Nehemiah 4:14
ଯେତବେେଳେ ମୁଁ ଏ ପରିସ୍ଥିତି ଦେଖିଲି, ମୁଁ ଉଠିଲି ଏବଂ କୁଳନୀମାନଙ୍କୁ, ଅଧ୍ଯକ୍ଷମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ କହିଲି, ତୁମ୍ଭମାନେେ ସମାନଙ୍କେୁ ଭୟ କର ନାହିଁ। ସଦାପ୍ରଭୁଙ୍କୁ ସ୍ମରଣ କର। ସଦାପ୍ରଭୁ ମହାନ୍ ଓ ଭୟଙ୍କର ଅଟନ୍ତି। ଆଉ ତୁମ୍ଭମାନେେ ଆପଣା ଆପଣା ଭାତୃଗଣ, ପୁତ୍ର ଓ କନ୍ଯାଗଣ ଆପଣା ଆପଣା ସ୍ତ୍ରୀଗଣ ଆପଣା ଗୃହ ନିମନ୍ତେ ୟୁଦ୍ଧ କର।
Nehemiah 4:14 in Other Translations
King James Version (KJV)
And I looked, and rose up, and said unto the nobles, and to the rulers, and to the rest of the people, Be not ye afraid of them: remember the LORD, which is great and terrible, and fight for your brethren, your sons, and your daughters, your wives, and your houses.
American Standard Version (ASV)
And I looked, and rose up, and said unto the nobles, and to the rulers, and to the rest of the people, Be not ye afraid of them: remember the Lord, who is great and terrible, and fight for your brethren, your sons, and your daughters, your wives, and your houses.
Bible in Basic English (BBE)
And after looking, I got up and said to the great ones and to the chiefs and to the rest of the people, Have no fear of them: keep in mind the Lord who is great and greatly to be feared, and take up arms for your brothers, your sons, and your daughters, your wives and your houses.
Darby English Bible (DBY)
And I looked, and rose up, and said to the nobles, and to the rulers, and to the rest of the people, Be not afraid of them: remember the Lord who is great and terrible, and fight for your brethren, your sons and your daughters, your wives and your houses.
Webster's Bible (WBT)
And I looked, and arose, and said to the nobles, and to the rulers, and to the rest of the people, Be ye not afraid of them: remember the Lord who is great and terrible, and fight for your brethren, your sons, and your daughters, your wives, and your houses.
World English Bible (WEB)
I looked, and rose up, and said to the nobles, and to the rulers, and to the rest of the people, Don't be you afraid of them: remember the Lord, who is great and awesome, and fight for your brothers, your sons, and your daughters, your wives, and your houses.
Young's Literal Translation (YLT)
And I see, and rise up, and say unto the freemen, and unto the prefects, and unto the rest of the people, `Be not afraid of them; the Lord, the great and the fearful, remember ye, and fight for your brethren, your sons, and your daughters, your wives, and your houses.'
| And I looked, | וָאֵ֣רֶא | wāʾēreʾ | va-A-reh |
| and rose up, | וָֽאָק֗וּם | wāʾāqûm | va-ah-KOOM |
| said and | וָֽאֹמַ֞ר | wāʾōmar | va-oh-MAHR |
| unto | אֶל | ʾel | el |
| the nobles, | הַֽחֹרִ֤ים | haḥōrîm | ha-hoh-REEM |
| and to | וְאֶל | wĕʾel | veh-EL |
| rulers, the | הַסְּגָנִים֙ | hassĕgānîm | ha-seh-ɡa-NEEM |
| and to | וְאֶל | wĕʾel | veh-EL |
| the rest | יֶ֣תֶר | yeter | YEH-ter |
| people, the of | הָעָ֔ם | hāʿām | ha-AM |
| Be not | אַל | ʾal | al |
| ye afraid | תִּֽירְא֖וּ | tîrĕʾû | tee-reh-OO |
