Acts 2 - ASV (Oriya)
1 And when the day of Pentecost was now come, they were all together in one place.ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।
2 And suddenly there came from heaven a sound as of the rushing of a mighty wind, and it filled all the house where they were sitting.ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସମାନେେ ଯେଉଁ ଘର ଭିତ ରେ ବସିଥିଲେ, ସହେି ଘରର ଚ଼ାରିଆଡ଼େ ବ୍ଯାପି ଗଲା।
3 And there appeared unto them tongues parting asunder, like as of fire; and it sat upon each one of them.ସମାନେେ ଅଗ୍ନିଶିଖା ପରି ଜିହ୍ବାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହାଇେ ସଠାେରେ ଥିବା ପ୍ରେତ୍ୟକକ ବ୍ଯକ୍ତିର ଉପରେ ରହିଲା।
4 And they were all filled with the Holy Spirit, and began to speak with other tongues, as the Spirit gave them utterance.ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।
5 Now there were dwelling at Jerusalem Jews, devout men, from every nation under heaven.ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ୟିରୂଶାଲମ ରେ ରହୁଥିଲେ।
6 And when this sound was heard, the multitude came together, and were confounded, because that every man heard them speaking in his own language.ଏହି ଶବ୍ଦ ଶୁଣିବା ମାତ୍ ରେ ସମାନଙ୍କେ ଭିତରୁ ବହୁତ ଲୋକ ଆସି ଜମା ହାଇଗେଲେ। ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ, କାରଣ ସମାନେେ ନିଜେ ଯେଉଁ ଭାଷା ରେ କଥା ହେଉଥିଲେ, ପ୍ ରରେିତମାନେ ସହେି ସହେି ଭାଷା ରେ କଥା ହେଉଥିବାର ଶୁଣିଲେ।
7 And they were all amazed and marvelled, saying, Behold, are not all these that speak Galilaeans?ଏଥି ରେ ଯିହୂଦୀମାନେ ଆଶ୍ଚର୍ୟ୍ଯ ହାଇେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହଁନ୍ତି କି?
8 And how hear we, every man in our own language wherein we were born?କିନ୍ତୁ ଆମ୍ଭମାନେେ ସମାନଙ୍କେୁ ଆମ୍ଭ ମାତୃଭାଷା ରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ!
9 Parthians and Medes and Elamites, and the dwellers in Mesopotamia, in Judaea and Cappadocia, in Pontus and Asia,ଆମ୍ଭେ ଏଠାରୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମସପେତାମିଆର ଲୋକମାନେ,
10 in Phrygia and Pamphylia, in Egypt and the parts of Libya about Cyrene, and sojourners from Rome, both Jews and proselytes,ଏବଂ ୟିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୁଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିଯା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତଜେଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତକେ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।
11 Cretans and Arabians, we hear them speaking in our tongues the mighty works of God.ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସମାନେେ ପରମେଶ୍ବରଙ୍କର ମହତ୍ ଓ ଆଶ୍ଚର୍ୟ୍ଯ ପୂର୍ଣ୍ଣ କାର୍ୟ୍ଯକୁ ଆମ୍ଭ ଭାଷା ରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।
12 And they were all amazed, and were perplexed, saying one to another, What meaneth this?ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ଓ ବିଭ୍ରାନ୍ତ ହାଇେ ପଡ଼ିଲେ। ସମାନେେ ପରସ୍ପର ଭିତ ରେ ପଚ଼ାରା ଉଚ଼ରା ହେଲେ, ଏ ସବୁ କ'ଣ ହେଉଛି?
