | ἦν | ēn | ane |
| with | μετ' | met | mate |
| him. | αὐτοῦ | autou | af-TOO |
Cross Reference
Acts 2:22
ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।
John 3:2
ସେ ଦିନେ ରାତ୍ରି ରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, ହେ ଗୁରୁ, ଆମ୍ଭେ ଜାଣୁଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ବରଙ୍କ ଦ୍ବାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛ ସେ ଗୁଡିକ ପରମେଶ୍ବରଙ୍କ ସାହାୟ୍ଯ ନପାଇ କହେି କରିପାରିବେ ନାହିଁ।
John 3:34
ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।
Luke 4:18
ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ
Isaiah 11:2
ସହେି ପିଲାମଧିଅରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସହେି ଆତ୍ମା ଜ୍ଞାନ, ବିବଚେନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ଯ ସହେି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାୟ୍ଯ କରିବେ।
Hebrews 1:9
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।
Matthew 12:28
ମୁଁ କିନ୍ତୁ ଭୁତମାନଙ୍କୁ ପରମେଶ୍ବରଙ୍କ ଆତ୍ମାର ଶକ୍ତି ସାହାୟ୍ଯ ରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ବରଙ୍କ ରାଜ୍ଯ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି।
Isaiah 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
2 Chronicles 17:9
ସହେି ନେତା ଓ ଲବେୀୟ ଓ ଯାଜକମାନେ ଯିହୁଦାର ଲୋକମାନଙ୍କୁ ଶିକ୍ଷା ଦେଲେ। ସମାନଙ୍କେ ନିକଟରେ ସଦାପ୍ରଭୁଙ୍କ ନିଯମପୁସ୍ତକ ଥିଲା। ସମାନେେ ଯିହୁଦାର ସମସ୍ତ ସହର ମଧ୍ଯ ଦଇଗେଲେ ଓ ଲୋକମାନଙ୍କୁ ଶିକ୍ଷା ଦେଲେ।
John 6:27
ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।
Psalm 45:7
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।
John 10:36
ତବେେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛି। କାରଣ ମୁଁ କହିଛି, 'ମୁଁ ପରମେଶ୍ବରଙ୍କର ପୁତ୍ର।' ମାେତେ ପରମେଶ୍ବର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।'
John 16:32
ଶୁଣ! ସମୟ ଆସୁଛି ଯେତବେେଳେ ତୁମ୍ଭେ ଛିନ୍ନଭିନ୍ନ ହଇୟିବେ। ତୁମ୍ଭମାନଙ୍କୁ ମଧ୍ଯରୁ ପ୍ରେତ୍ୟକକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହାଇେ ଚାଲିୟିବ। ସହେି ସମୟ ଆସି ପହଞ୍ଚିଛି। ତୁମ୍ଭେ ମାେତେ ଏକାକୀ ଛାଡି ଦବେ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମାେ ସହିତ ଅଛନ୍ତି।
Acts 4:26
ପୃଥିବୀର ରାଜାମାନେ ୟୁଦ୍ଧ ପାଇଁ ପ୍ରସ୍ତୁତି ଚ଼ଳାଇଲେ ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ ଠିଆ ହେଲେ।' ଗୀତସଂହିତା 2:1-2
Hebrews 2:14
ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।
1 Peter 5:8
ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।
1 John 3:8
ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।
Psalm 2:6
ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।
John 10:32
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ସାରିଛି। ତୁମ୍ଭେ ସେସବୁ ଦେଖିଛ। ତବେେ କେଉଁ ଭଲ କାର୍ୟ୍ଯ ହତେୁ ତୁମ୍ଭେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ?
