Luke 6:38
ଅନ୍ୟକୁ ଦିଅ, ତବେେ ତୁମ୍ଭନମୋନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆୟିବ। ତୁମ୍ଭମାନେେ ଯେତିକି ଧରି ପାରିବ, ତା'ଠାରୁ ଅଧିକ ତୁମ୍ଭମାନଙ୍କ ହାତ ରେ ଢାଳି ଦିଆୟିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆୟିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡିବ। ତୁମ୍ଭମାନେେ ଯେଉଁଭଳି ଭାବରେ ଅନ୍ୟକୁ ଦବେ, ପରମେଶ୍ବର ବି ତୁମ୍ଭମାନଙ୍କୁ ସହେିଭଳି ଭାବରେ ଦବେେ।
Luke 6:38 in Other Translations
King James Version (KJV)
Give, and it shall be given unto you; good measure, pressed down, and shaken together, and running over, shall men give into your bosom. For with the same measure that ye mete withal it shall be measured to you again.
American Standard Version (ASV)
give, and it shall be given unto you; good measure, pressed down, shaken together, running over, shall they give into your bosom. For with what measure ye mete it shall be measured to you again.
Bible in Basic English (BBE)
Give, and it will be given to you; good measure, crushed down, full and running over, they will give to you. For in the same measure as you give, it will be given to you again.
Darby English Bible (DBY)
Give, and it shall be given to you; good measure, pressed down, and shaken together, and running over, shall be given into your bosom: for with the same measure with which ye mete it shall be measured to you again.
World English Bible (WEB)
"Give, and it will be given to you: good measure, pressed down, shaken together, and running over, will be given to you.{literally, into your bosom.} For with the same measure you measure it will be measured back to you."
Young's Literal Translation (YLT)
`Give, and it shall be given to you; good measure, pressed, and shaken, and running over, they shall give into your bosom; for with that measure with which ye measure, it shall be measured to you again.'
| Give, | δίδοτε | didote | THEE-thoh-tay |
| and | καὶ | kai | kay |
| it shall be given | δοθήσεται | dothēsetai | thoh-THAY-say-tay |
| unto you; | ὑμῖν· | hymin | yoo-MEEN |
| good | μέτρον | metron | MAY-trone |
| measure, | καλὸν | kalon | ka-LONE |
| pressed down, | πεπιεσμένον | pepiesmenon | pay-pee-ay-SMAY-none |
| and | καὶ | kai | kay |
| shaken together, | σεσαλευμένον | sesaleumenon | say-sa-lave-MAY-none |
| and | καὶ | kai | kay |
| running over, | ὑπερεκχυνόμενον | hyperekchynomenon | yoo-pare-ake-hyoo-NOH-may-none |
