Daniel 11:20 in Oriya

Oriya Oriya Bible Daniel Daniel 11 Daniel 11:20

Daniel 11:20
ସେ ଉତ୍ତର ଦେଶର ରାଜାଙ୍କ ଅନ୍ତେ ଜଣେ ନୂତନ ରାଜା ଆସିବେ। ସେ ରାଜା ଜଣଙ୍କ ରାଜକୀଯ ପରିବାରରୁ ଆସିବେ ନାହିଁ। ନିଜର ସୁଖ ବୃଦ୍ଧି ପାଇଁ ଧନ ଉପାର୍ଜନ କରିବା ନିମନ୍ତେ ଜଣେ କରଆଦାଯକାରୀଙ୍କୁ ନିୟୁକ୍ତି କରିବ। ମାତ୍ର ଅଳ୍ପଦିନ ପ ରେ, ସେ ବିନଷ୍ଟ ହବେ, ମାତ୍ର କୋରଧ ରେ ନୁହେଁ କି ୟୁଦ୍ଧ ରେ ନୁହେଁ।

Daniel 11:19Daniel 11Daniel 11:21

Daniel 11:20 in Other Translations

King James Version (KJV)
Then shall stand up in his estate a raiser of taxes in the glory of the kingdom: but within few days he shall be destroyed, neither in anger, nor in battle.

American Standard Version (ASV)
Then shall stand up in his place one that shall cause an exactor to pass through the glory of the kingdom; but within few days he shall be destroyed, neither in anger, nor in battle.

Bible in Basic English (BBE)
Then his place will be taken by one who will send out a man with the glory of a king to get wealth together; but after a short time destruction will overtake him, but not in wrath or in the fight.

Darby English Bible (DBY)
And in his place shall one stand up who shall cause the exactor to pass through the glory of the kingdom; but in a few days he shall be broken, neither in anger nor in battle.

World English Bible (WEB)
Then shall stand up in his place one who shall cause a tax collector to pass through the kingdom to maintain its glory; but within few days he shall be destroyed, neither in anger, nor in battle.

Young's Literal Translation (YLT)
`And stood up on his station hath `one' causing an exactor to pass over the honour of the kingdom, and in a few days he is destroyed, and not in anger, nor in battle.

Then
shall
stand
up
וְעָמַ֧דwĕʿāmadveh-ah-MAHD
in
עַלʿalal
his
estate
כַּנּ֛וֹkannôKA-noh
raiser
a
מַעֲבִ֥ירmaʿăbîrma-uh-VEER
of
taxes
נוֹגֵ֖שׂnôgēśnoh-ɡASE
in
the
glory
הֶ֣דֶרhederHEH-der
kingdom:
the
of
מַלְכ֑וּתmalkûtmahl-HOOT
but
within
few
וּבְיָמִ֤יםûbĕyāmîmoo-veh-ya-MEEM
days
אֲחָדִים֙ʾăḥādîmuh-ha-DEEM
destroyed,
be
shall
he
יִשָּׁבֵ֔רyiššābēryee-sha-VARE
neither
וְלֹ֥אwĕlōʾveh-LOH
in
anger,
בְאַפַּ֖יִםbĕʾappayimveh-ah-PA-yeem
nor
וְלֹ֥אwĕlōʾveh-LOH
in
battle.
בְמִלְחָמָֽה׃bĕmilḥāmâveh-meel-ha-MA

Cross Reference

Isaiah 60:17
ଆମ୍ଭେ ପିତ୍ତଳ ପରିବର୍ତେ ସୁବର୍ଣ୍ଣ, ଲୁହା ପରିବର୍ତେ ରେ ୗପ୍ୟ, କାଠ ପରିବର୍ତେ ପିତ୍ତଳ ଓ ପ୍ରସ୍ତର ପରିବର୍ତେ ଲୌହ ଆଣିବା। ମୁଁ ଶାସ୍ତି ବଦଳ ରେ ଶାନ୍ତି ଆଣିବି। ଲୋକମାନେ ତୁମ୍ଭମାନଙ୍କୁ କ୍ଷତି କରିବେ କିଛି ଲୋକେ ତୁମ୍ଭ ପାଇଁ ଉତ୍ତମ କାମ କରିବେ।

Deuteronomy 15:2
ଏହାର ବ୍ଯବସ୍ଥା ଏହିପରି ହବେ ଯେ କହେି ୟିଏ କି ଆପଣା ପ୍ରତିବେଶୀକକ୍ସ୍ଟ କରଜ ଦଇେଛି ତାହା ସେ ଛାଡ କରିଦବେ। ସେ ତା'ର ପଡ଼ୋଶୀଙ୍କକ୍ସ୍ଟ ଋଣ ପରିଶାଧେ ନିମନ୍ତେ ପଗ୍ଭରିବା ଉଚିତ୍ ନକ୍ସ୍ଟହଁ। କାରଣ ସଦାପ୍ରଭୁ ବ୍ଯବସ୍ଥା ଅନକ୍ସ୍ଟୟାଯୀ ସେ ଏହାକକ୍ସ୍ଟ ଋଣ ଛାଡର ବର୍ଷ ଘାଷେଣା କରିଛନ୍ତି।

2 Kings 23:35
ଯିହାୟୋକୀମ୍ ଫାରୋକୁ ସହେି ସବୁ ସୁନା ଓ ରୂପା ଦେଲେ ମାତ୍ର ଫାରୋ ଆଜ୍ଞାନୁସା ରେ ସହେି ରେ ୗପ୍ୟ ଓ ସୁବର୍ଣ୍ଣ ଦବୋ ନିମିତ୍ତ ସେ ଦସବୋସୀଙ୍କ ଉପରେ କର ବସାଇଲେ। ସେ ଫାରୋଙ୍କୁ ଦବୋ ପାଇଁ ନିରୁପିତ କର ଅନୁସାରେ ଦେଶବାସୀଙ୍କଠାରୁ ସହେି ରୂପା ଓ ସୁନା ଆଦାଯ କଲେ।

Proverbs 30:33
କାରଣ ଯେପରି ଦୁଗ୍ଧମନ୍ଥନରୁ ଲହୁଣୀ ବାହା ରେ ଓ ନାସିକା ମନ୍ଥନ ରେ ରକ୍ତ ବାହା ରେ, ଠିକ୍ ସହେିପରି କୋର୍ଧ ମନ୍ଥନ ରେ ବିବାଦ ବାହା ରେ।

Daniel 11:7
ମାତ୍ର ତାହାର ପରିବାରରୁ କହେି ଜଣେ ବ୍ଯକ୍ତି ଉତ୍ତର ଦେଶସ୍ଥ ସୈନ୍ଯବାହିନୀକୁ ଆକ୍ରମଣ କରିବ। ଏବଂ ସହେି ୟୁଦ୍ଧ ରେ ସେ ଜଯୟୁକ୍ତ ହବେ।

Daniel 11:21
ଜଣେ ନିଷ୍ଠୁର ଓ ଘୃଣ୍ଯ ବ୍ଯକ୍ତି ତାଙ୍କ ପ ରେ ରାଜ୍ଯ ପ୍ରାପ୍ତ ହବେ। ମାତ୍ର ସେ ନିରାପଦ ସମୟରେ ଆସିବ ଓ ଗ୍ଭଟବାକ୍ଯଦ୍ବାରା ରାଜ୍ଯ ପାଇବ।