Bible

Acts 2 - BBE (Oriya)

1 And when the day of Pentecost was come, they were all together in one place.ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।

2 And suddenly there came from heaven a sound like the rushing of a violent wind, and all the house where they were was full of it.ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସମାନେେ ଯେଉଁ ଘର ଭିତ ରେ ବସିଥିଲେ, ସହେି ଘରର ଚ଼ାରିଆଡ଼େ ବ୍ଯାପି ଗଲା।

3 And they saw tongues, like flames of fire, coming to rest on every one of them.ସମାନେେ ଅଗ୍ନିଶିଖା ପରି ଜିହ୍ବାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହାଇେ ସଠାେରେ ଥିବା ପ୍ରେତ୍ୟକକ ବ୍ଯକ୍ତିର ଉପରେ ରହିଲା।

4 And they were all full of the Holy Spirit, and were talking in different languages, as the Spirit gave them power.ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।

5 Now there were living at Jerusalem, Jews, God-fearing men, from every nation under heaven.ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ୟିରୂଶାଲମ ରେ ରହୁଥିଲେ।

6 And when this sound came to their ears, they all came together, and were greatly surprised because every man was hearing the words of the disciples in his special language.ଏହି ଶବ୍ଦ ଶୁଣିବା ମାତ୍ ରେ ସମାନଙ୍କେ ଭିତରୁ ବହୁତ ଲୋକ ଆସି ଜମା ହାଇଗେଲେ। ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ, କାରଣ ସମାନେେ ନିଜେ ଯେଉଁ ଭାଷା ରେ କଥା ହେଉଥିଲେ, ପ୍ ରରେିତମାନେ ସହେି ସହେି ଭାଷା ରେ କଥା ହେଉଥିବାର ଶୁଣିଲେ।

7 And they were full of wonder and said, Are not all these men Galilaeans?ଏଥି ରେ ଯିହୂଦୀମାନେ ଆଶ୍ଚର୍ୟ୍ଯ ହାଇେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହଁନ୍ତି କି?

8 And how is it that every one of us is hearing their words in the language which was ours from our birth?କିନ୍ତୁ ଆମ୍ଭମାନେେ ସମାନଙ୍କେୁ ଆମ୍ଭ ମାତୃଭାଷା ରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ!

9 Men of Parthia, Media, and Elam, and those living in Mesopotamia, in Judaea and Cappadocia, in Pontus and Asia,ଆମ୍ଭେ ଏଠାରୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମସପେତାମିଆର ଲୋକମାନେ,

10 In Phrygia and Pamphylia, in Egypt and the parts of Libya about Cyrene, and those who have come from Rome, Jews by birth and others who have become Jews,ଏବଂ ୟିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୁଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିଯା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତଜେଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତକେ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।

11 Men of Crete and Arabia, to all of us they are talking in our different languages, of the great works of God.ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସମାନେେ ପରମେଶ୍ବରଙ୍କର ମହତ୍ ଓ ଆଶ୍ଚର୍ୟ୍ଯ ପୂର୍ଣ୍ଣ କାର୍ୟ୍ଯକୁ ଆମ୍ଭ ଭାଷା ରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।

12 And they were all surprised and in doubt saying to one another, What is the reason of this?ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ଓ ବିଭ୍ରାନ୍ତ ହାଇେ ପଡ଼ିଲେ। ସମାନେେ ପରସ୍ପର ଭିତ ରେ ପଚ଼ାରା ଉଚ଼ରା ହେଲେ, ଏ ସବୁ କ'ଣ ହେଉଛି?

13 But others, making sport of them, said, They are full of new wine.କିନ୍ତୁ ଅନ୍ୟ ଲୋକମାନେ ପ୍ ରରେିତମାନଙ୍କୁ ଉପହାସ କରି କହିଲେ, ଏମାନେ ସମସ୍ତେ ମଦପିଇ ମାତାଲ ହାଇେଛନ୍ତି।

14 But Peter, getting up, with the eleven, said in a loud voice, O men of Judaea, and all you who are living in Jerusalem, take note of this and give ear to my words.ପିତର ସହେି ଏଗାରଜଣ ପ୍ ରରେିତ ସହ ଠିଆ ହାଇେ ସହେି ଲୋକମାନଙ୍କୁ ବଡ଼ ପାଟି ରେ କହିଲେ, ହେ ୟିଦୂଦୀୟମାନେ, ହେ ୟିରୂଶାଲମ ବାସିନ୍ଦାମାନେ, ସମସ୍ତେ ମାେ କଥା ଶୁଣ।

