James 5:16 in Oriya

Oriya Oriya Bible James James 5 James 5:16

James 5:16
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।

James 5:15James 5James 5:17

James 5:16 in Other Translations

King James Version (KJV)
Confess your faults one to another, and pray one for another, that ye may be healed. The effectual fervent prayer of a righteous man availeth much.

American Standard Version (ASV)
Confess therefore your sins one to another, and pray one for another, that ye may be healed. The supplication of a righteous man availeth much in its working.

Bible in Basic English (BBE)
So then, make a statement of your sins to one another, and say prayers for one another so that you may be made well. The prayer of a good man is full of power in its working.

Darby English Bible (DBY)
Confess therefore your offences to one another, and pray for one another, that ye may be healed. [The] fervent supplication of the righteous [man] has much power.

World English Bible (WEB)
Confess your offenses to one another, and pray one for another, that you may be healed. The effective, earnest prayer of a righteous man is powerfully effective.

Young's Literal Translation (YLT)
Be confessing to one another the trespasses, and be praying for one another, that ye may be healed; very strong is a working supplication of a righteous man;

Confess
ἐξομολογεῖσθεexomologeistheayks-oh-moh-loh-GEE-sthay
your

ἀλλήλοιςallēloisal-LAY-loos
faults
τὰtata
one
to
another,
παραπτώματα,paraptōmatapa-ra-PTOH-ma-ta
and
καὶkaikay
pray
εὔχεσθεeuchestheAFE-hay-sthay
one
for
ὑπὲρhyperyoo-PARE
another,
ἀλλήλωνallēlōnal-LAY-lone
that
ὅπωςhopōsOH-pose
healed.
be
may
ye
ἰαθῆτεiathēteee-ah-THAY-tay
The
effectual
fervent
πολὺpolypoh-LYOO
prayer
ἰσχύειischyeiee-SKYOO-ee
man
righteous
a
of
δέησιςdeēsisTHAY-ay-sees
availeth
δικαίουdikaiouthee-KAY-oo
much.
ἐνεργουμένηenergoumenēane-are-goo-MAY-nay

Cross Reference

John 9:31
ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ବର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ବରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ବର ତା'ର କଥା ଶୁଣନ୍ତି।

Proverbs 15:29
ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂର ରେ ଥାନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।

1 John 3:22
ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।

Psalm 34:15
ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।

Matthew 21:22
ତୁମ୍ଭମାନେେ ଯାହା କିଛି ପ୍ରାର୍ଥନା ରେ ମାଗିବ, ତାହା ପାଇବ।

Acts 19:18
ସମାନଙ୍କେ ମଧ୍ଯରୁ ଯେଉଁମାନେ ବିଶ୍ବାସ କରୁଥିଲେ, ସହେି ଲୋକମାନେ ଆସି ସମସ୍ତଙ୍କ ସାକ୍ଷାତ ରେ ନିଜର କୁକର୍ମ ସବୁ ସ୍ବୀକାର କଲେ।

Genesis 20:17
ସଦାପ୍ରଭୁ ଅବିମଲକଙ୍କେର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ଯା କଲେ। ପରମେଶ୍ବର ଏପରି କଲେ କାରଣ ଅବିମଲକେ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନଇେଥିଲେ।

Psalm 10:17
ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।

Jeremiah 29:12
ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।

Luke 11:11
ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ'ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳ ରେ ସାପଟିଏ ଦିଏ କି? ନା, ତୁମ୍ଭମାନେେ ତାକୁ ମାଛ ଦବେ।

1 Peter 2:24
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।

Psalm 145:18
ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାୟ୍ଯ ପାଇଁ ଡ଼ାକନ୍ତି।

Numbers 11:2
ତେଣୁ ଲୋକମାନେ ମାଶାଙ୍କେ ନିକଟରେ ସାହାର୍ୟ୍ଯ ପାଇଁ କ୍ରନ୍ଦନ କଲେ। ତହୁଁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ ସହେି ଅଗ୍ନି ଥମିଗଲା।

Hebrews 12:13
ଧାର୍ମିକ ହାଇେ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହବୋର କାରଣ ହବେ ନାହିଁ, ଓ ତୁମ୍ଭମାନେେ ରକ୍ଷା ପାଇପାରିବ।

Proverbs 15:8
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

Job 42:8
ତେଣୁ ବର୍ତ୍ତମାନ ଇଲୀଫସ୍ ସାତାଟେି ଷଣ୍ଢ ଓ ସାତାଟେି ମେଣ୍ଢା ନଇେ ମାେ ଭୃତ୍ଯ ଆୟୁବ ପାଖକୁ ୟାଅ। ତାହା ବଧକରି ନିଜ ପାଇଁ ହାମବେଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦବୋ। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦବୋ ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ ବୋଧ। ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ଯ ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।

1 Thessalonians 5:17
କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ।

Genesis 18:23
ଏହାପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, ହେ ସଦାପ୍ରଭୁ, ଆପଣ କ'ଣ ନୀରିହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବାପାଇଁ ଯୋଜନା କରିଅଛନ୍ତି?

