John 17:3 in Oriya

Oriya Oriya Bible John John 17 John 17:3

John 17:3
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।

John 17:2John 17John 17:4

John 17:3 in Other Translations

King James Version (KJV)
And this is life eternal, that they might know thee the only true God, and Jesus Christ, whom thou hast sent.

American Standard Version (ASV)
And this is life eternal, that they should know thee the only true God, and him whom thou didst send, `even' Jesus Christ.

Bible in Basic English (BBE)
And this is eternal life: to have knowledge of you, the only true God, and of him whom you have sent, even Jesus Christ.

Darby English Bible (DBY)
And this is the eternal life, that they should know thee, the only true God, and Jesus Christ whom thou hast sent.

World English Bible (WEB)
This is eternal life, that they should know you, the only true God, and him whom you sent, Jesus Christ.

Young's Literal Translation (YLT)
and this is the life age-during, that they may know Thee, the only true God, and him whom Thou didst send -- Jesus Christ;

And
αὕτηhautēAF-tay
this
δέdethay
is
ἐστινestinay-steen
life
ay

αἰώνιοςaiōniosay-OH-nee-ose
eternal,
ζωήzōēzoh-A
that
ἵναhinaEE-na
they
might
know
γινώσκωσινginōskōsingee-NOH-skoh-seen
thee
σὲsesay
the
τὸνtontone
only
μόνονmononMOH-none
true
ἀληθινὸνalēthinonah-lay-thee-NONE
God,
θεὸνtheonthay-ONE
and
καὶkaikay
Jesus
ὃνhonone
Christ,
ἀπέστειλαςapesteilasah-PAY-stee-lahs
whom
Ἰησοῦνiēsounee-ay-SOON
thou
hast
sent.
Χριστόνchristonhree-STONE

Cross Reference

1 John 5:20
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।

1 John 5:11
ପରମେଶ୍ବର ଏହା କହନ୍ତି : ପରମେଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦଇେଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠା ରେ ଅଛି।

John 17:25
ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମାେତେ ପଠାଇଛ।

John 3:17
ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଚାର କରିବା ପାଇଁ ପଠାଇ ନଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ବାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।

John 3:34
ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।

Isaiah 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।

John 14:9
ଯୀଶୁ ଉତ୍ତର ଦେଲେ, ଫିଲିପ୍ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମାେତେ ଜାଣିବା ଉଚିତ। ମାେତେ ୟିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ଯ ଦେଖିଛି। ତେଣୁ ତୁମ୍ଭେ ମାେତେ କାହିଁକି କହୁଛ, 'ଆମ୍ଭକୁ ପରମପିତାଙ୍କୁ ଦଖାେଅ?'

Hosea 6:3
ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।

Jeremiah 9:23
ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

1 Chronicles 28:9
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।

John 17:21
ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।

John 17:23
ମୁଁ ସମାନଙ୍କେଠା ରେ ରହିବି ଓ ତୁମ୍ଭେ ମାଠାେ ରେ ରହିବ। ତେଣୁ ସମାନେେ ସଂମ୍ପୂର୍ଣ୍ଣ ଭାବେ ଏକ ହାଇପୋରିବେ। ତାହା ହେଲେ ଏହି ଜଗତ ଜାଣିପାରିବ ଯେ, ତୁମ୍ଭେ ମାେତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମାେତେ ଯେପରି ପ୍ ରମେ କରୁଥିଲ ଠିକ୍ ସହେିପରି ଏହି ଲୋକମାନଙ୍କୁ ମଧ୍ଯ ପ୍ ରମେ କରୁଛ।

2 Corinthians 4:6
ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।

Isaiah 53:11
ଭୟଙ୍କର ୟାତନା ପ ରେ ମଧ୍ଯ ସେ ତୃପ୍ତ ହବେେ। ସେ ନିଜର ଜ୍ଞାନ ବଳ ରେ ପରିତୃପ୍ତ ହବେେ। ନିଜର ଧାର୍ମିକ ଦାସ ଅନକଙ୍କେୁ ଧାର୍ମିକ କରିବେ ଓ ସେ ସମାନଙ୍କେର ଅପରାଧ ବହନ କରିବେ।

