Mark 6:20 ହରେୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହରେୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହରେୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ େ ହରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।
Mark 6:20 in Other Translations
King James Version (KJV) For Herod feared John, knowing that he was a just man and an holy, and observed him; and when he heard him, he did many things, and heard him gladly.
American Standard Version (ASV) for Herod feared John, knowing that he was a righteous and holy man, and kept him safe. And when he heard him, he was much perplexed; and he heard him gladly.
Bible in Basic English (BBE) For Herod was in fear of John, being conscious that he was an upright and holy man, and kept him safe. And hearing him, he was much troubled; and he gave ear to him gladly.
Darby English Bible (DBY) for Herod feared John knowing that he was a just and holy man, and kept him safe; and having heard him, did many things, and heard him gladly.
World English Bible (WEB) for Herod feared John, knowing that he was a righteous and holy man, and kept him safe. When he heard him, he did many things, and he heard him gladly.
Young's Literal Translation (YLT) for Herod was fearing John, knowing him a man righteous and holy, and was keeping watch over him, and having heard him, was doing many things, and hearing him gladly.
ὁ
ho
oh
For
γὰρ
gar
gahr
Herod
Ἡρῴδης
hērōdēs
ay-ROH-thase
feared
ἐφοβεῖτο
phobeō
foh-VAY-oh
τὸν
ho
oh
John,
Ἰωάννην
iōannēs
ee-oh-AN-nase
knowing
εἰδὼς
eidō
EE-thoh
that he
αὐτὸν
autos
af-TOSE
man
ἄνδρα
anēr
ah-NARE
was a just
δίκαιον
dikaios
THEE-kay-ose
and
καὶ
kai
kay
an holy,
ἅγιον
hagios
A-gee-ose
and
καὶ
kai
kay
observed
συνετήρει
syntēreō
syoon-tay-RAY-oh
him;
αὐτόν
autos
af-TOSE
and
καὶ
kai
kay
when he heard
ἀκούσας
akouō
ah-KOO-oh
him,
αὐτοῦ
autos
af-TOSE
many things,
πολλὰ
polys
poh-LYOOS
he did
ἐποίει,
poieō
poo-A-oh
and
καὶ
kai
kay
gladly.
ἡδέως
hēdeōs
ay-THAY-ose
him
αὐτοῦ
autos
af-TOSE
heard
ἤκουεν
akouō
ah-KOO-oh
Read Full Chapter :
Mark 6
Cross Reference
ମାଥିଉଲିଖିତ ସୁସମାଚାର 21:26
କିନ୍ତୁ ଆମ୍ଭେ ଯଦି କହିବା, 'ଏହା ମନୁଷ୍ଯ ପାଖରୁ ଆସିଛି,' ତବେେ ଏଠା ରେ ଜମା ରୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭମାନେେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସମାନେେ ସମସ୍ତେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତୁ.
ମାଥିଉଲିଖିତ ସୁସମାଚାର 14:5
ତେଣୁ େ ହରୋଦ ଯୋହନଙ୍କୁ ମାରିଦବୋକୁ ଚାହିଁଲେ। କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।
ମାର୍କଲିଖିତ ସୁସମାଚାର 4:16
ଆଉ କେତକେ ଲୋକ ପଥୁରିଆ ଜମି ରେ ବୁଣା ଯାଇଥିବା ବୀଜ ଭଳି, ସମାନେେ ବାକ୍ଯ ଶୁଣନ୍ତି ଏବଂ ଶୀଘ୍ର ଆନନ୍ଦ ରେ ତାହା ଗ୍ରହଣ କରି ନିଅନ୍ତି।
ଦିତୀୟ ରାଜାବଳୀ 6:21
ଇଶ୍ରାୟେଲର ରାଜା ଅରାମୀଯମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, ହେ ମାରେ ପିତା! ମୁଁ କ'ଣ ଏମାନଙ୍କୁ ବଧ କରିବି? ମୁଁ କ'ଣ ଏମାନଙ୍କୁ ବଧ କରିବି?
