Daniel 4:16 in Oriya

Oriya Oriya Bible Daniel Daniel 4 Daniel 4:16

Daniel 4:16
ତାହା ମାନବ ହୃଦଯ ନ ହେଉ ଓ ସେ ପଶୁ ହୃଦଯ ପ୍ରାପ୍ତ ହେଉ। ଆଉ ତାହା ଉପ ରେ ସାତବର୍ଷ ଅତିବାହିତ ହାଇେ ଯାଉ।'

Daniel 4:15Daniel 4Daniel 4:17

Daniel 4:16 in Other Translations

King James Version (KJV)
Let his heart be changed from man's, and let a beast's heart be given unto him; and let seven times pass over him.

American Standard Version (ASV)
let his heart be changed from man's, and let a beast's heart be given unto him; and let seven times pass over him.

Bible in Basic English (BBE)
Let his heart be changed from that of a man, and the heart of a beast be given to him; and let seven times go by him.

Darby English Bible (DBY)
Let his heart be changed from man's, and let a beast's heart be given unto him; and let seven times pass over him.

World English Bible (WEB)
let his heart be changed from man's, and let a animal's heart be given to him; and let seven times pass over him.

Young's Literal Translation (YLT)
his heart from man's is changed, and the heart of a beast is given to him, and seven times pass over him;

Let
his
heart
לִבְבֵהּ֙libbēhleev-VAY
be
changed
מִןminmeen
from
אֲנָושָׁ֣אʾănowšāʾuh-nove-SHA
man's,
יְשַׁנּ֔וֹןyĕšannônyeh-SHA-none
and
let
a
beast's
וּלְבַ֥בûlĕbaboo-leh-VAHV
heart
חֵיוָ֖הḥêwâhave-AH
be
given
יִתְיְהִ֣בyityĕhibyeet-yeh-HEEV
seven
let
and
him;
unto
לֵ֑הּlēhlay
times
וְשִׁבְעָ֥הwĕšibʿâveh-sheev-AH
pass
עִדָּנִ֖יןʿiddānînee-da-NEEN
over
יַחְלְפ֥וּןyaḥlĕpûnyahk-leh-FOON
him.
עֲלֽוֹהִי׃ʿălôhîuh-LOH-hee

Cross Reference

Daniel 4:23
ଏବଂ ଆପଣ ମଧ୍ଯ ଦେଖିଲେ ଯେ, ସ୍ବର୍ଗରୁ ପବିତ୍ର ସ୍ବର୍ଗଦୂତ ଓହ୍ଲାଇ ଆସି କହିଲେ, 'ଏ ବୃକ୍ଷକୁ ବିନଷ୍ଟ କରି ଛଦନେ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧିଅରେ ରଖ। ଆଉ ତାହା ଆକାଶର କାକର ରେ ତିନ୍ତୁ ଓ ତାହା ଉପ ରେ ସାତବର୍ଷ ଅତିକ୍ରମ କରିବା ପର୍ୟ୍ଯନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।'

Daniel 4:25
ତୁମ୍ଭେ ମନୁଷ୍ଯମାନଙ୍କ ସଙ୍ଗ ମଧ୍ଯରୁ ବିତାଡିତ ହବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଓ ଆକାଶର କାକର ରେ ତିନ୍ତିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିବ। ଶଷେ ରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ବର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ଯ ଦାନ କରନ୍ତି।

Revelation 12:14
କିନ୍ତୁ ସହେି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା'ପାଇଁ ପ୍ରସ୍ତୁତ ହାଇେଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସଠାେରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ୟ୍ଯନ୍ତ ତାହାଙ୍କର ଯତ୍ନ ନିଆୟିବ।

Luke 8:27
ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦହେ ରେ ଭୂତଟିଏ ପ୍ରବେଶ କରିଥିଲା। ଅନକେ ଦିନ ଧରି ସେ ଲୁଗା ପିନ୍ଧୁ ନଥିଲା କି ଘ ରେ ମଧ୍ଯ ରହୁନଥିଲା। ସେ କବର ସ୍ଥାନ ରେ ରହୁଥିଲା।

Mark 5:4
କାରଣ ତାହାକୁ ଅଧିକାଂଶ ସମୟରେ ହାତକଡି ଓ ବଡେି ଦ୍ବାରା ବାନ୍ଧି ଦିଆଯାଉଥିଲା। କିନ୍ତୁ ସେ ହାତକଡିକୁ ଛିଣ୍ଡାଇ ଖାଲିେ ଦେଉଥିଲା ଓ ଶିକୁଳିକୁ ଖଣ୍ଡ-ଖଣ୍ଡ କରି ଛିଣ୍ଡାଇ ଦେଉଥିଲା। କହେି ହେଲେ ତାକୁ ନିୟନ୍ତ୍ରିତ କରିପାରୁ ନ ଥିଲେ।

Daniel 12:7
ତା'ପ ରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟକେି ପରମେଶ୍ବରଙ୍କ ନାମ ରେ ଶପଥ କରି କହିଲେ, 'ଏହା ସାଢେ ତିନି ବର୍ଷ ୟିବ। ଏହି ସମସ୍ତ ସତ୍ଯ ହବେ ଯେତବେେଳେ ପବିତ୍ର ଲୋକମାନଙ୍କର ୟନ୍ତ୍ରଣା ଶଷେ ହବେ।'

Daniel 11:13
ଆଉ ଉତ୍ତର ଦେଶର ରାଜା ଫରେି ଏକ ବୃହତ୍ ସୈନ୍ଯ ବାହିନୀ ସଂଗ୍ରହ କରିବ। ବହୁ ବର୍ଷ ପ ରେ ପୂର୍ବାପେକ୍ଷା ବିପୁଳ ସୈନ୍ଯ ସାମନ୍ତ ନଇେ ଦକ୍ଷିଣ ଦେଶ ଆକ୍ରମଣ କରିବ। ସହେି ସୈନ୍ଯମାନଙ୍କ ହସ୍ତ ରେ ବିପୁଳ ଅସ୍ତ୍ର ଶସ୍ତ୍ର ରହିବ ଓ ସମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହାଇେ ରହିବେ।

Daniel 7:25
ଏବଂ ସେ ସର୍ବୋପରିସ୍ଥ ପରମେଶ୍ବରଙ୍କ ବିରୁଦ୍ଧ ରେ କଥା କହିବ ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢେ ତିନିବର୍ଷ ପାଇଁ ସମାନେେ ତା' ହସ୍ତ ରେ ସମର୍ପିତ ହବେେ।

Daniel 4:31
ରାଜାଙ୍କ ମୁଖରୁ କଥା ଶଷେ ନ ହେଉଣୁ, ଏହି ସ୍ବର୍ଗୀଯବାଣୀ ହେଲା, ହେ ରାଜା ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ଯ କାଢି ନିଆଗଲା।

Isaiah 6:10
ସମାନଙ୍କେୁ ବିଭ୍ରାନ୍ତ କର। ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସହେିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ'କର ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତ ରେ ବୁଝି ପାରିବେ। ଲୋକମାନେ ସମାନଙ୍କେର ସର୍ବାନ୍ତକରଣ ରେ ବୁଝିପାରିବେ। ଏହା କଲେ ସମାନେେ ମାେ ନିକଟକୁ ଫରେି ଆସିବେ ଓ ମାଠାରୁେ ସୁସ୍ଥତା ପାଇବେ।'

Hebrews 1:11
ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ଯସ୍ଥାଯୀ। ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହାଇଯେିବ।