Amos 1

fullscreen6 ସଦାପ୍ରଭୁ ଏହାହିଁ କହନ୍ତି: ଘସାର ଲୋକମାନଙ୍କୁ ଆମ୍ଭେ ସମାନଙ୍କେର ବହୁ ଅପରାଧ ପାଇଁ ନିଶ୍ଚଯ ଦଣ୍ତ ଦବେି, କାରଣ ସମାନେେ ସମଗ୍ର ଜାତିମାନଙ୍କୁ ନଇୟୋଇ ଇଦୋମକୁ କ୍ରୀତଦାସରୂପେ ଦଇେଥିଲେ।

fullscreen7 ତେଣୁ ଆମ୍ଭେ ଘସାର କାନ୍ଥ ନିକଟକୁ ଅଗ୍ନି ପ୍ ରରଣେ କରିବା। ସହେି ଅଗ୍ନି ଘସାର ଉଚ୍ଚ ଅଟ୍ଟାଳିକାକୁ ଧ୍ବଂସ କରିବ।

fullscreen8 ଆଉ ମଧ୍ଯ ଅସ୍ଦୋଦର ସିଂହାସନ ରେ ବସିଥିବା ଲୋକଟିକୁ ଧ୍ବଂସ କରିବା। ଆମ୍ଭେ ଆସ୍କିଲୋନର ରାଜଦଣ୍ତଧାରୀକୁ ମଧ୍ଯ ବିନାଶ କରିବା। ଇକ୍ରୋଣ୍ର ଲୋକମାନଙ୍କୁ ମଧ୍ଯ ଆମ୍ଭେ ଦଣ୍ତ ଦବୋ। ତା'ପ ରେ ଯେଉଁ ପଲେଷ୍ଟୀୟମାନେ ବଞ୍ଚିଥିବେ, ସମାନେେ ମଧ୍ଯ ମୃତ୍ଯୁବରଣ କରିବେ। ସଦାପ୍ରଭୁ ପରମେଶ୍ବର ଏହିସବୁ କହିଥିଲେ।

6 Thus saith the Lord; For three transgressions of Gaza, and for four, I will not turn away the punishment thereof; because they carried away captive the whole captivity, to deliver them up to Edom:

7 But I will send a fire on the wall of Gaza, which shall devour the palaces thereof:

8 And I will cut off the inhabitant from Ashdod, and him that holdeth the sceptre from Ashkelon, and I will turn mine hand against Ekron: and the remnant of the Philistines shall perish, saith the Lord God.

Amos 1 in Tamil and English

6 ସଦାପ୍ରଭୁ ଏହାହିଁ କହନ୍ତି: ଘସାର ଲୋକମାନଙ୍କୁ ଆମ୍ଭେ ସମାନଙ୍କେର ବହୁ ଅପରାଧ ପାଇଁ ନିଶ୍ଚଯ ଦଣ୍ତ ଦବେି, କାରଣ ସମାନେେ ସମଗ୍ର ଜାତିମାନଙ୍କୁ ନଇୟୋଇ ଇଦୋମକୁ କ୍ରୀତଦାସରୂପେ ଦଇେଥିଲେ।
Thus saith the Lord; For three transgressions of Gaza, and for four, I will not turn away the punishment thereof; because they carried away captive the whole captivity, to deliver them up to Edom:

7 ତେଣୁ ଆମ୍ଭେ ଘସାର କାନ୍ଥ ନିକଟକୁ ଅଗ୍ନି ପ୍ ରରଣେ କରିବା। ସହେି ଅଗ୍ନି ଘସାର ଉଚ୍ଚ ଅଟ୍ଟାଳିକାକୁ ଧ୍ବଂସ କରିବ।
But I will send a fire on the wall of Gaza, which shall devour the palaces thereof:

8 ଆଉ ମଧ୍ଯ ଅସ୍ଦୋଦର ସିଂହାସନ ରେ ବସିଥିବା ଲୋକଟିକୁ ଧ୍ବଂସ କରିବା। ଆମ୍ଭେ ଆସ୍କିଲୋନର ରାଜଦଣ୍ତଧାରୀକୁ ମଧ୍ଯ ବିନାଶ କରିବା। ଇକ୍ରୋଣ୍ର ଲୋକମାନଙ୍କୁ ମଧ୍ଯ ଆମ୍ଭେ ଦଣ୍ତ ଦବୋ। ତା'ପ ରେ ଯେଉଁ ପଲେଷ୍ଟୀୟମାନେ ବଞ୍ଚିଥିବେ, ସମାନେେ ମଧ୍ଯ ମୃତ୍ଯୁବରଣ କରିବେ। ସଦାପ୍ରଭୁ ପରମେଶ୍ବର ଏହିସବୁ କହିଥିଲେ।
And I will cut off the inhabitant from Ashdod, and him that holdeth the sceptre from Ashkelon, and I will turn mine hand against Ekron: and the remnant of the Philistines shall perish, saith the Lord God.