Leviticus 11:40
ପୁଣି ୟିଏ କହେି ଶବ ଖାଏ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ଆଉ ୟିଏ କହେି ତାକୁ ବହନ କରେ, ସେ ମଧ୍ଯ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
Leviticus 11:40 in Other Translations
King James Version (KJV)
And he that eateth of the carcass of it shall wash his clothes, and be unclean until the even: he also that beareth the carcass of it shall wash his clothes, and be unclean until the even.
American Standard Version (ASV)
And he that eateth of the carcass of it shall wash his clothes, and be unclean until the even: he also that beareth the carcass of it shall wash his clothes, and be unclean until the even.
Bible in Basic English (BBE)
And he who makes use of any part of its body for food is to have his clothing washed and be unclean till evening; and anyone taking away its body is to have his clothing washed and be unclean till evening.
Darby English Bible (DBY)
And he that eateth of its carcase shall wash his garments, and be unclean until the even: he also that carrieth its carcase shall wash his garments, and be unclean until the even.
Webster's Bible (WBT)
And he that eateth of its carcass shall wash his clothes, and be unclean until the evening; he also that beareth its carcass shall wash his clothes and be unclean until the evening.
World English Bible (WEB)
He who eats of its carcass shall wash his clothes, and be unclean until the evening. He also who carries its carcass shall wash his clothes, and be unclean until the evening.
Young's Literal Translation (YLT)
and he who is eating of its carcase doth wash his garments, and hath been unclean till the evening; and he who is lifting up its carcase doth wash his garments, and hath been unclean till the evening.
| And he that eateth | וְהָֽאֹכֵל֙ | wĕhāʾōkēl | veh-ha-oh-HALE |
| of the carcase | מִנִּבְלָתָ֔הּ | minniblātāh | mee-neev-la-TA |
| wash shall it of | יְכַבֵּ֥ס | yĕkabbēs | yeh-ha-BASE |
| his clothes, | בְּגָדָ֖יו | bĕgādāyw | beh-ɡa-DAV |
| unclean be and | וְטָמֵ֣א | wĕṭāmēʾ | veh-ta-MAY |
| until | עַד | ʿad | ad |
| the even: | הָעָ֑רֶב | hāʿāreb | ha-AH-rev |
| beareth that also he | וְהַנֹּשֵׂא֙ | wĕhannōśēʾ | veh-ha-noh-SAY |
| אֶת | ʾet | et | |
| the carcase | נִבְלָתָ֔הּ | niblātāh | neev-la-TA |
| wash shall it of | יְכַבֵּ֥ס | yĕkabbēs | yeh-ha-BASE |
| his clothes, | בְּגָדָ֖יו | bĕgādāyw | beh-ɡa-DAV |
| unclean be and | וְטָמֵ֥א | wĕṭāmēʾ | veh-ta-MAY |
| until | עַד | ʿad | ad |
| the even. | הָעָֽרֶב׃ | hāʿāreb | ha-AH-rev |
Cross Reference
Ezekiel 44:31
ପୁଣି ଯାଜକମାନେ କୌଣସି ସ୍ବଯଂ ମୃତ ବା ପଶୁ ପକ୍ଷୀ ଦ୍ବାରା ବିଦୀର୍ଣ୍ଣ କୌଣସି ମୃତ ପଶୁ କିମ୍ବା ପକ୍ଷୀ ଭକ୍ଷଣ କରିବେ ନାହିଁ।
Leviticus 22:8
ସେ ସ୍ବଯଂମୃତ ବା ପଶୁଦ୍ବାରା ହତ ଜନ୍ତୁର ମାଂସ ଭୋଜନ କରି ନିଜକୁ ଅଶୁଚି କରିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।
Deuteronomy 14:21
