Jeremiah 50:33 in Oriya

Oriya Oriya Bible Jeremiah Jeremiah 50 Jeremiah 50:33

Jeremiah 50:33
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଉଭୟ ଇଶ୍ରାୟେଲ ଓ ଯିହୁଦାର ପୁତ୍ରଗଣ ଅତ୍ଯାଚାରିତ ହାଇେଛନ୍ତି। ଯେଉଁ ଶତ୍ରୁଗଣ ସମାନଙ୍କେୁ ବନ୍ଦୀ କରି ନେଲେ ସମାନେେ ସମାନଙ୍କେୁ ଦୃଢ଼ ହସ୍ତ ରେ ଧରି ରଖିଲେ, ଛାଡ଼ିଲେ ନାହିଁ।

Jeremiah 50:32Jeremiah 50Jeremiah 50:34

Jeremiah 50:33 in Other Translations

King James Version (KJV)
Thus saith the LORD of hosts; The children of Israel and the children of Judah were oppressed together: and all that took them captives held them fast; they refused to let them go.

American Standard Version (ASV)
Thus saith Jehovah of hosts: The children of Israel and the children of Judah are oppressed together; and all that took them captive hold them fast; they refuse to let them go.

Bible in Basic English (BBE)
This is what the Lord of armies has said: The children of Israel and the children of Judah are crushed down together: all those who took them prisoner keep them in a tight grip; they will not let them go.

Darby English Bible (DBY)
Thus saith Jehovah of hosts: The children of Israel and the children of Judah were together oppressed; and all that took them captives held them fast: they refused to let them go.

World English Bible (WEB)
Thus says Yahweh of hosts: The children of Israel and the children of Judah are oppressed together; and all who took them captive hold them fast; they refuse to let them go.

Young's Literal Translation (YLT)
Thus said Jehovah of Hosts: Oppressed are the sons of Israel, And the sons of Judah together, And all their captors have kept hold on them, They have refused to send them away.

Thus
כֹּ֤הkoh
saith
אָמַר֙ʾāmarah-MAHR
the
Lord
יְהוָ֣הyĕhwâyeh-VA
of
hosts;
צְבָא֔וֹתṣĕbāʾôttseh-va-OTE
The
children
עֲשׁוּקִ֛יםʿăšûqîmuh-shoo-KEEM
Israel
of
בְּנֵיbĕnêbeh-NAY
and
the
children
יִשְׂרָאֵ֥לyiśrāʾēlyees-ra-ALE
of
Judah
וּבְנֵיûbĕnêoo-veh-NAY
oppressed
were
יְהוּדָ֖הyĕhûdâyeh-hoo-DA
together:
יַחְדָּ֑וyaḥdāwyahk-DAHV
and
all
וְכָלwĕkālveh-HAHL
that
took
them
captives
שֹֽׁבֵיהֶם֙šōbêhemshoh-vay-HEM
fast;
them
held
הֶחֱזִ֣יקוּheḥĕzîqûheh-hay-ZEE-koo
they
refused
בָ֔םbāmvahm
to
let
them
go.
מֵאֲנ֖וּmēʾănûmay-uh-NOO
שַׁלְּחָֽם׃šallĕḥāmsha-leh-HAHM

Cross Reference

Isaiah 14:17
ଏ କ'ଣ ସହେି ଲୋକ ଯେ କି ନଗରଗୁଡ଼ିକୁ ଧ୍ବଂସ କରିଥିଲେ ଓ ସଗେୁଡ଼ିକୁ ମରୁଭୂମିରେ ପରିଣତ କରିଥିଲେ। ପୁଣି ୟୁଦ୍ଧ ରେ ବନ୍ଦୀମାନଙ୍କୁ ନିଜ ଗୃହକୁ ଛାଡ଼ି ନ ଥିଲେ।'

Isaiah 58:6
ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ୟୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦବୋର ଓ ପ୍ରେତ୍ୟକକ ୟୁଆଳି ଭଗ୍ନ କରିବାର, ଏହିପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?

