Proverbs 10:8
ଜ୍ଞାନୀ ଲୋକ ଆଜ୍ଞାସବୁ ମାନେ କିନ୍ତୁ ମୂର୍ଖ ଲୋକ ୟୁକ୍ତି କରେ ଓ ନିଜକୁ ବିପର୍ୟ୍ଯଯ ଆଡ଼କୁ ଟାଣିନିଏ।
Proverbs 10:8 in Other Translations
King James Version (KJV)
The wise in heart will receive commandments: but a prating fool shall fall.
American Standard Version (ASV)
The wise in heart will receive commandments; But a prating fool shall fall.
Bible in Basic English (BBE)
The wise-hearted man will let himself be ruled, but the man whose talk is foolish will have a fall.
Darby English Bible (DBY)
The wise in heart receiveth commandments; but a prating fool shall fall.
World English Bible (WEB)
The wise in heart accept commandments, But a chattering fool will fall.
Young's Literal Translation (YLT)
The wise in heart accepteth commands, And a talkative fool kicketh.
| The wise | חֲכַם | ḥăkam | huh-HAHM |
| in heart | לֵ֭ב | lēb | lave |
| will receive | יִקַּ֣ח | yiqqaḥ | yee-KAHK |
| commandments: | מִצְוֹ֑ת | miṣwōt | mee-ts-OTE |
| but a prating | וֶאֱוִ֥יל | weʾĕwîl | veh-ay-VEEL |
| fool | שְׂ֝פָתַ֗יִם | śĕpātayim | SEH-fa-TA-yeem |
| shall fall. | יִלָּבֵֽט׃ | yillābēṭ | yee-la-VATE |
Cross Reference
Matthew 7:24
ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।
Proverbs 12:1
ଯଦି ଜଣେ ଜ୍ଞାନୀ ହବୋକୁ ଚା ହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁ ଯୋଗ ଘୃଣା କରେ ସେ ମୂର୍ଖ।
James 3:13
ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।
Proverbs 18:6
ମୂର୍ଖର କଥା ବିବାଦ ରେ ପ୍ରର୍ବତ୍ତେ। ପୁଣି ତା'ର କଥା ମାଡ଼ ଖାଇବାକୁ ଡାକେ।
Proverbs 14:23
ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ।
Proverbs 14:8
ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।
Proverbs 13:3
ଯେଉଁ ଲୋକ ଆପଣା ମୁଖର କଥାକୁ ଜଗେ ସେ ତା'ର ଜୀବନ ରକ୍ଷା କରେ। ଯେ ଚିନ୍ତା ନ କରି କ ହେ ସେ ବିନାଶ ପ୍ରାପ୍ତ ହୁଏ।
Proverbs 12:13
ଦୁଷ୍ଟର ଓଷ୍ଠ ରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।
Proverbs 10:10
ଜଣେ ୟିଏ ସତ୍ଯକୁ ଲୁଚାଏ, ସେ ଅସୁବିଧାର କାରଣ ଅଟେ। ଜଣେ ୟିଏ ଖାେଲାଖାଲିେ ଭାବରେ କଥା କୁ ହେ, ଶାନ୍ତି ବିରାଜିତ କରେ।
Proverbs 9:9
ଯଦି ଜ୍ଞାନୀକୁ ଉପଦେଶ ଦବେ ସେ ଆହୁରି ଜ୍ଞାନବାନ ହବେ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ଯକ୍ତିକୁ ଶିକ୍ଷା ଦବେ, ତା'ର ପାଣ୍ଡିତ୍ଯ ବୃଦ୍ଧି ପାଇବ।
Proverbs 1:5
ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।
Psalm 119:34
ସେସବୁକୁ ବୁଝିବା ପାଇଁ ମାେତେ ସାହାୟ୍ଯ କର। ଏବଂ ମୁଁ ତୁମ୍ଭର ଶିକ୍ଷା ମାନିବି। ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତାହାକୁ ପାଳନ କରିବି।
Ecclesiastes 10:12
ଜ୍ଞାନୀର କଥା ତା ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।