Acts 7:23
ତାହାଙ୍କୁ ଚ଼ାଳିଶବର୍ଷ ବୟସ ହବୋ ବେଳେ ସେ ନିଜ ଭାଇମାନଙ୍କୁ ତଥା ଇଶ୍ରାୟେଲ ଲୋକମାନଙ୍କୁ ସାକ୍ଷାତ କରିବା ପାଇଁ ଇଚ୍ଛା କଲେ।
Acts 7:23 in Other Translations
King James Version (KJV)
And when he was full forty years old, it came into his heart to visit his brethren the children of Israel.
American Standard Version (ASV)
But when he was well-nigh forty years old, it came into his heart to visit his brethren the children of Israel.
Bible in Basic English (BBE)
But when he was almost forty years old, it came into his heart to go and see his brothers, the children of Israel.
Darby English Bible (DBY)
And when a period of forty years was fulfilled to him, it came into his heart to look upon his brethren, the sons of Israel;
World English Bible (WEB)
But when he was forty years old, it came into his heart to visit his brothers{The word for "brothers" here and where the context allows may be also correctly translated "brothers and sisters" or "siblings."}, the children of Israel.
Young's Literal Translation (YLT)
`And when forty years were fulfilled to him, it came upon his heart to look after his brethren, the sons of Israel;
| And | Ὡς | hōs | ose |
| when | δὲ | de | thay |
| he | ἐπληροῦτο | eplērouto | ay-play-ROO-toh |
| was full | αὐτῷ | autō | af-TOH |
| years forty | τεσσαρακονταετὴς | tessarakontaetēs | tase-sa-ra-kone-ta-ay-TASE |
| old, | χρόνος | chronos | HROH-nose |
| it came | ἀνέβη | anebē | ah-NAY-vay |
| into | ἐπὶ | epi | ay-PEE |
| his | τὴν | tēn | tane |
| καρδίαν | kardian | kahr-THEE-an | |
| heart to | αὐτοῦ | autou | af-TOO |
| visit | ἐπισκέψασθαι | episkepsasthai | ay-pee-SKAY-psa-sthay |
| his | τοὺς | tous | toos |
| brethren | ἀδελφοὺς | adelphous | ah-thale-FOOS |
| the | αὐτοῦ | autou | af-TOO |
| children | τοὺς | tous | toos |
| of Israel. | υἱοὺς | huious | yoo-OOS |
| Ἰσραήλ | israēl | ees-ra-ALE |
Cross Reference
Hebrews 11:24
ମାଶାେ ବଡ଼ ହାଇେ ମଣିଷ ହେଲେ। ସେ ଫାରୋଙ୍କ ଝିଅର ପୁତ୍ର ହବୋ ପାଇଁ ମନା କଲେ।
Exodus 2:11
ମାଶାେ ବଡ ହେଲେ। ସେ ତାଙ୍କର ନିଜର ଲୋକମାନଙ୍କୁ ଭଟେିଲେ ଏବଂ ଦେଖିଲେ, ଏବ୍ରୀଯ ଲୋକମାନଙ୍କୁ କଠିନ ପରିଶ୍ରମ କରିବା ପାଇଁ ବାଧ୍ଯ କରାଯାଉ ଅଛି। ଦିନେ ମାଶାେ ଦେଖିଲେ ଜଣେ ମିଶରୀଯ ଲୋକ ଜଣେ ଏବ୍ରୀଯ ଲୋକକୁ ପ୍ରହାର କରୁଥିଲା।
Revelation 17:17
ସମାନେେ ତାହାଙ୍କର ଶାସନ କ୍ଷମତା ସହେି ପଶୁକୁ ଦବୋ ପାଇଁ ଯେପରି ରାଜି ହୁଅନ୍ତି, ଏଥିନିମନ୍ତେ ପରମେଶ୍ବର ସମାନଙ୍କେ ମନ ରେ ଏକ ଇଚ୍ଛା ଦବେେ। ଏହାଦ୍ବାରା ପରମେଶ୍ବର କହିଥିବା ବାକ୍ଯ ସଫଳ ହବୋ ପର୍ୟ୍ଯନ୍ତ ସମାନେେ ଶାସନ କରିବେ।
James 1:17
ପ୍ରେତ୍ୟକକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ବରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ଯୋତିର୍ଗଣ ସୂର୍ୟ୍ଯ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆ ସେ। ପରମେଶ୍ବର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।
Philippians 2:12
