Ecclesiastes 2:1 ମୁଁ ନିଜକୁ ନିଜେ କହିଲି, ମାେତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମାେତେ କଣ ଦଇେ ପାରିବ, ମାେତେ ଦେଖିବାକୁ ଦିଅ। କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ।
Ecclesiastes 2:1 in Other Translations
King James Version (KJV) I said in mine heart, Go to now, I will prove thee with mirth, therefore enjoy pleasure: and, behold, this also is vanity.
American Standard Version (ASV) I said in my heart, Come now, I will prove thee with mirth; therefore enjoy pleasure: and, behold, this also was vanity.
Bible in Basic English (BBE) I said in my heart, I will give you joy for a test; so take your pleasure--but it was to no purpose.
Darby English Bible (DBY) I said in my heart, Come now, I will try thee with mirth, therefore enjoy pleasure. But behold, this also is vanity.
World English Bible (WEB) I said in my heart, "Come now, I will test you with mirth: therefore enjoy pleasure;" and, behold, this also was vanity.
Young's Literal Translation (YLT) I said in my heart, `Pray, come, I try thee with mirth, and look thou on gladness;' and lo, even it `is' vanity.
Read Full Chapter :
Ecclesiastes 2
Cross Reference
ଉପଦେଶକ 8:15
ତେଣୁ ମୁଁ ନିଷ୍ପତ୍ତି କଲି, ଜୀବନକୁ ଉପ ଭୋଗ କରିବା ଅଧିକ ଗୁରୁତ୍ବପୂର୍ଣ୍ଣ। କାରଣ ଭୋଜନପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ୟ୍ଯତଳେ ମନୁଷ୍ଯ ପ୍ରତି ଆଉ କୌଣସି ଉତ୍ତମ ବିଷଯ ନାହିଁ। କାରଣ ସମାନଙ୍କେ ଜୀବନକାଳ ମଧିଅରେ ଯେଉଁମାନେ କଠିନ ପରିଶ୍ରମ କରନ୍ତି, ତାହା ହେଉଛି ଗୋଟିଏ ଜିନିଷ ଯାହାକି ସମାନଙ୍କେୁ ସାହାୟ୍ଯ କରେ।
ଲୂକଲିଖିତ ସୁସମାଚାର 12:19
ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନକେ ଉତ୍ତମ ପଦାର୍ଥ ଅନକେ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।'
ଦିତୀୟ ରାଜାବଳୀ 5:5
ତା'ପରେ ଅରାମ୍ର ରାଜା କହିଲେ, ବର୍ତ୍ତମାନ ତୁମ୍ଭେ ୟାଅ, ଆଉ ମୁଁ ଇଶ୍ରାୟେଲ ରାଜାଙ୍କ ନିକଟକୁ ଏକ ପତ୍ର ପଠାଇବି।
ଗୀତସଂହିତା 10:6
ସହେି ଲୋକମାନେ ଭାବନ୍ତି ୟେ ସମାନଙ୍କେ ଉପରେ କବେେ ବିପଦ ଆସିବ ନାହିଁ। ସମାନେେ କହନ୍ତି, ଆମ୍ଭର ସବୁବେଳେ ଭଲ ହବେ ଏବଂ କବେେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।
ଗୀତସଂହିତା 14:1
ଏକ ମୂର୍ଖ ଲୋକ ନିଜ ହୃଦଯରେ କ ହେ, ପରମେଶ୍ବର ନାହାଁନ୍ତି। ସହେି ମୂର୍ଖମାନେ ଭ୍ରଷ୍ଟ ଓ ସମାନେେ ଘୃଣା ୟୋଗ୍ଯ କାର୍ୟ୍ଯ କରନ୍ତି। ସମାନଙ୍କେ ମଧ୍ୟରେ ଉତ୍ତମ କାର୍ୟ୍ଯ କରିଥିବା ଲୋକ କହେି ନାହାଁନ୍ତି।
ଗୀତସଂହିତା 27:8
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହବୋକୁ ଚା ହେଁ। ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହବୋକୁ ଚା ହେଁ। ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
ଗୀତସଂହିତା 30:6
ମୁଁ ସେତବେେଳେ ନିରାପଦରେ ନିଶ୍ଚିତ ଥିଲି, ମୁଁ ଭାବୁଥିଲି ମାରେ କିଛି କ୍ଷତି ହବେ ନାହିଁ।
ଉପଦେଶକ 1:16
ମୁଁ ନିଜକୁ ନିଜେ କ ହେ, ମୁଁ ବଡ଼ ଜ୍ଞାନୀ ୟିରୁଶାଲମ ରେ ମାେ ପୂର୍ବରୁ ଯେଉଁ ରାଜା ଥିଲେ, ମୁଁ ସମାନଙ୍କେଠାରୁ ଜ୍ଞାନବାନ୍। ମୁଁ ବହୁତ ଜ୍ଞାନ ପ୍ରାପ୍ତ ହାଇେଅଛି। ମାରେ ହୃଦଯ ଜ୍ଞାନ ଓ ବିଦ୍ଯା ରେ ମହାନୁଭବୀ ହାଇେଅଛି?