13 But others mocking said, They are filled with new wine.କିନ୍ତୁ ଅନ୍ୟ ଲୋକମାନେ ପ୍ ରରେିତମାନଙ୍କୁ ଉପହାସ କରି କହିଲେ, ଏମାନେ ସମସ୍ତେ ମଦପିଇ ମାତାଲ ହାଇେଛନ୍ତି।
14 But Peter, standing up with the eleven, lifted up his voice, and spake forth unto them, `saying', Ye men of Judaea, and all ye that dwell at Jerusalem, be this known unto you, and give ear unto my words.ପିତର ସହେି ଏଗାରଜଣ ପ୍ ରରେିତ ସହ ଠିଆ ହାଇେ ସହେି ଲୋକମାନଙ୍କୁ ବଡ଼ ପାଟି ରେ କହିଲେ, ହେ ୟିଦୂଦୀୟମାନେ, ହେ ୟିରୂଶାଲମ ବାସିନ୍ଦାମାନେ, ସମସ୍ତେ ମାେ କଥା ଶୁଣ।
15 For these are not drunken, as ye suppose; seeing it is `but' the third hour of the day.ତୁମ୍ଭମାନେେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ ସକାଳ ନ'ଟା ବାଜିଛି।
16 but this is that which hath been spoken through the prophet Joel:ଏବେ ଯାହା ଘଟୁଛି ସେ ବିଷୟ ରେ ଭାବବାଦୀ ଯାୟେଲ କହିଥିଲେ, ପରମେଶ୍ବର କହନ୍ତି,
17 And it shall be in the last days, saith God, I will pour forth of my Spirit upon all flesh: And your sons and your daughters shall prophesy, And your young men shall see visions, And your old men shall dream dreams:ମୁଁ ଶଷେ ସମୟରେ ସମସ୍ତଙ୍କ ଉପରେ ମାରେ ଆତ୍ମା ଢ଼ାଳି ଦବେି। ଯାହାଦ୍ବାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ଯତ ବାଣୀ କହିପାରିବେ। ତୁମ୍ଭମାନଙ୍କର ୟୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ।
18 Yea and on my servants and on my handmaidens in those days Will I pour forth of my Spirit; and they shall prophesy.ହଁ, ସେତବେେଳେ ମୁଁ ନିଜ ସବେକ ସବେିକାମାନଙ୍କ ଉପରେ ନିଜ ଆତ୍ମା ଢ଼ାଳି ଦବେି, ସମାନେେ ଭବିଷ୍ଯତବାଣୀ କହିବେ।
19 And I will show wonders in the heaven above, And signs on the earth beneath; Blood, and fire, and vapor of smoke:ମୁଁ ଉପରିସ୍ଥ ଆକାଶ ରେ ବିସ୍ମୟଜନକ କାର୍ୟ୍ଯ ଓ ନୀଚ୍ଚସ୍ଥ ପୃଥିବୀ ରେ ରକ୍ତ ନିଆଁ ମେଘ, ଧୂଆଁର ଚିହ୍ନମାନ ଦଖାଇବେି।
20 The sun shall be turned into darkness, And the moon into blood, Before the day of the Lord come, That great and notable `day'.ପ୍ରଭୁଙ୍କର ସହେି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୁର୍ୟ୍ଯ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହାଇୟିବେ।
21 And it shall be, that whosoever shall call on the name of the Lord shall be saved.ସେତବେେଳେ ଯେ କହେି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।'ଯାୟେଲ 2:28-32
22 Ye men of Israel, hear these words: Jesus of Nazareth, a man approved of God unto you by mighty works and wonders and signs which God did by him in the midst of you, even as ye yourselves know; ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।
23 him, being delivered up by the determinate counsel and foreknowledge of God, ye by the hand of lawless men did crucify and slay:ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।
24 whom God raised up, having loosed the pangs of death: because it was not possible that he should be holden of it.କିନ୍ତୁ ଇଶ୍ବର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ଯୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ଯୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।
25 For David saith concerning him, I beheld the Lord always before my face; For he is on my right hand, that I should not be moved:ଦାଉଦ ତାହାଙ୍କ ବିଷୟ ରେ କହିଥିଲେ,
26 Therefore my heart was glad, and my tongue rejoiced; Moreover my flesh also shall dwell in hope:ଏହାଦ୍ବାରା ମାରେ ମନ ପ୍ରଫୁଲ୍ଲିତ ହେଲା ଓ ମାେ ମୁଁହରୁ ଆନନ୍ଦପୁର୍ଣ୍ଣ କଥା ବାହାରିଲା।
27 Because thou wilt not leave my soul unto Hades, Neither wilt thou give thy Holy One to see corruption.ମାେ ଶରୀର ମଧ୍ଯ ଭରସା ରେ ବଞ୍ଚି ରହିବ, ଯେ ହତେୁ ତୁମ୍ଭେ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନ ରେ ଛାଡ଼ିଦବେ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ଯକ୍ତିକୁ କବର ରେ କ୍ଷୟ ହବୋକୁ ଦବେ ନାହିଁ।
28 Thou madest known unto me the ways of life; Thou shalt make me full of gladness with thy countenance.ତୁମ୍ଭେ ମାେତେ ଜୀବନର ପଥ ଦଖାଇେ ଅଛ। ତୁମ୍ଭ ଉପସ୍ଥିତି ରେ ମାେତେ ବହୁତ ଆନନ୍ଦ ମିଳିବ।'ଗାତସଂହିତା 16:8-11
29 Brethren, I may say unto you freely of the patriarch David, that he both died and was buried, and his tomb is with us unto this day. ହେ ମାରେ ଭାଇମାନେ, ମୁଁ ବିଶ୍ବାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟ ରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ଯୁବରଣ କରି କବରସ୍ଥ ହାଇେଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ଯାବଧି ଆମ୍ଭ ନିକଟରେ ଅଛି।
