Ezekiel 47:14
ତୁମ୍ଭମାନେେ ଏହା ସମାନ ସମାନ ଭାଗ କରିବ। କାରଣ ଏହି ଦେଶ ଦବୋପାଇଁ ମୁଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କଠା ରେ ପ୍ରତିଜ୍ଞା କରିଥିଲି ଏବଂ ଏହି ଦେଶ ତୁମ୍ଭମାନେେ ଅଧିକାର କରିବ।
Ezekiel 47:14 in Other Translations
King James Version (KJV)
And ye shall inherit it, one as well as another: concerning the which I lifted up mine hand to give it unto your fathers: and this land shall fall unto you for inheritance.
American Standard Version (ASV)
And ye shall inherit it, one as well as another; for I sware to give it unto your fathers: and this land shall fall unto you for inheritance.
Bible in Basic English (BBE)
And you are to make an equal division of it; as I gave my oath to your fathers to give it to you: for this land is to be your heritage.
Darby English Bible (DBY)
And ye shall inherit it, one as well as another, [the land] concerning which I lifted up my hand to give it unto your fathers; and this land shall fall to you for inheritance.
World English Bible (WEB)
You shall inherit it, one as well as another; for I swore to give it to your fathers: and this land shall fall to you for inheritance.
Young's Literal Translation (YLT)
And ye have inherited it, one as well as another, in that I have lifted up My hand to give it to your fathers; and this land hath fallen to you in inheritance.
| And ye shall inherit | וּנְחַלְתֶּ֤ם | ûnĕḥaltem | oo-neh-hahl-TEM |
| it, one | אוֹתָהּ֙ | ʾôtāh | oh-TA |
| another: as well as | אִ֣ישׁ | ʾîš | eesh |
| concerning the which | כְּאָחִ֔יו | kĕʾāḥîw | keh-ah-HEEOO |
| up lifted I | אֲשֶׁ֤ר | ʾăšer | uh-SHER |
| נָשָׂ֙אתִי֙ | nāśāʾtiy | na-SA-TEE | |
| hand mine | אֶת | ʾet | et |
| to give | יָדִ֔י | yādî | ya-DEE |
| it unto your fathers: | לְתִתָּ֖הּ | lĕtittāh | leh-tee-TA |
| this and | לַאֲבֹֽתֵיכֶ֑ם | laʾăbōtêkem | la-uh-voh-tay-HEM |
| land | וְנָ֨פְלָ֜ה | wĕnāpĕlâ | veh-NA-feh-LA |
| shall fall | הָאָ֧רֶץ | hāʾāreṣ | ha-AH-rets |
| unto you for inheritance. | הַזֹּ֛את | hazzōt | ha-ZOTE |
| לָכֶ֖ם | lākem | la-HEM | |
| בְּנַחֲלָֽה׃ | bĕnaḥălâ | beh-na-huh-LA |
Cross Reference
Ezekiel 20:5
ଏବଂ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ଯେତବେେଳେ ଇଶ୍ରାୟେଲକୁ ମନୋନୀତ କଲି ଓ ଯାକୁବର ପୁତ୍ରମାନଙ୍କ ଉପ ରେ ଆପଣା ହସ୍ତ ବିସ୍ତାର କଲି ଏବଂ ମିଶର ରେ ସମାନଙ୍କେ ନିକଟରେ ନଜକୁ ପରିଚିତ କରାଇଲି, ମୁଁ ସମାନଙ୍କେ ଉପ ରେ ହସ୍ତ ବିସ୍ତାର କଲି ଏବଂ ସମାନଙ୍କେ ପକ୍ଷ ରେ କହିଲି, ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।
