1 Timothy 1:13
ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।
1 Timothy 1:13 in Other Translations
King James Version (KJV)
Who was before a blasphemer, and a persecutor, and injurious: but I obtained mercy, because I did it ignorantly in unbelief.
American Standard Version (ASV)
though I was before a blasphemer, and a persecutor, and injurious: howbeit I obtained mercy, because I did it ignorantly in unbelief;
Bible in Basic English (BBE)
Though I had said violent words against God, and done cruel acts, causing great trouble: but I was given mercy, because I did it without knowledge, not having faith;
Darby English Bible (DBY)
who before was a blasphemer and persecutor, and an insolent overbearing [man]: but mercy was shewn me because I did it ignorantly, in unbelief.
World English Bible (WEB)
although I was before a blasphemer, a persecutor, and insolent. However, I obtained mercy, because I did it ignorantly in unbelief.
Young's Literal Translation (YLT)
who before was speaking evil, and persecuting, and insulting, but I found kindness, because, being ignorant, I did `it' in unbelief,
| Who was | τὸν | ton | tone |
| before | πρότερον | proteron | PROH-tay-rone |
| a | ὄντα | onta | ONE-ta |
| blasphemer, | βλάσφημον | blasphēmon | VLA-sfay-mone |
| and | καὶ | kai | kay |
| a persecutor, | διώκτην | diōktēn | thee-OKE-tane |
| and | καὶ | kai | kay |
| injurious: | ὑβριστήν | hybristēn | yoo-vree-STANE |
| but | ἀλλ' | all | al |
| I obtained mercy, | ἠλεήθην | ēleēthēn | ay-lay-A-thane |
| because | ὅτι | hoti | OH-tee |
| did I | ἀγνοῶν | agnoōn | ah-gnoh-ONE |
| it ignorantly | ἐποίησα | epoiēsa | ay-POO-ay-sa |
| in | ἐν | en | ane |
| unbelief. | ἀπιστίᾳ· | apistia | ah-pee-STEE-ah |
Cross Reference
Acts 8:3
କିନ୍ତୁ ଶାଉଲ ଘ ରେ ଘ ରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାର ରେ ରଖିଲେ ଓ ମଣ୍ଡଳୀ ଧ୍ବଂସ କରିବା ପାଇଁ ଚେଷ୍ଟା କଲେ।
2 Peter 2:21
ଯଦି ସମାନେେ ମୂଳରୁ ଠିକ ରାସ୍ତା ଜାଣି ନ ଥାନ୍ତେ, ସମାନଙ୍କେ ପକ୍ଷେ ଭଲ ହାଇେଥାନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହବୋ ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହାଇେଥାନ୍ତା।
Hebrews 10:26
ସତ୍ଯକୁ ଜାଣିଲା ପରେ ମଧ୍ଯ ଯଦି ଆମ୍ଭେ ପାପକାମ କରି ଚାଲିବା ପାଇଁ ଇଚ୍ଛା କରିବା, ତା' ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।
Hebrews 6:4
ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦଲୋ ପରେ କ'ଣ ତୁମ୍ଭମାନେେ ସମାନଙ୍କେ ଜୀବନ କବେେ ପରିବର୍ତ୍ତନ କରି ପାରିବ ? ଯେଉଁମାନେ ସତ୍ଯର ଶିକ୍ଷା ପାଇ ସାରିଛନ୍ତି ମୁଁ ସମାନଙ୍କେୁ ଏହା କହୁଛି। ସମାନେେ ପରମେଶ୍ବରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ର ଆତ୍ମାଙ୍କ ସହଭାଗୀ ହାଇେଛନ୍ତି।
Acts 3:17
ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭମାନେେ ମଧ୍ଯ କ'ଣ କରୁଛ, ତାହା ନବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ଯ କ'ଣ କରୁଅଛନ୍ତି, ତାହା ବୁଝିପାରି ନଥିଲେ।
John 9:39
ଯୀଶୁ କହିଲେ, ମୁଁ ଜଗତକୁ ଆସିଛି, ଯେପରି ଏ ଜଗତ ବିଚାରିତ ହବେ। ମୁଁ ଆସଛି ଯେପରି ଅନ୍ଧ ଲୋକମାନେ ଦେଖି ପାରିବେ। ଏବଂ ଯେଉଁମାନେ ଦେଖି ପାରୁଛନ୍ତି ବୋଲି ମନେ ମନେ ଭାବୁଛନ୍ତି, ସମାନେେ ଅନ୍ଧ ହବେେ।