30 Being therefore a prophet, and knowing that God had sworn with an oath to him, that of the fruit of his loins he would set `one' upon his throne;ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ବର ତାହାଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ଯରୁ ଜଣଙ୍କୁ ତାହାଙ୍କ ସିଂହାସନ ରେ ବସାଇବେ।
31 he foreseeing `this' spake of the resurrection of the Christ, that neither was he left unto Hades, nor did his flesh see corruption.ଏଣୁ ଭବିଷ୍ଯତ ରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ସମ୍ପର୍କ ରେ କହିଥିଲେ, ତାହାଙ୍କ ମୃତ୍ଯୁର ସ୍ଥାନ ରେ ଛାଡ଼ି ଦିଆ ଯାଇନାହିଁ ଓ ତାହାଙ୍କର ଦହେ କବର ରେ ପଚିସଢ଼ି ଯାଇନାହିଁ।'
32 This Jesus did God raise up, whereof we all are witnesses.ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।
33 Being therefore by the right hand of God exalted, and having received of the Father the promise of the Holy Spirit, he hath poured forth this, which ye see and hear.ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।
34 For David ascended not into the heavens: but he saith himself, The Lord said unto my Lord, Sit thou on my right hand,ଦାଉଦ ସ୍ବର୍ଗ ଆରୋହଣ କରି ନାହିଁନ୍ତି। କିନ୍ତୁ ଯୀଶୁ ସ୍ବର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:
35 Till I make thine enemies the footstool of thy feet.ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ୟ୍ଯନ୍ତ ତୁମ୍ଭେ ମାରେ ଡ଼ାହାଣ ପଟେ ବସିଥାଅ।' ଗୀତସଂହିତା 110:1
36 Let all the house of Israel therefore know assuredly, that God hath made him both Lord and Christ, this Jesus whom ye crucified. ତେଣୁ ଇଶ୍ରାୟେଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭମାନେେ କୃଶ ରେ ବିଦ୍ଧ କରିଛ, ଇଶ୍ବର ତାହାଙ୍କୁ ପ୍ରଭୁ ଓ ମଶୀହ ପଦ ରେ ନିୟୁକ୍ତ କରିଛନ୍ତି।
37 Now when they heard `this,' they were pricked in their heart, and said unto Peter and the rest of the apostles, Brethren, what shall we do?ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସମାନେେ ପିତର ଓ ଅନ୍ୟ ପ୍ ରରେିତମାନଙ୍କୁ ପଚାରିଲେ, ଭାଇମାନେ, ଆମ୍ଭେ କ'ଣ କରିବା?
38 And Peter `said' unto them, Repent ye, and be baptized every one of you in the name of Jesus Christ unto the remission of your sins; and ye shall receive the gift of the Holy Spirit.ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।
39 For to you is the promise, and to your children, and to all that are afar off, `even' as many as the Lord our God shall call unto him.ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ଯ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂର ରେ ଅଛନ୍ତି ସମାନଙ୍କେ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଇଶ୍ବର ଆମ୍ଭମାନଙ୍କ ପ୍ରଭୁ, ଡ଼ାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।
40 And with many other words he testified, and exhorted them, saying, Save yourselves from this crooked generation.ପିତର ସମାନଙ୍କେୁ ଚତନୋ ଦଇେ କହିଲେ, ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।
41 They then that received his word were baptized: and there were added `unto them' in that day about three thousand souls.ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।
42 And they continued stedfastly in the apostles' teaching and fellowship, in the breaking of bread and the prayers.ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।
43 And fear came upon every soul: and many wonders and signs were done through the apostles.ପ୍ ରରେିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ କରୁଥିଲେ। ପ୍ରେତ୍ୟକକ ଲୋକର ଇଶ୍ବରଙ୍କ ପ୍ରତି ଅତି ଭକ୍ତି ଥିଲା।
44 And all that believed were together, and had all things common;ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।
45 and they sold their possessions and goods, and parted them to all, according as any man had need.ସମାନେେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସମାନଙ୍କେ ନିଜନିଜ ଆବଶ୍ଯକତା ଅନୁସାରେ ବାଣ୍ଟି ଦେଲେ।
46 And day by day, continuing stedfastly with one accord in the temple, and breaking bread at home, they took their food with gladness and singleness of heart,ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।
47 praising God, and having favor with all the people. And the Lord added to them day by day those that were saved.ବିଶ୍ବସୀମାନେ ଇଶ୍ବଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସମାନଙ୍କେୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ବାସୀମାନଙ୍କ ଦଳ ରେ ସଂୟୁକ୍ତ କରୁଥିଲେ।
Oriya Bible