Job 3:8
କେତକେ ୟାଦୁକର ସବୁବେଳେ ଲିବିଯାଥନକୁ ଆବାହନ କରି ଜଗାନ୍ତି। ସହେିମାନେ ସହେି ଦିନକୁ ଅଭିଶାପ ଦିଅନ୍ତୁ। ଯେଉଁଦିନ ମୁଁ ଜନ୍ମିଲି।
Job 3:8 in Other Translations
King James Version (KJV)
Let them curse it that curse the day, who are ready to raise up their mourning.
American Standard Version (ASV)
Let them curse it that curse the day, Who are ready to rouse up leviathan.
Bible in Basic English (BBE)
Let it be cursed by those who put a curse on the day; who are ready to make Leviathan awake.
Darby English Bible (DBY)
Let them curse it that curse the day, who are ready to rouse Leviathan;
Webster's Bible (WBT)
Let them curse it that curse the day, who are ready to raise up their mourning.
World English Bible (WEB)
Let them curse it who curse the day, Who are ready to rouse up leviathan.
Young's Literal Translation (YLT)
Let the cursers of day mark it, Who are ready to wake up Leviathan.
| Let them curse | יִקְּבֻ֥הוּ | yiqqĕbuhû | yee-keh-VOO-hoo |
| it that curse | אֹֽרְרֵי | ʾōrĕrê | OH-reh-ray |
| the day, | י֑וֹם | yôm | yome |
| ready are who | הָֽ֝עֲתִידִ֗ים | hāʿătîdîm | HA-uh-tee-DEEM |
| to raise up | עֹרֵ֥ר | ʿōrēr | oh-RARE |
| their mourning. | לִוְיָתָֽן׃ | liwyātān | leev-ya-TAHN |
Cross Reference
Job 41:1
ଆୟୁବ ତୁମ୍ଭେ ବନଶୀ କଣ୍ଟା ରେ ଲିବିଯାଥନକୁ ଧରିପାରିବ କି ? ତୁମ୍ଭେ ତା'ର ଜିଭକୁ ରସି ରେ ବାନ୍ଧିପାରିବ କି ?
Job 41:10
କୌଣସି ମନୁଷ୍ଯ ଏତେ ସାହସୀ ନୁହେଁ ଯେ ତାକୁ ଉଠାଇବ ଓ ରଗାଇବ। ଏବଂ କେଉଁ ମନୁଷ୍ଯ ତା' ବିରୁଦ୍ଧ ରେ ଠିଆ ମଧ୍ଯ ହାଇପୋରିବ ନାହିଁ।
2 Chronicles 35:25
ଯିରିମିୟ ଯୋଶିୟଯଙ୍କ ନିମନ୍ତେ ସମାଧିକାଳୀନ କତେୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ୟ୍ଯନ୍ତ ପୁରୁଷ ଓ ସ୍ତ୍ରୀ ଗାଯକ ଗାଯିକାମାନେ ସହେି ବିଷାଦପୂର୍ଣ୍ଣ ସଙ୍ଗୀତଗାନ କରିଥାଆନ୍ତି। ଇଶ୍ରାୟେଲର ଲୋକମାନେ ଏହିପ୍ରକାର ସବୁବେଳେ କଲେ। ସମାନେେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସହେି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲଖାୟୋଇଅଛି।
Job 41:25
ସେ ଯେତବେେଳେ ଉେଠ, ବଳବାନ ଲୋକମାନେ ମଧ୍ଯ ଭୟଭୀତ ହାଇୟୋନ୍ତି। ସେ ଯେତବେେଳେ ଲାଞ୍ଜ ବୁଲାଏ ସମାନେେ ଦୌଡ଼ି ପଳାନ୍ତି।
Jeremiah 9:17
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ବିବଚେନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡ଼ାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।
Amos 5:16
ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଲୋକମାନେ ସର୍ବଶକ୍ତିମାନ ସ୍ଥାନ ରେ କ୍ରନ୍ଦନ କରିବେ। ପ୍ରେତ୍ୟକକ ରାସ୍ତା ରେ ସମାନେେ କହିବେ ହାୟ! ହାୟ! ସମାନେେ କୃଷକମାନଙ୍କୁ ଶୋକରେ ୟୋଗଦବୋ ପାଇଁ ନିମନ୍ତ୍ରଣ କରିବେ ଓ ପଷୋଦାର ଶାେକକାରୀମାନଙ୍କୁ ଶାେକ କରିବାକୁ ଭଡା ରେ ଆଣିବେ।
Matthew 11:17
'ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ। କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଶୋକ ଗୀତ ଗାଇଲୁ, କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।'
Mark 5:38
ସମାନେେ ଯିହୂଦୀ ସମାଜ ଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସଠାେରେ ଲୋକମାନଙ୍କୁ ଉଚ୍ଚ ସ୍ବର ରେ ବିଳାପ କରୁଥିବାର ଦେଖିଲେ। ସଠାେରେ ବହୁତ କୋଳାହଳ ହେଉଥିଲା।