Amos 2

fullscreen4 ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦବୋ। କାରଣ ସମାନେେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସମାନେେ ତାଙ୍କର ଆଦେଶ ରଖିଲେ ନାହିଁ। ସମାନଙ୍କେର ପୂର୍ବପୁରୁଷଗଣ ଯେଉଁ ମିଥ୍ଯାକୁ ବିଶ୍ବାସ କରୁଥିଲେ, ସମାନେେ ମଧ୍ଯ ତାହା ବିଶ୍ବାସ କଲେ।

fullscreen5 ତେଣୁ ଆମ୍ଭେ ଯିହୁଦା ରେ ଅଗ୍ନି ସଂୟୋଗ କରିବା ଏବଂ ସହେି ଅଗ୍ନି ୟିରୁଶାଲମର ସମସ୍ତ ଉଚ୍ଚ ଅଟ୍ଟାଳିକା ଧ୍ବଂସ କରିଦବେ।

4 Thus saith the Lord; For three transgressions of Judah, and for four, I will not turn away the punishment thereof; because they have despised the law of the Lord, and have not kept his commandments, and their lies caused them to err, after the which their fathers have walked:

5 But I will send a fire upon Judah, and it shall devour the palaces of Jerusalem.

Amos 2 in Tamil and English

4 ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦବୋ। କାରଣ ସମାନେେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସମାନେେ ତାଙ୍କର ଆଦେଶ ରଖିଲେ ନାହିଁ। ସମାନଙ୍କେର ପୂର୍ବପୁରୁଷଗଣ ଯେଉଁ ମିଥ୍ଯାକୁ ବିଶ୍ବାସ କରୁଥିଲେ, ସମାନେେ ମଧ୍ଯ ତାହା ବିଶ୍ବାସ କଲେ।
Thus saith the Lord; For three transgressions of Judah, and for four, I will not turn away the punishment thereof; because they have despised the law of the Lord, and have not kept his commandments, and their lies caused them to err, after the which their fathers have walked:

5 ତେଣୁ ଆମ୍ଭେ ଯିହୁଦା ରେ ଅଗ୍ନି ସଂୟୋଗ କରିବା ଏବଂ ସହେି ଅଗ୍ନି ୟିରୁଶାଲମର ସମସ୍ତ ଉଚ୍ଚ ଅଟ୍ଟାଳିକା ଧ୍ବଂସ କରିଦବେ।
But I will send a fire upon Judah, and it shall devour the palaces of Jerusalem.