| of | מִפְּנֵיהֶ֑ם | mippĕnêhem | mee-peh-nay-HEM |
| them: remember | אֶת | ʾet | et |
| אֲדֹנָ֞י | ʾădōnāy | uh-doh-NAI | |
| the Lord, | הַגָּד֤וֹל | haggādôl | ha-ɡa-DOLE |
| great is which | וְהַנּוֹרָא֙ | wĕhannôrāʾ | veh-ha-noh-RA |
| and terrible, | זְכֹ֔רוּ | zĕkōrû | zeh-HOH-roo |
| and fight | וְהִֽלָּחֲמ֗וּ | wĕhillāḥămû | veh-hee-la-huh-MOO |
| for | עַל | ʿal | al |
| your brethren, | אֲחֵיכֶם֙ | ʾăḥêkem | uh-hay-HEM |
| your sons, | בְּנֵיכֶ֣ם | bĕnêkem | beh-nay-HEM |
| daughters, your and | וּבְנֹֽתֵיכֶ֔ם | ûbĕnōtêkem | oo-veh-noh-tay-HEM |
| your wives, | נְשֵׁיכֶ֖ם | nĕšêkem | neh-shay-HEM |
| and your houses. | וּבָֽתֵּיכֶֽם׃ | ûbāttêkem | oo-VA-tay-HEM |
Cross Reference
Numbers 14:9
ତେଣୁ ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଅ ନାହିଁ, ଆଉ ସହେି ଦେଶର ଲୋକମାନଙ୍କୁ ଭୟ କରନାହିଁ। ସମାନେେ ଆମ୍ଭମାନଙ୍କର ଖାଦ୍ୟ ସ୍ବରୂପ। ସମାନଙ୍କେର ଆଶ୍ରଯ ସମାନଙ୍କେ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗ ରେ ଅଛନ୍ତି, ଭୟ କରନାହିଁ।
2 Samuel 10:12
ବଳବାନ ହକ୍ସ୍ଟଅ, ଏବଂ ସାହସର ସହିତ ୟକ୍ସ୍ଟଦ୍ଧ କର, ଆମ୍ଭର ପ୍ରଭକ୍ସ୍ଟଙ୍କ ସହର ପାଇଁ ଓ ଆମ୍ଭର ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଆଖି ରେ ଯାହା ଠିକ୍ ସେ ତାହା କରିବେ।
Isaiah 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
Deuteronomy 1:29
ତେଣୁ ମୁ ତୁମ୍ଭମାନଙ୍କୁ କହିଲି, 'ତ୍ରାସ କର ନାହିଁ କି ଭୟ କର ନାହିଁ।
Deuteronomy 10:17
କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ସେ ଦବଗେଣର ଦବେ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ବର, ସେ ମନକ୍ସ୍ଟଷ୍ଯର ମକ୍ସ୍ଟଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Nehemiah 1:5
ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି:
Matthew 10:28
ଲୋକଙ୍କୁ ଭୟ କର ନାହିଁ। ସମାନେେ କବଳେ ତୁମ୍ଭର ଶରୀରକୁ ମାରି ପାରିବେ। ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କବଳେ ପରମେଶ୍ବରଙ୍କୁ ଭୟ କର। ସେ କବଳେ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦଇେ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠଇେ ପାରିବେ।
Hebrews 13:6
ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା :
Hebrews 12:28
ଅତଏବ, ଆମ୍ଭେ ଧନ୍ଯବାଦ ଦବୋ କଥା ଯେ, ଯେଉଁ ସାମ୍ରାଜ୍ଯ ଆମ୍ଭକୁ ଦିଆ ଯାଇଛି, ତାହା ଟଳମଳ ହାଇେ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ଯବାଦ ଅର୍ପଣ କରିବା ଉଚିତ, ଓ ଏପରି ପଦ୍ଧତି ରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ବରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।
Hebrews 12:20
ସମାନେେ ଆଦେଶକୁ ସହି ପାରିଲେ ନାହିଁ : ଯଦି କିଏ, କୌଣସି ପଶୁ ମଧ୍ଯ ପର୍ବତକୁ ଛୁଏଁ ତା' ହେଲେ ତାହାକୁ ପଥର ଆଘାତ ଦ୍ବାରା ମାରି ଦବୋକୁ ହବେ।322
Nahum 1:2
ସଦାପ୍ରଭୁ ଇର୍ଷାପରାଯଣ ଏବଂ ପ୍ରତିଶାଧେ ପରାଯଣ। ସେ କୋରଧାନ୍ବିତ ହାଇେ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପ ରେ ସେ ପ୍ରତି ଶାଧେ ନିଅନ୍ତି। ସେ ତାଙ୍କର ଶତୃମାନଙ୍କ ଉପ ରେ ରାଗନ୍ତି।
Isaiah 64:1
ତୁମ୍ଭେ ଯଦି ଆକାଶକୁ ବିଦୀର୍ଣ୍ଣ କରି ପୃଥିବୀକୁ ଆସନ୍ତ, ତବେେ ସବୁ କିଛି ପରିବର୍ତ୍ତନ ହୁଅନ୍ତା ଓ ପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ପ୍ରବାହିତ ହୁଅନ୍ତେ।
Isaiah 63:11
ସେତବେେଳେ ସେ ପ୍ରାଚୀନ କାଳ ଓ ମାଶାେ ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ, ସେ ନିଜର ମଷେପାଳକମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ ଓ ସେ ୟିଏକି ସମାନଙ୍କେ ମଧିଅରେ ନିଜର ପବିତ୍ର ଆତ୍ମାକୁ ସ୍ଥାପନ କଲେ, ସେ କାହାଁନ୍ତି ?
