Isaiah 41:2
ସେ ଧର୍ମ ରେ ଯାହାକୁ ନିଜ ଚରଣ ନିକଟକୁ ଡ଼ାକନ୍ତି ଏପରି ଏକ ବ୍ଯକ୍ତି ଯକେି ପୂର୍ବ ଦିଗରୁ ଆସିଛନ୍ତି, ତାଙ୍କୁ କିଏ ଉତ୍ପନ୍ନ କରିଛି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖ ରେ ସମର୍ପି ଦିଅନ୍ତି ଓ ରାଜାମାନଙ୍କ ଉପ ରେ ତାହାକୁ କତ୍ତୃର୍ତ୍ବ କରାନ୍ତି। ସେ ଖଡ୍ଗଦ୍ବାରା ସହେି ଦେଶ ସମୂହକୁ ଧୂଳି ତୁଲ୍ଯ କରନ୍ତି ଓ ଧନୁ ସାହାୟ୍ଯ ରେ କୁଟାପରି ଉଡ଼ାଇ ଦିଅନ୍ତି।
Isaiah 41:2 in Other Translations
King James Version (KJV)
Who raised up the righteous man from the east, called him to his foot, gave the nations before him, and made him rule over kings? he gave them as the dust to his sword, and as driven stubble to his bow.
American Standard Version (ASV)
Who hath raised up one from the east, whom he calleth in righteousness to his foot? he giveth nations before him, and maketh him rule over kings; he giveth them as the dust to his sword, as the driven stubble to his bow.
Bible in Basic English (BBE)
Who sent out from the east one who is right wherever he goes? he gives the nations into his hands, and makes him ruler over kings; he gives them as the dust to his sword, as dry stems before the wind to his bow.
Darby English Bible (DBY)
Who raised up from the east him whom righteousness calleth to its foot? He gave the nations before him, and caused him to have dominion over kings; he gave them as dust to his sword, as driven stubble to his bow.
World English Bible (WEB)
Who has raised up one from the east, whom he calls in righteousness to his foot? he gives nations before him, and makes him rule over kings; he gives them as the dust to his sword, as the driven stubble to his bow.
Young's Literal Translation (YLT)
Who stirred up from the east a righteous one? He calleth him to His foot, He giveth before him nations, And kings He causeth him to rule, He giveth `them' as dust `to' his sword, As driven stubble `to' his bow.
| Who | מִ֤י | mî | mee |
| raised up | הֵעִיר֙ | hēʿîr | hay-EER |
| the righteous | מִמִּזְרָ֔ח | mimmizrāḥ | mee-meez-RAHK |
| east, the from man | צֶ֖דֶק | ṣedeq | TSEH-dek |
| called | יִקְרָאֵ֣הוּ | yiqrāʾēhû | yeek-ra-A-hoo |
| foot, his to him | לְרַגְל֑וֹ | lĕraglô | leh-rahɡ-LOH |
| gave | יִתֵּ֨ן | yittēn | yee-TANE |
| the nations | לְפָנָ֤יו | lĕpānāyw | leh-fa-NAV |
| before | גּוֹיִם֙ | gôyim | ɡoh-YEEM |
| rule him made and him, | וּמְלָכִ֣ים | ûmĕlākîm | oo-meh-la-HEEM |
| over kings? | יַ֔רְדְּ | yarĕd | YA-red |
| gave he | יִתֵּ֤ן | yittēn | yee-TANE |
| them as the dust | כֶּֽעָפָר֙ | keʿāpār | keh-ah-FAHR |
| sword, his to | חַרְבּ֔וֹ | ḥarbô | hahr-BOH |
| and as driven | כְּקַ֥שׁ | kĕqaš | keh-KAHSH |
| stubble | נִדָּ֖ף | niddāp | nee-DAHF |
| to his bow. | קַשְׁתּֽוֹ׃ | qaštô | kahsh-TOH |
Cross Reference
Isaiah 45:1
ସଦାପ୍ରଭୁ ନିଜ ଅଭିଷିକ୍ତ ବ୍ଯକତିର ଅର୍ଥାତ୍ କୋରସ ବିଷଯ ରେ ଏହିକଥା କୁହନ୍ତି, ଆମ୍ଭେ ତାହା ସମ୍ମୁଖ ରେ ନାନା ଗୋଷ୍ଠୀକୁ ପରାସ୍ତ କରିବା ପାଇଁ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା। ପୁଣି ତାହା ସମ୍ମୁଖ ରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ବାର ସବୁ ବନ୍ଦ ରହିବ ନାହିଁ।
Isaiah 40:24