ଦିତୀୟ ରାଜାବଳୀ 13:14
ଇଲୀଶାୟ ପୀଡିତ ହେଲେ, ପରେ ଅସୁସ୍ଥତାରୁ ମୃତ୍ଯୁ ବରଣ କଲେ। ଇଶ୍ରାୟେଲ ରାଜା ଯୋୟାଶ୍ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ରୋଦନ କରି କହିଲେ, ହେ ମାରେ ପିତା! ହେ ମାରେପିତା! ହେ ଇଶ୍ରାୟେଲର ରଥ ଓ ତହିଁର ଅଶ୍ବାରୋହୀଗଣ ପାଇଁ ଏହା ସମୟ କି?
ଦିତୀୟ ବଂଶାବଳୀ 24:2
ଯାଜକ ୟିହୋଯାଦା ଜୀବିତ ଥିବା ପର୍ୟ୍ଯନ୍ତ ଯୋୟାଶ୍ ଯଥାର୍ଥ କର୍ମ କଲେ।
ଦିତୀୟ ବଂଶାବଳୀ 24:15
ଯିହାୟୋଦାରଦା ବୃଦ୍ଧ ହେଲେ। ସେ ଦୀର୍ଘଜୀବି ଥିଲେ, ତା'ପରେ ସେ ମୃତ୍ଯୁବରଣ କଲେ। ଯିହାୟୋଦାରଦା 130 ବର୍ଷ ବଯସ ରେ ମୃତ୍ଯୁବରଣ କଲେ।
ଦିତୀୟ ବଂଶାବଳୀ 26:5
ଉଷିୟ ଜିଖରିଯଙ୍କ ଜୀବନକାଳ ମଧିଅରେ ପରମେଶ୍ବରଙ୍କର ଅନୁଗମନ କଲେ। ପରମେଶ୍ବରଙ୍କୁ କିପରି ସମ୍ମାନ କରିବାକୁ ଓ ତାଙ୍କର ବାଧ୍ଯ ହବୋକୁ ହବେ, ତାହା ଜିଖରିଯ ଉଷିୟଙ୍କୁ ଶିକ୍ଷା ଦେଲେ। ଉଷିୟ ଯେତବେେଳେ ସଦାପ୍ରଭୁଙ୍କର ବାଧ୍ଯ ହେଲେ, ପରମେଶ୍ବର ତାଙ୍କୁ ସଫଳତା ଦେଲେ।
ଗୀତସଂହିତା 106:12
ଏହାପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ବର ୟାହା କଲେ ତାହା ବିଶ୍ବାସ କଲେ। ସମାନେେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।
ଯାତ୍ରା ପୁସ୍ତକ 11:3
ସଦାପ୍ରଭୁ ମିଶରୀଯମାନଙ୍କ ଦୃଷ୍ଟି ରେ ଲୋକମାନଙ୍କୁ ଅନୁଗ୍ରହ ପୁତ୍ର କଲେ। ପୁଣି ମିଶର ଦେଶର ଅଧିକାରୀମାନଙ୍କ ଆଗ ରେ ଓ ମିଶରର ଲୋକମାନଙ୍କ ଆଗ ରେ ମାେଶେ ଅତି ମହାନ୍ ଲୋକ ହେଲେ।'
ଯିହିଜିକଲ 33:32
ତୁମ୍ଭେ ସମାନଙ୍କେ ନିକଟରେ ମଧୁର ସଙ୍ଗୀତ ଗାନ କରୁଥିବା ଗାଯକ ସଦୃଶ ଅଟ। ତୁମ୍ଭର ମଧୁର ସ୍ବର ଅଛି, ତୁମ୍ଭେ ଉତ୍ତମ ରୂପେ ବାଦ୍ଯୟନ୍ତ୍ର ବଜାଇ ପାର। ତେଣୁ ସମାନେେ ତୁମ୍ଭର କଥା ଶୁଣନ୍ତି, କିନ୍ତୁ ତୁମ୍ଭେ ଯାହା କୁହ ତାହା କରନ୍ତି ନାହିଁ।
ଦାନିଏଲ 4:18
ମୁଁ, ରାଜା ନବୂଖଦ୍ନିତ୍ସର ଏହି ସ୍ବପ୍ନ ଦେଖିଥିଲି। ବର୍ତ୍ତମାନ ହେ ବଲଟେଶତ୍ସର ଏହାର ଅର୍ଥ ବାଖ୍ଯା କର। ମାେ ରାଜ୍ଯର ସମସ୍ତ ବିଦ୍ବାନ ଲୋକମାନେ ଏହାର ଅର୍ଥ ବାଖ୍ଯା କରିବାକୁ ଅକ୍ଷମ ଅଟନ୍ତି। ମାତ୍ର ତୁମ୍ଭେ କବଳେ ଜଣେ, ୟିଏକି ଏହା କରିପାରିବ। କାରଣ ଏହା ତୁମ୍ଭ ଅନ୍ତର ରେ ପବିତ୍ର ପରମେଶ୍ବରଙ୍କର ଆତ୍ମା ବିରାଜିତ ଅଟେ।