Isaiah 51:12
ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'
Psalm 143:5
ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷଯରେ ଭାବେ। ତୁମ୍ଭେ ୟାହାସବୁ କର ମୁଁ ସେସବୁ ବିଷଯରେ ଭାବେ।
Deuteronomy 20:3
' ହେ ଇଶ୍ରାୟେଲବାସୀ ମାରେ କଥା ଶକ୍ସ୍ଟଣ। ଆଜି ତୁମ୍ଭମାନେେ ତୁମ୍ଭର ଶତୃମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ୟିବ। ତୁମ୍ଭମାନେେ କବେେ ଭୟକରିବ ନାହିଁ, ତୁମ୍ଭମାନଙ୍କେର ହୃଦଯ ଦୁର୍ବଳ କରନାହିଁ।
Joshua 1:9
ମନରେଖ, ମୁ ତୁମ୍ଭକୁ ସାହାସୀ ଓ ଶକ୍ତିଶାଳୀ ହବୋ ପାଇଁ ନିର୍ଦ୍ଧେଶ ଦଇେଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହକ୍ସ୍ଟଅ ନାହିଁ, କାରଣ ତୁମ୍ଭେ ଯେଉଁ ଆଡେ ୟିବ, ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସଙ୍ଗି ହବେେ।
2 Chronicles 20:15
ୟିଯଯଲେ କହିଲେ, ରାଜା ଯିହାଶାଫେଟ୍, ଯିହୁଦା ଏବଂ ୟିରୁଶାଲମର ସମସ୍ତ ଲୋକ ମାେ କଥା ଶୁଣ। ସଦାପ୍ରଭୁ ତୁମ୍ଭକୁ ଏହିକଥା କହନ୍ତି : ଏହି ବୃହତ୍ ସୈନ୍ଯଦଳ ବିଷଯ ରେ ଭୀତ କିମ୍ବା ବିବ୍ରତ ହୁଅ ନାହିଁ, କାରଣ ଏହି ୟୁଦ୍ଧ ତୁମ୍ଭର ୟୁଦ୍ଧ ନୁହେଁ, ଏହା ପରମେଶ୍ବରଙ୍କର ୟୁଦ୍ଧ ଅଟେ।
2 Chronicles 32:7
ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ଯବାହିନୀ ବିଷଯ ରେ ଭୟ କର ନାହିଁ କିମ୍ବା ବ୍ଯସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ୍ ଶକ୍ତି ଅଛି।
Job 37:22
ପରମେଶ୍ବର ମଧ୍ଯ ଠିକ୍ ସହେିପରି, ତାଙ୍କର ସୁବର୍ଣ୍ଣମଯ ମହିମା ପବିତ୍ର ପର୍ବତ ମଧ୍ଯରୁ ଚିକ୍ଚିକ୍ କରେ। ତାଙ୍କ ଚତୁର୍ଦ୍ଦିଗ ରେ ଉଜ୍ଜ୍ବଳ କିରଣ ବିଚ୍ଛୁରିତ ହାଇେଥାଏ।
Psalm 20:7
କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।
Psalm 27:1
ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।
Psalm 46:11
ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।
Psalm 65:5
ହେ ପରମେଶ୍ବର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯ ମାଧ୍ଯମରେ ଉତ୍ତର ଦିଅ ଓ ୟାହା ୟଥାର୍ଥ ତାହା କର। ସମଗ୍ର ବିଶ୍ବର ଲୋକମାନେ ବିଶ୍ବାସ ତୁମ୍ଭଠାରେ ରଖନ୍ତି।
Psalm 66:3
ପରମେଶ୍ବରଙ୍କୁ କୁହ, ତୁମ୍ଭର କାର୍ୟ୍ଯ ଆଶ୍ଚର୍ୟ୍ଯଜନକ ଅଟେ। ପରମେଶ୍ବର ତୁମ୍ଭର ଶକ୍ତି ମହାନ୍ ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସମାନେେ ତୁମ୍ଭକୁ ଭୟ କରନ୍ତି!
Psalm 66:5
ଦେଖ, ଯେଉଁ ସବୁ କାର୍ୟ୍ଯ ପରମେଶ୍ବର କରିଛନ୍ତି। ସେ ସମସ୍ତ କାର୍ୟ୍ଯ ଆମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କରେ।
Psalm 77:10
ଏହାପରେ ମୁଁ ଚିନ୍ତା କଲି, ଏସବୁ ମାେତେ ବିବ୍ରତ କରୁଅଛି, 'ସର୍ବୋପରିସ୍ଥ ପରମେଶ୍ବର କ'ଣ ତାଙ୍କର ଶକ୍ତି ହରାଇ ଅଛନ୍ତି ?
Deuteronomy 1:21
ଦେଖ, ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭ ଆଗ ରେ ସହେିଦେଶ ଦଇେଛନ୍ତି। ୟାଅ, ତୁମ୍ଭମାନଙ୍କ ପାଇଁ ତାହା ଅଧିକାର କର। ସଦାପ୍ରଭୁ ତୁମ୍ଭମାନଙ୍କର ପୁର୍ବପୁରୁଷମାନଙ୍କୁ ପରମେଶ୍ବରଙ୍କ ଆଜ୍ଞାନକ୍ସ୍ଟସା ରେ ଏପରି କରିବାକୁ କହିଥିଲେ। ତେଣୁ ତୁମ୍ଭମାନଙ୍କର ଭୟ କି ନାରାଶ ହକ୍ସ୍ଟଅ ନାହିଁ।'