Mark 13 - YLT (Oriya)
1 And as he is going forth out of the temple, one of his disciples saith to him, `Teacher, see! what stones! and what buildings!'ଯୀଶୁ ମନ୍ଦିର ମଧ୍ଯରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ଯ ତାହାଙ୍କୁ କହିଲା, ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡିକ ଓ ତାର ବିଶାଳ ପଥରଗୁଡିକ କେତେ ସୁନ୍ଦର ହାଇେଛି।
2 and Jesus answering said to him, `Seest thou these great buildings? there may not be left a stone upon a stone, that may not be thrown down.'ଯୀଶୁ କହିଲେ, ତୁମ୍ଭେ ଏହି ବିଶାଳ ଭବନଗୁଡୁକ ଦେଖୁଛ? ଏହି ସମସ୍ତ ଭବନ ଧ୍ବସଂ ପାଇୟିବ। ସବୁତକ ପଥର ଭୂମି ଉପରେ ଓଜାଡି ହାଇେ ପଡିବ। ଗୋଟିଏ ହେଲେ ପଥର ଅନ୍ୟ ପଥର ଉପରେ ରହି ପାରିବନାହିଁ।
3 And as he is sitting at the mount of the Olives, over-against the temple, Peter, and James, and John, and Andrew, were questioning him by himself,ପରେ ଯୀଶୁ ମନ୍ଦିର ସାମନା ରେ ଥିବା ଜୀତ ପର୍ବତ ଉପରେ ବସିଥିଲେ। ତାହାଙ୍କ ସହିତ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଥିଲେ। ସମାନେେ ଯୀଶୁଙ୍କୁ ବ୍ଯକ୍ତିଗତଭାବେ ପଚାରିଲେ,
4 `Tell us when these things shall be? and what `is' the sign when all these may be about to be fulfilled?'ଏ ସବୁ କବେେ ଘଟିବ, ଆମ୍ଭକୁ କୁହ? ଏ ସବୁ ଘଟିବା ସମୟ ହାଇଗେଲା ବୋଲି, କ'ଣ କ'ଣ ଚିହ୍ନ ମାନ ଦଖାେ ୟିବ?
5 And Jesus answering them, began to say, `Take heed lest any one may lead you astray,ଯୀଶୁ ଶିଷ୍ଯମାନଙ୍କୁ କହିଲେ, ସାବଧାନ! ତୁମ୍ଭକୁ କହେି ଯେପରି ପ୍ରତାରଣା କରି ନପା ରେ।
6 for many shall come in my name, saying -- I am `he', and many they shall lead astray;ଅନକେ ଲୋକ ଆସିବେ ଏବଂ ସମାନେେ ମାରେ ନାମ ବ୍ଯବହାର କରିବେ। ସମାନେେ ଦାବି କହିବେ, 'ମୁଁ ସହେି'। ସମାନେେ ବହୁତ ଲୋକଙ୍କୁ ପ୍ରତାରଣା କରିବେ।
7 and when ye may hear of wars and reports of wars, be not troubled, for these behove to be, but the end `is' not yet;ତୁମ୍ଭେ ୟୁଦ୍ଧ ବିଷୟ ରେ କିମ୍ବା ୟୁଦ୍ଧ ଚାଲିଥିବା ବିଷୟ ରେ ଉଡା ଖବର ଶୁଣି ଭୟଭୀତ ହାଇେ ୟିବନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
8 for nation shall rise against nation, and kingdom against kingdom, and there shall be earthquakes in divers places, and there shall be famines and troubles; beginnings of sorrows `are' these.ଗୋଟିଏ ଜାତି ଅନ୍ୟ ଜାତି ବିରୋଧ ରେ, ଗୋଟିଏ ରାଜ୍ଯ ଅନ୍ୟ ରାଜ୍ଯ ବିରୋଧ ରେ ଲଢଇେ କରିବ। ବହୁତ ସ୍ଥାନ ରେ ଭୂମିକମ୍ପ ହବେ। ଲୋକଙ୍କୁ ଖାଇବାକୁ ମିଳିବନାହିଁ। ଏହା ସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବଦନୋ ଭଳି।
9 `And take ye heed to yourselves, for they shall deliver you up to sanhedrims, and to synagogues, ye shall be beaten, and before governors and kings ye shall be set for my sake, for a testimony to them;ତୁମ୍ଭମାନେେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଚାରାଳୟ ରେ ସମର୍ପି ଦବେେ। ସମାନେେ ତୁମ୍ଭମାନଙ୍କୁ ସମାନଙ୍କେର ସମାଜଗୃହ ଗୁଡିକରେ ପିଟିବେ। ମାରେ ଶିଷ୍ଯ ହାଇେଥିବା ଯୋଗୁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗ ରେ ଠିଆ ହବୋକୁ ବାଧ୍ଯ କରାୟିବ। ତୁମ୍ଭମାନେେ ମାେ ବିଷୟ ରେ ପ୍ରମାଣ ଦବେ।
10 and to all the nations it behoveth first that the good news be proclaimed.କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠା ରେ ସୁସମାଚାର ପ୍ରକାଶ୍ଯ ରେ ପ୍ରଚାରିତ କରା ହବେ।
11 `And when they may lead you, delivering up, be not anxious beforehand what ye may speak, nor premeditate, but whatever may be given to you in that hour, that speak ye, for it is not ye who are speaking, but the Holy Spirit.ସମାନେେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜରୋ କରିବେ। ସମାନେେ ତୁମ୍ଭମାନଙ୍କୁ ବିଚାର ପାଇଁ ଯଦି ନିଅନ୍ତି, ତବେେ ତୁମ୍ଭେ ସଠାେରେ କ'ଣ କହିବ, ସେ ବିଷୟ ରେ ଆଗରୁ କବେେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ବର ଯାହା କିଛି କହିବା ପାଇଁ ଦବେେ, ତୁମ୍ଭେ ତାହା କହିବ, କାରଣ ସେତବେେଳେ ପ୍ରକୃତ ରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ର ଆତ୍ମା କଥା କହିବେ।
12 `And brother shall deliver up brother to death, and father child, and children shall rise up against parents, and shall put them to death,ଭାଇ, ଭାଇକୁ ମରଣ ମୁହଁକୁ ଠଲେି ଦବେ। ବାପା ତା' ସନ୍ତାନକୁ ମରିବା ପାଇଁ ଦଇେ ଦବେ। ପିଲାମାନେ ବାପାମାଆଙ୍କ ବିରୁଦ୍ଧ ରେ ଠିଆ ହବେେ ଓ ସମାନଙ୍କେୁ ମାରି ଦବେେ।
13 and ye shall be hated by all because of my name, but he who hath endured to the end -- he shall be saved.ତୁମ୍ଭମାନେେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶଷେ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ଦୃଢ ହାଇେ ରହିବ, ସେ ରକ୍ଷା ପାଇବ।
14 `And when ye may see the abomination of the desolation, that was spoken of by Daniel the prophet, standing where it ought not, (whoever is reading let him understand), then those in Judea, let them flee to the mountains;ତୁମ୍ଭମାନେେ, 'ଧ୍ବସଂ ଘଟାଉଥିବା ଭୟଙ୍କର ବସ୍ତୁକୁ' ଯେଉଁଠା ରେ ନ ରହିବା ଉଚିତ୍, ସହେି ସ୍ଥାନ ରେ ଥିବାର ଦେଖିବ। ଯେଉଁମାନେ ଏହା ପଢିବେ, ସମାନେେ ବୁଝିନବୋ ଉଚିତ୍ ଯେ ଏହାର ଅର୍ଥ କ'ଣ? ସେତବେେଳେ ୟିହୂଦାର ଲୋକମାନେ ପାହାଡ ଉପରକୁ ପଳଇବୋ ଉଚିତ।
15 and he upon the house-top, let him not come down to the house, nor come in to take anything out of his house;ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ।
16 and he who is in the field, let him not turn to the things behind, to take up his garment.ଯଦି କହେି ବାହା ରେ ପଡିଆ ରେ ଥାଏ, ସେ ନିଜ ଚାଦର ଆଣିବା ପାଇଁ ଘରକୁ ଫରେି ନ ଯାଉ।
17 `And wo to those with child, and to those giving suck, in those days;ସହେି ସମୟ ଗର୍ଭବତୀ ମହିଳା ଓ କୋଳ ରେ େଛାଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହବେ।
18 and pray ye that your flight may not be in winter,ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନ ରେ ନହୁଏ।
19 for those days shall be tribulation, such as hath not been from the beginning of the creation that God created, till now, and may not be;କାରଣ ସହେି ଦିନ ଗୁଡିକ ବିପଦ ରେ ପରିପୂର୍ଣ୍ଣ ରହିବ। ସେତବେେଳେ ଏତେ ବଡ ବିପଦ ମାଡି ଆସିବ ଯେ ସଭେଳି ବଡ ବିପଦ ପରମେଶ୍ବରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ୟ୍ଯନ୍ତ କବେେ ଆସି ନାହିଁ କି ଭବିଷ୍ଯତ ରେ କବେେ ଆସିବ ନାହିଁ।
20 and if the Lord did not shorten the days, no flesh had been saved; but because of the chosen, whom He did choose to Himself, He did shorten the days.ସହେି ଭୟଙ୍କର ସମୟକୁ କମଇେ ଦବୋ ପାଇଁ ପରମେଶ୍ବର ସ୍ଥିର କରିଛନ୍ତି। ଯଦି ସହେି ସମୟ କମଇେ ଦିଆ ନ ୟିବ, ତବେେ କହେି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ବର ଯେଉଁମାନଙ୍କୁ ବାଛିଛନ୍ତି, କବଳେ ସହେିମାନଙ୍କ ପାଇଁ ସହେି ସମୟ କମଇେ ଦବେେ।
21 `And then, if any may say to you, Lo, here `is' the Christ, or, Lo, there, ye may not believe;ସହେି ଦିନମାନଙ୍କ ରେ କେତକେ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ' ଦେଖ ଏଠା ରେ ଯୀଶୁ ଅଛନ୍ତି'କିମ୍ବା ' ଦେଖ ସଠାେରେ ସେ ଅଛନ୍ତି'ା ତୁମ୍ଭେ କିନ୍ତୁ ସମାନଙ୍କେୁ ବିଶ୍ବାସ କରିବ ନାହିଁ।
22 for there shall rise false Christs and false prophets, and they shall give signs and wonders, to seduce, if possible, also the chosen;ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ଦଖାେ ଦବେେ ସମାନେେ ଅଦ୍ଭୁତ କାମ ଓ ଆଶ୍ଚର୍ୟ୍ଯକାର୍ୟ୍ଯ କରିବେ। ସମ୍ଭବ ହେଲେ, ପରମେଶ୍ବର ବାଛିଥିବା ଲୋକମାନଙ୍କୁ ସମାନେେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।
23 and ye, take heed; lo, I have foretold you all things.ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ୟଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚତଇେେ ଦେଉଛି।
24 `But in those days, after that tribulation, the sun shall be darkened, and the moon shall not give her light, ସହେି ଦିନମାନଙ୍କ ରେ ଏହି ବଡ ବିପଦର ସମୟ ଚାଲି ଗଲାପରେ
25 and the stars of the heaven shall be falling, and the powers that are in the heavens shall be shaken.ଆକାଶରୁ ତାରାମାନେ ଖସି ପଡିବେ, ଆକାଶ ରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡିକ ଦୋହଲି ୟିବ।' ୟିଶାଇୟ 13:10;34:4
26 `And then they shall see the Son of Man coming in clouds with much power and glory, ସେତବେେଳେ ଲୋକେ ମନୁଷ୍ଯପୁତ୍ରଙ୍କୁ ମହାଶକ୍ତି ଓ ମହିମା ସହିତ ମେଘମାଳା ମଧିଅରେ ଆସିବାର ଦେଖିବେ।
27 and then he shall send his messengers, and gather together his chosen from the four winds, from the end of the earth unto the end of heaven.ମନୁଷ୍ଯପୁତ୍ର ପୃଥବୀର ଚାରି ଆଡକୁ ତାହାଙ୍କ ସ୍ବର୍ଗ ଦୂତମାନଙ୍କୁ ପଠାଇବେ। ସମାନେେ ତାହାଙ୍କ ଦ୍ବାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରେତ୍ୟକକ ସ୍ଥାନରୁ ଆଣି ଏକାଠି କରାଇବେ।