ମାେ ପ୍ରିୟ ମିତ୍ରଗଣ! ତୁମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ଥିଲା ବେଳେ ତୁମ୍ଭମାନେେ ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ନ ଥିଲା ବେଳେ ମଧ୍ଯ ତୁମ୍ଭେ ତାହାଙ୍କ ବାଧ୍ଯ ହବୋ ଅଧିକ ଗୁରୁତ୍ତ୍ବପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହବୋ ଆବଶ୍ଯକ ଯେ ମାେ ସାହାୟ୍ଯ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ବରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।
2 Corinthians 8:16
ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।
Acts 15:36
ପାଉଲ କିଛି ଦିନ ପରେ ବର୍ଣ୍ଣବ୍ବାଙ୍କୁ କହିଲେ, ଚ଼ାଲ, ଆମ୍ଭମାନେେ ଫରେିବା ଆଉ ଆମ୍ଭମାନେେ ପ୍ରଭୁଙ୍କର ବାକ୍ଯ ଯେଉଁ ପ୍ରେତ୍ୟକକ ସହର ରେ ପ୍ରଚ଼ାର କରିଛୁ, ସହେି ସବୁ ସହରକୁ ଯାଇ ଅମ୍ଭ ଭାଇମାନଙ୍କୁ ଦେଖିବା, ଆଉ ସମାନଙ୍କେ ଭଲମନ୍ଦ ବୁଝିବା।
Proverbs 21:1
କୃଷକ ତା'ର ଜମି ରେ ପାଣି ମଡ଼ାଇବା ପାଇଁ େଛାଟ ନାଳ କରେ। ସେ ତା'ର ଜଳ ୟୁଆଡ଼େ ନବୋକୁ ଚା ହେଁ ସେଆଡ଼େ ତା'ର ନାଳ ବଙ୍କଇେ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ୟୁଆଡ଼େ ଇଚ୍ଛା ସିଆଡ଼େ ନଇୟୋଏ।
Ezra 7:27
ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ପ୍ରଶଂସା କର। ୟିରୁଶାଲମସ୍ଥ ସଦାପ୍ରଭୁ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ମନୋଭାବ ଦଇେଅଛନ୍ତି। ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ପ୍ରବୃତ୍ତି ଦଇେଅଛନ୍ତି।
Ezra 1:5
ଯିହୁଦା ଏବଂ ବିନ୍ଯାମୀନ ପରିବାରବର୍ଗର ମୁଖିଆମାନେ, ଯାଜକଗଣ ଓ ଲବେୀୟମାନେ ୟିରୁଶାଲମକୁ ୟିବାପାଇଁ ପ୍ରସ୍ତୁତ ହେଲ। ସମାନେେ ସଠାେକୁ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବା ପାଇଁ ଗଲେ। ପରମେଶ୍ବର ଯେଉଁମାନଙ୍କ ମନ ରେ ପ୍ରବୃତ୍ତ ଦଇେଥିଲେ, ସମାନଙ୍କେ ସହିତ ପ୍ରେତ୍ୟକକ ଲୋକ ୟିବାପାଇଁ ପ୍ରସ୍ତୁତ ହେଲେ।
Ezra 1:1
ପ୍ରଥମ ବର୍ଷ ରେ କୋରସ ପାରସ୍ଯର ରାଜା ଥିଲେ। ସଦାପ୍ରଭୁ ତାଙ୍କୁ ଏକ ଘାଷେଣା ପତ୍ର ଲେଖିବା ପାଇଁ ଉତ୍ସାହିତ କରିଥିଲେ ଓ ଉକ୍ତ ଘାଷେଣାନାମାକୁ ତାଙ୍କ ରାଜ୍ଯର ଗ୍ଭରିଆଡେ ପଢି ଶୁଣାଇ ଥିଲେ। ଯିରିମିୟଙ୍କ ଦ୍ବାରା କୁହାୟାଇଥିବା ସଦାପ୍ରଭୁଙ୍କର ବାକ୍ଯ ପୂରଣ କରିବାକୁ ଏହା ଥିଲା। ସହେି ଘାଷେଣା ନାମାଟି ଏହିପରି ଥିଲା।
2 Chronicles 30:12
ଆହୁରି ମଧ୍ଯ ଯିହୁଦା ରେ ପରମେଶ୍ବରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରୀତ କଲା, ଯେପରି ସମାନେେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ଯ ହାଇପୋରନ୍ତି। ଏହି ପ୍ରକା ରେ, ସମାନେେ ସଦାପ୍ରଭୁଙ୍କ ବାକ୍ଯର ବାଧ୍ଯ ହେଲେ।
1 Chronicles 29:17
ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
Exodus 35:29
ପ୍ରେତ୍ୟକକ ପୁରୁଷ ଓ ସ୍ତ୍ରୀ ଯେଉଁମାନଙ୍କର ହୃଦଯ ସମାନଙ୍କେୁ ଉଦାର କଲା, ସଦାପ୍ରଭୁ ମାଶାଙ୍କେ ମାଧ୍ଯମ ରେ ଦଇେଥବା ଆଜ୍ଞାନୁସା ରେ କାର୍ୟ୍ଯ ପାଇଁ ଉପହାର ଆଣିଲେ। ତେଣୁ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ସ୍ବେଚ୍ଛାଦତ୍ତ ନବୈେଦ୍ଯ ଆଣିଲେ।
Exodus 35:21
ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଉପହାର ଆଣିଲେ। ଯେ ହତେୁ ସମାନଙ୍କେର ହୃଦଯ ଉଦାର ହାଇଗେଲା। ଏହି ସମସ୍ତ ଉପହାର ଦ୍ରବ୍ଯ ତମ୍ବୁ ରେ ଥିବା ସମସ୍ତ ଦ୍ରବ୍ଯ, ସମାଗମ ତମ୍ବୁ ଭିତ ରେ ଥିବା ଅନ୍ଯାନ୍ଯ ସାମଗ୍ରୀ ଓ ବିଶଷେ ବସ୍ତ୍ର ତିଆରି କରିବା ରେ ବ୍ଯବହୃତ ହେଲା।
Exodus 4:18
ଏହାପରେ ମାଶାେ ତାଙ୍କର ଶ୍ବଶୁର ୟିଥ୍ରୋଙ୍କ ନିକଟକୁ ଫରେିଗଲେ। ମାଶାେ ୟିଥ୍ରୋଙ୍କୁ କହିଲେ, ଦୟାକରି ମାେତେ ମିଶରକୁ ୟିବାକୁ ଦିଅ। ମୁଁ ମାରେ ଲୋକମାନଙ୍କୁ ଦେଖିବା ପାଇଁ ଚାହୁଁଛି ଏବଂ ଜାଣିବା ପାଇଁ ଚାହୁଁଛି, ସମାନେେ ବର୍ତ୍ତମାନ କିପରି ଅଛନ୍ତି। ସମାନେେ ଆଜି ପର୍ୟ୍ଯନ୍ତ ଜୀବିତ ଅଛନ୍ତି କି ନାହିଁ?