ଉପଦେଶକ 2:15
ତେଣୁ ମୁଁ ଆପଣା ମନେ ମନେ କହିଲି,ମୂର୍ଖ ପ୍ରତି ଯେପରି ଘଟେ, ମାେ ପ୍ରତି ହିଁ ସହେିପରି ଘଟିବ। ତବେେ ମୁଁ କାହିଁକି ଅଧିକ ଜ୍ଞାନବାନ ହଲିେ। ତେଣୁ ମୁଁ ଭାବିଲି, ଏହା ମଧ୍ଯ ଅସାର।'3
ଉପଦେଶକ 3:17
ମୁଁ ମନେ ମନେ କହିଲି: ପରମେଶ୍ବର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ। କାରଣ ପ୍ରେତ୍ୟକକ କାର୍ୟ୍ଯ ପାଇଁ ସମୟ ଅଛି।
ଉପଦେଶକ 7:4
ଜ୍ଞାନୀମାନଙ୍କ ହୃଦଯ ଚିତାଗ୍ନି ରେ। ମାତ୍ର ମୂର୍ଖମାନଙ୍କ ହୃଦଯ ଭୋଜି ରେ ଥାଏ।
ଉପଦେଶକ 11:9
ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।
ଆଦି ପୁସ୍ତକ 11:3
ଲୋକମାନେ କହିଲେ, ଆସ ଆମେ ଇଟା ପୋଡ଼ି ଟାଣ କରିବା। ତେଣୁ ଲୋକମାନେ ପଥର ବ୍ଯବହାର ନ କରି ଇଟାକୁ ଘର କରିବା ପାଇଁ ବ୍ଯବହାର କଲେ। ଏବଂ ସମାନେେ ମାଟିଆ ତଲକେୁ ଚୂନ ସ୍ବରୂପ ବ୍ଯବହାର କଲେ।
ଯିଶାଇୟ 50:5
ମାରେ ପ୍ରଭୁ ସଦାପ୍ରଭୁ ମାରେ କର୍ଣ୍ଣକୁ ମୁକ୍ତ କରିଛନ୍ତି ; ପୁଣି ମୁଁ ତାଙ୍କର ବିରୁଦ୍ଧାଚାରୀ ହାଇେ ନାହିଁ କିମ୍ବା ପଛକୁ ଫରେି ନାହିଁ।
ଯିଶାଇୟ 50:11
ଦେଖ, ତୁମ୍ଭମାନେେ ନିଜ ନିଜ ପତ ରେ ବଞ୍ଚିବାକୁ ଚାହୁଁଛ। ତୁମ୍ଭମାନେେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନି ଖୁଣ୍ଟା ରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭମାନେେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ଜ୍ବଳିତ ଅଗ୍ନିଖୁଣ୍ଟା ମଧିଅରେ ଗମନ କର। ମାେ ହସ୍ତରୁ ଏହା ତୁମ୍ଭମାନେେ ପାଇବ, ତୁମ୍ଭମାନେେ ଶାେକରେ ଶଯନ କରିବ।'
ଲୂକଲିଖିତ ସୁସମାଚାର 16:19
ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।
ଲୂକଲିଖିତ ସୁସମାଚାର 16:23
ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ଯାକୁବଙ୍କ ପତ୍ 4:13
ତୁମ୍ଭ ଭିତ ରେ କହେି କହେି କୁହନ୍ତି, ଆମ୍ଭେ ଆଜି ବା କାଲି କୌଣସି ସହରକୁ ୟିବୁ। ଆମ୍ଭେ ସଠାେରେ ବର୍ଷେ ରହିବୁ ଓ ବ୍ଯବସାୟ କରି ଧନ ଅର୍ଜନ କରିବୁ। ଶୁଣ ! ଏହି ବିଷୟ ରେ ଚିନ୍ତା କର :
ଯାକୁବଙ୍କ ପତ୍ 5:1
ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।
ଯାକୁବଙ୍କ ପତ୍ 5:5
ପୃଥିବୀ ରେ ତୁମ୍ଭ ଜୀବନ ବିଳାସପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମାଟେ କଲ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:7
ସେ ଯେପରି ନିଜେ ଭୋଗବିଳାସ ଓ ଆମାଦେ ପ୍ରମାଦେ ରେ ଜୀବନ ବିତାଇଛି, ସହେିପରି ତାହାକୁ ଅଧିକ ପରିମାଣ ରେ ୟନ୍ତ୍ରଣା ଓ ବ୍ଯଥା ଭୋଗିବାକୁ ଦିଆୟିବ। ସେ ନିଜେ ଗର୍ବ ରେ କ ହେ, ମୁଁ ରାଣୀ ପରି ସିଂହାସନ ରେ ବସିଛି। ମୁଁ ବିଧବା ନୁହେଁ, ମୁଁ କବେେ ଶାେକ କରିବି ନାହିଁ।
ଯିଶାଇୟ 5:5
ବର୍ତ୍ତମାନ ମୁଁସମାର ଦ୍ରାକ୍ଷାକ୍ଷଲତ ପାଇଁ କ'ଣ କରିବି ତାହା ତୁମ୍ଭମାନଙ୍କୁ କହିବି।
ଆଦି ପୁସ୍ତକ 11:7
ତେଣୁ ଆସ ତଳକୁ ୟିବା ଏବଂ ସମାନଙ୍କେ ମଧିଅରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସମାନେେ ପରସ୍ପର ଭାଷା ବୁଝିପାରିବେ ନାହିଁ।