15 For these men are not overcome with wine, as it seems to you, for it is only the third hour of the day;ତୁମ୍ଭମାନେେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ ସକାଳ ନ'ଟା ବାଜିଛି।

16 But this is the thing which was said by the prophet Joel;ଏବେ ଯାହା ଘଟୁଛି ସେ ବିଷୟ ରେ ଭାବବାଦୀ ଯାୟେଲ କହିଥିଲେ, ପରମେଶ୍ବର କହନ୍ତି,

17 And it will come about, in the last days, says God, that I will send out my Spirit on all flesh; and your sons and your daughters will be prophets, and your young men will see visions, and your old men will have dreams:ମୁଁ ଶଷେ ସମୟରେ ସମସ୍ତଙ୍କ ଉପରେ ମାରେ ଆତ୍ମା ଢ଼ାଳି ଦବେି। ଯାହାଦ୍ବାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ଯତ ବାଣୀ କହିପାରିବେ। ତୁମ୍ଭମାନଙ୍କର ୟୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ।

18 And on my men-servants and my women-servants I will send my Spirit, and they will be prophets.ହଁ, ସେତବେେଳେ ମୁଁ ନିଜ ସବେକ ସବେିକାମାନଙ୍କ ଉପରେ ନିଜ ଆତ୍ମା ଢ଼ାଳି ଦବେି, ସମାନେେ ଭବିଷ୍ଯତବାଣୀ କହିବେ।

19 And wonders will be seen in heaven, and signs on the earth, blood and fire and smoke:ମୁଁ ଉପରିସ୍ଥ ଆକାଶ ରେ ବିସ୍ମୟଜନକ କାର୍ୟ୍ଯ ଓ ନୀଚ୍ଚସ୍ଥ ପୃଥିବୀ ରେ ରକ୍ତ ନିଆଁ ମେଘ, ଧୂଆଁର ଚିହ୍ନମାନ ଦଖାଇବେି।

20 The sun will become dark and the moon will be turned to blood, before that great day of the Lord comes in glory:ପ୍ରଭୁଙ୍କର ସହେି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୁର୍ୟ୍ଯ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହାଇୟିବେ।

21 And whoever makes his prayer to the Lord will have salvation.ସେତବେେଳେ ଯେ କହେି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।'ଯାୟେଲ 2:28-32

22 Men of Israel, give ear to these words: Jesus of Nazareth, a man who had the approval of God, as was made clear to you by the great works and signs and wonders which God did by him among you, as you yourselves have knowledge, ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।

23 Him, when he was given up, by the decision and knowledge of God, you put to death on the cross, by the hands of evil men:ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।

24 But God gave him back to life, having made him free from the pains of death because it was not possible for him to be overcome by it.କିନ୍ତୁ ଇଶ୍ବର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ଯୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ଯୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।

25 For David said of him, I saw the Lord before my face at all times, for he is at my right hand, so that I may not be moved:ଦାଉଦ ତାହାଙ୍କ ବିଷୟ ରେ କହିଥିଲେ,

26 And for this cause my heart was glad and my tongue full of joy, and my flesh will be resting in hope:ଏହାଦ୍ବାରା ମାରେ ମନ ପ୍ରଫୁଲ୍ଲିତ ହେଲା ଓ ମାେ ମୁଁହରୁ ଆନନ୍ଦପୁର୍ଣ୍ଣ କଥା ବାହାରିଲା।

27 For you will not let my soul be in hell and you will not give up your Holy One to destruction.ମାେ ଶରୀର ମଧ୍ଯ ଭରସା ରେ ବଞ୍ଚି ରହିବ, ଯେ ହତେୁ ତୁମ୍ଭେ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନ ରେ ଛାଡ଼ିଦବେ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ଯକ୍ତିକୁ କବର ରେ କ୍ଷୟ ହବୋକୁ ଦବେ ନାହିଁ।

28 You have made me see the ways of life; I will be full of joy when I see your face.ତୁମ୍ଭେ ମାେତେ ଜୀବନର ପଥ ଦଖାଇେ ଅଛ। ତୁମ୍ଭ ଉପସ୍ଥିତି ରେ ମାେତେ ବହୁତ ଆନନ୍ଦ ମିଳିବ।'ଗାତସଂହିତା 16:8-11

29 My brothers, I may say to you openly that David came to his death, and was put in the earth, and his resting-place is with us today. ହେ ମାରେ ଭାଇମାନେ, ମୁଁ ବିଶ୍ବାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟ ରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ଯୁବରଣ କରି କବରସ୍ଥ ହାଇେଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ଯାବଧି ଆମ୍ଭ ନିକଟରେ ଅଛି।