Exodus 9:28
ଏହି ଶିଳାବୃଷ୍ଟି ୟଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡି ଦବେି। ତୁମ୍ଭମାନଙ୍କର ଆଉ ଏଠା ରେ ରହିବା ଦରକାର ନାହିଁ।

2 Kings 20:2
ହିଜକିଯ କାନ୍ଥ ଆଡେ ନିଜର ମୁହଁ ବୁଲାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ।

Matthew 3:6
ସମାନେେ ନିଜ ନିଜ ପାପ ସ୍ବୀକାର କଲେ। ଯୋହନ ୟର୍ଦ୍ଦନ ନଦୀ ରେ ସମାନଙ୍କେ ବାପ୍ତିସ୍ମ ଦେଲେ।

Luke 18:1
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ଉପଦେଶ ଦେଉଥିଲେ ଯେ, ସମାନେେ ସଦାବାଳେ ପ୍ରାର୍ଥନା କରିବା ଉଚିତ। ଏବଂ କବେେ ହେଲେ ଭରସା ହ ରଇବୋ ଉଚିତ ନୁହେଁ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ,

Romans 5:19
ଜଣେ ଲୋକ ପରମେଶ୍ବରଙ୍କୁ ଅବଜ୍ଞା କଲା ଓ ଅନକେ ଲୋକ ପାପୀ ହାଇେ ଗଲେ। କିନ୍ତୁ ସହେିପରି ଜଣେ ଲୋକ ପରମେଶ୍ବରଙ୍କୁ ମାନିଲା ଓ ଅନକେ ଲୋକ ଧାର୍ମିକ ହାଇେ ଯିବେ।

Proverbs 28:9
ଯେଉଁ ଲୋକ କିଛି ଶିକ୍ଷା ଶୁଣିବା ପୂର୍ବରୁ ଆପଣା କର୍ଣ୍ଣ ବନ୍ଦ କରିଦିଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷଯ ହୁଏ।

Luke 7:3
ଶତ ସନୋପତି ଜଣକ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କ ପାଖକୁ କେତକେ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଚାହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଚାକରଟିର ଜୀବନ ରକ୍ଷା କରିଦିଅନ୍ତୁ।

Acts 4:24
ଯେତବେେଳେ ବିଶ୍ବାସୀମାନେ ସମସ୍ତେ ଏହା ଶୁଣିଲେ, ସମାନେେ ଏକ ମନ ରେ ମିଳିତ ଭାବେ ପ୍ରାର୍ଥନା କଲେ, ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥି ରେ ଥିବା ସବୁ କିଛି ସୃଷ୍ଟି କରିଛ।

Acts 10:38
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।

Acts 12:5
ତେଣୁ ପିତର କାରାଗାର ରେ ବନ୍ଦୀ ହାଇେ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ବରଙ୍କ ନିକଟରେ ନିରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।

Romans 3:10
ଶାସ୍ତ୍ର ରେ ଏହିପରି ଲଖାେ ଅଛି,

Colossians 1:9
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ :

1 Thessalonians 5:23
ପରମେଶ୍ବରଙ୍କଠା ରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସହେି ଶାନ୍ତିର ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରିନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ବ - ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର - ମନ୍ଦରହିତ ହାଇେ ସୁରକ୍ଷିତ ରହୁ।

