Home Bible Daniel Daniel 5 Daniel 5:23 Daniel 5:23 Image ଓଡ଼ିଆ

Daniel 5:23 Image in Oriya

ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।
Click consecutive words to select a phrase. Click again to deselect.
Daniel 5:23

ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।

Daniel 5:23 Picture in Oriya