Jeremiah 10:10
ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।

1 Thessalonians 1:9
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।

Hebrews 8:11
ଏହାପରେ ପୁନର୍ବାର କହେି ନଜ ଭାଇ ବା ପରମେଶ୍ବରଙ୍କ ଅନ୍ଯଲୋକମାନଙ୍କୁ ଶିକ୍ଷା ଦବେେ ନାହିଁ କିମ୍ବା ପ୍ରଭୁଙ୍କୁ ଜାଣିବା ନିମନ୍ତେ କିଛି କହିବା ଆବଶ୍ଯକ ହବେ ନାହିଁ, କାହିଁକି ? କାରଣ ସାନଠାରୁ ବଡ଼ ପର୍ୟ୍ଯନ୍ତ ସମାନେେ ସମସ୍ତେ ମାେତେ ଜାଣିବେ।

1 John 4:6
କିନ୍ତୁ ଆମ୍ଭେସବୁ ପରମେଶ୍ବରଙ୍କର। ତେଣୁ ପରମେଶ୍ବରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ବରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ଯମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।

2 Thessalonians 1:8
ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଚାରକୁ ମାନନ୍ତି ନାହିଁ, ସମାନଙ୍କେୁ ଦଣ୍ଡ ଦବୋ ଲାଗି ସେ ଜ୍ବଳନ୍ତ ଅଗ୍ନି ଶିଖା ସହିତ ଆସିବେ।

Isaiah 48:16
ତୁମ୍ଭମାନେେ ଆମ୍ଭ ନିକଟକୁ ଆସି ଏହିକଥା ଶୁଣ। ଆଦ୍ଯରୁ ଆମ୍ଭେ ଗୋପନ ରେ କିଛି କହି ନାହୁଁ। ବହୁ କାଳରୁ ଆମ୍ଭେ ସଠାେ ରେ ଅଛୁ।

John 8:54
ଯୀଶୁ ଉତ୍ତର ଦେଲେ, ଯଦି ମୁଁ ନିଜକୁ ସମ୍ମାନ ଦିଅନ୍ତି, ତବେେ ସେ ସମ୍ମାନର କିଛି ମୂଲ୍ଯ ନାହିଁ। ମାେତେ ୟିଏ ସମ୍ମାନ ଦିଅନ୍ତି, ସେ ମାରେ ପରିମପିତା। ଏବଂ ତୁମ୍ଭମାନେେ କହୁଛ, ସେ ତୁମ୍ଭର ପରମେଶ୍ବର।

1 John 4:14
ଆମ୍ଭମାନେେ ଦେଖିଅଛୁ ଯେ ପରମେଶ୍ବର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭମାନେେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ଯ ଆମ୍ଭେ ସହେି ସାକ୍ଷ୍ଯ ଦେଉଅଛୁ।

1 Timothy 6:15
ପରମେଶ୍ବର ଉପୟୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ବର ଏକମାତ୍ର ପରମଧନ୍ଯ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।

1 Corinthians 15:34
ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ଯରୁ କେତକେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦବୋ ପାଇଁ ଏକଥା ମୁଁ କହୁଛି।

2 Chronicles 15:3
ପ୍ରକୃତ ରେ ଇଶ୍ରାୟେଲ ଦୀର୍ଘକାଳ ପର୍ୟ୍ଯନ୍ତ ପରମେଶ୍ବରଙ୍କ ବିନା ରହିଥିଲା। ଆଉ ସମାନେେ ଜଣେ ଶିକ୍ଷାଗୁରୁ ଯାଜକ ଓ ନିଯମ ବିନା ରହୁଥିଲେ।

Psalm 9:10
ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସମାନେେ ତୁମ୍ଭକୁ ବିଶ୍ବାସ କରିବେ। ହେ ସଦାପ୍ରଭୁ ୟଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସମାନଙ୍କେୁ ସାହାୟ୍ଯ ନ କରି ଛାଡ଼ିଦିଅ ନାହିଁ।

Jeremiah 31:33
ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

Mark 9:37
ମାେ ନାମ ରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମାେତେ ଗ୍ରହଣ କରେ। ଯେଉଁ ଲୋକ ମାେତେ ଗ୍ରହଣ କରେ, ସେ ଯେ, କବଳେ ମାେତେ ଗ୍ରହଣ କରେ, ତା ନୁହେଁ, ବରଂ ସେ ମାରେ ପ୍ ରରଣେ କର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।