Genesis 12:7
ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।
Ezekiel 48:29
ସହେି ହେଉଛି ଦେଶ ଯାହାକୁ ତୁମ୍ଭମାନେେ ଇଶ୍ରାୟେଲ ପରିବାରବର୍ଗର ଉତ୍ତରାଧିକାରୀମାନଙ୍କ ମଧିଅରେ ଭାଗ କରିବ ଓ ଏଗୁଡ଼ିକ ସମାନଙ୍କେର ଭିନ୍ନ ଭିନ୍ନ ଅଂଶ ଅଟେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
Ezekiel 20:42
ତା'ପ ରେ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ। ତୁମ୍ଭମାନେେ ଏହା ଜାଣିବ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କୁ ଇଶ୍ରାୟେଲ ଭୂମିକୁ ଫରୋଇ ଆଣିବି। ସହେି ଭୂମିକୁ ମୁଁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦବେି ବୋଲି ପ୍ରତିଜ୍ଞା କରିଥିଲି।
Ezekiel 20:28
ତଥାପି ମୁଁ ଆଗ ରେ ଯେଉଁ ଦେଶ ସମାନଙ୍କେୁ ଦବୋପାଇଁ ପ୍ରତିଜ୍ଞା କରିଥିଲି, ସହେି ଦେଶକୁ ସମାନଙ୍କେୁ ଆଣିଲି। ସେତବେେଳେ ସମାନେେ ପ୍ରେତ୍ୟକକ ଉଚ୍ଚପର୍ବତ ଓ ପ୍ରେତ୍ୟକକ ଗହଳିଆ ବୃକ୍ଷ ଦେଖି ସମାନଙ୍କେର ବଳିଦାନ କଲେ। ସମାନେେ ସମାନଙ୍କେର ବଳିଦାନ ଦ୍ବାରା ମାେତେ ବିରକ୍ତ କଲେ। ସମାନେେ ନିଜର ସୁଗନ୍ଧି ଦ୍ରବ୍ଯ ରଖିଲେ ଓ ନିଜ ନିଜର ପଯେ ନବୈେଦ୍ଯ ଢ଼ାଳିଲେ।
Proverbs 16:33
ନିଷ୍ପତ୍ତି ପାଇଁ ଗୁଳିବାଣ୍ଟ ପଡ଼େ, କିନ୍ତୁ ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ଆ ସେ।
Deuteronomy 1:8
ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶ ଦଇେଅଛୁ, ଏହାସବୁ ତୁମ୍ଭମାନଙ୍କର, ୟାଅ ଏବଂ ଏହାକକ୍ସ୍ଟ ଅଧିକାର କର। ଆମ୍ଭେ ତୁମ୍ଭର ପୂର୍ବପୁରୁଷ ୟାଥ: ଅବ୍ରହାମ, ଇସହାକ୍ ଓ ୟାକୁବକୁ ଏହା ଦବୋ ପାଇଁ ଶପଥ କରିଥିଲକ୍ସ୍ଟ, ଆମ୍ଭେ ସମାନଙ୍କେୁ ଓ ସମାନଙ୍କେର ବଂଶଧରମାନଙ୍କୁ ଏହି ଦେଶମାନ ଦବୋ ପାଇଁ ଶପଥ କରିଥିଲକ୍ସ୍ଟ।'
Numbers 14:30
ତୁମ୍ଭମାନଙ୍କ ମଧ୍ଯରୁ କହେି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦବୋକୁ ପ୍ରତିଜ୍ଞା କରିଥିଲୁ, ସଠାେରେ ପ୍ରବେଶ କରିପାରିବ ନାହିଁ। କବଳେ ୟିଫୁନ୍ନିର ପୁତ୍ର କାଲବେ ଓ ନୂନର ପୁତ୍ର ୟିହୋଶୂଯ ସେ ଦେଶ ରେ ପ୍ରବେଶ କରିବେ।
Numbers 14:16
ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦବୋକୁ ପ୍ରତିଜ୍ଞା କରିଥିଲେ, ସହେି ଦେଶକୁ ସମାନଙ୍କେୁ ଆଣି ପାରିଲେ ନାହିଁ, ଏଣୁ ସେ ସମାନଙ୍କେୁ ମରୁଭୂମିରେ ବଧ କରିଅଛନ୍ତି।'
Genesis 28:13
ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।
Genesis 26:3
ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।
Genesis 17:8
ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶ ରେ ଅସ୍ଥାଯୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହବେ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦବେି ଏବଂ ମୁଁ ସମାନଙ୍କେର ପରମେଶ୍ବର ହବେି।
Genesis 15:7
ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ମୁଁ ସହେି ସଦାପ୍ରଭୁ, ୟିଏ ତୁମ୍ଭମାନଙ୍କୁ କଲଦୀଯମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦବୋପାଇଁ ବାହାର କରି ଆଣିଲି।
Genesis 13:15
ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖ ରେ ତୁମ୍ଭେ ଚ଼ିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦବେି।