Jeremiah 30:14
ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର 'ବନ୍ଧୁମାନେ' ତୁମ୍ଭକୁ ପାଶୋରି ଅଛନ୍ତି। ସମାନେେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ୟୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ଯ ଆଘାତ କରିଅଛୁ ଓ ନିର୍ଦ୍ଦଯ ଲୋକ ତୁଲ୍ଯ ଶାସ୍ତି ଦଇେଅଛୁ।
Jeremiah 30:14 in Other Translations
King James Version (KJV)
All thy lovers have forgotten thee; they seek thee not; for I have wounded thee with the wound of an enemy, with the chastisement of a cruel one, for the multitude of thine iniquity; because thy sins were increased.
American Standard Version (ASV)
All thy lovers have forgotten thee; they seek thee not: for I have wounded thee with the wound of an enemy, with the chastisement of a cruel one, for the greatness of thine iniquity, because thy sins were increased.
Bible in Basic English (BBE)
Your lovers have no more thought for you, they go after you no longer; for I have given you the wound of a hater, even cruel punishment;
Darby English Bible (DBY)
All thy lovers have forgotten thee; they seek thee not. For I have smitten thee with the stroke of an enemy, with the chastisement of a cruel one, for the greatness of thine iniquity: thy sins are manifold.
World English Bible (WEB)
All your lovers have forgotten you; they don't seek you: for I have wounded you with the wound of an enemy, with the chastisement of a cruel one, for the greatness of your iniquity, because your sins were increased.
Young's Literal Translation (YLT)
all loving thee have forgotten thee, Thee they do not seek, For with the stroke of an enemy I smote thee, The chastisement of a fierce one, Because of the abundance of thy iniquity, Mighty have been thy sins!
| All | כָּל | kāl | kahl |
| thy lovers | מְאַהֲבַ֣יִךְ | mĕʾahăbayik | meh-ah-huh-VA-yeek |
