Colossians 1:3
ଆମ୍ଭ ପ୍ରାର୍ଥନା ରେ ଆମ୍ଭେ ସବୁବେଳେ ତୁମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛୁ।
Colossians 1:3 in Other Translations
King James Version (KJV)
We give thanks to God and the Father of our Lord Jesus Christ, praying always for you,
American Standard Version (ASV)
We give thanks to God the Father of our Lord Jesus Christ, praying always for you,
Bible in Basic English (BBE)
We give praise to God the Father of our Lord Jesus Christ, making prayer for you at all times,
Darby English Bible (DBY)
We give thanks to the God and Father of our Lord Jesus Christ continually [when] praying for you,
World English Bible (WEB)
We give thanks to God the Father of our Lord Jesus Christ, praying always for you,
Young's Literal Translation (YLT)
We give thanks to the God and Father of our Lord Jesus Christ, always praying for you,
| We give thanks | Εὐχαριστοῦμεν | eucharistoumen | afe-ha-ree-STOO-mane |
| to | τῷ | tō | toh |
| God | θεῷ | theō | thay-OH |
| and | καὶ | kai | kay |
| the Father | πατρὶ | patri | pa-TREE |
| our of | τοῦ | tou | too |
| κυρίου | kyriou | kyoo-REE-oo | |
| Lord | ἡμῶν | hēmōn | ay-MONE |
| Jesus | Ἰησοῦ | iēsou | ee-ay-SOO |
| Christ, | Χριστοῦ | christou | hree-STOO |
| praying | πάντοτε | pantote | PAHN-toh-tay |
| always | περὶ | peri | pay-REE |
| for | ὑμῶν | hymōn | yoo-MONE |
| you, | προσευχόμενοι | proseuchomenoi | prose-afe-HOH-may-noo |
Cross Reference
1 Thessalonians 1:2
ପ୍ରାର୍ଥନା କଲା ବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉ।
Ephesians 1:15
ସେଥିପାଇଁ ମୁଁ ଯେତବେେଳେ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭମାନଙ୍କ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ ରମେ ବିଷୟ ରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ନିରନ୍ତର ଧନ୍ଯବାଦ ଅର୍ପଣ କଲି।
2 Timothy 1:3
ମୁଁ ସବୁବେଳେ ଦିନରାତି ମାେ ପ୍ରାର୍ଥନା ରେ ତୁମ୍ଭକୁ ମନେପକାଉଛି। ସହେି ପ୍ରାର୍ଥନା ରେ ମୁଁ ତୁମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି। ମାରେ ପୂର୍ବଜମାନେ ସହେି ପରମେଶ୍ବରଙ୍କୁ ସବୋ କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସବୋ କରିଛି।
Colossians 1:9
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ :
1 Corinthians 1:4
ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାେଶ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।
Romans 1:8
ସର୍ବପ୍ରଥମେ ମୁଁ କହିବାକୁ ଚା ହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମାରେ ପରମେଶ୍ବରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଧନ୍ଯବାଦ ଦେଉଛି। ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ବାସ ବିଷୟ ରେ ସାରା ସଂସାର ଚର୍ଚ୍ଚା କରୁଛି।
2 Thessalonians 2:16
ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
1 Thessalonians 3:10
ଦିନରାତି ଆମ୍ଭେ ଅତି ଦୃଢ଼ତାର ସହିତ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରି ଚାଲିଛୁ। ତୁମ୍ଭମାନଙ୍କର ବିଶ୍ବାସକୁ ଦୃଢ଼ କରିବା ଲାଗି ଓ ତୁମ୍ଭମାନଙ୍କ ବିଶ୍ବାସ ରେ ଯାହାକିଛି ଅଭାବ ଅଛି, ତାହା ଯୋଗଇ ଦବୋ ପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଓ ଦେଖିବା ପାଇଁ ପ୍ରାର୍ଥନା କରୁଛୁ।
Colossians 1:13
ଅନ୍ଧକାରର ଶକ୍ତିରୁ ପରମେଶ୍ବର ଆମ୍ଭକୁ ସ୍ବାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ଯ ମଧ୍ଯକୁ ଆଣିଛନ୍ତି।
Philippians 4:6
କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।
Philippians 1:9
ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :
Philippians 1:3
ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ,
Ephesians 3:14
ସେଥିପାଇଁ ପ୍ରାର୍ଥନା ରେ ମୁଁ ପରମପିତାଙ୍କ ଆଗ ରେ ନତମସ୍ତକ ହୁଏ।