Acts 20:19
ଯିହୂଦୀମାନେ ମାେ ବିରୁଦ୍ଧ ରେ ବହୁତ ଷଡ଼ୟନ୍ତ୍ର କରିଛନ୍ତି। ସମାନେେ ମାେତେ ବହୁତ ଅସୁବିଧା ରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସବୋ କରିଛି।
Acts 20:19 in Other Translations
King James Version (KJV)
Serving the LORD with all humility of mind, and with many tears, and temptations, which befell me by the lying in wait of the Jews:
American Standard Version (ASV)
serving the Lord with all lowliness of mind, and with tears, and with trials which befell me by the plots of the Jews;
Bible in Basic English (BBE)
Doing the Lord's work without pride, through all the sorrow and troubles which came on me because of the evil designs of the Jews:
Darby English Bible (DBY)
serving the Lord with all lowliness, and tears, and temptations, which happened to me through the plots of the Jews;
World English Bible (WEB)
serving the Lord with all humility, with many tears, and with trials which happened to me by the plots of the Jews;
Young's Literal Translation (YLT)
serving the Lord with all humility, and many tears, and temptations, that befell me in the counsels of the Jews against `me';
| Serving | δουλεύων | douleuōn | thoo-LAVE-one |
| the | τῷ | tō | toh |
| Lord | κυρίῳ | kyriō | kyoo-REE-oh |
| with | μετὰ | meta | may-TA |
| all | πάσης | pasēs | PA-sase |
| mind, of humility | ταπεινοφροσύνης | tapeinophrosynēs | ta-pee-noh-froh-SYOO-nase |
| and | καὶ | kai | kay |
| with many | πολλῶν | pollōn | pole-LONE |
| tears, | δακρύων | dakryōn | tha-KRYOO-one |
| and | καὶ | kai | kay |
| temptations, | πειρασμῶν | peirasmōn | pee-ra-SMONE |
| τῶν | tōn | tone | |
| which befell | συμβάντων | symbantōn | syoom-VAHN-tone |
| me | μοι | moi | moo |
| by | ἐν | en | ane |
| in lying the | ταῖς | tais | tase |
| wait of | ἐπιβουλαῖς | epiboulais | ay-pee-voo-LASE |
| the | τῶν | tōn | tone |
| Jews: | Ἰουδαίων | ioudaiōn | ee-oo-THAY-one |
Cross Reference
Acts 20:3
ସଠାେରେ ସେ ତିନିମାସ ପର୍ୟ୍ଯନ୍ତ ରହିଲେ। ସଠାରୁେ ସୁରିଆକୁ ଜଳଯାତ୍ରା କରିବାପାଇଁ ଚାହିଁଲେ। କିନ୍ତୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କରିବାରୁ ସେ ମାକିଦନୀଆକୁ ଫରେି ୟିବାପାଇଁ ସ୍ଥିର କଲେ।
Acts 20:31
ତେଣୁ ତୁମ୍ଭମାନେେ ସାବଧାନ ହାଇେ ରୁହ। ତୁମ୍ଭମାନେେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ପାଖ ରେ ରହି ଆଖିର ଲୁହ ରେ ପ୍ରେତ୍ୟକକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।
Romans 12:11
ପରମେଶ୍ବରଙ୍କ କାମ କରିବା ରେ ଉତ୍ସାହ ପ୍ରକାଶ କର। ତାଙ୍କ ସବୋ କାର୍ୟ୍ଯ ରେ ଆଳସ୍ଯ କର ନାହିଁ। ପରମେଶ୍ବରଙ୍କୁ ସବୋ କଲା ବେଳେ ଆତ୍ମିକ ଭାବରେ ଉଦ୍ ଯୋଗ ହୁଅ।
2 Corinthians 2:4