| give men shall | δώσουσιν | dōsousin | THOH-soo-seen |
| into | εἰς | eis | ees |
| your | τὸν | ton | tone |
| κόλπον | kolpon | KOLE-pone | |
| bosom. | ὑμῶν· | hymōn | yoo-MONE |
| For | τᾧ | thō | t-OH |
| with the | γὰρ | gar | gahr |
| same | αὐτῷ | autō | af-TOH |
| measure | μέτρῳ | metrō | MAY-troh |
| that | ᾧ | hō | oh |
| ye mete withal | μετρεῖτε | metreite | may-TREE-tay |
| measured be shall it again. | ἀντιμετρηθήσεται | antimetrēthēsetai | an-tee-may-tray-THAY-say-tay |
| to you | ὑμῖν | hymin | yoo-MEEN |
Cross Reference
Mark 4:24
ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହାଇେ ବିଚାର କରା ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ବର ତୁମ୍ଭକୁ ଠିକ୍ ସହେିଭଳି ଭାବରେ ଦବେେ। ବରଂ ପରମେଶ୍ବର ତୁମ୍ଭକୁ ଆହୁରି ଅଧିକ ଦବେେ।
2 Corinthians 9:6
ଏହି କଥାଟି ମନେ ରଖ ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।
Matthew 7:2
ତୁମ୍ଭେ ଅନ୍ୟର ବିଚାର କଲେ ଠିକ୍ ସହେିଭଳି ତୁମ୍ଭର ବି ବିଚାର କରାୟିବ। ତୂମ୍ଭେ ଅନ୍ୟକୁ ଯେଉଁଥି ରେ ତଉଲିବ ପରମେଶ୍ବର ତୁମ୍ଭକୁ ସହେିଥି ରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆୟିବ।
Proverbs 3:9
ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।
Deuteronomy 15:10
ତୁମ୍ଭମାନେେ ନିଶ୍ଚିତ ଭାବରେ ହୃଦଯ ରେ ସହିତ ତାଙ୍କୁ ଦବୋ ଉଚିତ୍। ତାଙ୍କୁ ଦବୋ ବେଳେ ତୁମ୍ଭେ କକ୍ସ୍ଟସ୍ଖିତ ହବୋ ଉଚିତ୍ ନକ୍ସ୍ଟ ହେଁ। କାରଣ ସହେି କର୍ମ ହତେକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସମସ୍ତ କର୍ମ ରେ ଓ ତୁମ୍ଭେ ଯେଉଁ ବିଷଯ ରେ ଧ୍ଯାନ ଦିଅ, ସଦାପ୍ରଭୁ ସେଥି ରେ ତୁମ୍ଭକୁ ଆଶୀର୍ବାଦ କରିବେ।
Proverbs 22:9
ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ, ଯେ ହତେୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
Proverbs 19:17
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶାଧେ କରିବେ।
Isaiah 65:6
ଦେଖ, ଆମ୍ଭ ସମ୍ମୁଖ ରେ ଏହା ଲିଖିତ ଅଛି, ଆମ୍ଭେ ନୀରବ ରହିବା ନାହିଁ, ମାତ୍ର ପ୍ରତିଫଳ ଦବୋ, ହଁ ଆମ୍ଭେ ସମାନଙ୍କେ କୋଳ ରେ ପ୍ରତିଫଳ ଦବୋ।
2 Corinthians 8:14
ବର୍ତ୍ତମାନ ତୁମ୍ଭମାନଙ୍କ ପାଖ ରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ଯକ ପୂରଣ ହବେ। ତା'ପରେ ଯେତବେେଳେ ସମାନଙ୍କେର ବୁଦ୍ଧି ହବେ, ସମାନେେ ତୁମ୍ଭମାନଙ୍କର ଆବଶ୍ଯକତା ରେ ସାହାୟ୍ଯ କରିବେ।
Proverbs 10:22
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ।
Luke 6:30
ଯଦି କହେି ତୁମ୍ଭକୁ କିଛି ମାଗୁଛି, ତାହା ତା'କୁ ଦଇଦେିଅ। ଯଦି କୌଣସି ଲୋକ ତୁମ୍ଭର କିଛି ନଇେ ଯାଏ, ତବେେ ତାହା ତା'କୁ ଫେ ରଇେ ଦବୋକୁ କୁହ ନାହିଁ।
Philippians 4:17
ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।
James 2:13
ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।
Ecclesiastes 11:1