30 But being a prophet, and having in mind the oath which God had given to him, that of the fruit of his body one would take his place as a king,ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ବର ତାହାଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ଯରୁ ଜଣଙ୍କୁ ତାହାଙ୍କ ସିଂହାସନ ରେ ବସାଇବେ।

31 He, having knowledge of the future, was talking of the coming again of Christ from the dead, that he was not kept in hell and his body did not see destruction.ଏଣୁ ଭବିଷ୍ଯତ ରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ସମ୍ପର୍କ ରେ କହିଥିଲେ, ତାହାଙ୍କ ମୃତ୍ଯୁର ସ୍ଥାନ ରେ ଛାଡ଼ି ଦିଆ ଯାଇନାହିଁ ଓ ତାହାଙ୍କର ଦହେ କବର ରେ ପଚିସଢ଼ି ଯାଇନାହିଁ।'

32 This Jesus God has given back to life, of which we all are witnesses.ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।

33 And so, being lifted up to the right hand of God, and having the Father's word that the Holy Spirit would come, he has sent this thing, which now you see and have knowledge of.ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।

34 For David has not gone up into heaven, but says, himself, The Lord said to my Lord, Be seated at my right hand,ଦାଉଦ ସ୍ବର୍ଗ ଆରୋହଣ କରି ନାହିଁନ୍ତି। କିନ୍ତୁ ଯୀଶୁ ସ୍ବର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:

35 Till I put all those who are against you under your feet.ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ୟ୍ଯନ୍ତ ତୁମ୍ଭେ ମାରେ ଡ଼ାହାଣ ପଟେ ବସିଥାଅ।' ଗୀତସଂହିତା 110:1

36 For this reason, let all Israel be certain that this Jesus, whom you put to death on the cross, God has made Lord and Christ. ତେଣୁ ଇଶ୍ରାୟେଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭମାନେେ କୃଶ ରେ ବିଦ୍ଧ କରିଛ, ଇଶ୍ବର ତାହାଙ୍କୁ ପ୍ରଭୁ ଓ ମଶୀହ ପଦ ରେ ନିୟୁକ୍ତ କରିଛନ୍ତି।

37 Now when these words came to their ears their hearts were troubled, and they said to Peter and the other Apostles, Brothers, what are we to do?ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସମାନେେ ପିତର ଓ ଅନ୍ୟ ପ୍ ରରେିତମାନଙ୍କୁ ପଚାରିଲେ, ଭାଇମାନେ, ଆମ୍ଭେ କ'ଣ କରିବା?

38 And Peter said, Let your hearts be changed, every one of you, and have baptism in the name of Jesus Christ, for the forgiveness of your sins; and you will have the Holy Spirit given to you.ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।

39 For the word of God is for you and for your children and for all those who are far off, even all those who may be marked out by the Lord our God.ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ଯ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂର ରେ ଅଛନ୍ତି ସମାନଙ୍କେ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଇଶ୍ବର ଆମ୍ଭମାନଙ୍କ ପ୍ରଭୁ, ଡ଼ାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।

40 And with more such words he gave his witness, offering them salvation and saying, Come out from this evil generation.ପିତର ସମାନଙ୍କେୁ ଚତନୋ ଦଇେ କହିଲେ, ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।

41 Then those who gave hearing to his words had baptism: and about three thousand souls were joined to them that day.ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।

42 And they kept their attention fixed on the Apostles' teaching and were united together in the taking of broken bread and in prayer.ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।

43 But fear came on every soul: and all sorts of wonders and signs were done by the Apostles.ପ୍ ରରେିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ କରୁଥିଲେ। ପ୍ରେତ୍ୟକକ ଲୋକର ଇଶ୍ବରଙ୍କ ପ୍ରତି ଅତି ଭକ୍ତି ଥିଲା।

44 And all those who were of the faith kept together, and had all things in common;ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।

45 And exchanging their goods and property for money, they made division of it among them all, as they had need.ସମାନେେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସମାନଙ୍କେ ନିଜନିଜ ଆବଶ୍ଯକତା ଅନୁସାରେ ବାଣ୍ଟି ଦେଲେ।

46 And day by day, going in agreement together regularly to the Temple and, taking broken bread together in their houses, they took their food with joy and with true hearts,ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।

47 Giving praise to God, and having the approval of all the people; and every day the number of those who had salvation was increased by the Lord.ବିଶ୍ବସୀମାନେ ଇଶ୍ବଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସମାନଙ୍କେୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ବାସୀମାନଙ୍କ ଦଳ ରେ ସଂୟୁକ୍ତ କରୁଥିଲେ।

Oriya Bible