1 Thessalonians 5:25
ଭାଇ ଓ ଭଉଣୀମାନେ ! ଆମ୍ଭ ପାଇଁ ପ୍ରାର୍ଥନା କର।

Hebrews 11:7
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।

Matthew 7:7
ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।

Daniel 9:20
ମୁଁ ସହେିସବୁ କଥା ପରମେଶ୍ବରଙ୍କୁ ପ୍ରାର୍ଥନା ରେ ନିବଦନେ କରୁଥିଲି। ମାରେ ପାପ ଓ ଇଶ୍ରାୟେଲ ଲୋକଙ୍କର ପାପ ସ୍ବୀକାର କରୁଥିଲି। ଆଉ ମାରେ ପରମେଶ୍ବରଙ୍କ ପବିତ୍ର ପର୍ବତ ନିମନ୍ତେ ମାରେ ପରମେଶ୍ବର ସଦାପଭୁଙ୍କ ଛାମୁ ରେ ମାରେ ନିବଦନେ ଉତ୍ସର୍ଗ କରୁଥିଲି।

Jeremiah 33:3
ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।

Genesis 19:29
ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।

Genesis 20:7
ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନ୍ନରାଯ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫରୋଇଦିଅ। ଅବ୍ରହାମ ଜଣେ ଭବିଷ୍ଯତ୍ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ଅବ୍ରହାମକୁ ନ ଫରୋଅ ତବେେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ଯୁବରଣ କରିବେ।

Genesis 32:28
ଏହାପରେ ସହେି ମନୁଷ୍ଯଟି କହିଲା, ଆଉ ତୁମ୍ଭର ନାମ ଯାକୁବ ହବେ ନାହିଁ। ତୁମ୍ଭର ନାମ ଇଶ୍ରାୟେଲ ହବେ ଏବଂ ତୁମ୍ଭେ ସହେି ନାମ ରେ ପରିଚିତ ହବେ କାରଣ ତୁମ୍ଭେ ପରମେଶ୍ବରଙ୍କ ସହିତ ଏବଂ ଲୋକମାନଙ୍କ ସହିତ ୟୁଦ୍ଧ କରି ଜଯଲାଭ କଲ।

Genesis 41:9
ସେତବେେଳେ ମୂଖ୍ଯ ପାନପାତ୍ର ବାହକ ଫାରୋଙ୍କୁ ନିବଦନେ କଲା। ସେ କହିଲା, ମୁଁ ଆଜି ସ୍ମରଣ କରୁଛି ଏକ ଅପରାଧ ମୁଁ କରିଥିଲି।

Exodus 9:33
ମାଶାେ ଫାରୋଙ୍କ ନିକଟରୁ ନଗର ବାହାରକୁ ୟାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହାଇଗେଲା।

Exodus 17:11
ଯେତବେେଳେ ମାଶାେ ତାଙ୍କର ହସ୍ତ ଉପରକୁ କଲେ ସେତବେେଳେ ଇଶ୍ରାୟେଲୀୟ ବିଜଯ ହେଲେ ଓ ଯେତବେେଳେ ମାଶାେ ତାଙ୍କର ହାତ ତଳକୁ ରଖିଲେ, ସେତବେେଳେ ଅମାଲକେୀଯମାନେ ପରାସ୍ତ ହେଲେ।

Exodus 32:10
ତେଣୁ ବର୍ତ୍ତମାନ ମାେତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସମାନଙ୍କେୁ ମାରେ କୋର୍ଧ ରେ ଧ୍ବଂସ କରିବି। ଏହାପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।

Numbers 21:7
ଏଥି ରେ ଲୋକମାନେ ମାଶାଙ୍କେ ନିକଟକୁ ଆସି ନିବଦନେ କଲେ, ଆମ୍ଭମାନେେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରି ପାପ କରିଅଛୁଁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂ ରଇେ ନବେେ। ତେଣୁ ମାଶାେ ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।

Deuteronomy 9:18
ତୁମ୍ଭମାନେେ କରିଥିବା ପାପର ପ୍ରାଯଶ୍ଚିତ କରାବା ପାଇଁ ଯାହାକି ସଦାପ୍ରଭୁଙ୍କୁ କୋରଧିତ କଲା, ମୁ ଚାଳିଶ ଦିନ ଓ ଚାଳିଶ ରାତି ଉପବାସ କଲି। ପ୍ରଥମ ଥର ପରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲି। ମୁ ଅନ୍ନ ଭୋଜନ କିଅବା ଜଳପାନ କଲିନାହିଁ।

2 Chronicles 32:20
ରାଜା ହିଜକିଯ ଓ ଆମାେସ୍ଙ୍କ ପୁତ୍ର ଭବିଷ୍ଯତ୍ବକ୍ତା ଯିଶାଇୟ ଏହି ସମସ୍ଯା ସମ୍ବନ୍ଧ ରେ ପ୍ରାର୍ଥନା କଲେ। ସମାନେେ ସ୍ବର୍ଗ ପ୍ରତି ଅତି ଉଚ୍ଚସ୍ବର ରେ ପ୍ରାର୍ଥନା କଲେ।

