Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Hosea 6 KJV ASV BBE DBY WBT WEB YLT

Hosea 6 in Oriya WBT Compare Webster's Bible

Hosea 6

1 ଆସ, ସଦାପ୍ରଭୁଙ୍କ ପାଖକୁ ଫରେିୟିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ଯ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତ ରେ ପଟି ବାନ୍ଧି ଦବେେ।

2 ଦୁଇ ଦିନ ପ ରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦବେେ। ତିନି ଦିନ ପ ରେ ସେ ଆମ୍ଭକୁ ଛିଡା କରାଇବେ। ତା'ପ ରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।

3 ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।

4 ହେ ଇଫ୍ରଯିମ, ହେ ଯିହୁଦା, ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ଯବହାର କରିବୁ? ତୁମ୍ଭମାନଙ୍କର ବିଶ୍ବସ୍ତତା ସକାଳର କୁହୁଡି ଓ କାକର ପରି ଅଟେ ଯେ କି ଅତି ପ୍ରତ୍ଯୁଷ ରେ ଉଭଇେ ୟାଏ।

5 ଆମ୍ଭେ ସମାନଙ୍କେୁ ନିପାତ କରିବା ପାଇଁ ଭବିଷ୍ଯତ୍ବକ୍ତାମାନଙ୍କୁ ନିୟୁକ୍ତି କଲୁ ଓ ଆମ୍ଭେ ଆପଣା ଆଦେଶ ରେ ଲୋକମାନଙ୍କୁ ମୃତ୍ଯୁ ଦଲେୁ। କିନ୍ତୁ ସହେି ନିର୍ଣ୍ଣଯରୁ ନ୍ଯାଯ ସଦୃଶ ଆଲୋକ ଆସିବ।

6 କାହିଁକି? କାରଣ ଆମ୍ଭେ ବିଶ୍ବସ୍ତ ପ୍ ରମେ ଗ୍ଭହୁଁ, ବଳିଦାନ ନୁହେଁ। ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ, କିନ୍ତୁ ହାମବେଳି ଆଣନ୍ତୁ ବୋଲି ନୁହେଁ।

7 କିନ୍ତୁ ଠିକ୍ ଆଦମ ପରି ସମାନେେ ଚୁକ୍ତି ଭଙ୍ଗ କଲେ। ସମାନେେ ନିଜ ଭୂମିରେ ଆମ୍ଭ ସହିତ ପ୍ରତାରଣା କଲେ।

8 ଗିଲିଯଦ ଗୋଟିଏ ସହର ଯେ କି ମନ୍ଦ କାର୍ୟ୍ଯ କରୁଥିବା ଲୋକମାନଙ୍କ ରେ ପରିପୂର୍ଣ୍ଣ, ହତ୍ଯାକାରୀମାନଙ୍କର ରକ୍ତାକ୍ତ ପାଦ ଚିହ୍ନ ରେ ରଂଜିତ।

9 ଡକାଯତମାନଙ୍କ ପରି ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଅପେକ୍ଷା କରନ୍ତି। ସହେିପରି, ଯାଜକଙ୍କ ଦଳ ଶିଖିମକୁ ଯାଉଥିବା ଲୋକମାନଙ୍କୁ ରାସ୍ତା ରେ ଅପେକ୍ଷା କରନ୍ତି ଓ ସମାନଙ୍କେୁ ଆକ୍ରମଣ କରନ୍ତି। ସମାନେେ ଏକତ୍ରୀତ ହାଇେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରନ୍ତି।

10 ଆମ୍ଭେ ଇଶ୍ରାୟେଲ ରାଜ୍ଯ ରେ ଗୋଟିଏ ଭୟଙ୍କର ଜିନିଷ ଦେଖିଛୁ। ଇଫ୍ରଯିମ ପରମେଶ୍ବରଙ୍କ ପ୍ରତି ଅବିଶ୍ବସ୍ତ ଥିଲେ। ଇଶ୍ରାୟେଲ ପାପ ରେ କଳୁଷିତ।

11 ହେ ଯିହୁଦା, ତୁମ୍ଭପାଇଁ ଅମଳର ସମୟ ଅଛି। ଏହା ହିଁ ଘଟିବ। ଏକ ସମୟରେ ଆମ୍ଭେ ଆମ୍ଭର ଲୋକମାନଙ୍କୁ ବନ୍ଦୀ ଅବସ୍ଥାରୁ ମୁକ୍ତ କରିବା।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close