Luke 9:48
ସେ ଶିଷ୍ଯମାନଙ୍କୁ କହିଲେ, ଯଦି କୌଣସି ଲୋକ ଏହିଭଳି େଛାଟ ପିଲାକୁ ମାେ ନାମ ରେ ଗ୍ରହଣ କରେ, ତାହାହେଲେ ସେ ମାେତେ ଗ୍ରହଣ କରେ। ଆଉ ଯେଉଁ ଲୋକ ମାେତେ ଗ୍ରହଣ କରେ, ସେ ମାେତେ ପଠାଇଥିବା ପରମେଶ୍ବରଙ୍କୁ ଗ୍ରହଣ କରେ। ଏଣୁ ତୁମ୍ଭମାନଙ୍କ ମଧିଅରେ ଯେଉଁଲୋକ ସବୁଠାରୁ ନମ୍ର, ସେ ହେଉଛି ସବୁଠାରୁ ଶ୍ ରେଷ୍ଠ।

John 5:36
କିନ୍ତୁ ମାେ ପାଖ ରେ ମାେ ସମ୍ବନ୍ଧ ରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ବପୂର୍ଣ୍ଣ। ମୁଁ ଯାହା ସବୁ କରୁଛି, ତାହା ସବୁ ମାରେ ପ୍ରମାଣ। ପରମପିତା ମାେତେ ଏସବୁ କରିବା ପାଇଁ ଦଇେଥିଲେ। ଏହିସବୁ କାର୍ୟ୍ଯରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମାେତେ ପଠାଇଛନ୍ତି।

John 5:44
ତୁମ୍ଭମାନେେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ବରଙ୍କ ପାଖରୁ ଯେଉଁ ପ୍ରଶଂସା ଆ ସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁନାହଁ। ତାହାହେଲେ ତୁମ୍ଭେ ଏକଥା କିପରି ବିଶ୍ବାସ କରି ପାରିବ।

John 6:27
ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।

John 6:57
ପରମପିତା ମାେତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହତେୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମାେତେ ଭୋଜନ କରେ ସେ ମାେ ହତେୁ ଜୀବିତ ରହିବ।

John 7:29
କିନ୍ତୁ ମୁଁ ତାହାଙ୍କୁ ଜାଣିଛି ଓ ମୁଁ ତାହାଙ୍କ ପାଖରୁ ଆସିଛି। ସେ ସୋତେ ପଠାଇଛନ୍ତି।

John 8:19
ଲୋକମାନେ ପଚାରିଲେ, ତୁମ୍ଭର ପିତା କାହାନ୍ତି?

John 11:42
ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମାେ କଥା ଶୁଣ। ମାତ୍ର ତୁମ୍ଭେ ମାେତେ ପଠାଇଛ ବୋଲି ଏଠା ରେ ଠିଆ ହାଇେଥିବା ଲୋକମାନେ ଯେପରି ବିଶ୍ବାସ କରିବେ , ସେଥିପାଇଁ ମୁଁ ଏହା କହିଲି।

John 12:49
ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦଇେଛି ତାହା ମାରେ ନୁହେଁ। ମାରେ ପ୍ ରରଣକେର୍ତ୍ତା ପରମପିତା ମାେତେ କ'ଣ କହିବାକୁ ଓ କ'ଣ ଉପଦେଶ ଦବୋକୁ ପଡିବ ତାହା କହିଛନ୍ତି।

John 14:26
କିନ୍ତୁ ତୁମ୍ଭକୁ ସାହାର୍ୟ୍ଯକାରୀ ସବୁ ଶିକ୍ଷା ଦବେେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାୟ୍ଯ ମଧ୍ଯ କରିବେ। ଏହି ସାହାୟ୍ଯକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମାେ ନାମ ରେ ପଠାଇବେ।

John 17:8
ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।

1 Corinthians 8:4
ଅତଏବ ମାଂସ ଖାଇବା ବିଷୟ ରେ ମୁଁ ଏହା କ ହେ ଯେ, ଆମ୍ଭେ ଜାଣୁ ଯେ ଜଗତ ରେ ପ୍ରକୃତ ରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ବର ଅଛନ୍ତି।

John 10:36
ତବେେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛି। କାରଣ ମୁଁ କହିଛି, 'ମୁଁ ପରମେଶ୍ବରଙ୍କର ପୁତ୍ର।' ମାେତେ ପରମେଶ୍ବର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।'