2 Chronicles 30:20
ସଦାପ୍ରଭୁ ରାଜା ହିଜକିଯଙ୍କ ପ୍ରାର୍ଥନା ଶୁଣିଲେ। ସଦାପ୍ରଭୁ ଲୋକମାନଙ୍କୁ କ୍ଷମା ଦେଲେ।

2 Kings 19:15
ହିଜକିଯ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, ହେ କିରୁବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ , ଇଶ୍ରାୟେଲର ପରମେଶ୍ବର, ତୁମ୍ଭେ କବଳେ ଏ ସମଗ୍ର ବିଶ୍ବର ପରମେଶ୍ବର ଅଟ। ଆଉ ମଧ୍ଯ ତୁମ୍ଭେ ସ୍ବର୍ଗ ଓ ପୃଥିବୀ ନିର୍ମାଣ କରି ଅଛ।

2 Kings 4:33
ତତ୍ପରେ ଇଲୀଶାୟ ଗୃହର ଦ୍ବାର ବନ୍ଦ କଲେ ଓ ଏକୁଟିଆ ବାଳକ ସହିତ ସେ ଘର ମଧିଅରେ ରହିଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।

1 Kings 17:18
ସହେି ସ୍ତ୍ରୀ ଲୋକଟି ଏଲିଯକୁ କହିଲେ, ହେ ପରମେଶ୍ବରଙ୍କ ଲୋକ, ମାେ ବିରୁଦ୍ଧ ରେ ତୁମ୍ଭର କ'ଣ ଅଛି? ତୁମ୍ଭେ କ'ଣ ମାରେ ପାପ ସ୍ମରଣ କରଇବୋକୁ ଓ ମାରେପୁତ୍ରର ମୃତ୍ଯୁର କାରଣ ହବୋ ପାଇଁ ଆସିଅଛ?

Joshua 10:12
ସହେିଦିନ ସଦାପ୍ରଭୁ ଇ ମାରେୀଯମାନଙ୍କୁ ଇଶ୍ରାୟେଲୀୟଗଣଙ୍କକ୍ସ୍ଟ ହସ୍ତାନ୍ତର କଲେ। ଯିହାଶୂେୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ତା'ପରେ ସେ ଇଶ୍ରାୟେଲୀୟମାନଙ୍କ ଉପସ୍ଥିତି ରେ ଆଜ୍ଞା ଦେଲେ।

Numbers 14:13
ତା'ପରେ ମାଶାେ ସଦାପ୍ରଭୁଙ୍କୁ କହିଲେ, ତବେେ ମିଶରୀଯ ଲୋକମାନେ ତ ଏହା ଶୁଣିବେ, କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ବାରା ସମାନଙ୍କେ ମଧ୍ଯରୁ ଏହି ଲୋକମାନଙ୍କୁ ଆଣିଅଛ।

1 Kings 13:6
ତା'ପରେ ରାଜା ୟାରବିଯାମ ପରମେଶ୍ବରଙ୍କ ଲୋକକୁ ନିବଦନେ କରି କହିଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ମାରେବାହୁର ଆରୋଗ୍ୟ ପାଇଁ ପ୍ରାର୍ଥନା କର।

2 Chronicles 14:11
ଆସା ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କୁ ଡ଼ାକ ପକାଇଲେ ଓ କହିଲେ, ସଦାପ୍ରଭୁ, ତୁମ୍ଭ ପାଇଁ ଶକ୍ତିହୀନ ଲୋକଙ୍କୁ ସାହାୟ୍ଯ କରିବା ଯେତିକି ସହଜ ଶକ୍ତିଶାଳୀ ଲୋକଙ୍କୁ ସାହାୟ୍ଯ କରିବା ସତେିକି ସହଜ। ଆମ୍ଭମାନଙ୍କୁ ସାହାୟ୍ଯ କର। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ବର ଅଟ। ଏହି ବିଶାଳ ସୈନ୍ଯବାହିନୀ ବିପକ୍ଷ ରେ ଥିଲେ ହେଁ ଆମ୍ଭମାନେେ ତୁମ୍ଭ ଉପରେ ନିର୍ଭର କରୁ ! ତୁମ୍ଭେ ତୁମ୍ଭ ବିରୁଦ୍ଧ ରେ କାହାରିକୁ ଜଯ ଲାଭ କରିବାକୁ ଦିଅ ନାହିଁ।