ପୂର୍ବରୁ ମୁଁ ଯେତବେେଳେ ତୁମ୍ଭକୁ ଲେଖିଥିଲି, ସେତବେେଳେ ମାେ ହୃଦୟ ରେ ଅଧିକ ବଦନୋ ଓ ଦୁଃଖ ଥିଲା। ମୁଁ ଆଖି ରେ ଲୁହ ଗଡ଼ାଇ ଲେଖିଥିଲି। ତୁମ୍ଭମାନଙ୍କୁ ଦୁଃଖ ଦବୋ ମାରେ ଉଦ୍ଦେଶ୍ଯ ନ ଥିଲା। ତୁମ୍ଭମାନଙ୍କ ପାଇଁ ମାରେ ପ୍ ରମରେ ମାତ୍ରା କେତେ ଅଧିକ, ଏହା ଯେପରି ତୁମ୍ଭମାନେେ ଜାଣିପାରିବ ଏଥିପାଇଁ ଏହା ଲେଖିଲି।
Philippians 3:18
ଅନକେ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନକେଥର ଏହି ଲୋକମାନଙ୍କ ବିଷୟ ରେ କହିଛି। ଏବେ ମଧ୍ଯ ମୁଁ କାନ୍ଦିକାନ୍ଦି ସମାନଙ୍କେ ବିଷୟ ରେ କହୁଛି।
Colossians 3:24
ମନରେଖ ! ତୁମ୍ଭମାନେେ ତୁମ୍ଭମାନଙ୍କର ପୁରସ୍କାର ପ୍ରଭୁଙ୍କଠାରୁ ପାଇବ। ସେ ତାଙ୍କ ଲୋକଙ୍କୁ ଯାହା ପ୍ରତିଶୃତି ଦଇେଛନ୍ତି, ତାହା ତୁମ୍ଭମାନଙ୍କୁ ଦବେେ। ତୁମ୍ଭମାନେେ ପ୍ରଭୁ ଖ୍ରୀଷ୍ଟଙ୍କ ସବୋ କରୁଛ।
2 Corinthians 11:23
ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।
2 Corinthians 12:7
ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।
Galatians 1:10
ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।
Galatians 4:13
ତୁମ୍ଭମାନେେ ମାେ ପାଇଁ ଖୁବ୍ ଭଲ ଥିଲ। ତୁମ୍ଭମାନେେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେ ହତେୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲି।
Ephesians 6:7
ତୁମ୍ଭର ସମସ୍ତ କର୍ତ୍ତବ୍ଯକୁ ଖୁସି ମନ ରେ କର ଓ ଏପରି ଭାବରେ କାର୍ୟ୍ଯ କର ଯେପରି ତୁମ୍ଭମାନେେ କବଳେ ମଣିଷମାନଙ୍କର ନୁହେଁ ବରଂ ପ୍ରଭୁଙ୍କ ସବୋ ମଧ୍ଯ କରୁଛ।
1 Thessalonians 1:9
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।
2 Timothy 1:4
ତୁମ୍ଭେ ମାେ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ବାସ ମୁଁ ମନେପକାଏ।
James 1:2
ମାେ ଭାଇ ଓ ଭଉଣୀମାନେ, ତୁମ୍ଭମାନେେ ଅନକେ ପ୍ରକାରର ଅସୁବିଧାର ସମ୍ମୁଖୀନ ହବେ। କିନ୍ତୁ ଏପରି ହେଲା ବେଳେ ତୁମ୍ଭମାନେେ ଅଧିକ ଖୁସି ହବୋ ଉଚିତ୍।
1 Peter 1:6
ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ।
2 Peter 1:1
ଯୀଶୁଖ୍ରୀଷ୍ଟଙ୍କ ସବେକ ଓ ପ୍ ରରେିତ,ଶିମିଯୋନ ପିତର ତୁମ୍ଭମାନଙ୍କୁ, ଯେଉଁମାନଙ୍କର ବିଶ୍ବାସ ଅତି ବହୁମୂଲ୍ଯ, ଏହି ପତ୍ରଟି ଲେଖୁଅଛି।
Revelation 7:15
ତେଣୁ ଏହି ଲୋକମାନେ ପରମେଶ୍ବରଙ୍କର ସିଂହାସନ ସମ୍ମୁଖ ରେ ଅଛନ୍ତି। ସମାନେେ ଦିନରାତି ପରମେଶ୍ବରଙ୍କର ମନ୍ଦିର ରେ ତାହାଙ୍କର ଉପାସନା କରନ୍ତି। ସିଂହାସନ ରେ ବସିଥିବା ଜଣେ ବ୍ଯକ୍ତି ସମାନଙ୍କେୁ ସୁରକ୍ଷା ପ୍ରଦାନ କରିବେ।
2 Corinthians 7:5
ଯେତବେେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତବେେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଚାରି ପଟେ ଅସୁବିଧାମାନ ଘରେି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧିଅରେ ଆମ୍ଭେ ଥିଲୁ।
2 Corinthians 4:7
ଆମ୍ଭେ ପରମେଶ୍ବରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କବଳେ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ୟ୍ଯ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ବରଙ୍କର ଅଟେ।
Jeremiah 9:1
ଯବେେ ମାରେ ମସ୍ତକ କଳମଯ ଓ ମାରେ ଚକ୍ଷୁ ଲୋତକର ଝରଣାସ୍ବରୂପ ହୁଅନ୍ତା, ତବେେ ମୁଁ ମାହେର ନିହତ ଲୋକମାନଙ୍କ ପାଇଁ ଅହୋରାତ୍ର କ୍ରନ୍ଦନ କରିପାରନ୍ତି।
Jeremiah 13:17
କିନ୍ତୁ ଯଦି ତୁମ୍ଭମାନେେ ମାେ କଥା ନ ଶୁଣ, ତୁମ୍ଭମାନେେ ଅହଙ୍କାରୀ ବୋଲି ମୁଁ ଚୁପ୍ଚାପ୍ କାନ୍ଦିବି। ମୁଁ ମଧ୍ଯ ଜାରେ ରେ କାନ୍ଦିବି ଏବଂ ମାରଚେକ୍ଷୁ ଅଶ୍ରୁ ରେ ପୂର୍ଣ୍ଣ ହବେ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହାଇେଛନ୍ତି।