28 `And from the fig-tree learn ye the simile: when the branch may already become tender, and may put forth the leaves, ye know that nigh is the summer;ଡିମ୍ବିରି ଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତବେେଳେ ଡିମ୍ବିରି ଗଛର ଡାଳ ଗୁଡିକ ଶାଗୁଆ ଓ ନରମ ପଡିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତବେେଳେ ତୁମ୍ଭମାନେେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖଇେ ଗଲାଣି।
29 so ye, also, when these ye may see coming to pass, ye know that it is nigh, at the doors.ମୁଁ ତୁମ୍ଭକୁ ଯାହା କହିଲି, ଠିକ୍ ତାହା ଏହିପରି ଘଟିବ। ତୁମ୍ଭମାନେେ ଯେତବେେଳେ ଏହିଭଳି ସବୁ ଘଟିବାର ଦେଖିବ, ସେତବେେଳେ ବୁଝ ଯେ ' ସହେି ସମୟ' ନିକଟରେ ଆସି ପହଞ୍ଚିଗଲାଣି।
30 Verily I say to you, that this generation may not pass away till all these things may come to pass;ମୁଁ ତୁମ୍ଭକୁ ସତ୍ଯ କହୁଛି। ଏହି ପିଢୀର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।
31 the heaven and the earth shall pass away, but my words shall not pass away.ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାେ କହିଥିବା ବାକ୍ଯ କବେେ ହେଲେ ନଷ୍ଟ ହବେନାହିଁ।
32 `And concerning that day and the hour no one hath known -- not even the messengers who are in the heaven, not even the Son -- except the Father.ସହେି ଦିନ ବା ସହେି ସମୟ ବିଷୟ ରେ କାହାରିକୁ କିଛି ଜଣାନାହିଁ। ସ୍ବର୍ଗଦୂତ ବା ମନୁଷ୍ଯପୁତ୍ର କହେି କିଛି ଜାଣନ୍ତି ନାହିଁ। କବଳେ ଏକଥା ପରମପିତା ପରମେଶ୍ବର ଜାଣନ୍ତି।
33 Take heed, watch and pray, for ye have not known when the time is;ସାବଧାନ, ସଦା ବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତବେେଳେ ପହଞ୍ଚିବ, ତାହା ତୁମ୍ଭମାନେେ ଜାଣିନାହଁ।
34 as a man who is gone abroad, having left his house, and given to his servants the authority, and to each one his work, did command also the porter that he may watch;ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ଯକ୍ତି କୌଣସି ସ୍ଥାନକୁ ଯାତ୍ରା କଲା ବେଳେ ଚାକରମାନଙ୍କ ଉପରେ ନିଜ ଘରର ଦାଯିତ୍ବ ଛାଡି ଦଇଯୋଏ ଓ ପ୍ରେତ୍ୟକକ ଚାକରକୁ ତାର ନିର୍ଦ୍ଦିଷ୍ଟ କାମ ଦଇେଥାଏ ଏବଂ ଦ୍ବାରପାଳକକୁ ସଦା ବେଳେ ପ୍ରସ୍ତୁତ ହାଇେ ରହିବାକୁ ଅଦେଶ ଦଇେଥାଏ।
35 watch ye, therefore, for ye have not known when the lord of the house doth come, at even, or at midnight, or at cock-crowing, or at the morning;ଏଣୁ ତୁମ୍ଭମାନେେ ମଧ୍ଯ ସର୍ବଦା ପ୍ରସ୍ତୁତ ହାଇେ ରୁହ। କାରଣ ତୁମ୍ଭେ ଜାଣ ନାହିଁ, ଘରର ମାଲିକ କେତବେେଳେ ଯେ ଆସି ପହଁଞ୍ଚିଯିବେ। ସନ୍ଧ୍ଯା ବେଳେ, ଅଧରାତି ରେ, ପାହାନ୍ତିଆ ରେ ବା ସକାଳେ, କୌଣସି ସମୟରେ ସେ ଆସି ଯାଇ ପାରନ୍ତି।
36 lest, having come suddenly, he may find you sleeping;ସେ ଖୁବ୍ ଶୀଘ୍ର ମଧ୍ଯ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତବେେ ସେ ତୁମ୍ଭକୁ କଦାବି ଶାଇେଥିବା ଅବସ୍ଥା ରେ ଦେଖି ପାରିବେ ନାହିଁ।
37 and what I say to you, I say to all, Watch.'ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସହେି ଏକା କଥା କହୁଛି ଯେ ସର୍ବଦା ପ୍ରସ୍ତୁତ ରୁହ।
Oriya Bible