Jeremiah 15:1
ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।

Daniel 2:18
ଦାନିୟେଲ ତା'ର ସାଙ୍ଗମାନଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ଲାଭ କରିବା ନିମନ୍ତେ ପ୍ରାର୍ଥନା କରିବାକୁ କହିଲେ। ସ୍ବର୍ଗସ୍ଥ ପରମେଶ୍ବର ନିଗୂଢ ତଥ୍ଯ ଜଣାଇଲେ, ସେ ଓ ତା'ର ସାଙ୍ଗମାନେ ମୃତ୍ଯୁମୁଖରୁ ରକ୍ଷା ପାଇବେ।

Hosea 12:3
ଯାକୁବ ମାତୃଗର୍ଭ ରେ ଥିଲା ଏବଂ ତା'ର ଭାଇ ସହିତ କୌଶଳ କରିଥିଲା। ସେ ଗୋଟିଏ ଶକ୍ତିଶାଳୀ ୟୁବକ ଥିଲା ଏବଂ ସେତବେେଳେ ସେ ପରମେଶ୍ବରଙ୍କ ସହିତ ଲଢୁଥିଲା।

Matthew 18:15
ତୁମ୍ଭର କହେି ଭାଇ ଯଦି ତୁମ୍ଭ ବିରୁଦ୍ଧ ରେ ଭୁଲ୍ କାମ କରେ, ତବେେ ସେ ଏକାକୀ ଥିବା ବେଳେ ତା' ନିକଟକୁ ଯାଇ ତାର ଭୁଲ୍ ବିଷୟ ରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତବେେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହାଇେ ରହିବାକୁ ସାହାୟ୍ଯ କଲ।

Luke 9:6
ପ୍ ରରେିତମାନେ ବାହାରିଗଲେ। ସମାନେେ ସମସ୍ତେ ନଗର ଦଇେ ଯାତ୍ରା କଲେ। ସମାନେେ ସୁସମାଚାର ଶୁଣାଇଲେ ଓ ସବୁ ଜାଗା ରେ ଲୋକମାନଙ୍କୁ ସୁସ୍ଥ କଲେ।

Hebrews 11:4
କଯିନ ଓ ହବେଲ ଦୁ ହେଁ ପରମେଶ୍ବରଙ୍କୁ ବଳି ଉତ୍ସର୍ଗ କଲେ। କିନ୍ତୁ ବିଶ୍ବାସ ଥିବା ହତେୁ ହବେଲ ଭଲ ବଳି ଉତ୍ସର୍ଗ କଲେ। ପରମେଶ୍ବର କହିଲେ, ଯେ, ସେ ହବେଲ ଉତ୍ସର୍ଗ କରିଥିବା ବଳି ପାଇଁ ପ୍ରସନ୍ନ ଥିଲେ। ପରମେଶ୍ବରଙ୍କଠା ରେ ହବେଲର ବିଶ୍ବାସ ହତେୁ ତାହାକୁ ଭଲ ଲୋକ ବୋଲି କହିଲେ। ହବେଲ ମରି ଯାଇଛି କିନ୍ତୁ ନିଜ ବିଶ୍ବାସ ହତେୁ ଏବେ ସୁଦ୍ଧା ସେ କଥା କହୁଛି।

Hebrews 13:18
ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।

2 Samuel 19:19
ଶିମିଯି ରାଜାଙ୍କକ୍ସ୍ଟ କହିଲା, ସହ ସଦାପ୍ରଭୁସମାର ପ୍ରଭକ୍ସ୍ଟ, ମୁ କରିଥିବା ପାପ ବିଷଯସର ଚିନ୍ତା କର ନାହିଁ। ଆପଣ ୟିରକ୍ସ୍ଟଶାଲମ ଗଲାପଲର ମୁସଯଉଁ କକ୍ସ୍ଟକର୍ମ କରିଛି ତାହାକକ୍ସ୍ଟ ସ୍ମରଣ କରନ୍ତକ୍ସ୍ଟ ନାହିଁ।

1 Samuel 12:18
ତେଣୁ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କୁ ଡାକିଲେ, ସହେି ସମୟରେ ସଦାପ୍ରଭୁ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ। ତେଣୁ ସବକ୍ସ୍ଟଲୋକ ସଦାପ୍ରଭୁ ଓ ଶାମୁୟେଲଙ୍କୁ ଭୟ କଲେ।