| have forgotten | שְׁכֵח֔וּךְ | šĕkēḥûk | sheh-hay-HOOK |
| thee; they seek | אוֹתָ֖ךְ | ʾôtāk | oh-TAHK |
| not; thee | לֹ֣א | lōʾ | loh |
| for | יִדְרֹ֑שׁוּ | yidrōšû | yeed-ROH-shoo |
| I have wounded | כִּי֩ | kiy | kee |
| wound the with thee | מַכַּ֨ת | makkat | ma-KAHT |
| enemy, an of | אוֹיֵ֤ב | ʾôyēb | oh-YAVE |
| with the chastisement | הִכִּיתִיךְ֙ | hikkîtîk | hee-kee-teek |
| one, cruel a of | מוּסַ֣ר | mûsar | moo-SAHR |
| for | אַכְזָרִ֔י | ʾakzārî | ak-za-REE |
| multitude the | עַ֚ל | ʿal | al |
| of thine iniquity; | רֹ֣ב | rōb | rove |
| because thy sins | עֲוֹנֵ֔ךְ | ʿăwōnēk | uh-oh-NAKE |
| were increased. | עָצְמ֖וּ | ʿoṣmû | ohts-MOO |
| חַטֹּאתָֽיִךְ׃ | ḥaṭṭōʾtāyik | ha-toh-TA-yeek |
Cross Reference
Lamentations 1:2
ସେ ରାତ୍ରି ରେ ଅତିଶଯ ରୋଦନ କରୁଛି, ତାହାର ଲୋତକ ଗଣ୍ଡଦେଶ ରେ ପଡ଼ୁଅଛି; ତାକୁ ସାନ୍ତ୍ବନା ଦବୋକୁ କହେି ନାହିଁ ; ତା'ର ସମସ୍ତ ବନ୍ଧୁ ତାକୁ ପ୍ରବଞ୍ଚନା କରିଛନ୍ତି; ସମାନେେ ତାହାର ଶତ୍ରୁ ହାଇେଛନ୍ତି।
Jeremiah 5:6
ସମାନେେ ପରମେଶ୍ବରଙ୍କ ବିରୁଦ୍ଧାଚରଣ କରିଛନ୍ତି। ତେଣୁ ବନରୁ ଏକ ସିଂହ ବାହାରି ସମାନଙ୍କେୁ ବଧ କରିବ ଓ ସନ୍ଧ୍ଯା କାଳୀନ ଗଧିଆ ସମାନଙ୍କେୁ ବିନାଶ କରିବ। ଚିତାବାଘ ସମାନଙ୍କେ ନଗର ସମୂହ ନିକଟରେ ଛକି ରହିବ। ଯେଉଁଲୋକ ନଗରରୁ ବାହାରିବ, ସେ ତାକୁ ବିଦୀର୍ଣ୍ଣ କରିବ। କାରଣ ସମାନେେ ବହୁ ଅପରାଧ କରିଛନ୍ତି ଓ ସମାନେେ ବହୁବାର ସଦାପ୍ରଭୁଙ୍କଠାରୁ ବିପଥଗାମୀ ହାଇେଛନ୍ତି।
Job 30:21
ହେ ପରମେଶ୍ବର, ତୁମ୍ଭେ ଜାରେ ପବନ ଦ୍ବାରା ମାେତେ ଉଡ଼ାଇ ଦିଅ। ତୁମ୍ଭେ ମାେତେ ଝଡ଼ ଚାରିଆଡ଼େ ଫିଙ୍ଗିଦିଅ।
Jeremiah 22:20
ହେ ଯିହୁଦା, ତୁମ୍ଭେ ଲିବାନୋନ୍ର ପର୍ବତ ଉପ ରେ କ୍ରନ୍ଦନ କର। ତୁମ୍ଭେ ବାଶନର ପର୍ବତ ଉପ ରେ ଉଚ୍ଚ ସ୍ବର ରେ ପାଟି କର ଓ ଅବାରୀମର ପର୍ବତରୁ ବିଳାପ କର। କାରଣ ତୁମ୍ଭର 'ପ୍ ରମେିକମାନେ' ବିନଷ୍ଟ ହାଇେଅଛନ୍ତି।
Job 19:11
ପରମେଶ୍ବରଙ୍କ ରାଗ ମାେ ବିରୁଦ୍ଧ ରେ ପ୍ରଜ୍ବଳିତ ହବୋ ରେ ଲାଗିଛି। ସେ ମାେତେ ତାଙ୍କର ଶତ୍ରୁ ଭାବୁଛନ୍ତି।
Jeremiah 4:30