Luke 19:41
ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।
John 12:26
ମାରେ ସବୋ କୁରଥିବା ଲୋକେ ନିଶ୍ଚୟ ମାରେ ଅନୁସରଣ କରନ୍ତୁ। ତବେେ ମାରେ ସବେକମାନେ ମୁଁ ଯେଉଁଠା ରେ ଥିବି, ସଠାେରେ ମାେ ସହିତ ରହିବେ। ଯେଉଁ ଲୋକମାନେ ମାରେ ସବୋ କରିଥିବେ, ମାରେ ପରମପିତା ସମାନଙ୍କେୁ ସମ୍ମାନ ଦବେେ।
Acts 9:23
ଅନକେ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦବୋ ପାଇଁ ଷଡ଼ୟନ୍ତ୍ର କଲେ।
Acts 13:50
ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀ ଲୋକଙ୍କୁ ଓ ନଗରର ମୁଖ୍ଯ ବ୍ଯକ୍ତିମାନଙ୍କୁ ଉତ୍ତଜେିତ କରାଇଲେ। ସମାନେେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧ ରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସମାନେେ ସମାନଙ୍କେୁ ତାଡ଼ନା କରିବା ଆରମ୍ଭ କଲେ ଓ ସମାନଙ୍କେୁ ସହେି ଅଞ୍ଚଳରୁ ବାହାର କରି ଦେଲେ।
Acts 14:5
ଅନ୍ୟଜାତୀୟ ଓ ଯିହୂଦୀୟ ଲୋକମାନେ ସମାନଙ୍କେ ସହ ଖରାପ ବ୍ଯବହାର କରିବାପାଇଁ ଓ ସମାନଙ୍କେ ଉପରେ ପଥର ପକାଇବା ନିମନ୍ତେ ନେତାମାନଙ୍କ ସହିତ ମିଶିଲେ।
Acts 14:19
କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।
Acts 17:5
କିନ୍ତୁ ଅବିଶ୍ବାସୀ ଯିହୂଦୀୟମାନେ ଈର୍ଷାପରାୟଣ ହାଇେ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ଯରୁ ଗୋଟିଏ ଦଳ ଏକାଠି କଲେ ଓ ନଗର ରେ ଗଣ୍ଡଗୋଳ ସୃଷ୍ଟିକେଲ। ସମାନେେ ନଗର ରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସମାନେେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେ଼ଷ୍ଟା କଲେ।
Acts 17:13
ଥସେଲନୀକୀୟ ଯିହୂଦୀୟମାନେ ବରଯୋ ନଗର ରେ ପାଉଲ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କରୁଛନ୍ତି ବୋଲି ଜାଣିପାରିଲେ। ତେଣୁ ସମାନେେ ସଠାେକୁ ଆସି ଆନ୍ ଦୋଳନ କରି ଲୋକ ସମୂହକୁ ମତଇେଲେ।
Acts 27:23
ମୁଁ ଯେଉଁ ପରମେଶ୍ବରଙ୍କର ସବୋ କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତି ରେ ମାେ ପାଖ ରେ ଠିଆ ହାଇେ କହିଲେ,
Romans 1:1
ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର। ପରମେଶ୍ବର ମାେତେ ତାହାଙ୍କର ପ୍ ରରେିତ ଭାବରେ ଡାକିଲେ। ତାହାଙ୍କର ସୁସମାଚ଼ାର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହଲିେ।
Romans 1:9
ପ୍ରତିଥର ମୁଁ ପ୍ରାର୍ଥନା କଲା ବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି।
1 Corinthians 4:9
କିନ୍ତୁ ମାରେ ମନେ ହୁଏ ଯେ, ପରମେଶ୍ବର ଆମ୍ଭ ପ୍ ରରେିତମାନଙ୍କୁ ସର୍ବଶଷେ ରେ ରଖିଅଛନ୍ତି। ଆମ୍ଭମାନେେ ଯେପରି ମୃତ୍ଯୁଦଣ୍ଡ ରେ ଦଣ୍ଡିତ କରା ହାଇେଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ବର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖ ରେ ଆମ୍ଭମାନେେ ଯେପରି ଏକ ନାଟକ କରୁଛୁ।
1 Corinthians 15:9
ମୁଁ ସମସ୍ତ ପ୍ ରରେିତମାନଙ୍କ ମଧିଅରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମାରେ ପ୍ ରରେିତ ବୋଲି ଡ଼କା ୟିବାର ୟୋଗ୍ଯତା ମଧ୍ଯ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଛି।
2 Corinthians 3:5
ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।
Psalm 119:136
ମାେ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି। କାରଣ ଲୋକମାନେ ତୁମ୍ଭର ବ୍ଯବସ୍ଥାମାନ ପାଳନ କରୁ ନାହାଁନ୍ତି।