ସହେି ଶାସକଗଣ ରୋପିତ ବୃକ୍ଷ ସଦୃଶ। ସମାନଙ୍କେର ଚରେ ମାଟିକୁ ୟିବା ପୂର୍ବରୁ ପରମେଶ୍ବର ଚାରକୁ' ଫୁଙ୍କି ଦିଅନ୍ତି। ସେଥି ରେ ସେ ମରିୟାଇ ଶୁଷ୍କ ହାଇୟୋଏ। ଓ ଘୂର୍ଣ୍ଣିବାଯୁ ତାକୁ ନଡ଼ାପରି ଉଡ଼ାଇ ନିଏ।
Isaiah 46:11
ଆମ୍ଭେ ପୂର୍ବଦିଗସ୍ଥ ଦୂରଦେଶରୁ ଏକ ମନୁଷ୍ଯକୁ ଆହ୍ବାନ କରୁ। ସହେି ମନୁଷ୍ଯଟି ଉତ୍କ୍ରୋଶ ପକ୍ଷୀ ସଦୃଶ। ଆମ୍ଭେ ଯାହା ମନ୍ତ୍ରଣା କରୁ ସେ ତାହାହିଁ କରିବ। ଆମ୍ଭେ କଳ୍ପନା କରିଅଛୁ ଓ ଆମ୍ଭେ ତାହା ସଫଳ କରିବା।
Isaiah 41:25
ଆମ୍ଭେ ଉତ୍ତର ଦିଗରୁ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ। ସେ ପୂର୍ବ ଦିଗରୁ ଆମ୍ଭର ଆହ୍ବାନ କରେ। ସେ ଗାନ୍ଥନୀର ମସଲା ଓ କୁମ୍ଭକର ପାତ୍ର ନିର୍ମାଣ ପାଇଁ ବ୍ଯବହୃତ ମର୍ଦ୍ଦିତ ମୃତ୍ତିକା ପରି ପ୍ରେତ୍ୟକକ ଶାସକକୁ ଦଳିତ କରିବ।'
Ezra 1:2
ପାରସ୍ଯର ରାଜା କୋରସ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ପୃଥିବୀର ସମସ୍ତ ରାଜ୍ଯ ମାେତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମାେତେ ଯିହୁଦା ରାଜ୍ଯର ୟିରୁଶାଲମଠା ରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି।
2 Samuel 22:43
ମୁ ପୃଥିବୀର ଧୂଳି ପରି ସମାନଙ୍କେୁ ଦଳିଲି, ମୁ ସଡକରେ କାଦକ୍ସ୍ଟଅ ପରି ସମାନଙ୍କେୁ ଦଳିଲି। ସମାନଙ୍କେୁ ଛତରାଇ ଦଲେି,
Isaiah 45:13
ଆମ୍ଭେ ତାଙ୍କୁ ଭଲ କାର୍ୟ୍ଯ ଉଦ୍ଦେଶ୍ଯ ରେ ଜାଗରିତ କରୁ, ସେ ଆମ୍ଭର ନଗର ନିର୍ମାଣ କରିବ। ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ମୁକ୍ତ କରିବ। ସେଥିପାଇଁ ସେ କୌଣସି ମୂଲ୍ଯ ବା ପୁରସ୍କାର ଆମ୍ଭଠାରୁ ନବେ ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କୁହନ୍ତି।
Hebrews 11:8
ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।
Hebrews 7:1
ମଲ୍କୀଷଦକେ ଶାଲମରେ ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ବରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫରେିଲା ବେଳେ ମଲ୍କୀଷଦକେ ଅବ୍ରହାମଙ୍କୁ ଦଖାେକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
Isaiah 41:15
ଦେଖ, ମୁଁ ତୁମ୍ଭକୁ ତୀକ୍ଷ୍ମ ଛୁରିକା ବିଶିଷ୍ଟ ଏକ ନୂଆ ଶସ୍ଯ-ମର୍ଦ୍ଦନ ୟନ୍ତ୍ର ସ୍ବରୂପ କରିବି, ତୁମ୍ଭେ କୃଷକ ଶସ୍ଯକୁ ମର୍ଦ୍ଦନ କଲାପରି ପର୍ବତଗୁଡ଼ିକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗୁଡ଼ିକୁ ଭୂଷି ତୁଲ୍ଯ କରିବ।
2 Chronicles 36:23
ପାରସ୍ଯର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ମାେତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମାେତେ ଯିହୁଦାସ୍ଥିତ ୟିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାଯିତ୍ବ ଦଇେଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ବରଙ୍କ ଲୋକ ଅଟ, ୟିରୁଶାଲମକୁ ଫରେି ୟିବା ନିମନ୍ତେ ସ୍ବାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ବର ତୁମ୍ଭ ପ୍ରେତ୍ୟକକଙ୍କ ସହିତ ରେ ରୁହନ୍ତୁ।
2 Kings 13:7
ଅରାମର ରାଜା ୟିହୋଯାଶ୍ଙ୍କ ସୈନ୍ଯବାହିନୀକୁ ପରାସ୍ତ କରି ତାଙ୍କର ମାତ୍ର ପଚାଶ ଅଶ୍ବାରୋହୀ, ଦଶଟି ରଥ ଓ 10,000 ପଦାତିକଙ୍କୁ ଛାଡି ଅନ୍ୟ ସମସ୍ତଙ୍କୁ ବଧ କଲେ। ଯିହାୟୋଦାରଶ୍ଙ୍କ ସୈନ୍ଯମାନେ ଶସ୍ଯ ଅମଳ ସମୟରେ ଅଗାଡି ତୁଲ୍ଯ ପବନ ରେ ଗ୍ଭଲିଗଲେ।
Genesis 17:1
ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।
Genesis 14:14
ଯେତବେେଳେ ଅବ୍ରାମ ନିଜର ଜ୍ଞାତି ଧରା ହାଇେ ୟିବାର ସମାଚ଼ାର ଶୁଣିଲେ। ଅବ୍ରାମ ତା'ର ସମସ୍ତ ପରିବାରକୁ ଏକତ୍ରିତ କଲେ। ସଠାେରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତୃମାନଙ୍କ ପେଛ ପେଛ ଗୋଡ଼ଇେ ଗୋଡ଼ଇେ ଦାନ ନଗର ପର୍ୟ୍ଯନ୍ତ ଗଲେ।
Genesis 12:1
ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ଯାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି ସହେି ଦେଶକୁ ୟାଅ।
Genesis 11:31
ତରହେ ଆପଣା ପୁତ୍ର ଅବ୍ରାମକୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଂଗ ରେ ନଲୋ। ଏବଂ ସେ ସମସ୍ତ କଲଦୀଯମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ଯ ରେ ୟାତ୍ରା କରି ହାରଣ ନଗର ରେ ବସତି ସ୍ଥାପନ କଲେ।