Colossians 1:19 in Oriya

Oriya Oriya Bible Colossians Colossians 1 Colossians 1:19

Colossians 1:19
ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ବାସ କରିବାକୁ ପସନ୍ଦ କଲେ।

Colossians 1:18Colossians 1Colossians 1:20

Colossians 1:19 in Other Translations

King James Version (KJV)
For it pleased the Father that in him should all fulness dwell;

American Standard Version (ASV)
For it was the good pleasure `of the Father' that in him should all the fulness dwell;

Bible in Basic English (BBE)
For God in full measure was pleased to be in him;

Darby English Bible (DBY)
for in him all the fulness [of the Godhead] was pleased to dwell,

World English Bible (WEB)
For all the fullness was pleased to dwell in him;

Young's Literal Translation (YLT)
because in him it did please all the fulness to tabernacle,

For
that
ὅτιhotiOH-tee
it
pleased
ἐνenane
in
Father
the
αὐτῷautōaf-TOH
him
εὐδόκησενeudokēsenave-THOH-kay-sane
should
all
πᾶνpanpahn

τὸtotoh
fulness
πλήρωμαplērōmaPLAY-roh-ma
dwell;
κατοικῆσαιkatoikēsaika-too-KAY-say

Cross Reference

Colossians 2:9
ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।

John 1:16
'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।

Colossians 2:3
ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।

Ephesians 1:3
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।

Ephesians 1:23
ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହାଇେଅଛି। ସେ ସମସ୍ତ ବିଷୟ ପ୍ରେତ୍ୟକକ ଉପାୟ ରେ ସମ୍ପୂର୍ଣ୍ଣ କରନ୍ତି।

Colossians 3:11
ଏହି ନୂତନ ଜୀବନ ରେ ୟିହୁଦୀ ଓ ଅଣୟିହୁଦୀମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍ତଥୀୟମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ବାଧୀନ ଭିତ ରେ ମଧ୍ଯ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠା ରେ ଅଛନ୍ତି। ଯାହା ମହତ୍ତ୍ବପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।

Luke 10:21
ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।

John 3:34
ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।

Ephesians 1:5
ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।

Matthew 11:25
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।

Ephesians 4:10
ଯେଉଁ ଖ୍ରୀଷ୍ଟ ନୀଚ୍ଚକୁ ଆସିଥିଲେ ସେ ହିଁ ଉଚ୍ଚକୁ ଗଲେ। ସେ ଉଚ୍ଚତମ ଆକାଶକୁ ଗଲେ ଯେପରି ସେ ନିଜକୁ ପୂର୍ଣ୍ଣ କରନ୍ତି।