ଆଉ ତୁମ୍ଭେ ଯେତବେେଳେ ବିନଷ୍ଟ ହବେ ସେତବେେଳେ ତୁମ୍ଭେ କ'ଣ କରିବ ? ତୁମ୍ଭେ କାହିଁକି ଲାଲ ରଙ୍ଗର ବସ୍ତ୍ର ପିନ୍ଧୁଛ ଓ ସୁବର୍ଣ୍ଣ ଅଳଙ୍କାର ରେ ନିଜକୁ ଭୂଷିତା କରୁଛ? ତୁମ୍ଭେ ବୃଥା ରେ ନିଜର ଚକ୍ଷୁ ରେ ଅଞ୍ଜନ ଦଇେ ନିଜକୁ ସଜାଇଛ ଓ ସୁନ୍ଦର କରୁଅଛ। କାରଣ ଜାରପୁରୁଷମାନେ ମଧ୍ଯ ତୁମ୍ଭକୁ ଘୃଣା କରୁଛନ୍ତି ଓ ତୁମ୍ଭ ପ୍ରାଣ ବିନାଶ କରିବାକୁ ଚେଷ୍ଟା କରୁଛନ୍ତି।
Jeremiah 22:22
ତୁମ୍ଭ ପ୍ରତି ଶାସ୍ତି ସ୍ବରୂପ ବାଯୁ ତୁମ୍ଭର ସମସ୍ତ ମଷେପାଳକଙ୍କୁ ଉଡ଼ାଇ ନବେ ଓ ତୁମ୍ଭର ଆଚ୍ଛାଦନ ବନ୍ଦୀତ୍ବ ସ୍ଥାନକୁ ୟିବ। ସହେି ସମୟରେ ତୁମ୍ଭେ ନିଜର ସକଳ ଦୁଷ୍ଟାଚରଣ ଯୋଗୁଁ ଲଜ୍ଜିତ ଓ ଆକୁଳିତ ହବେ।
Revelation 17:12
ତୁମ୍ଭେ ଯେଉଁ ଦଶଶିଙ୍ଗ ଦେଖିଲ, ତାହା ଦଶଜଣ ରାଜା। ଏହି ଦଶଜଣ ରାଜା ଏ ପର୍ୟ୍ଯନ୍ତ ରାଜ ଭଳି ରାଜ୍ଯ ପାଇ ନାହାଁନ୍ତି। କିନ୍ତୁ ସମାନେେ ସହେି ପଶୁ ସହିତ ଗୋଟିଏ ଘଣ୍ଟା ପର୍ୟ୍ଯନ୍ତ ଶାସନ କରିବା ପାଇଁ କ୍ଷମତା ପାଇବେ।
Hosea 5:14
କାହିଁକି ସେ ଏହା ପାରିବେ ନାହିଁ? କାରଣ ଆମ୍ଭେ ସିଂହ ସଦୃଶ ଇଫ୍ରଯିମଙ୍କୁ ଆକ୍ରମଣ କରିବା। ୟୁବାସିଂହ ସଦୃଶ ଆମ୍ଭେ ଯିହୁଦା ରାଜ୍ଯକୁ ଆକ୍ରମଣ କରିବା। ହଁ ଆମ୍ଭେ ସଦାପ୍ରଭୁ, ସମାନଙ୍କେୁ ଖଣ୍ତ ଖଣ୍ତ କରି ଚିରିଦବୋ। ଆମ୍ଭେ ସମାନଙ୍କେୁ ବହୁଦୂରକୁ ନଇୟିବୋ ଏବଂ କହେି ସମାନଙ୍କେୁ ରକ୍ଷା କରିପାରିବେ ନାହିଁ।
Hosea 2:10
ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦବୋ। ତା'ର ଉଲଗ୍ନ ଶରୀର ତା'ର ପ୍ ରମେିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତା'କୁ କହେି ରକ୍ଷା କରିପାରିବେ ନାହିଁ।
Hosea 2:5
ସମାନଙ୍କେର ମାଆ ବେଶ୍ଯାପରି କାମ କରିଅଛି। ସୋମାନଙ୍କର ମାଆଙ୍କ କୃତକର୍ମ ପାଇଁ ଲଜ୍ଜିତ ହବୋ ଉଚିତ। ସେ କହିଲା, 'ମୁଁ ମାରେପ୍ ରମେିକମାନଙ୍କ ପାଖକୁ ୟିବି। ମାରେପ୍ ରମେିକମାନେ ମାେତେ ଖାଦ୍ୟ ଓ ପାଣି ଦବେେ। ସମାନେେ ମାେତେ ପଶମ ଓ ଲାଇଲନ୍ ଦବେେ। ସମାନେେ ମାେତେ ଦ୍ରାକ୍ଷାରସ ଓ ଅଲିଭ୍ ତଲେ ଦବେେ।'
Ezekiel 23:22
ଏଣୁ ହେ ଅହଲୀବା, ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, 'ମୁଁ ତୁମ୍ଭ୍ ପ୍ ରମେିକମାନଙ୍କୁ ତୁମ୍ଭ ବିରୁଦ୍ଧ ରେ ଉଠାଇବି। ସହେି ପ୍ ରମେିକମାନେ ୟିଏ ତୁମ୍ଭକୁ ହତାଶ କଲେ, ତୁମ୍ଭକୁ ଘରେି ଯିବେ। ମୁଁ ଏହା ଘଟିବାକୁ କାରଣ କରିବି।
Ezekiel 23:9
ତେଣୁ ଆମ୍ଭେ ତାହାର ପ୍ ରମେିକଗଣର ହସ୍ତ ରେ ଅର୍ଥାତ୍ ଯେଉଁମାନଙ୍କ ପ୍ରତି ସେ ପ୍ ରମେ ରେ ଆସକ୍ତା ହାଇେଥିଲା ସହେି ଅଶୂରୀଯମାନଙ୍କ ହସ୍ତ ରେ ତାହାକୁ ସମର୍ପଣ କଲୁ।
Job 16:9
ପରମେଶ୍ବର ମାେତେ ଆକ୍ରମଣ କରିଛନ୍ତି। ସେ ମାେ ଉପରେ କୋପ କରିବାକୁ ମାରେ ଶରୀର ଲୋତକରେ ଭିଜି ୟାଇଛି। ପରମେଶ୍ବର ମାେ ବିରୁଦ୍ଧ ରେ ତାଙ୍କ ଦାନ୍ତ ରଗଡ଼ନ୍ତି। ମାରେ ଶତ୍ରୁ ମାେତେ ଘୃଣା ଚକ୍ଷୁ ରେ ଦେଖନ୍ତି।