Galatians 1:13
ତୁମ୍ଭମାନେେ ମାେ ପୁର୍ବଜୀବନ ବିଷୟ ରେ ଶୁଣିଛ। ମୁଁ ଯିହୂଦୀ ଧର୍ମର ଥିଲି। ମୁଁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରୁଥିଲି। ମୁଁ ମଣ୍ଡଳୀଗୁଡ଼ିକୁ ନଷ୍ଟ କରି ଦବୋ ପାଇଁ ଚେଷ୍ଟା କରିଥିଲି।
Philippians 3:6
ୟିହୁଦୀଧର୍ମ ପାଇଁ ମାରେଏତେ ଅଧିକ ଉଦ୍ ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ବାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମାଶାଙ୍କେ ନିୟମ ପାଳନ କରୁଥିଲି, କହେି ହେଲେ ମାଠାେ ରେ କୌଣସି ଦୋଷ ପାଇ ନ ଥିଲେ।
1 Timothy 1:16
କିନ୍ତୁ ମାେତ ଅନୁଗ୍ରହ ମିଳିଲା। ମାେତେ ଅନୁଗ୍ରହ ଦିଆଗଲା, ଯାହା ଦ୍ବାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମାେ ପ୍ରତି ଅସୀମ ର୍ଧୈୟ୍ଯ ଦଖାଇେଛନ୍ତି। ମାେ ଭଳି ବଡ଼ ପାପୀ ପ୍ରତି ସେ ର୍ଧୈୟ୍ଯଶୀଳତା ଦଖାଇେଲେ। ଯେଉଁମାନେ ତାହାଙ୍କୁ ବିଶ୍ବାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସମାନଙ୍କେ ପାଇଁ ମୁଁ ଯେପରି ଆଦର୍ଶ ସ୍ବରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଚାହିଁଲେ।
Hebrews 4:16
ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।
1 Peter 2:10
ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।
1 Corinthians 15:9
ମୁଁ ସମସ୍ତ ପ୍ ରରେିତମାନଙ୍କ ମଧିଅରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମାରେ ପ୍ ରରେିତ ବୋଲି ଡ଼କା ୟିବାର ୟୋଗ୍ଯତା ମଧ୍ଯ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଛି।
1 Corinthians 7:25
ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟ ରେ କହୁଛି। ଏ ବିଷୟ ରେ ପ୍ରଭୁଙ୍କଠାରୁ ମାେତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମାେ ପ୍ରତି ଦୟା ଦଖାଇେ ଥିବାରୁ ଓ ମୁଁ ବିଶ୍ବାସଭାଜନ ହାଇେ ଥିବାରୁ, ମୁଁ ମାରେ ମତାମତ ଦେଉଛି।
Hosea 2:23
ଆମ୍ଭେ ଇଶ୍ରାୟେଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, 'ତୁମ୍ଭେ ଆମ୍ଭ ଲୋକ' ଏବଂ ସମାନେେ ମାେତେ କହିବେ, 'ତୁମ୍ଭେ ଆମ୍ଭର ପରମେଶ୍ବର।'
Luke 12:47
ଯେଉଁ ସବେକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ'ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରନେି, ସହେିଭଳି ସବେକକୁ ଭୀଷଣ ଦଣ୍ଡ ଦିଆୟିବ।
Luke 23:34
ଯୀଶୁ କହିଲେ, ହେ ପରମପିତା, ଯେଉଁ ଲୋକମାନେ ମାେତେ ହତ୍ଯା କରୁଛନ୍ତି, ସମାନଙ୍କେୁ କ୍ଷମା କର। କାରଣ ସମାନେେ କ'ଣ କରୁଛନ୍ତି, ତାହା ସମାନେେ ଜାଣନ୍ତି ନାହିଁ।
Acts 9:1
ଶାଉଲ ୟିରୂଶାଲମ ରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧ ରେ ହତ୍ଯାର ଭୟ ଦଖାଇବୋ ପାଇଁ ଚେ଼ଷ୍ଟା କଲେ।
Acts 9:5
ଶାଉଲ କହିଲେ, ପ୍ରଭୁ, ତୁମ୍ଭେ କିଏ?
Acts 9:13
ହନନିୟ ଉତ୍ତର ଦେଲେ, ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟ ରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ୟିରୂଶାଲମ ରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ଯାଚାର କରିଛି।
Acts 22:4
ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀ ଲୋକମାନଙ୍କୁ ବନ୍ଦୀ କରି କାରାଗାର ରେ ରଖିଥିଲି।
Acts 26:9
ମୁଁ ଯେତବେେଳେ ଫାରୂଶୀ ଥିଲି, ସେତବେେଳେ ମୁଁ ମଧ୍ଯ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧ ରେ ଅନକେ କାର୍ୟ୍ଯ କରିବି ବୋଲି ଭାବୁଥିଲି।
Romans 5:20
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।
Romans 11:30
ଆଗରୁ ତୁମ୍ଭମାନେେ ପରମେସ୍ବରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ବରୂପ, ତୁମ୍ଭମାନେେ ଅନୁଗ୍ରହ ପ୍ରାପ୍ତ କରିଛ।
Numbers 15:30
ଯଦି ଯେଉଁ ବ୍ଯକ୍ତି ଉବ୍ଦେଶ୍ଯମୂଳକ ଭାବରେ ପାପକର୍ମ କରେ ସେ ଇଶ୍ରାୟେଲୀୟ କି ବିଦେଶୀ ମୂଳ ସ୍ଥାଯୀ ବାସୀନ୍ଦା ହେଉ, ଯଦି ସଦାପ୍ରଭୁଙ୍କର ନିନ୍ଦା କରେ, ତବେେ ସେ ବ୍ଯକ୍ତି ଆପଣା ଲୋକଙ୍କଠାରୁ ବହିସ୍କାର ହବେ।