ତୁମ୍ଭେ ଯେଉଁଠାକୁ ୟାଅ, ଉତ୍ତମ କାର୍ୟ୍ଯ କର। କିଛି ସମୟ ପ ରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫରେି ଆସିବ।
Psalm 79:12
ହେ ପରମେଶ୍ବର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସମାନଙ୍କେୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
Matthew 10:42
ଯଦି କହେି ଲୋକ ମାରେ ଏହି େଛାଟ ଓ ସରଳ ଶିଷ୍ଯମାନଙ୍କ ମଧ୍ଯରୁ କାହାରିକୁ ମାରେ ଶିଷ୍ଯ ବୋଲି କହି ସାହାର୍ୟ୍ଯ କରେ, ତବେେ ସେ ନିଶ୍ଚୟ ତାର ପୁରସ୍କାର ପାଇବ। ସେ ଯଦି ମାେ ଶିଷ୍ଯମାନଙ୍କୁ କାହାକୁ କବଳେ ଗିନାଏ ଥଣ୍ଡା ପାଣି ଦଇେଥାଏ, ତଥାପି ସେ ତାର ପୁରସ୍କାର ପାଇବ।
Judges 1:7
ଏହାପରେ ଅଦୋନୀବଷେକ୍ ସମାନଙ୍କେୁ କହିଲେ, ହସ୍ତପାଦର ଛିନ୍ନା ଅଙ୍ଗକ୍ସ୍ଟଳି ସତକ୍ସ୍ଟରି ଜଣ ରାଜା ଆମ୍ଭ ମଜେ ତଳେ ନିଜର ଆହାର ସାଉଣ୍ଟକ୍ସ୍ଟ ଥିଲେ। ମୁ ଯେପରି କରିଥିଲି ପରମେଶ୍ବର ମାେତେ ସହେିପରି ଦେଲେ। ଏହାପରେ ୟିହକ୍ସ୍ଟଦାର ଲୋକମାନେ ଅଦୋନୀବଷେକ୍ଙ୍କକ୍ସ୍ଟ ଯିରୁଶାଲମକୁ ଆଣିଲେ ଓ ସେ ସଠାେରେ ମୃତକ୍ସ୍ଟ୍ଯବରଣ କଲା।
Psalm 41:1
ଯେଉଁ ବ୍ଯକ୍ତି ଗରିବ ଲୋକମାନଙ୍କୁ ସାହାୟ୍ଯ କରେ, ସେ ଅନକେ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତବେେଳେ ବିପଦ ଆସେ ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି।
Psalm 18:25
ହେ ସଦାପ୍ରଭୁ, ୟଦି କହେି ତୁମ୍ଭକୁ ପ୍ରକୃତରେ ଭଲ ପାଏ, ତୁମ୍ଭେ ନିଶ୍ଚଯ ତାକୁ ଭଲ ପାଇବ। ୟଦି ଜଣେ ବ୍ଯକ୍ତି ତୁମ୍ଭ ପ୍ରତି ନିର୍ମଳ ଅନୁରକ୍ତି ପ୍ରକାଶ କରେ, ତୁମ୍ଭେ ମଧ୍ଯ ତାକୁ ସହେିପରି ପ୍ରତିଦାନ ଦଇେଥାଅ।
Job 42:11
ତା'ପରେ ଆୟୁବର ଭାଇମାନେ, ଭଉଣୀମାନେ, ଯେଉଁ ଲୋକମାନେ ଆୟୁବକୁ ଜାଣିଥିଲେ, ସମସ୍ତେ ତା' ଘରକୁ ଆସିଲେ। ସମାନେେ ସମସ୍ତେ ଆୟୁବର ଘ ରେ ଏକ ବଡ଼ ଭୋଜି ରେ ୟୋଗ ଦେଲେ। ସମାନେେ ଆୟୁବକୁ ସାନ୍ତ୍ବନା ଦେଲେ। ସମାନେେ ଦୁଃଖ ପ୍ରକାଶ କଲେ, କାରଣ ପରମେଶ୍ବର ଆୟୁବ ପାଇଁ ବହୁତ କଷ୍ଟ ଦେଲେ। ପ୍ରେତ୍ୟକକ ବ୍ଯକ୍ତି ଆୟୁବକୁ ଖଣ୍ଡେ ରୂପା ଓ ଗୋଟିଏ ସୁନାମୁଦି ପ୍ରଦାନ କଲେ।
Job 31:16
ମୁଁ କବେେ ଗରିବ ଲୋକକୁ ସାହାୟ୍ଯ କରିବାକୁ ମନା କରିନାହିଁ। ବିଧବାମାନଙ୍କୁ ସମାନଙ୍କେ ଦରକାର ମୁତାବକ ଦଇେଛି।
Esther 7:10
ଏଥି ରେ ହାମନ୍, ମର୍ଦ୍ଦଖଯ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସମାନେେ ହାମନଙ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କୋରଧ ଶାନ୍ତ ହେଲା।
Esther 9:25
ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସହେି ନିର୍ଦ୍ଦେଶ ଯେ କବଳେ ହାମନର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସହେି ନିର୍ଦ୍ଦେଶ ହାମନ୍ ଓ ତାର ପରିବାର ରେ ଅନିଷ୍ଟ କରାଇଲା ତେଣୁ ହାମନ ଓ ତାର ପୁତ୍ରଗଣ ଫାଶୀଖୁଣ୍ଟ ରେ ଝୁଲାଗେଲ।
Revelation 16:5
ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ବରଙ୍କୁ କହିବାର ଶୁଣିଲି :
Deuteronomy 19:16
ଧରାଯାଉ ଜଣେ ଅଧର୍ମୀ ଲୋକ ତା ବିରକ୍ସ୍ଟଦ୍ଧ ରେ ମିଥ୍ଯା ସାକ୍ଷୀ ଦବୋ ପାଇଁ ଛିଡା ହକ୍ସ୍ଟଏ।
Ezra 7:27
ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ପ୍ରଶଂସା କର। ୟିରୁଶାଲମସ୍ଥ ସଦାପ୍ରଭୁ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ମନୋଭାବ ଦଇେଅଛନ୍ତି। ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ପ୍ରବୃତ୍ତି ଦଇେଅଛନ୍ତି।