Psalm 90:7
ହେ ପରମେଶ୍ବର, ତୁମ୍ଭ କୋର୍ଧରେ ଆମ୍ଭମାନେେ କ୍ଷଯ ହେଉ। ପୁଣି ତୁମ୍ଭ କୋର୍ଧ ଆମ୍ଭଙ୍କୁ ଭୟଭୀତ କରେ।
Jeremiah 2:36
ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଚାଲିଛ, ଏତେ ଅବ ହଳେିତ ଭାବରେ ? ତୁମ୍ଭେ ଅଶୂରର ବିଷଯ ରେ ଯେପରି ଲଜ୍ଜିତା ହାଇେଥିଲ, ସହେିପରି ମିଶରର ବିଷଯ ରେ ଲଜ୍ଜିତା ହବେ।
Jeremiah 6:23
ସମାନେେ ଧନୁ ଓ ବର୍ଚ୍ଛା ଧରନ୍ତି, ସମାନେେ ନିଷ୍ଠୁର ଓ ନିର୍ଦ୍ଦଯ। ସମାନେେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସମାନେେ ଅଶ୍ବାରୋହଣ କରନ୍ତି। ଆଗୋ ସିୟୋନର କନ୍ଯା, ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ ସମାନଙ୍କେର ପ୍ରେତ୍ୟକକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।
Jeremiah 30:15
ହେ ଇଶ୍ରାୟେଲ ଓ ଯିହୁଦା, ତୁମ୍ଭମାନେେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଛ ? ତୁମ୍ଭମାନଙ୍କର ଏହି କ୍ଷତ ୟନ୍ତ୍ରଣାଦାୟକ ଓ ଦୁରା ରୋଗ୍ଯ। ତୁମ୍ଭମାନଙ୍କର ଅଧର୍ମ ଅନକେ ଓ ପାପ ବହୁତ। ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।
Jeremiah 38:22
ଦେଖନ୍ତୁ, ଯିହୁଦାର ରାଜଗୃହ ରେ ଯେତେ ସ୍ତ୍ରୀଲୋକ ଅବଶିଷ୍ଟ ଅଛନ୍ତି, ସେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ଏହି ସ୍ତ୍ରୀମାନେ କହିବେ,
Lamentations 1:19
ମୁଁ ମାରେ ପ୍ ରମେିକମାନଙ୍କୁ ଡ଼ାକିଲି, ମାତ୍ର ସମାନେେ ମାେ ପ୍ରତି ପ୍ରବଞ୍ଚନା କଲେ। ମାରେ ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧିଅରେ ପ୍ରାଣତ୍ଯାଗ କଲେ। ସମାନେେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ।
Lamentations 2:4
ଆସ ସଦାପ୍ରଭୁ ଶତ୍ରୁ ପରି ଧନୁ ରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶାେଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କୋରଧାଗ୍ନିକୁ ସିୟୋନ କନ୍ଯାର ତମ୍ବୁ ଉପ ରେ ଢ଼ାଳି ଦଇେଅଛନ୍ତି।
Ezekiel 9:8
ଏବଂ ସମାନେେ ଯେତବେେଳେ ସଂହାର କରୁଥିଲେ, ଏକମାତ୍ର ମାେତେ ଛାଡ଼ି ଦିଆଗଲା। ତହିଁରେ ମୁଁ ତଳେ ମୁହଁ ମାଡ଼ି କ୍ରନ୍ଦନ କଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ୟିରୁଶାଲମ ଉପ ରେ କୋପ କରି ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ବିନାଶ କରିବ ?
Job 13:24
ହେ ପରମେଶ୍ବର, ଆପଣ କାହିଁକି ମାଠାରୁେ ଦୂ ରଇେ ଯାଉଛନ୍ତି, ଏବଂ ଶତ୍ରୁଭଳି ବ୍ଯବହାର କରୁଛନ୍ତି ?