ଆପେ ଆପେ ମରିୟାଇଥିବା କୌଣସି ମୃତ ପ୍ରାଣୀର ମାଂସ ଭକ୍ଷଣ କରିବ ନାହିଁ। ତୁମ୍ଭମାନେେ ଏହାକକ୍ସ୍ଟ ବିଦେଶୀମାନଙ୍କୁ ଭୋଜନ ପାଇଁ ଦଇପୋର, କିଅବା ବିଦେଶୀକକ୍ସ୍ଟ ତାହା ବିକ୍ରଯ କରିପାର। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ପବିତ୍ର ଲୋକ।
Ezekiel 4:14
ତା'ପ ରେ ମୁଁ କହିଲି, ହେ ସଦାପ୍ରଭୁ ମାରେ ପ୍ରଭୁ ! ଅଶୁଚି ଖାଦ୍ୟ ଖାଇବା ଦ୍ବାରା ମୁଁ ନିଜକୁ କବେେ ଅଶୁଚି କରି ନାହିଁ। ମୁଁ ବାଲ୍ଯକାଳରୁ ଆଜି ପର୍ୟ୍ଯନ୍ତ ସ୍ବଯଂମୃତ ପଶୁ, ପଚି ୟାଇଥିବା ପଶୁଗୁଡ଼ିକ ଏବଂ ଅନ୍ୟ ପଶୁ ଦ୍ବାରା ମରା ହାଇେଥିବା ପଶୁର ମାଂସ ଭୋଜନ କରି ନାହିଁ। ଅଥବା ନିଷିଦ୍ଧ କରାୟାଇଥିବା ମାଂସ ମାେ ପାଟି ରେ ଦଇେ ନାହିଁ।
Ezekiel 36:25
ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।
Zechariah 13:1
ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।
1 Corinthians 6:11
ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତକେ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହାଇେଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ଓ ଆମ୍ଭ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଧାର୍ମିକ କରାଯାଇଛି।
1 Corinthians 10:21
ତୁମ୍ଭମାନେେ ପ୍ରଭୁଙ୍କ ପିଆଲାରୁ ଓ ଶୟତାନର ପିଆଲାରୁ ମଧ୍ଯ ପିଇ ପାରିବ ନାହିଁ। ସହେିପରି ପ୍ରଭୁଙ୍କ ମଜେ ଓ ଶୟତାନର ମଜେ ଉଭୟର ଅଂଶୀଦାର ହାଇେ ବସି ପାରିବ ନାହିଁ।
1 John 1:7
ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।
Isaiah 1:16
ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।
Numbers 19:19
ତତ୍ପରେ ସହେି ଶୁଚିମନ୍ତ ଲୋକ ତୃତୀୟ ଦିନ ରେ ଓ ସପ୍ତମ ଦିନ ରେ ସହେି ଅଶୁଚି ଜଣକ ଉପରେ ତାହା ଛିଞ୍ଚିବ। ତହୁଁ ସେ ସପ୍ତମ ଦିନ ରେ ସହେି ବ୍ଯକ୍ତିକୁ ପରିଷ୍କାର କରିବା ଉଚିତ୍। ଆଉ ସେ ନିଜର ବସ୍ତ୍ର ଧୋଇ ଜଳ ରେ ସ୍ନାନ କରିବା ଉଚିତ୍ ଓ ସନ୍ଧ୍ଯା ସମୟରେ ସେ ଶୁଚି ହବେ।
Numbers 19:7
ତା'ପରେ ସେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ତା'ପରେ ସେ ଛାଉଣୀକି ଆସିବ। ପୁଣି ଯାଜକ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
Leviticus 11:25
ପୁଣି ଯେକହେି ସମାନଙ୍କେର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
Leviticus 11:28
ୟିଏ ସମାନଙ୍କେର ଶବ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ସଗେୁଡିକ ତୁମ୍ଭମାନଙ୍କ ପାଇଁ ଅଶୁଚି।
Leviticus 14:8
ତା'ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳ ରେ ସ୍ନାନ କରିବ, ତାଦ୍ବାରା ସେ ଶୁଚି ହବେ। ତା'ପରେ ସେ ଛାଉଣୀ ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହା ରେ ରହିବ।
Leviticus 15:5
ଯଦି କୌଣସି ବ୍ଯକ୍ତି ସହେି ବ୍ଯକ୍ତିର ବିଛଣାକୁ ଛୁଏଁ, ତବେେ ସେ ତା'ର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
Leviticus 15:27
ପୁଣି ୟିଏ କହେି ସହେିସବୁ ଜିନିଷ ଛୁଇଁବ, ସେ ଅଶୁଚି ହବେ, ସେ ନିଜର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
Leviticus 16:26
ପୁଣି ଯେଉଁ ଲୋକ ତ୍ଯାଗର (ଅଜାଜଲେ ରେ) ଛାଗକୁ ନଇେ ଛାଡିଥାଏ ସେ ନିଜର ବସ୍ତ୍ର ଧୋଇ ଜଳ ରେ ସ୍ନାନ କରିବା ଉଚିତ୍। ତା'ପରେ ଛାଉଣୀ ରେ ପ୍ରବେଶ କରିବ।
Leviticus 16:28
ଯେଉଁ ଲୋକ ସଗେୁଡିକୁ ଦଗ୍ଧ କରିବ, ସେ ତା'ର ବସ୍ତ୍ର ଧୋଇବା ଉଚିତ୍ ଓ ତା'ର ସମସ୍ତ ଶରୀର ଜଳ ରେ ଭଲ ଭାଗ ରେ ଧୋଇବ ଏବଂ ତା'ପରେ କବଳେ ସେ ଛାଉଣୀ ରେ ପ୍ରବେଶ କରିବ।
Leviticus 17:15
ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ଯରୁ ଯେ କହେି ସ୍ବଯଂ ମୃତ କିମ୍ବା ପଶୁ ଭୋଜନ କରେ, ତବେେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହବେ।
Exodus 22:31
ତୁମ୍ଭମାନେେ ମାରେ ବିଶଷେ ଲୋକ। ତେଣୁ ତୁମ୍ଭେ କୌଣସି ପଶୁମାନଙ୍କ ଦ୍ବାରା ମରିଥିବା ପଶୁକୁ ଖାଇବ ନାହିଁ। କୁକୁରମାନଙ୍କୁ ତା'ର ମାଂସ ଖାଇବାକୁ ଦବେ।