Zechariah 1:15
ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ଯନ୍ତ କ୍ଷୁବ୍ଧ ଥିଲୁ। କାରଣ ସମାନେେ ବିପର୍ୟ୍ଯଯକୁ ସର୍ବଦା ଆମନ୍ତ୍ରଣ କରୁଥିଲେ।

Jeremiah 51:34
ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।

Jeremiah 50:17
ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।

Jeremiah 50:7
ଯେଉଁମାନେ ସମାନଙ୍କେୁ ପାଇଲେ, ସମାନଙ୍କେୁ ଗ୍ରାସ କରିଅଛନ୍ତି। ସମାନଙ୍କେର ଶତ୍ରୁମାନେ କହିଲେ, 'ଆମ୍ଭମାନେେ କୌଣସି ପାପ କରି ନାହୁଁ।' କାରଣ ସମାନେେ ସଦାପ୍ରଭୁଙ୍କର ବିରୁଦ୍ଧ ରେ ପାପ କରିଅଛନ୍ତି, ସମାନଙ୍କେର ଧାର୍ମିକ ବିଶ୍ରାମସ୍ଥଳ ଯେଉଁମାନଙ୍କ ଉପ ରେ ସମାନଙ୍କେର ପୂର୍ବପୁରୁଷଗଣ ନିର୍ଭର କରିଥିଲେ।

Jeremiah 34:15
ପୁଣି ତୁମ୍ଭମାନେେ ଏହାପ ରେ ଆପଣା ପ୍ରତିବେଶୀଙ୍କୁ ମୁକ୍ତି କରି ଆମ୍ଭ ଦୃଷ୍ଟି ରେ ଯଥାର୍ଥ କର୍ମ କଲ। ଆଉ ଆମ୍ଭ ନାମ ରେ ଖ୍ଯାତ ମନ୍ଦିର ରେ ଆମ୍ଭ ସମ୍ମୁଖ ରେ ନିଯମ କରିଥିଲ।

Isaiah 52:4
ସଦାପ୍ରଭୁ ମାରେ ପ୍ରଭୁ କୁହନ୍ତି, ଆମ୍ଭର ଲୋକମନେ ପ୍ରବାସ କରିବାକୁ ମିଶର ୟାଇଥିଲେ। ମାତ୍ର ଅଶୂରୀଯମାନେ ବିନା କାରଣ ରେ ସମାନଙ୍କେ ଉପ ରେ ଅତ୍ଯାଚାର କଲେ।

Isaiah 51:23
ଯେଉଁମାନେ ତୁମ୍ଭକୁ କ୍ଲେଶ ଦଇେଛନ୍ତି, ସହେିମାନଙ୍କ ବିପକ୍ଷ ରେ ଆମ୍ଭେ ୟିବା। ସମାନେେ ତୁମ୍ଭକୁ କହିଛନ୍ତି, ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପ ରେ ଗମନ କରିବୁ।' ପୁଣ ତୁମ୍ଭମାନେେ ଭୂମି ଓ ସଡ଼କପରି ପିଠି ପାତି ଦଇେଛ ଏବଂ ସମାନେେ ତୁମ୍ଭମାନଙ୍କ ଉପ ରେ ଗମନାଗମନ କରିଛନ୍ତି।

Isaiah 49:24
ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ଯ ହରଣ କରାୟାଇ ପାରିବ କି ? କିମ୍ବା ବନ୍ଦୀ ହାଇେଥିବା ଲୋକମାନେ ମୁକ୍ତ ହାଇେ ପାରିବେ କି ?

Isaiah 47:6
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।

Exodus 9:17
ତଥାପି ମଧ୍ଯ ତୁମ୍ଭେ ମାରେ ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମାରେ ଲୋକମାନଙ୍କୁ ମୁକ୍ତ କରୁନାହଁ।

Exodus 9:2
ଯଦି ତୁମ୍ଭେ ଏପରି କର ଓ ମାରେ ଲୋକମାନଙ୍କୁ ୟିବାକୁ ନଦିଅ।

Exodus 8:2
ଯଦି ତୁମ୍ଭେ ମାରେ ଲୋକମାନଙ୍କୁ ଛାଡିବାକୁ ମନା କରିବ, ତବେେ ମୁଁ ମିଶରକୁ ସଂପୂର୍ଣ୍ଣ ବେଙ୍ଗ ରେ ପରିପୂର୍ଣ୍ଣ କରି ଦବେି।

Exodus 5:2
କିନ୍ତୁ ଫାରୋ କହିଲେ, ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି ନାହିଁ।