Luke 9:56
ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଅନ୍ୟ ଗାଁକୁ ଚାଲିଗଲେ।
Psalm 2:2
ସମାନଙ୍କେ ରାଜା ଓ ନେତାମାନେ ଏକତ୍ରୀତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ବାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ୟୁଦ୍ଧ କରନ୍ତି।
Isaiah 42:1
ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।
Matthew 4:23
ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।
Matthew 9:35
ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କ ରେ ଉପଦେଶ ଦେଲେ, ଓ ପରମେଶ୍ବରଙ୍କ ରାଜ୍ଯର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରି ଦେଲେ।
Matthew 12:15
ଯୀଶୁ ଏକଥା ଜାଣିପାରି ସେ ଜାଗା ଛାଡି ଚାଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରି ଦେଲେ।
Matthew 15:21
ଯୀଶୁ ସେ ସ୍ଥାନଛାଡି ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।
Mark 1:38
ଏହା ଶୁଣି ଯୀଶୁ କହିଲେ, ଆମ୍ଭମାନେେ ଅନ୍ୟ ନିକଟବର୍ତ୍ତୀ ନଗରକୁ ୟିବା ଉଚିତ ଯେପରି ମୁଁ ସଠାେରେ ସମାନଙ୍କେୁ ମଧ୍ଯ ଉପଦେଶ ଦଇେ ପାରିବି। ମୁଁ କବଳେ ଏଥିପାଇଁ ଆସିଛି।
Mark 3:7
ଯୀଶୁ ନିଜ ଶିଷ୍ଯମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଚାଲିଗଲେ। ତାହାଙ୍କ ପଛ ରେ ଗାଲିଲୀର ଅନକେ ଲୋକ ମଧ୍ଯ ଗଲେ।
Mark 5:13
ଯୀଶୁ ସମାନଙ୍କେୁ ଏପରି କରିବାକୁ ଅନୁମତି ଦଇେ ଦେଲେ। ତା'ପରେ ଦୁଷ୍ଟାତ୍ମାମାନେ ସହେି ଲୋକଟି ଦହରେୁ ବାହାରି ଘୁଷୁରିମାନଙ୍କ ଦହେ ରେ ପଶିଗଲେ। ସହେି ଘୁଷୁରି ପଲ ରେ ପ୍ରାୟ ଦୁଇ ହଜାର ଘୁଷୁରି ଥିଲେ। ସେ ସବୁତକ ଘୁଷୁରି ପାହାଡ କଡକୁ ଖୁବ୍ ବଗେ ରେ ଧାଇଁଲେ ଓ ହ୍ରଦ ଭିତ ରେ ପଡି ଗଲେ। ସବୁତକ ଘୁଷୁରି ପାଣି ରେ ବୁଡିଗଲେ।
Mark 6:6
ଏ ଲୋକମାନଙ୍କର କୌଣସି ବିଶ୍ବାସ ନଥିବାରୁ ଯୀଶୁ ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ। ତା'ପରେ ଯୀଶୁ ସେ ଅଞ୍ଚଳର ଅନ୍ୟ ସବୁ ଗାଁକୁ ଯାଇ ସଠାେରେ ଶିକ୍ଷା ଦବୋକୁ ଲାଗିଲେ।
Mark 6:54
ଡଙ୍ଗାରୁ ଓହ୍ଲଇେ ବାହାରକୁ ଆସିବା ପରେ ଲୋକମାନେ ଯୀଶୁଙ୍କୁ ଦେଖି ଚିହ୍ନି ପାରିଲେ।
Mark 7:29
ତା' ପରେ ଯୀଶୁ ସହେି ସ୍ତ୍ରୀଲୋକଟିକୁ କହିଲେ, ଏହା ହିଁ ଉପୟୁକ୍ତ ଉତ୍ତର। ଏବେ ତୁମ୍ଭେ ଘରକୁ ଯାଇ ପାର। ଭୂତ ତୁମ୍ଭର ଝିଅକୁ ଛାଡି ଚାଲି ଗଲାଣି।
Luke 3:22
ପବିତ୍ର ଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦହେ ଧାରଣ କରିଥିଲେ। ଆକାଶବାଣୀ ହେଲା: ତୁମ୍ଭେ ମାରେ ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ଯନ୍ତ ସନ୍ତୁଷ୍ଟ।
Luke 4:33
ସହେି ସମାଜଗୃହ ରେ ଥିବା ଜଣେ ଲୋକ ଦହେ ରେ ଦୁଷ୍ଟାତ୍ମା ଆସି ରହିଥଲା। ସେ ବଡପାଟି ରେ ଚିତ୍କାର କରି କହିଲା,
Luke 7:10
ଯୀଶୁଙ୍କ ପାଖକୁ ଯେଉଁ ଲୋକମାନଙ୍କୁ ପଠାଯାଇଥିଲା, ସମାନେେ ଘରକୁ ଫରେିୟିବା ପରେ ଦେଖିଲେ ଯେ ଚାକରଟି ସୁସ୍ଥ ହାଇେ ଯାଇଛି।
Luke 7:21
ସହେି ସମୟରେ ଯୀଶୁ ଅନକେ ଲୋକଙ୍କୁ ସମାନଙ୍କେ ରୋଗରୁ ସୁସ୍ଥ, ବଦନୋ ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନକେ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ।
Luke 9:42
ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଚାଡି ଦଲୋ। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠାେର ଧମକ ଦେଲେ। ଏହାପରେ ପିଲାଟି ସୁସ୍ଥ ହାଇଗେଲା। ଯୀଶୁ ତାହାକୁ ତା' ବାପା ପାଖ ରେ ସମର୍ପି ଦେଲେ।