ଦାନିଏଲ 4:27
ତେଣୁ ହେ ମହାରାଜ, ଆପଣ ମାରେ ଉପଦେଶ ଗ୍ରହଣ କରନ୍ତୁ। ଆପଣ ଧାର୍ମିକତା ବଳ ରେ ପାପରାଶି ଦୂର କରନ୍ତୁ ଓ ଦରିଦ୍ରମାନଙ୍କୁ ଦୟା ଦଖାଇେ ଆପଣା ଅଧର୍ମ ସକଳ ଦୂର କରନ୍ତୁ। ତାହା ହେଲେ ଆପଣଙ୍କର ଆପଣଙ୍କର ସଫଳତା ଓ ଶାନ୍ତିର କାଳ ବୃଦ୍ଧି ପାଇବ।
ଦାନିଏଲ 5:17
ତା'ପ ରେ ଦାନିୟେଲ ରାଜାଙ୍କୁ ଉତ୍ତର କରି କହିଲେ, ହେ ରାଜା ବେଲ୍ଟଶତ୍ସର, ଆପଣଙ୍କର ଦାନ ଆପଣଙ୍କ ପାଖ ରେ ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦିଅନ୍ତୁ। ମାତ୍ର ମୁଁ ମହାରାଜାଙ୍କ ଛାମୁ ରେ ଏହି ଲଖାେ ପଢିବି ଓ ଏହାର ଅର୍ଥ ଆପଣଙ୍କୁ ଜଣାଇବି।
ମାର୍କଲିଖିତ ସୁସମାଚାର 11:18
ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସମାନେେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖାଜେିଲେ। କିନ୍ତୁ ସଠାେରେ ଜମା ହାଇେଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହାଇଯୋଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରି ଗଲେ।
ଯୋହନଲିଖିତ ସୁସମାଚାର 5:35
ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦଇେଥିଲେ। ଏବଂ ତୁମ୍ଭମାନେେ ସହେି ଆଲୋକ କିଛି କ୍ଷଣ ପାଇଁ ଉପ ଭୋଗ କରି ଖୁସି ହେଲ।
ଯିହିଜିକଲ 2:5
ସମାନେେ ବିଦ୍ରୋହୀ ବଂଶ, ସମାନେେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭମାନେେ ଏହିସବୁ କଥା ନିଶ୍ଚଯ କହିବ, ଯାହା ଫଳ ରେ ସମାନେେ ଜାଣିବେ ଯେ, ସମାନଙ୍କେ ମଧିଅରେ ଜଣେ ଭବିଷ୍ଯତବକ୍ତା ପହଞ୍ଚିଛନ୍ତି।
ପ୍ରଥମ ରାଜାବଳୀ 21:20
ଏଲିଯ ଆହାବ୍ଙ୍କ ନିକଟକୁ ଗଲେ, ଆହାବ୍ ଏଲିଯଙ୍କୁ କହିଲେ, ତୁମ୍ଭେ ପୁଣି ମାେତେ ଦଖାେ ଦଲେ, ତୁମ୍ଭେ ସର୍ବଦା ମାରେ ବିରୁଦ୍ଧ ରେ ରହିଛ।
ଦିତୀୟ ରାଜାବଳୀ 3:12
ତହୁଁ ଯିହାଶାଫେଟ୍ କହିଲେ, ସଦାପ୍ରଭୁଙ୍କ ବାକ୍ଯ ତାଙ୍କ ପାଖ ରେ ଅଛି।